ଝାରସୁଗୁଡା ଉପ ନିର୍ବାଚନ: ବିଜେଡି, ଭାଜପାର ଷ୍ଟାର ପ୍ରଚାରକ
ବିଜେଡି- ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ଶାରଦା ପ୍ରସାଦ ନାୟକ, ନିରଞ୍ଜନ ପୂଜାରୀ, ଅଶୋକ ଚନ୍ଦ୍ର ପଣ୍ଡା,ପଦ୍ମନାଭ ବେହେରା , ସୁଶାନ୍ତ ସିଂ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ…
ଦିନକରେ ରାଜ୍ୟରେ ୩୮୭ ପଜିଟିଭ୍
ଭୁବନେଶ୍ୱର, ୨୧ା୪ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଲଗାତର ଭାବେ ବଢ଼ିଚାଲିଛି। ଯଦିଓ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ଅଛି, ତଥାପି ଦୈନିକ ସଂକ୍ରମଣରେ କ୍ରମଶଃ ବୃଦ୍ଧି ଘଟିବା ଚିନ୍ତାଜନକ ବିଷୟ ପାଲଟିଛି। ଏବେ ସଂକ୍ରମଣ ୪ଶହ ମୁହଁା…
୨ ନାବାଳିକାଙ୍କୁ ଗଣବଳାତ୍କାର
ଭବାନୀପାଟଣା/ଲାଞ୍ଜିଗଡ଼, ୨୧।୪(ସ୍ବ.ପ୍ର./ଡି.ଏନ୍.ଏ.): ଯାତ୍ରା ଦେଖି ଫେରୁଥିବା ବେଳେ ଗଣବଳାତ୍କାରର ଶିକାର ହୋଇଛନ୍ତି ୨ ନାବାଳିକା। ମାନବିକତାକୁ ଦୋହଲାଇଦେବା ଭଳି ଏଭଳି ଲଜ୍ଜାଜନକ ଘଟଣା କଳାହାଣ୍ଡି ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଗତ ରବିବାର ଭୋର୍ ସମୟରେ ଏହି କାଣ୍ଡ ଘଟିଥିବା ବେଳେ…
ରାଜଧାନୀର ୩ଶହ ସ୍ଥାନରେ ଜଳଛତ୍ର ଖୋଲିବ ବିଏମ୍ସି
ଭୁବନେଶ୍ୱର,୨୧।୪ (ବ୍ୟୁରୋ): ପ୍ରବଳ ଖରାକୁ ଦୃଷ୍ଟିରେ ରଖି ବିଏମ୍ସି ପକ୍ଷରୁ ଜନସାଧାରଣଙ୍କ ପାଇଁ ପାନୀୟ ଜଳର ବ୍ୟବସ୍ଥା କରାଯାଉଛି। ଏହି କ୍ରମରେ ଶୁକ୍ରବାରଠାରୁ ମହାନଗର ନିଗମର ସମସ୍ତ ଓ୍ବାର୍ଡରେ ଜଳଛତ୍ର ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ ହେବ। ଗୁରୁବାର ବିଏମ୍ସି ମୁଖ୍ୟାଳୟରେ…
ରୋଜଗାରର ବାଟ ଫିଟାଉଛି ବାଉଁଶ ଶିଳ୍ପ
ଭୁବନେଶ୍ୱର,୨୧।୪(ବ୍ୟୁରୋ): ହସ୍ତଶିଳ୍ପର ଆଦର ସବୁବେଳେ ରହିଛି। ତା’ର ଚାହିଦା ଆଗ ଅପେକ୍ଷା ବଢ଼ିବାରେ ଲାଗିଛି। ହସ୍ତଶିଳ୍ପ କଥା ହେଉ କି ହସ୍ତତନ୍ତ ସବୁଥିରେ ନୂଆ କୌଶଳର ପ୍ରୟୋଗ ଫଳରେ ଏହାକୁ ଲୋକେ ଅଧିକ ପସନ୍ଦ କରୁଛନ୍ତି। କାରିଗରଙ୍କ କଳାର ଯାଦୁରେ ଅଦରକାରୀ…
ଜୋର୍ ଧରିଲା ରାଜନୀତି
ଭୁବନେଶ୍ବର, ୨୧ା୪(ବ୍ୟୁରୋ): ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗକରି କିଛିଦିନ ତଳେ ଭାଜପା ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାମାନେ ପ୍ରତିବାଦ କରିଥିଲେ। ଏହି ସମୟରେ ପୋଲିସ ଏବଂ ଯୁବମୋର୍ଚ୍ଚା କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଉକ୍ତ ଘଟଣାରେ ଗିରଫ ହୋଇ କେତେଜଣ…
ଓଡ଼ିଶାରେ ଟିକାକରଣ ହାର ଦେଶରେ ସର୍ବୋଚ୍ଚ
