ରାଜ୍ୟ

ସ୍ବଚ୍ଛ ରାଜ୍ୟ ଭାବେ ଚତୁର୍ଥ ସ୍ଥାନ ଦଖଲ କଲା ଓଡ଼ିଶା

ଭୁବନେଶ୍ୱର,୧୧।୧(ବନ୍ଦନା ସେଠୀ): କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ-୨୦୨୩ର ଫଳାଫଳ ଗୁରୁବାର ଘୋଷଣା ହୋଇଛି। ଚଳିତ ବର୍ଷ ପ୍ରଥମ ଥର ଲାଗି ୨ଟି ରାଜ୍ୟକୁ ପ୍ରଥମ ପୁରସ୍କାର ମିଳିଛି। ମଧ୍ୟପ୍ରଦେଶର ଇନ୍ଦୋର ସହର ଲଗାତାର…

ଇସ୍ତଫା ଦେଲେ ୨୨ ସରପଞ୍ଚ

କେନ୍ଦୁଝର,୧୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): କେନ୍ଦୁଝର ଜିଲା ତେଲକୋଇ ବ୍ଲକ୍‌ର ୨୨ ପଞ୍ଚାୟତର ସରପଞ୍ଚ ଗୁରୁବାର ସମୂହ ଇସ୍ତଫା ଦେଇଛନ୍ତି। ଶ୍ରୀଜଗନ୍ନାଥ ପରିକ୍ରମା ଅର୍ପଣ ରଥ କାର୍ଯ୍ୟକ୍ରମ ପରିଚାଳନାରେ ବ୍ୟତିକ୍ରମ ଓ ସେମାନଙ୍କୁ ଅଣଦେଖା ଅଭିଯୋଗ କରି ବ୍ଲକ୍‌ ସରପଞ୍ଚ ସଂଘ…

ସ୍ତ୍ରୀଙ୍କ ଆତ୍ମହତ୍ୟା ସହି ନ ପାରି ଜୀବନ ହାରିଲେ ସ୍ବାମୀ

ବୈପାରିଗୁଡ଼ା,୧୧ା୧(କଳ୍ପତରୁ ମହାନ୍ତି): କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅଧୀନ ମାଝିଗୁଡ଼ା ପଞ୍ଚାୟତ ଭାଲିଆପଦର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ତ୍ରୀ, ସ୍ବାମୀ ଦୁହେଁ ଆତ୍ମହତ୍ୟା କରିଥିବା ଜଣାପଡିଛି। ବଚସାକୁ କେନ୍ଦ୍ରକରି ପ୍ରଥମେ ସ୍ତ୍ରୀ ଆତ୍ମହତ୍ୟା କରିଦେଇଥିଲେ। ଏହି ଦୁଃଖ ସହି…

ଜାଲ ସାର୍ଟିଫିକେଟ ଦେଇ ଚାକିରି: ୪ ନକଲି ଶିକ୍ଷକ ଚିହ୍ନଟ

ରାୟଗଡ଼ା/ଟିକିରି,୧୧।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା): ରାୟଗଡ଼ା ଜିଲାରେ ପିଛା ଛାଡ଼ୁନି ନକଲି ଶିକ୍ଷକ ମାମଲା। ନକଲି ସାର୍ଟିଫିକେଟରେ ଚାକିରି ମାମଲାରେ ରାୟଗଡ଼ା ଜିଲାର ବହୁ ଶିକ୍ଷକ ଚାକିରିରୁ ବହିସ୍କୃତ ହୋଇଥିବା ବେଳେ କାଶୀପୁର ବ୍ଲକରେ ପୁଣି ୪ ନକଲି ଶିକ୍ଷକ…

୫ବର୍ଷର ଶିଶୁଙ୍କୁ ହତ୍ୟା କରି ରକ୍ତ ପିଇଲେ ଅଭିଯୁକ୍ତ

ଡାବୁଗାଁ,୧୧।୧(ପ୍ରଜ୍ଞାରଞ୍ଜନ ପରିଡା): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ବୋରିଗାଁ ପଞ୍ଚାୟତ ଅଧୀନ ମେଣ୍ଡ୍ରା ଗ୍ରାମରେ ଗୁରୁବାର ଏକ ୫ ବର୍ଷର ଶିଶୁଙ୍କୁ ନୃଶଂସ ଭାବେ ହତ୍ୟା କରାଯାଇଛି। ମିଳିଥିବା ସୂଚନା ମୁତାବକ, ଡାବୁଗାଁ ବ୍ଲକ ବୋରିଗାଁ ପଞ୍ଚାୟତ ଅଧୀନ ମେଣ୍ଡ୍ରା ଗ୍ରାମ…

ବାଲେଶ୍ୱର ସିମୁଳିଆ ବିଡିଓ ବିଶ୍ୱରଂଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସିମୁଳିଆ,୧୧।୧: ବାଲେଶ୍ୱର ସିମୁଳିଆ ବ୍ଲକ ଉନ୍ନୟନ ଅଧିକାରୀ(ବିଡିଓ) ବିଶ୍ୱରଂଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ କରାଯାଇଛି । ସରକାରୀ କ୍ୱାଟର୍ସରେ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ସିମୁଳିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଯଦିଓ…

