ରାଜନୀତିର ଶୀର୍ଷ ସ୍ଥାନରେ ଆଦିବାସୀ ମହିଳା
କୋରାପୁଟ,୬।୧(ଅମିତାଭ ବେହେରା): ନୂଆଦିଲ୍ଲୀ ସ୍ଥିତ ସଂସଦ ଭବନରେ ଆୟୋଜିତ ଜାତୀୟସ୍ତରୀୟ ଚେଞ୍ଜ ମେକର କର୍ମଶାଳାରେ ଯୋଗଦେଇ କୋରାପୁଟ ଜିଲାପରିଷଦ ଅଧ୍ୟକ୍ଷା ସସ୍ମିତା ମେଲେକା ନିଜ ବକ୍ତବ୍ୟ ରଖିଛନ୍ତି। କର୍ମଶାଳାରେ ଓଡ଼ିଶାରୁ ୧୦ଜଣ ମହିଳା ଯାଇଥିବା ବେଳେ ସେ ଏକମାତ୍ର ଆଦିବାସୀ ମହିଳା…
ହାଇଟେକ ବିସ୍ଫୋରଣ ଘଟଣା: ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ
ଭୁବନେଶ୍ବର,୬।୧(ସୂର୍ଯ୍ୟକାନ୍ତ ବେହେରା): ହାଇଟେକ ମେଡିକାଲ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନିଜକୁ ଦିଲ୍ଲୀପ ସାମନ୍ତରାୟ କହୁଥିବା ବ୍ୟକ୍ତି। ଶନିବାର ଭୋରରେ ତାଙ୍କର ମୃତ୍ୟୁ ହୋଇଛି। ହାଇଟେକ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରକ୍ତ ବିକ୍ରି ମନା
ଭୁବନେଶ୍ୱର, ୬।୧(ଅସମାପିକା ସାହୁ): ଏବେ ରକ୍ତ ଆଉ ବିକ୍ରି ହୋଇପାରିବ ନାହିଁ। କେବଳ ରକ୍ତ ଯୋଗାଇବା ପାଇଁ ଖର୍ଚ୍ଚ ହେଉଥିବା ଟଙ୍କା ଆଦାୟ କରାଯିବ। ଏନେଇ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ) ଗାଇଡ୍ଲାଇନ୍ ଜାରି କରିବା ସହ ସବୁ ରାଜ୍ୟ…
୩୦ ନା ୩୧ ବାସ୍ତବତା କ’ଣ
ବଲାଙ୍ଗୀର, ୬ା୧(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହରଠାରୁ ପ୍ରାୟ ୨୦ କିଲୋମିଟର ଦୂର ମାଗୁରବେଡାଠାରେ ଗତ ବୁଧବାର ଲୋୟର ସୁକ୍ତେଲ ବୃହତ୍ ଜଳସେଚନ ପ୍ରକଳ୍ପ ଉଦ୍ଘାଟିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ଉଦ୍ଘାଟନ କରି ବଲାଙ୍ଗୀର ଜିଲା ବିକାଶରେ…
ଆଜି ଦଶପଲ୍ଲାରୁ ଗଡ଼ିବ ରେଳ: ରେଳ ମନ୍ତ୍ରୀ କରିବେ ଶୁଭାରମ୍ଭ
ନୟାଗଡ଼,୬।୧(ଲୋକନାଥ ମିଶ୍ର): ଆଜି ଦଶପଲ୍ଲାରୁ ଗଡ଼ିବ ରେଳ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ କୁମାର ବୈଷ୍ଣବ ଏହାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଫଳରେ ଦଶପଲ୍ଲାବାସୀଙ୍କ ବହୁଦିନର ସ୍ବପ୍ନ ସାକାର ହେବାକୁ ଯାଉଛି।
ଲୋକକଳା ହେଉଛି ଗୋଟିଏ ଜାତିର ଅସ୍ମିତା: ଭି.କେ. ପାଣ୍ଡିଆନ
ଭୁବନେଶ୍ୱର,୫।୧:ପାରମ୍ପରିକ ଲୋକକଳା ଓ ସଂସ୍କୃତି ହେଉଛି ଏକ ଜାତିର ଜୀବନ ଓ ଭବିଷ୍ୟତ । ସଚେତନତା ସୃଷ୍ଟି କରିବାରେ ଲୋକକଳା ଭଳି ପ୍ରଭାବୀ ମାଧ୍ୟମ ଅନ୍ୟ କୌଣସି ମାଧ୍ୟମରେ ନାହିଁ ବୋଲି ୫-ଟି ତଥା ‘ଆମ ଓଡିଶା ନବୀନ ଓଡିଶା ଅଧ୍ୟକ୍ଷ…
ବର୍ଷକରେ ୨୫ଶହ କୋଟିର ଠକେଇ, ୬୧ ଗିରଫ
ଭୁବନେଶ୍ୱର,୫।୧ (ସୂର୍ଯ୍ୟକାନ୍ତ ବେହେରା) : ୨୦୨୩ରେ ରାଜ୍ୟରେ ବଡ଼ ବଡ଼ ଠକେଇ ହୋଇଥିବାବେଳେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବହୁ ଘଟଣାର ପର୍ଦ୍ଦାଫାସ କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଅନ୍ଲାଇନ୍ ଚିଟ୍ଫଣ୍ଡ୍, କ୍ରିପ୍ଟୋ ପୋଞ୍ଜି ସ୍କାମ୍ ଆଦି ସାଇବର…
ଶିକ୍ଷାନୁଷ୍ଠାନ ବଦଳାଇପାରିବେ ଯୁକ୍ତ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ର: ଆବେଦନ ଆରମ୍ଭ
ଭୁବନେଶ୍ୱର, ୫।୧(ଅସମାପିକା ସାହୁ) – ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ର ଚାହିଁଲେ ନିଜ ଶିକ୍ଷାନୁଷ୍ଠାନ ବଦଳାଇପାରିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୁଯୋଗ ଦେବା ସହ ଶୁକ୍ରବାରଠାରୁ ଆବେଦନ ଆରମ୍ଭ ହୋଇଛି। ଯେଉଁ ଛାତ୍ରୀଛାତ୍ର ଗୋଟିଏ…
ଓଲଟିଲା ବିଏସଏଫ ଭ୍ୟାନ୍, ୧୭ ଯବାନ ଗୁରୁତର
କୁମହାରି,୫।୧: ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲାରେ ବିଏସଏଫ ଭ୍ୟାନ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଭ୍ୟାନ ଓଲଟି ୧୭ ଜଣ ବିଏସଏଫ ଯବାନ ଗୁରୁୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସମସ୍ତ…
ପ୍ରକାଶ ପାଇଲା ଓଡ଼ିଶାର ଚୂଡ଼ାନ୍ତ ଭୋଟର ତାଲିକା, ସୂଚନା ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର,୫।୧: ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ କରିଛନ୍ତି ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ। ନୂଆକରି ଯୋଡ଼ି ହୋଇଥିବା ଯୁବ ଭୋଟରଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର…
ପୁଣି ଲେଉଟିଲା ଶୀତ, ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ
ଜି.ଉଦୟଗିରି,୫ା୧(ଶିଶିର ପଟ୍ଟନାୟକ): କିଛିଦିନ ବ୍ୟବଧାନ ପରେ ପୁଣି ଜି.ଉଦୟଗିରିକୁ ଲେଉଟିଛି ଶୀତ। ଶୁକ୍ରବାର ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍ ରହିଛି ବୋଲି ଜି.ଉଦୟଗିରି କୃଷି ଗବେଷଣା କେନ୍ଦ୍ରରେ ଥିବା ପାଣିପାଗ ବିଭାଗ ଅଧିକାରଙ୍କ ଠାରୁ ଜାଣିବାକୁ ମିଳିଛି। ଗୁରୁବାର ୯.୪…
ଆରମ୍ଭ ହେଲା ବରିଷ୍ଠ ନାଗରିକ ତୀର୍ଥଯାତ୍ରା
ବାଲେଶ୍ୱର,୫।୧: ରାଜ୍ୟ ସରକାର ଆର୍ଥିକ ଅନଗ୍ରସର ଏବଂ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକଙ୍କ ପାଇଁ ୨୦୧୬ରେ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ବାଲେଶ୍ବର ରେଳ ଷ୍ଟେଶନରୁ ମଧ୍ୟାହ୍ନରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ…