ନୂଆଦିଲ୍ଲୀ,୨୧।୪: ସାରା ବିଶ୍ୱରେ ଟିକାକରଣ କ୍ଷେତ୍ରରେ ଭାରତ ଅଗ୍ରଣୀ ଦେଶ। କରୋନା ସମୟରେ ଯେତେବେଳେ ବିଶ୍ୱର ଅନେକ ଦେଶରେ ଟିକାକରଣ ଉପରୁ ଭରସା ତୁଟିଥିଲା, ସେତେବେଳେ ଭାରତ ଟିକାକରଣକୁ ଅଧିକ ପ୍ରୋତ୍ସାହନ ଦେଇଥିଲା। କେବଳ କୋଭିଡ୍ ଟିକାକରଣ ନୁହେଁ, ପିଲାଙ୍କ କ୍ଷେତ୍ରରେ…
ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଶହୀଦ
ସାକ୍ଷୀଗୋପାଳ,୨୧ା୪ (ସ୍ବ.ପ୍ର./ଡି.ଏନ୍.ଏ.): ଜମ୍ମୁ କଶ୍ମୀରର ପୁଞ୍ଚର ମେନ୍ଧାର ଅଞ୍ଚଳରେ ଗୁରୁବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିରେ ଜଣେ ଓଡ଼ିଆ ଯବାନ ରହିଛନ୍ତି। ସେ ହେଲେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଅଳଗୁମ ପଞ୍ଚାୟତ ଖଣ୍ଡାୟତ…
ସମ୍ବଲପୁରରେ ୟୁପି ପୋଲିସ ଟିମ୍କୁ ନେଇ ଚର୍ଚ୍ଚା
ସମ୍ବଲପୁର,୨୧ା୪(ବ୍ୟୁରୋ): ଉତ୍ତରପ୍ରଦେଶ ପ୍ରୟାଗରାଜର ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ତଥା ଗୁଳିମାଡ଼ରେ ମୃତ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦଙ୍କ ସହଯୋଗୀଙ୍କ ଗୁଡ୍ଡୁ ମୁସଲିମ୍ ଦୀର୍ଘଦିନ ହେବ ଫେରାର ଅଛନ୍ତି। ଉତ୍ତରପ୍ରଦେଶ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ବିଭିନ୍ନ ରାଜ୍ୟରେ…
ଗୁଡ୍ଡୁ ମୁସଲିମ୍ ପୁରୀ ଆସିଥିବା ଚର୍ଚ୍ଚା
ଭୁବନେଶ୍ୱର,୨୧ା୪ (ବ୍ୟୁରୋ): ଉତ୍ତରପ୍ରଦେଶ ପ୍ରୟାଗରାଜର ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ତଥା ଗୁଳିମାଡ଼ରେ ମୃତ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦଙ୍କ ସହଯୋଗୀ ଗୁଡ୍ଡୁ ମୁସଲିମ୍ ଦୀର୍ଘଦିନ ହେବ ଫେରାର ଅଛନ୍ତି। ଉତ୍ତରପ୍ରଦେଶ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ବିଭିନ୍ନ…
ପିଲାଙ୍କ ପାଇଁ ଗ୍ରୀଷ୍ମାବକାଶ ହୋମ୍ଓ୍ବାର୍କ
ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶୁକ୍ରବାରଠାରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ପାଇଁ ଖରାଛୁଟି ଘୋଷଣା କରିଛନ୍ତି। ପରବର୍ତ୍ତୀ ଘୋଷଣା ପର୍ଯ୍ୟନ୍ତ ଏହି ଆଦେଶ ବଳବତ୍ତର ରହିବ।…
ଝାଡ଼ାବାନ୍ତିରେ ୩୪ ଛାତ୍ରୀ ଅସୁସ୍ଥ
ସୁନ୍ଦରଗଡ଼/ଟେନସା/ବଣାଇ,୨୦।୪(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ ଅଧୀନ ସ୍ବୟମ୍ବା ବାଳିକା ଉଚ୍ଚବିଦ୍ୟାଳୟ ଛାତ୍ରୀ ନିବାସରେ ବାସିଖାଦ୍ୟ ଖାଇ ୩୪ଜଣ ଅନ୍ତେବାସିନୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଅସୁସ୍ଥ ଛାତ୍ରୀମାନଙ୍କୁ କେ. ବଲାଙ୍ଗ ସ୍ବାସ୍ଥ୍ୟ ଏବଂ ଆରୋଗ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଛି। ଚିକିତ୍ସା ପରେ…
Archives


