ରାଜ୍ୟ

ଆରମ୍ଭ ହେଲା ରାଷ୍ଟ୍ରୀୟ ଡାକ ସପ୍ତାହ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ବୁଧବାରଠାରୁ ‘ରାଷ୍ଟ୍ରୀୟ ଡାକ ସପ୍ତାହ’ ପାଳନ ଆରମ୍ଭ ହୋଇଛି। ୯ ଅକ୍ଟୋବର ‘ବିଶ୍ୱ ଡାକ ଦିବସ ପାଳନ’ ଅବସରରେ ପ୍ରଧାନ ଡାକପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଓଡ଼ିଶା ଡାକମଣ୍ଡଳର ରାଷ୍ଟ୍ରୀୟ ଡାକ ସପ୍ତାହ ପାଳନ ସମ୍ପର୍କରେ...

ତ୍ୟାଗ, ଆଦର୍ଶର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ଗୋପବନ୍ଧୁ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିଜ ଜୀବନ ଓ ପରିବାରକୁ ବାଜି ଲଗାଇ ଦୁଃଖୀଦରିଦ୍ରଙ୍କ ସେବା କରିବାକୁ ଆଗେଇ ଆସିଥିଲେ। ଓଡ଼ିଶାର ସ୍ବାର୍ଥ, ଓଡ଼ିଆ ଭାଷା, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଗ୍ରାମ କରିବା ସହ...

ବସ୍‌ ପଛରେ ପିଟିହେଲା ବସ୍‌: ୩୦ ଆହତ

ଫୁଲନଖରା,୧୦ା୧୦(ଡି.ଏନ୍‌.ଏ.): କଟକ-ଭୁବନେଶ୍ୱର ଜାତୀୟ ରାଜପଥର ପ୍ରତାପନଗରୀଠାରେ ବୁଧବାର ଏକ ବସ୍‌ ପଛରେ ଅନ୍ୟ ଏକ ବସ୍‌ ପିଟି ହୋଇଯାଇଛି। ଫଳରେ ପଛ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ। ପ୍ରତାପନଗରୀ ଯୁବକ...

ଓଡ଼ିଆ ଯବାନଙ୍କ ମରଶରୀରକୁ ଅସମ୍ମାନ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ଦେଶର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଓଡ଼ିଆ ଯବାନ ପ୍ରବୀର ନାୟକଙ୍କୁ ଅସମ୍ମାନିତ କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ତାଙ୍କ ମରଶରୀର ବିମାନ ବନ୍ଦରରେ ପହଞ୍ଚିବା ପରେ ମିଳି ନ ଥିଲା ଗାର୍ଡ ଅଫ୍‌ ଅନର।...

ଯୁବକ ଜୀବନ୍ତ ଜଳିଯିବା ଘଟଣା: ମୃତ୍ୟୁ ପାଇଁ ପ୍ରେମିକା ହିଁ ଦାୟୀ

ବାଲିକୁଦା,୧୦ା୧୦(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢ଼ଙ୍ଗା ଦେବଗ୍ରାମ ବିଦ୍ୟାଳୟର ଶିଡିଘର ଛାତରେ ଗତ ୫ ତାରିଖରେ ଜୀବନ୍ତ ଜଳିଯାଇ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିଚୟ ମିଳିଛି। ମୃତ ଯୁବକ ହେଲେ ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଧୀନ କାଞ୍ଚନପୁରର...

୭ ଦିନରେ ଆମରଣ ଅନଶନ: ଅସୁସ୍ଥ ହେବାରେ ଲାଗିଛନ୍ତି କର୍ମଚାରୀ

କାଳିଆପାଣି,୧୦ା୧୦(ଡି.ଏନ୍‌.ଏ.): ସୁକିନ୍ଦା ଟାଟା ଖଣି ମୁଖ୍ୟ ଫାଟକ ସମ୍ମୁଖରେ କାର୍ଯ୍ୟରତ କର୍ମଚାରୀ ଏବଂ ଛଟେଇ ଶ୍ରମିକଙ୍କ ଅନଶନ ବୁଧବାର ୭ମ ଦିନରେ ପହଞ୍ଚତ୍ଛି। ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହୋଇଥିବା ଅନଶନରେ ଇତିମଧ୍ୟରେ ୪ ଜଣ ଅସୁସ୍ଥ ହୋଇ ଟାଟା ଡାକ୍ତରଖାନାରେ...

୫୪ ଜଣଙ୍କୁ ମହାତ୍ମାଗାନ୍ଧୀ ପ୍ରତିଭା ସମ୍ମାନ

ଯାଜପୁର ଅଫିସ,୧୦ା୧୦:  ସାହିତ୍ୟ, ଶିକ୍ଷା, ପରିବେଶ, ସମାଜସେବା ଓ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଯାଜପୁର ଜିଲାର ୫୪ଜଣ ବ୍ୟକ୍ତି ବିଶେଷଙ୍କୁ ମହାତ୍ମାଗାନ୍ଧୀ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି। ଭାରତୀୟ କ୍ରାନ୍ତିକାରୀ ଆନ୍ଦୋଳନର ଅପ୍ରତିଦ୍ୱନ୍ଦ୍ୱୀ ଜନନାୟକ ମହାତ୍ମାଗାନ୍ଧୀଙ୍କ ୧୫୦ତମ...

