ରାଜ୍ୟ

ଜଗତ୍‌ସିଂହପୁର ଜିଲା ବିଧାନସଭା ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର,୧୦ା୧(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ବୁଧବାର ଏ ନେଇ ବିଜେଡି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଗିରିଶ ଚନ୍ଦ୍ର…

ବାଲି ଉଠାଣ ନେଇ ଓଡ଼ିଶା ସରକାରଙ୍କ ବିଜ୍ଞପ୍ତି ଉପରେ ହାଇକୋର୍ଟ ସ୍ଥଗିତାଦେଶ

ଭୁବନେଶ୍ୱର, ୧୦।୧: ବାଲି ଉଠାଣ ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଉପରେ ଆଜି ହାଇକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। ଏ ସଂକ୍ରାନ୍ତରେ ଗତ ଡିସେମ୍ବର ୨୧ରେ ଖଣି ବିଭାଗ ବିଜ୍ଞପ୍ତି ଜାରି କରିଥିଲା। ଏଥିରେ ଆବଶ୍ୟକତା ଅନୁଯାୟୀ ବାଲି ଉଠାଣ ଅନୁମତି…

ତାରକା ହୋଟେଲ, ବିସ୍କୁଟ କାରଖାନା ସମେତ ୧,୭୧୩ କୋଟିର ୧୪ ପ୍ରକଳ୍ପକୁ ଅନୁମତି ଦେଲେ ଓଡ଼ିଶା ସରକାର

ଭୁବନେଶ୍ୱର, ୧୦।୧: ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସ୍ତରୀୟ ଏକକ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୁଧବାର ଓଡ଼ିଶାରେ ୧,୭୧୩.୬୫ କୋଟି ଟଙ୍କା ମୂଲ୍ୟର ୧୪ ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛି। ଏଥିରେ ଧାତୁ ଏବଂ…

ଜାନୁଆରୀ ୧୫ ପରେ ରାସ୍ତାରେ ଗୋରୁ ବୁଲିଲେ ଉଠାଇନେବ ବିଏମ୍‌ସି, ଦୁହାଁଳିଆ ଗାଈ ଫେରାଇବାକୁ ଦୁଇଗୁଣା ଜରିମାନା

ଭୁବନେଶ୍ୱର, ୧୦।୧ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)କୁ ଘାରିଛି ବୁଲା ଗୋରୁ ଓ କୁକୁର ଚିନ୍ତା। ସୋମବାର ବିଏମସି ସମେତ ସମଗ୍ର ରାଜ୍ୟରେ କୁକୁର ବନ୍ଧ୍ୟାକରଣକୁ ହାଇକୋର୍ଟରୁ ସବୁଜ ସଙ୍କେତ ମିଳିବା ପରେ ଏବେ ଏହାକୁ କାର୍ଯ୍ୟକାରୀ କରିବାକୁ…

ଓଡ଼ିଆ ବୈଜ୍ଞାନିକଙ୍କ ନେତୃତ୍ୱରେ ହେଲା ଅଯୋଧ୍ୟା ରାମ ମନ୍ଦିର ‘ସୂର୍ଯ୍ୟ ତିଲକ’ ପ୍ରସ୍ତୁତି

ଭୁବନେଶ୍ୱର,୧୦ା୧: ଆଯୋଧ୍ୟାର ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିଲା ବେଳେ ଓଡ଼ିଆ ଜ୍ଞାନିକଙ୍କ ନେତୃତ୍ୱରେ ସେଣ୍ଟ୍ରାଲ ବିଲଡିଂ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ (ସିବିଆଇଆର) ର ଏକ ଟିମ୍ ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ମଣ୍ଡପରେ ସ୍ୱତନ୍ତ୍ର ‘ସୂର୍ଯ୍ୟ ତିଲକ’ ପ୍ରକଳ୍ପ ପ୍ରସ୍ତୁତ…

କୋଟିପତି ଏମ୍‌ଭିଆଇ ଗିରଫ, ଆୟଠାରୁ ୨୯୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ

ନୟାଗଡ଼,୧୦ା୧(ଲୋକନାଥ ମିଶ୍ର): ରାଜ୍ୟରେ ପୁଣି ଜଣେ କୋଟିପତିଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମ୍‌ଭିଆଇ ପଞ୍ଚାନନ ବେହେରା ବୁଧବାର ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ଏକକାଳୀନ ୭ଟି ଘର…

ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀଙ୍କ ପରଲୋକ

କେନ୍ଦ୍ରାପଡ଼ା,୧୦ା୧: ମନ୍ତ୍ରୀ ପ୍ରତାପ ଦେବଙ୍କ ମା’ ତଥା ପୂର୍ବତନ ବିଧାୟିକା, ରାଜ୍ୟ ସଭା ସଦସ୍ୟା ସୁଶ୍ରୀ ଦେବୀଙ୍କ ବୁଧବାର ପରଲୋକ ଘଟିଛି। କଟକସ୍ଥିତ ବାସଭବନରେ ୭୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବିଜୁ ଜନତା ଦଳର ଜଣେ…

୨୫ରୁ ଗୋପାଳପୁର ବେଳାଭୂମି ମହୋତ୍ସବ

ଛତ୍ରପୁର,୧୦ା୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାରେ ଚଳିତ ମାସ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ। ଏନେଇ ବୁଧବାର ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ ସଦ୍‌ଦ୍ଭାବନା ସଭାଗୃହ ପ୍ରକୋଷ୍ଠଠାରେ ଜାତୀୟସ୍ତରୀୟ ପଲ୍ଲୀଶ୍ରୀ ମେଳା, ଗୋପାଳପୁର ବେଳାଭୂମି…

ଛାତ୍ରୀଛାତ୍ରଙ୍କୁ ସଫଳତାର ୬ ସୂତ୍ରୀ କର୍ଣ୍ଣମନ୍ତ୍ର ଦେଲେ ୫-ଟି ଅଧ୍ୟକ୍ଷ

ଖୋର୍ଦ୍ଧା,୧୦।୧(ପ୍ରଭାତ ପାଣିଗ୍ରାହୀ): ସଫଳତାର ମୂଳମନ୍ତ୍ର ହେଉଛି କଠିନ ପରିଶ୍ରମ। ଜୀବନରେ ସଫଳତା ପାଇବାକୁ ହେଲେ କଠିନ ପରିଶ୍ରମ କରିବାକୁ ପଡିବ। ସୋସିଆଲ ମିଡିଆ ଅପେକ୍ଷା ପାଠପଢା ଉପରେ ଗୁରୁତ୍ୱ ଦିଅ ବୋଲି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ…

ରାଜ୍ୟରେ ବଢ଼ିବ ଶୀତ 

ଭୁବନେଶ୍ୱର,୧୦।୧: ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ। ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିବ। ତେବେ ରାଜ୍ୟରେ ଶୀତର ପ୍ରକୋପ ଆହୁରି ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସୂଚନା ଅନୁସାରେ,…

ହାଇଟେକରୁ ଗାଁକୁ ନେବା ପରେ ଦିଲ୍ଲୀପଙ୍କର ହେଲା  ଅନ୍ତିମ ସଂସ୍କାର

ଭୁବନେଶ୍ୱର,୧୦।୧: ହାଇଟେକ ଟ୍ରାଜେଡିରେ ଡିଏନ୍‌ଏ ରିପୋର୍ଟ ଆସିବା ପରେ ମୃତଦେହକୁ ଧରି ଗାଁକୁ ଫେରିଛନ୍ତି ମୃତକ ଦିଲୀପ ସାମନ୍ତରାୟଙ୍କ ପରିବାର ଲୋକେ। ଗାଁକୁ ନେବା ପରେ ଦିଲ୍ଲୀପଙ୍କର ଅନ୍ତିମ ସଂସ୍କାର କରାଯାଇଛି। ଡିଏନ୍‌ଏ ରିପୋର୍ଟରୁ ପରିଚୟ ସ୍ପଷ୍ଟ ହେବା ପରେ ପରିବାର…

କାଉଣ୍ଟର ଖୋଲୁ ଖୋଲୁ ଟିକେଟ ଶେଷ

କେନ୍ଦୁଝର,୧୦।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ କାଉଣ୍ଟର ଖୋଲୁ ଖୋଲୁ ରୋଗୀ ଦେଖା ଟିକେଟ ସରିଯାଉଥିବା ଅଭିଯୋଗ ହୋଇଛି। ଫଳରେ ଦୂର ଦୁରାନ୍ତରୁ ଆସୁଥିବା ଏବଂ ଲାଇନରେ ଠିଆ ହେଉଥିବା ରୋଗୀଙ୍କୁ ଟିକେଟ ମିଳୁ ନ ଥିବାରୁ ନିରାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?