କୁହୁଡି ବହୁ ମାତ୍ରରେ ସଡକ ଦୁର୍ଘଟଣା ହେବାର ଆଶଙ୍କା, ପରାମର୍ଶ ଜାରି କଲା ପରିବହନ ବିଭାଗ

ଭୁବନେଶ୍ୱର,୧୧।୧: ରାଜ୍ୟରେ ଆଜିକାଲି ଘନ କୁହୁଡି ହେଉଥିବାରୁ ରାସ୍ତାରେ ବହୁ ମାତ୍ରରେ ସଡକ ଦୁର୍ଘଟଣା ହେବାର ଆଶଙ୍କା ରହି ଅଛି ଘନ କୁହୁଡି ସମୟରେ ସଡ଼କ ବ୍ୟବହାରକାରୀମାନଙ୍କ ଦ୍ୱାରା ନିମ୍ନ ଦୃଶ୍ୟମାନତା ଓ ସମ୍ଭାବ୍ୟ ଦୁର୍ଘଟଣାର ସମସ୍ୟାକୁ ଏଡେଇବା ପାଇଁ ରାଜ୍ୟରେ…

ପାରିବାରିକ କଳହକୁ କେନ୍ଦ୍ରକରି ସ୍ତ୍ରୀ ଆତ୍ମହତ୍ୟା କରିବା ପରେ ଜୀବନ ହାରିଲେ ସ୍ୱାମୀ

କୋରାପୁଟ ,୧୧।୧: ଏକ ଦୁଃଖଦ ଘଟଣାରେ ଗୁରୁବାର ଦିନ କୋରାପୁଟ ଜିଲ୍ଲାର ବୈପାରୀଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିଆପଦର ଗ୍ରାମରେ ସ୍ତ୍ରୀ ଆତ୍ମହତ୍ୟା କରିବା ପରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ମୃତକ ଜିନୁ ପରଜା ଏବଂ ତାଙ୍କ ପତ୍ନୀ ରୁକ୍ମିଣୀ ପରିଜା…

ଜାଲ୍‌ ଦସ୍ତଖତରେ ନିଯୁକ୍ତି ମାମଲା: ହାଇକୋର୍ଟଙ୍କ ଜବାବ ତଲବ

କଟକ,୧୧ା୧(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ପୂର୍ବତନ ଅତିରିକ୍ତ ଜିଲାପାଳ ତଥା ପଟ୍ଟାମୁଣ୍ଡାଇ ମହିଳା ମହାବିଦ୍ୟାଳୟ ପରିଚାଳନା କମିଟିର ପୂର୍ବତନ ସଭାପତିଙ୍କ ଜାଲ୍‌ ଦସ୍ତଖତ କରି ମହାବିଦ୍ୟାଳୟରେ ୪୮ ଜଣକୁ ନିଯୁକ୍ତି ଘଟଣାରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଗୁରୁବାର ଜବାବ ତଲବ କରିଛନ୍ତି। ପଟ୍ଟାମୁଣ୍ଡାଇ…

ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଓଡ଼ିଶାରେ ୪ ଦିନ ରହିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୧।୧: ଭାରତ ଯୋଡ଼ୋ ଯାତ୍ରାର ଦ୍ୱିତୀୟ ପର୍ଯ୍ୟାୟରେ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଗୁରୁବାର ରାଜ୍ୟ କଂଗ୍ରେସର ବରିଷ୍ଠ ନେତା ଶରତ ରାଉତ ଭୁବନେଶ୍ୱର ପାର୍ଟି କାର୍ଯ୍ୟାଳୟରେ ଯାତ୍ରାର ଲୋଗୋ ଉନ୍ମୋଚନ କରିବା ଅବସରରେ ଏହି ସୂଚନା…

ଗଳା କାଟି ଶିକ୍ଷକଙ୍କ ଆତ୍ମହତ୍ୟା ଉଦ୍ୟମ

ଉମରକୋଟ,୧୧ା୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ କଚରାପାରା ଅଲେଖ ମହିମା ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ବିଦ୍ୟାଳୟର ସହକାରୀ ଶିକ୍ଷକ ଆଶିଷ କୁମାର ସ୍ବାଇଁଙ୍କୁ ଜଣେ ଶିକ୍ଷୟିତ୍ରୀ କ୍ରମାଗତ ଭାବରେ ମାନସିକ ନିର୍ଯାତନା ଦେଉ ଥିବାରୁ…

ପ୍ରସବ ପରେ ଡାକ୍ତରଖାନାରେ ସ୍ତ୍ରୀ ଆଉ ନବଜାତ ପୁଅକୁ ଛାଡ଼ି ପଳାଇଲେ ସ୍ୱାମୀ, କାର୍ଯ୍ୟାନୁଷ୍ଠାନ ପାଇଁ CWC ଦେଲା ଚେତାବନୀ

ଯାଜପୁର,୧୧ା୧: ଡାକ୍ତରଖାନାରେ ନବଜାତ ଶିଶୁପୁତ୍ର ଏବଂ ସ୍ତ୍ରୀକୁ ଛାଡି ପଳାଇଲେ ସ୍ୱାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ଚିକିତ୍ସାଳୟରେ। ମହିଳା ଏବଂ ତାଙ୍କ ନବଜାତ ଶିଶୁପୁତ୍ର ମେଡିକାଲ ବେଡରେ ଛାଡି ତାଙ୍କ ସ୍ୱାମୀ ଏବଂ ଶାଶୂଘର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?