ଇମାମି ସିମେଣ୍ଟ କାରଖାନାରେ ତେଜିଲା ଅଶାନ୍ତି: ନିଯୁକ୍ତି ଦାବିରେ ଜମିହରାଙ୍କ ଧାରଣା

ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍‌.ଏ.),୧୦ା୧୦: ଯାଜପୁର ଜିଲା କଳିଙ୍ଗନଗର ଇମାମି ସିମେଣ୍ଟ କାରଖାନାରେ ଜମିହରା ପରିବାରଙ୍କୁ ନିଯୁକ୍ତି ପ୍ରଦାନକୁ ନେଇ ସର୍ବଦା ସମସ୍ୟା ଲାଗି ରହୁଛି। ଏପରିକି ବିଗତ ଦିନରେ ନିଯୁକ୍ତିକୁ ନେଇ ହୋଇଥିବା ବୈଠକର ନିଷ୍ପତ୍ତି କାର୍ଯ୍ୟକାରିତା ଦିଗରେ ଇମାମି ସିମେଣ୍ଟ...

ପରମ୍ପରା : ଖାଡୁ ବଳଦକୁ ଗ୍ରାମ ପରିକ୍ରମା

ଖଣ୍ଡପଡ଼ା, ୧୦।୧୦(ସ୍ବ.ପ୍ର.): ଓଡ଼ିଆ ଘରର ଚଳଣି ଓ ପରମ୍ପରା ଅନୁଯାୟୀ ଦଶହରାରେ ସମସ୍ତ କାର୍ଯ୍ୟର ଅନୁକୂଳ କରାଯାଇଥାଏ । ଦିନ ଥିଲା ଲୋକେ ବ୍ୟବସାୟ, ବାଣିଜ୍ୟକୁ ଯିବା ପୂର୍ବରୁ ଦଶହରାରେ ‘ଖାଡ଼ୁ ବଳଦ’କୁ ଅନୁକୂଳ ଭାବେ ଗ୍ରହଣ କରୁଥିଲେ ।...

ବିଜୟା ଦଶମୀରେ ନୀଳମାଧବ ଜୀଉଙ୍କୁ ଶଙ୍ଖ, ଚକ୍ର ସମର୍ପଣ

ଖଣ୍ଡପଡା,୧୦।୧୦(ସ୍ବ.ପ୍ର.): ମହିଷାସୁରର ନିଧନ ପାଇଁ ମା’ଦୁର୍ଗାଙ୍କୁ ପ୍ରଦାନ କରାଯାଇଥିବା ଶଙ୍ଖ, ଚକ୍ର ଆୟୁଧ ମଙ୍ଗଳବାର ବିଜୟା ଦଶମୀ ତିଥିରେ କଣ୍ଟିଲୋ ନୀଳମାଧବ ଜୀଉଙ୍କୁ ସମର୍ପଣ କରାଯାଇଛି । ପାରମ୍ପରିକ ରୀତିରେ ଏହି ତିଥିରେ ଶ୍ରୀ ନୀଳମାଧବ ଜୀଉଙ୍କ ଚଳନ୍ତି ପ୍ରତିମା...

ବିଜୟା ଦଶମୀରେ ଶ୍ରୀରଘୁନାଥଜୀଉଙ୍କ ସୁନାବେଶ

ଓଡ଼ଗାଁ,୧୦ା୧୦(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ମନ୍ଦିରରେ ସୋମବାର ବିଜୟା ଦଶମୀ ପାଳିତ ହୋଇଯାଇଛି। ଏହି ତିଥିରେ ପ୍ରଭୁ, ମା’ ସୀତା ଓ ଅନୁଜ ଲକ୍ଷ୍ମଣ ସୁନା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥିଲେ। ରାମାୟଣ ଅନୁସାରେ ଏହି ଦିନ ପ୍ରଭୁ ମା...

ପାରା ଦେହରେ ସ୍ବସ୍ଥାନକୁ ଫେରିଗଲେ ମା’ ଖିଲାମୁଣ୍ଡା

ରଣପୁର,୧୦।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ମାଳଜଙ୍ଗଲ ଭିତରେ ବିଜେ ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରଣପୁର ରାଜାଙ୍କ ନିମନ୍ତ୍ରଣରେ ଗତ ଦ୍ୱିତୀୟା ଓଷାଠାରୁ ଷୋଳପୂଜା ପାଇଁ ରଣପୁର ରାଜନଅରରେ ଅବସ୍ଥାପନ କରିବା ପରେ ରଣପୁର ଚଳଚଞ୍ଚଳ ହୋଇଉଠିଥିଲା ।ପ୍ରତ୍ୟେକ ବର୍ଷ...

Advertisement
Archives

Model This Week

Why Dharitri