ରାଜ୍ୟ

ଟୁଇନ୍‌ ସିଟି ସହ ୧୫ ଜିଲାକୁ ୱେଲୋ ୱାର୍ନିଂ

ଭୁବନେଶ୍ବର ୨୧।୪(ବ୍ୟୁରୋ): ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ସତର୍କତା ଜାରିହୋଇଛି। ଟୁଇନ୍‌ ସିଟି ସହ ୧୫ ଜିଲାକୁ ୱେଲୋ ୱାର୍ନିଂ ଜାରି କରାଯାଇଛି। ଏ ସବୁ ଜିଲାଗୁଡ଼ିକ ହେଲା ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ମୟୂରଭଞ୍ଜ, କେନ୍ଦୁଝର,…

ହୋଟେଲ ଉପରକୁ ବୋମାମାଡ଼

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜଧାନୀରେ କିଛିଦିନର ନୀରବତା ପରେ ଗୁରୁବାର ବୋମାମାଡ଼ ଘଟଣା ସାମ୍ନାକୁ ଆସିଛି। ମଞ୍ଚେଶ୍ୱର ଥାନାଠାରୁ କିଛି ଦୂର ରସୁଲଗଡ଼ ଛକ ନିକଟରେ ଥିବା ଊର୍ମି ହୋଟେଲ୍‌କୁ ରାତି ପ୍ରାୟ ୮ଟା ୧୫ ବେଳେ ଦୁର୍ବୃତ୍ତମାନେ ୨ଟି ବୋମା ଫିଙ୍ଗିଛନ୍ତି। ଗୋଟିଏ…

ପୂର୍ବତନ ଏମ୍‌ପି ତ୍ରିଲୋଚନ କାନୁନ୍‌ଗୋଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ବରିଷ୍ଠ ରାଜନେତା ତଥା ପୂର୍ବତନ ଏମ୍‌ପି ତ୍ରିଲୋଚନ କାନୁନ୍‌ଗୋଙ୍କ ଶୁକ୍ରବାର ପରଲୋକ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ବରିଷ୍ଠ ରାଜନେତା ତଥା ପୂର୍ବତନ ଏମ୍‌ପିଙ୍କ ପରଲୋକ ବିଷୟରେ ଜାଣି ମୁଁ…

ଶହୀଦ ଯବାନ ଦେବାଶିଷଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଜମ୍ମୁ ଓ କଶ୍ମୀର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ଶହୀଦ ହୋଇଛନ୍ତି। ଏହି ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଦେଶର ସୁରକ୍ଷାରେ ଦେବାଶିଷଙ୍କ…

ଚଢ଼େଇ ଧରିବାକୁ ଗଛରେ ଚଢ଼ି ଦୁଇ ନାବାଳକଙ୍କ ଜୀବନ ଗଲା

ମାଲକାନଗିରି,୨୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଉଣ୍ଡୁରୁକୁଣ୍ଡା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଶୁକ୍ରବାର ଉଣ୍ଡୁରୁକୁଣ୍ଡା ଗାଁର ଚନ୍ଦନ ପଡିଆମୀ(୯) ଓ ମାଙ୍ଗା ମାଣ୍ଡି(୭) ଗଛରେ ଚଢ଼େଇ ବସିଥିବା ଦେଖି ଦୁହେଁ ଧରିବାକୁ ଗଛରେ ଚଢ଼ିଥିଲେ। ତେବେ ସେହି…

ତାତିରୁ ନିସ୍ତାର, ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଶୁକ୍ରବାରଠାରୁ ରାଜ୍ୟରେ ପାରଦ ଖସିଛି। କାଳବୈଶାଖୀ ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜଧାନୀରେ ଖରାର ପ୍ରକୋପ କମ୍‌ ରହିଛି। ୩ ଦିନ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ…

୨ ଯୋଡ଼ା ହାତୀଦାନ୍ତ ଜବତ: ଜଣେ ଗିରଫ

ବାରିପଦା ଅଫିସ,୨୧ା୪: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡ. ପ୍ରକାଶ ଚାନ୍ଦ ଗୋଗିନେନିଙ୍କ ନିର୍ଦ୍ଦେଶ କ୍ରମେ ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ୨ଟି ହାତୀ ମୃତ୍ୟୁ ଘଟଣାର ହାତୀଦାନ୍ତ (୨ଯୋଡ଼ା) ଉଦ୍ଧାର କରିବା…

ଆଜିଠାରୁ ଖରାଛୁଟି

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ସରକାର ସମସ୍ତ ସ୍କୁଲ ପାଇଁ ଖରାଛୁଟି ଘୋଷଣା କରିଛନ୍ତି। ଶୁକ୍ରବାରଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ। ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ପରଲୋକରେ ପୂର୍ବତନ ଏମ୍‌ପି ତ୍ରିଲୋଚନ କାନୁନଗୋ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଜଗତସିଂହପୁରର ପୂର୍ବତନ ଏମ୍‌ପି ତଥା କଟକ ପୌରପାଳିକାର ପ୍ରାକ୍ତନ ଅଧ୍ୟକ୍ଷ ଓ ବରିଷ୍ଠ ରାଜନେତା ତ୍ରିଲୋଚନ କାନୁନଗୋଙ୍କ ପରଲୋକ ଘଟିଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୮୨ ବର୍ଷ ବୟସରେ ଶୁକ୍ରବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

ଆଜିଠୁ ଭାଜପାର ‘ଓବିସି ଜନଜାଗରଣ ଯାତ୍ରା’

ଭୁବନେଶ୍ବର, ୨୧ା୪(ବ୍ୟୁରୋ): ସାରା ଦେଶରେ ଶିକ୍ଷା ଓ ନିଯୁକ୍ତିରେ ଓବିସି ବର୍ଗଙ୍କୁ ୨୭ ପ୍ରତିଶତ ସଂରକ୍ଷଣ ମିଳୁଥିବାବେଳେ ଓଡ଼ିଶାରେ ଏହା ମିଳୁନାହିଁ। ବିଶେଷକରି ଶିକ୍ଷାନୁଷ୍ଠାନରେ ନାମଲେଖାରେ ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କୁ ଆଦୌ ସଂରକ୍ଷଣ ମିଳୁନି। ରାଜ୍ୟରେ ଓବିସି ଜନସଂଖ୍ୟା ୫୪ ପ୍ରତିଶତ।…

ଝାରସୁଗୁଡା ଉପ ନିର୍ବାଚନ: ବିଜେଡି, ଭାଜପାର ଷ୍ଟାର ପ୍ରଚାରକ

ବିଜେଡି- ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ଶାରଦା ପ୍ରସାଦ ନାୟକ, ନିରଞ୍ଜନ ପୂଜାରୀ, ଅଶୋକ ଚନ୍ଦ୍ର ପଣ୍ଡା,ପଦ୍ମନାଭ ବେହେରା , ସୁଶାନ୍ତ ସିଂ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ…

ଦିନକରେ ରାଜ୍ୟରେ ୩୮୭ ପଜିଟିଭ୍‌

ଭୁବନେଶ୍ୱର, ୨୧ା୪ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଲଗାତର ଭାବେ ବଢ଼ିଚାଲିଛି। ଯଦିଓ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ଅଛି, ତଥାପି ଦୈନିକ ସଂକ୍ରମଣରେ କ୍ରମଶଃ ବୃଦ୍ଧି ଘଟିବା ଚିନ୍ତାଜନକ ବିଷୟ ପାଲଟିଛି। ଏବେ ସଂକ୍ରମଣ ୪ଶହ ମୁହଁା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri