ଦୁଇ ମହିଳାଙ୍କୁ ଦଳିଦେଲା ହାତୀ
ଅନୁଗୋଳ ଅଫିସ,୨୪ା୪): ଅନୁଗୋଳ ଜିଲା ବନ୍ତଳା ରେଞ୍ଜର ବଡ଼କନ୍ତକୁଳ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ସୋମବାର ସକାଳେ ଘର ନିକଟସ୍ଥ ବଗିଚାକୁ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ଦୁଇ ମହିଳାଙ୍କୁ ହାତୀ ଆକ୍ରମଣ କରିବାରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା…
ଘଡ଼ଘଡ଼ି ସହ ବର୍ଷା ପବନ ଆଶଙ୍କା, ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ
ଭୁବନେଶ୍ୱର,୨୪ା୪(ବ୍ୟୁରୋ): ରାଜ୍ୟରେ ପଶ୍ଚିମ ଝଡ଼ ସହ କାଳବୈଶାଖୀର ପ୍ରଭାବ ଲାଗି ରହିବ। ସୋମବାର ପୂର୍ବାହ୍ନ ସୁଦ୍ଧା କଳାହାଣ୍ଡି, ରାୟଗଡ଼ା କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୋଳରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ। ଏଥିସହ ଘଣ୍ଟା…
ନିର୍ବାଚନ ରାଜନୀତିରେ ପୁନଃପ୍ରବେଶ ଲାଗି ଅମଙ୍ଗ: ତଥାଗତ
ଭୁବନେଶ୍ବର, ୨୪ା୪(ବ୍ୟୁରୋ): ମୁଁ ନିର୍ଦ୍ଦଳୀୟ। ଏବେ ମୁଁ କୌଣସି ଦଳରେ ନାହିଁ। ମୁଁ ଆପଣମାନଙ୍କ ଦଳରେ ଅଛି। ନିର୍ବାଚନ ରାଜନୀତିରେ ପୁନଃପ୍ରବେଶ କରିବାକୁ ଅମଙ୍ଗ ବୋଲି ରବିବାର ଶଙ୍ଖ ଭବନ ଉଦ୍ଘାଟନୀ ଉତ୍ସବରେ ଯୋଗଦେବା ଅବସରରେ ପୂର୍ବତନ ଏମ୍ପି ତଥା ଧରିତ୍ରୀ…
‘ଓଡ଼ିଶା ପରମ୍ପରାରେ ଦକ୍ଷତାର ଗୁରୁତ୍ୱ ବହୁ ପୁରାତନ’
ଭୁବନେଶ୍ୱର,୨୪।୪ (ବ୍ୟୁରୋ): ଓଡ଼ିଶା ପରମ୍ପରାରେ ଦକ୍ଷତାର ଗୁରୁତ୍ୱ ବହୁ ପୂର୍ବରୁ ରହିଆସିଛି। ଆବହମାନ କାଳରୁ ଓଡ଼ିଶା ମାଟିରେ କଳା, ସାହିତ୍ୟ, ସଂସ୍କୃତି ଓ ବାଣିଜ୍ୟରେ ଦକ୍ଷତାର ପରାକାଷ୍ଠା ରହିଛି ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର…
ଚେର ଲମ୍ବିଛି, ତଦନ୍ତ ଶିଥିଳ
ବଲାଙ୍ଗୀର ଅଫିସ,୨୪ା୪: ବହୁଚର୍ଚ୍ଚିତ ଜାଲ୍ ସାର୍ଟିଫିକେଟ୍ ମାମଲାର ପର୍ଦ୍ଦାଫାଶକୁ ଏକମାସ ବିତିଛି। ପୋଲିସ ତନାଘନାରୁ ଆରମ୍ଭ ହୋଇଥିବା ଏହି ମାମଲାର ତଦନ୍ତ ଦାୟିତ୍ୱ ପରେ କ୍ରାଇମ୍ବ୍ରାଞ୍ଚ ନେଇଛି। ଲୋକେ ଆଶା କରୁଥିଲେ ଯେ, ଜାଲ୍ ସାର୍ଟିଫିକେଟ ମାମଲାର ଚେରକୁ କ୍ରାଇମ୍ବ୍ରାଞ୍ଚ ଠାବ…
ବସୁଧୈବ କୁଟୁମ୍ବକମ୍ ବାର୍ତ୍ତା ଦେବ ଶଙ୍ଖ ଭବନ
ଭୁବନେଶ୍ୱର,୨୪ା୪(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍-୬ଠାରେ ବିଜୁ ଜନତା ଦଳ (ବିଜେଡି) ମୁଖ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’କୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟତୃତୀୟା ଅବସରରେ ଲୋକାର୍ପଣ କରିଛନ୍ତି। ଶଙ୍ଖ ଭବନ କେବଳ ଭୌତିକ, ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ ଓ…
ପୋଖରୀରୁ ଦୁର୍ଲଭ ରକ୍ତଚନ୍ଦନ କାଠଗଣ୍ଡି ଜବତ
ପାରଳାଖେମୁଣ୍ଡି,୨୩ା୪(ଡି.ଏନ୍.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଗାରବନ୍ଧ ଥାନା ଏବଂ ନାରାୟଣପୁରସ୍ଥ ମହେନ୍ଦ୍ର ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଚଢ଼ାଉ କରାଯାଇ ୫୩୮ କେଜି ଓଜନର ୨୭ଟି ଦୁର୍ଲଭ ରକ୍ତଚନ୍ଦନ କାଠଗଣ୍ଡି ଜବତ କରାଯାଇଛି। ଗାରବନ୍ଧ ଥାନା ଅଧିକାରୀ ଗୋବିନ୍ଦ ଗୌଡ଼ଙ୍କୁ ଏମ୍.ପାଇଲମ…
ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ
ପୁରୀ ଅଫିସ,୨୩ା୪: ଜୁନ ୨୦ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ପୂଜାର୍ଚ୍ଚନା ସହ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହୋଇଛି। ସୋମବାର ଠାରୁ ରାଜନଅରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ସେହିପରି…
କୃଷି ସମୀକ୍ଷା କେନ୍ଦ୍ର, ମିଲେଟ ଶକ୍ତି କାଫେ’ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୨୩ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟର ଉଦ୍ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଯାଇ ଅକ୍ଷୀ ମୁଠି ଅନୁକୂଳ କରି କୃଷକମାନଙ୍କୁ ଶୁଭେଛା ଜଣାଇଥିଲେ।…
ବିଜେବି କଲେଜରେ ପଶି ହାଣିବା ଘଟଣା: ୪ ଗିରଫ
ଭୁବନେଶ୍ୱର,୨୩ା୪(ବ୍ୟୁରୋ): ବିଜେବି କଲେଜ କ୍ୟାମ୍ପସରେ ପଶି କିଛି ଅଣଛାତ୍ର ଆତଙ୍କରାଜ ଘଟାଇଥିଲେ। ତେବେ ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ରବିବାର ଗିରଫ କରିଛି। ସେମାନଙ୍କଠାରୁ ଆକ୍ରମଣରେ ବ୍ୟବହୃତ କ୍ରିକେଟ ଷ୍ଟମ୍ପ, ଛୁରି ଗୋଟିଏ ବାଇକ ଜବତ ହୋଇଛି। ଏହି…
ଆଜି ନୂଆ ବିଜେଡି ଅଫିସ ଉଦ୍ଘାଟନ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ ୟୁନିଟ-୬ କ୍ୟାପିଟାଲ ହସ୍ପିଟାଲ ନିକଟରେ ଥିବା ବିଜୁ ଜନତା ଦଳର ନବନିର୍ମିତ ଶଙ୍ଖ ଭବନ କାର୍ଯ୍ୟାଳୟ ଉଦ୍ଘାଟନ ହେବ। ରବିବାର ପବିତ୍ର ଅୟକ୍ଷ ତୃତୀୟା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ ୧୦ଟା…
ଅକ୍ଷୟ ତୃତୀୟା ଅବସରରେ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦ୍ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟରେ ଅଖିମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀମାନଙ୍କୁ ଶୁଭେଚ୍ଛା…
Archives


