ରାଜ୍ୟ

ଶାଶୁଙ୍କଠାରୁ ଉଦ୍ଧାର ହେଲା ନିଖୋଜ ଶିଶୁ କନ୍ୟା

କୋରାପୁଟ,୧୫ା୨: କୋରାପୁଟ ମେଡିକାଲ କଲେଜରୁ ନିଖୋଜ ଶିଶୁକନ୍ୟା ସୋମବାର ଉଦ୍ଧାର ହୋଇଛି। ଘଟଣାର ମାଷ୍ଟର ମାଇଣ୍ଡ କୁହାଯାଉଥିବା ଟୁନା ହରିଜନଙ୍କୁ ରବିବାର ରାତିରେ କୁନ୍ଦୁରାର ଫୁଫୁଗାଁ ଅଞ୍ଚଳରୁ ପୋଲିସ ଗିରଫ କରିଛି। ଏହି ମାମଲାରେ ସମ୍ପୃକ୍ତ ଅନ୍ୟ ୪ ଜଣଙ୍କୁ...

ସୁସ୍ଥ ହେଲେ ୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୫।୨ : ଓଡ଼ିଶାରେ ସୋମବାର ୮୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ-୧୯ରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୬୩୭ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୫, ପୁରୀରୁ ୧୧, ସମ୍ବୁଲପୁରରୁ ୯, ବରଗଡ଼, କଟକ...

କଂଗ୍ରେସ ଗଡ଼ରୁ ବାହାରିଲେ ନି କେହି: ଜଣେ କରୁଛନ୍ତି ବିକ୍ଷୋଭ

ଜୁନାଗଡ଼,୧୫।୨: କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦର ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ରାଜ୍ୟରେ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପରିଲକ୍ଷିତ ହୋଇଥିଲା। ଯାନବାହାନ,...

ଆଧାର ସାଜିଲା ଅଡ଼ୁଆ, ରାଜ୍ୟ ବୃତ୍ତି ଯୋଜନା ଆବେଦନରୁ ବଞ୍ଚିତ ହେଲେ ୩ ଛାତ୍ରୀ

ବରଗଡ଼ ଅଫିସ୍‌,୧୫।୨: ବରଗଡ଼ ଜିଲା ବିଜେପୁର ବ୍ଲକ ମୁଣ୍ଡୋମହୁଲ ଗ୍ରାମର ୩ ଜଣ ଛାତ୍ରୀ ଲିଲି ତରିଆ, ପୂଜା ଷାଣ୍ଢ ଏବଂ ପ୍ରୀତି ଭୁଏ ରାଜ୍ୟ ଛାତ୍ରବୃତ୍ତି ଯୋଜନାରେ ଆବେଦନ କରିବାରୁ ବଞ୍ଚିତ ହୋଇଛନ୍ତି । ସେଥିରେ ଆଧାର ପ୍ର୍ରତିବନ୍ଧକ...

ଆଜି ଭୁବନେଶ୍ୱରରୁ ୩ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସମସ୍ତେ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ...

ଶ୍ରୀମନ୍ଦିରରେ ପଡ଼ିଲା ରକ୍ତଛିଟା

ପୁରୀ ଅଫିସ,୧୫।୨: ଜଣେ ଯାତ୍ରୀ ସହାୟକ ଏବଂ ସୁଆର ସେବାୟତଙ୍କ ମଧ୍ୟରେ ମାଡପିଟ୍‌ ଯୋଗୁ ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ରକ୍ତଛିଟା ପଡ଼ିଛି। ଆହତ ଯାତ୍ରୀ ସହାୟକ ଦାମୋଦର ଗୋଚ୍ଛିକାରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସୁଆର ସେବାୟତ ରାମକୃଷ୍ଣ ଖୁଣ୍ଟିଆ କୁଡୁଆ...

ଆଜି ରାଜ୍ୟରେ ୮୮ ପଜିଟିଭ୍‌ ଚିହ୍ନଟ, ସୁନ୍ଦରଗଡ଼ରେ ରେକର୍ଡ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ସୋମବାର ରାଜ୍ୟରୁ ୮୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୨୬୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୧ ଜଣ...

ଝରାଫୁଲଙ୍କ ମୃତ୍ୟୁ ଉପରୁ ରହସ୍ୟ ହଟୁନି: ଅଭିଯୁକ୍ତ ଶକ୍ତି ଶେଖରଙ୍କ ସୁରାକ ପାଉନି ପୋଲିସ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ରହସ୍ୟଜନକ ମୃତ୍ୟୁ ଦିନକୁ ଦିନ ଆହୁରି ରହସ୍ୟ ଘେରକୁ ଚାଲିଯାଉଛି। ଘଟଣାର ୧୮ ଦିନ ବିତିଯାଇଥିଲେ ମଧ୍ୟ ମୃତ୍ୟୁର ପ୍ରକୃତ କାରଣ ପୋଲିସ ଖୋଜି ପାଉନି କି ସ୍ପଷ୍ଟ କରୁନି।...

କନ୍ଧମାଳରୁ ମିଳିଲା ପୁଷ୍ପଲତାଙ୍କ ସ୍କୁଟି

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବହ ଚର୍ଚ୍ଚିତ ପୁଷ୍ପଲତା ରାଉଳ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଗଞ୍ଜାମର ସଞ୍ଜୟ ଓରଫ ଅଙ୍ଗଦ ଦାସ ଓ ଚନ୍ଦୁ ଓରଫ ଶ୍ରୀକାନ୍ତ ଦାସଙ୍କ ୩ଦିନିଆ ରିମାଣ୍ଡ ରବିବାର ସରିଛି। ସୋମବାର ସେମାନଙ୍କୁ କୋର୍ଟରେ ହାଜର କରାଯିବ।...

୧୬ ରୁ ୧୮ ବର୍ଷା

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ତିନିଦିନ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୧୬ ତାରିଖରେ ସମ୍ବଲପୁର, ନୂଆପଡ଼ା, ବରଗଡ଼, ଝରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ରେ ସ୍ବଳ୍ପ ପରିମାଣର ବର୍ଷା ହେବ। ସେହିପରି ୧୭ ତାରିଖରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା...

ଜଳ ସଂରକ୍ଷଣ: ବର୍ଷକରେ ଫେଲ୍‌

ଯାଜପୁର ଅଫିସ,୧୫।୨: ଓଡ଼ିଶାରେ ଜଳ ସଂରକ୍ଷଣ ପାଇଁ ବିବିଧ ପଦ୍ଧତି ପ୍ରୟୋଗ କରାଯାଇଛି। ଏଥିରେ ରୁଫ୍‌ଟପ୍‌ ରେନ୍‌ୱାଟର ହାରଭେଷ୍ଟିଙ୍ଗ ଷ୍ଟ୍ରକ୍ଚର (ଆର୍‌ଆର୍‌ଏଚ୍‌ଏସ୍‌), ଗ୍ରାଉଣ୍ଡ ୱାଟର ରିଚାର୍ଜ, ବାୟୋଡାଇଭର୍ସିଟି ପାର୍କ ଓ ଗ୍ରିନେରୀ, ଗ୍ରାଉଣ୍ଡ୍‌ ୱାଟର ରେଗୁଲେଶନ, ଜଳାଶୟର ଉନ୍ନତୀକରଣ ଇତ୍ୟାଦି...

ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ତୈଳ ଦର ବୃଦ୍ଧି ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri