ଘରେ ଦାଦନ ଖଟିବାକୁ ଯାଉଛି କହି ବାହାରିଥିଲେ ଶବ ହୋଇ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡ଼ୁଛି ଗାଁ ଦାଣ୍ଡ
ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମ ପଶ୍ଚିମ ସାହି ର କେଦାର ଜେନା ଙ୍କ ସାନ ପୁଅ ସାଗର ଜେନା(୨୨) ବ୍ରହ୍ମପୁର ଷ୍ଟେସନ ରେ ଟ୍ରେନ ରୁ ଖସି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି।…
ବିଲରେ ଚରୁଥିବାବେଳେ ମଇଁଷିପଲଙ୍କ ଉପରେ ବଜ୍ରପାତ, ଚାଲିଗଲା ଜଗୁଆଳଙ୍କ ସହ…
ମହାକାଳପଡ଼ା,୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ପଞ୍ଚାୟତ ଘୋଡ଼ାବନ୍ଧ ଗ୍ରାମରେ ଶନିବାର ଅପରାହ୍ନରେ ମଇଁଷିପଲ ଚରୁଥିବା ବେଳେ ତାଙ୍କ ଉପରେ ବଜ୍ରପାତ ଘଟିଛି। ଏଥିରେ ଗୋଟିଏ ମଇଁଷି ଏବଂ ଜଗୁଆଳଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ…
ବାଘଛାଲ କିଣାବିକା ନେଇ ଚାଲିଥିଲା ଡିଲ୍ ମାଡ଼ିବସିଲା ପୋଲିସ: ଛାଲ ଜବତ, ୮ ଗିରଫ
କଲ୍ୟାଣସିଂହପୁର,୭।୬ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ରେଞ୍ଜ ଅଧୀନ ରିଭଲକଣାରେ ବାଘଛାଲ କିଣାବିକା ନେଇ ଡିଲ୍ ଚାଲିଥିବାବେଳେ ବନ ବିଭାଗ ସେଠାରେ ପହଞ୍ଚତ୍ ତାହାକୁ ଭଣ୍ଡୁର କରିଛି। ଘଟଣାସ୍ଥଳରୁ ରାୟଗଡ଼ା ଜିଲାର ୫ ଏବଂ କଳାହାଣ୍ଡି ଜିଲାର ୩ଜଣଙ୍କୁ…
ଲିଖିତ ପ୍ରତିଶ୍ରୁତି ଦେଇ ହଟହଟା ହେଲେ ଯନ୍ତ୍ରୀ: ଥାନାରେ ନ ଥିବା ଦେଖି ତାତିଲେ ଅଞ୍ଚଳବାସୀ
ତୁମୁଡିବନ୍ଧ,୭।୬(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଅଞ୍ଚଳରେ ମେ ୨୯ ତାରିଖ ଶନିବାର ହୋଇଥିବା କାଳବୈଶାଖୀର ତାଣ୍ଡବରେ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବଡ଼ ବଡ଼ ଗଛ ଉପୁଡ଼ି ବିଦ୍ୟୁତ ଖୁଣ୍ଟ ଉପରେ ପଡ଼ିଥିଲା। ଫଳରେ ବିଦ୍ୟୁତ ତାର…
କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ: ୫ ଜଣଙ୍କୁୁ କାବୁ କରିନେଲା ପୋଲିସ
ବଲାଙ୍ଗୀର, ୭।୬ (ସୁନିଲ କୁମାର ମହାନ୍ତି): ଏକ କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ ହୋଇଛି। ଘଟଣାରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପାଞ୍ଚ ଜଣ ଯୁବକଙ୍କୁ ଅଟକ ରଖିଛି | ଶନିବାର ବିଳମ୍ବିତ ରାତିରେ ବଲାଙ୍ଗୀର ଟାଉନ…
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ
ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର ଦ୍ବାର ଉଡ଼ାଇ ନେଇଛି। ଗଛ ପଡ଼ି ଜାତୀୟ ରାଜପଥ ରାସ୍ତା ଅବରୋଧ ହୋଇଥିଲା।…
ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ
ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା ଲକ୍ଷ୍ୟରେ ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ଏକାସଙ୍ଗେ ୪୩ ଜଣ ପୁଲିସ ଇନ୍ସପେକ୍ଟରଙ୍କୁ…
୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା
ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…
ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍, ଲକ୍ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…
ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ ଟଙ୍କା ରୋଜଗାର କରିଥିଲେ। ଏହି ଟଙ୍କାରେ ବିଳାସବେସନ ସାମଗ୍ରୀ କିଣିବା ଠାରୁ ଆରମ୍ଭ…
ହିଟ୍ ଓ୍ବେଭ୍ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…
RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ
କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ପୋଲିସ ଏହି ଆର୍ଥିକ ଠକେଇ ମାମଲାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ…
ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ ଘର ସମ୍ମୁଖରେ ଅସଦାଚରଣ କରିଥିଲେ।ସେ ପାଟି କରି ଘର ଭିତରକୁ ଦୌଡ଼ି ପଳାଇବାରୁ…

