ରାଜ୍ୟ

୨୨ ବର୍ଷ ତଳର କଷ୍ଟ ପ୍ରତ୍ୟେକ ଦିନ ଭୋଗିଛି

ଭୁବନେଶ୍ୱର,୨୨।୨(ବ୍ୟୁରୋ): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ପୋଲିସ ଦିର୍ଘ ୨୨ ବର୍ଷ ପରେ ସୋମବାର ଧରିବାରେ ସଫଳ ହୋଇଛି। ଏହି ପରିପ୍ରେକ୍ଷୀରେ ଅଞ୍ଜନା ଏକ ଖବରତାଦା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ମୁଖ୍ୟାଂଶ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ସୋମବାର ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଗତବର୍ଷ ଅପେକ୍ଷା ଚଳିତବର୍ଷ ବଜେଟର ପରିମାଣ ୧୩ ପ୍ରତିଶତ ବଢ଼ିଛି। ଚଳିତ ବର୍ଷ ମୋଟ ବଜେଟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି ରହିଛି।...

ରାଜ୍ୟରେ ହୋଇପାରେ ଲକ୍‌ଡାଉନ୍‌: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨।୨(ବ୍ୟୁରୋ): ଦେଶର କିଛି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବା ପରେ ଏବେ ଚିନ୍ତା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ସତର୍କତା ଗ୍ରହଣ କରିଛନ୍ତି। ତେବେ ପରିସ୍ଥିତି ବିଗିଡିଲେ ରାଜ୍ୟରେ ଲକ୍‌ଡାଉନ୍‌ ହୋଇପାରେ ବୋଲି...

ଭିଏଲ ଏସ୍‌ଆର ସାମ୍‌ କ୍ଷେପଣାସ୍ତ୍ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ ୨୨।୨: ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ. ଲଞ୍ଚପ୍ୟାଡ୍‌ରୁ ସୋମବାର ୧.୨୮ ମିନିଟରେ ପ୍ରଥମ ରାଉଣ୍ଡ ଭିଏଲ ଏସ୍‌ଆର ସାମ୍‌ କ୍ଷେପଣାସ୍ତ୍ର ସଫଳ ପରୀକ୍ଷଣ ହୋଇଛି। VL SRSAM ହେଉଛି Vertically Lunched...

କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ିକୁ ଓଭରଟେକ୍‌ ଘଟଣା: ୫ ଘଣ୍ଟା ଥାନାରେ ଅଟକିଲା ୨ କାର

ରୂପ୍‌ସା, ୨୨।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ସଦସ ବ୍ଲକ ଅନ୍ତର୍ଗତ ମିରିଗିମୁଣ୍ଡି ଚୂଡ଼ାଖିଆ ପୋଲ ଠାରେ ସୋମବାର କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଗାଡ଼ିକୁ ପଶ୍ଚିମବଙ୍ଗ ଅଞ୍ଚଳର ୨ଟି କାର ଓଭରଟେକ୍‌ କରିବା ଘଟଣା ଚର୍ଚ୍ଚାର...

ସିବିଆଇ କୋର୍ଟରେ ହାଜର ହେଲେ ବିବନ

ଭୁବନେଶ୍ୱର, ୨୨।୨(ବ୍ୟୁରୋ): ୧୯୯୯ ମସିହା ଜାନୁଆରୀ ୯ ତାରିଖରେ ସଂଗଠିତ ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ଘଟଣାରେ ସୋମବାର ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ସିବିଆଇ ସ୍ପେଶାଲ କୋର୍ଟରେ ହାଜର କରାଯାଇଛି । କଡ଼ା ସୁରକ୍ଷା...

ବହୁ ଚର୍ଚ୍ଚିତ ଗଣବଳାତ୍କାର ମାମଲା: ଦୀର୍ଘ ୨୨ ବର୍ଷ ପରେ ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

କଟକ ଅଫିସ,୨୨।୨: ବହୁଚର୍ଚ୍ଚିତ ଗଣବଳାତ୍କାର ମାମଲାରେ ଆଜି ଧରା ପଡ଼ିଛନ୍ତି ମୁଖ୍ୟ ଅଭିଯୁକ୍ତ। ଦୀର୍ଘ ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଧରିବାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏହି ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ...

ଡିଇଓଙ୍କୁ କରୋନା କଟକଣା ଚିଠି ଲେଖିଲେ ଗଣଶିକ୍ଷା ଅତିରିକ୍ତ ସଚିବ

ଭୁବନେଶ୍ୱର,୨୨।୨(ବ୍ୟୁରୋ): କରୋନା ମହାମାରୀ କିଛିଦିନ ଥମି ଯାଇଥିବା ବେଳେ ଏହା ପୁଣି କେତେକ ରାଜ୍ୟରେ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ମଧ୍ୟ ସତର୍କ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ କୋଭିଡ୍‌ ଗାଇଡ୍‌ଲାଇନ ପାଳନ ପାଇଁ ଡିଇଓଙ୍କୁ ଚିଠି...

ଆଜି ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ, ୩୩୬୭୦୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୨।୨(ବ୍ୟୁରୋ): ସୋମବାର ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୭୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୧ ଜଣ...

ଟାର୍ଗେଟକୁ ନେଇ ଟୋକନଧାରୀ ଅସନ୍ତୁଷ୍ଟ

ଅନୁଗୋଳ ଅଫିସ, ୨୨।୨: ଚାଷୀଙ୍କଠାରୁ ଧାନ କିଣିବାକୁ ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା ହୋଇଛି। କେତେ ଅନ୍ନଦାତା କେତେ ଜମିରେ କରିଥିବା ଫସଲ ବିକ୍ରି କରିବେ ସେ ନେଇ ସରକାରଙ୍କୁ ତଥ୍ୟ ପ୍ରଦାନ କରାଯାଉଛି। ପଞ୍ଜୀକୃତ କୃଷକଙ୍କ ତାଲିକାକୁ ଦେଖି ସରକାରଙ୍କ...

ଜୈବବିବିଧତା ସନ୍ତୁଳନରେ ଲାଲ କଙ୍କଡ଼ା

ମହାକାଳପଡ଼ା,୨୨।୨(ଡି.ଏନ୍‌.ଏ.): ସାମୁଦ୍ରିକ ବିରଳ ଜୀବ ମଧ୍ୟରେ ଲାଲ କଙ୍କଡା ଜୈବବିବିଧତା ଓ ପ୍ରାକୃତିକ ପରିବେଶ ସନ୍ତୁଳନ ରଖିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ସମୁଦ୍ରରୁ ଭାସି ଆସୁଥିବା ବର୍ଜ୍ୟବସ୍ତୁ ଓ ଛୋଟ ଛୋଟ ସରୀସୃପ, ପଚା କଇଁଛ, ମାଛକୁ ଖାଇବା...

ଶିକ୍ଷା ବିଭାଗ ସତର୍କ ଅଛି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବଢ଼ିବା ପରେ ଓଡ଼ିଶାରେ ଛନକା ପଶିଛି। ରାଜ୍ୟରେ କୋଭିଡ୍‌ ନିୟମ କଡ଼ାକଡି ମାନିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିବାବେଳେ ଏସ୍‌ଆର୍‌ସି ଏନେଇ ସବୁ ଜିଲା ଓ ମହାନଗର ନିଗମକୁ ଚିଠି କରିଛନ୍ତି। ବିଶେଷକରି ଶିକ୍ଷାନୁଷ୍ଠାନ ଉପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri