କଳାମୁଗୁନି ଖଣିରେ ବଡ଼ ବିସ୍ଫୋରଣ: ୪ ମୃତ୍ୟୁ ଆଶଙ୍କା
ଢେଙ୍କାନାଳ, ୪ା୧(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲ ମୋଟଙ୍ଗା ଥାନା ବଦାଳୋ ନିକଟସ୍ଥ ଗୋପାଳପୁରଠାରେ ଥିବା କଳାମୁଗୁନି ପଥର ଖଣିରେ ଶନିବାର ସନ୍ଧ୍ୟା ପ୍ରାୟ ୬ଟା ସମୟରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୪ ଜଣ ଶ୍ରମିକଙ୍କର ମୃତ୍ୟୁ…
କଂସ ବଧ: ସରିଲା ବରଗଡ଼ ଧନୁଯାତ୍ରା, କ୍ଷମା ପ୍ରାର୍ଥନା ପାଇଁ ପୁରୀ ଅଭିମୁଖେ…
ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶନିବାର ଉଦଯାପିତ ହୋଇଛି। ୧୧ଦିନ ଧରି ଚାଲିଥିବା ଏହି ମହୋତ୍ସବର ଅନ୍ତିମ ଦିବସରେ କଂସବଧ ଦୃଶ୍ୟାଭିନୟ ହୋଇଥିଲା। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷର ଧନୁଯାତ୍ରା ମହୋତ୍ସବ…
ଘରୁ ଔଷଧ ଆଣିବାକୁ ବୁଲେଟ୍ରେ ବାହାରିଥିଲେ ୨ ଭାଇ, ବୁଲାଣିରେ କାର ସହ ମୁହାଁମୁହିଁ ଧକ୍କା ପରେ ହୁତୁହୁତୁ ହୋଇ..
ଜି.ଉଦୟଗିରି,୩।୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଓ ଟିକାବାଲି ଥାନା ଅନ୍ତର୍ଗତ ଡୁଙ୍ଗି ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ବୁଲେଟ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଉଭୟ ଗାଡ଼ିରେ ଭୟଙ୍କର ନିଆଁ…
ହୋଟେଲ ରୁମ୍ରେ ଚାଲିଥିଲା ଜୁଆଖେଳ: ଚଢ଼ାଉ କଲା ପୋଲିସ, ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ; ୯ ଅଟକ…
ସମ୍ବଲପୁର,୩ା୧(ପ୍ରମୋଦ ବହିଦାର): ସମ୍ବଲପୁର ଭିଏସ୍ଏସ୍ ମାର୍ଗସ୍ଥିତ ହୋଟେଲ ଉପହାର ପ୍ୟାଲେସରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ଚଢାଉ କରି ୯ ଜଣଙ୍କୁ ଅଟକ ରଖିଛି। ସେମାନଙ୍କ ନିକଟରୁ ପ୍ରାୟ ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ଅନୁମାନ କରାଯାଉଛି। ଏହାସହ…
ଦାରିଙ୍ଗବାଡ଼ିରେ ବଢୁଛି ଫେରିବାଲାଙ୍କ ଉପଦ୍ରବ: ଦିନରେ ବେପାର, ସନ୍ଧ୍ୟାରେ ଲୁଟ୍ ପାଇଁ ଯୋଜନା…
ଦାରିଙ୍ଗବାଡି,୩।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ବୁଲୁଛନ୍ତି ମାଳ ମାଳ ବୁଲା ବିକାଳୀ। ସେମାନଙ୍କ ଗତିବିଧି ଉପରେ ପୋଲିସର ନଜର ପଡୁ ନ ଥିବା ଯୋଗୁ ଦିନରେ ବୁଲା ବିକାଳୀ ଓ ସଂଧ୍ୟା ହେଲେ ଲୋକଙ୍କୁ ଲୁଟ ପାଇଁ…
ଅଚାନକ୍ ମଣ୍ଡି ପରିଦର୍ଶନ କଲେ ଭଞ୍ଜନଗର ଉପ ଜିଲାପାଳ, ନୋଡାଲ ଅଫିସର- କ୍ବାଲିଟି ଆନାଲିସିସଙ୍କୁ କାରଣ ଦର୍ଶାଅ ନୋଟିସ୍
ଭଞ୍ଜନଗର,୩।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବର୍ତ୍ତମାନ ମଣ୍ଡି ଗୁଡ଼ିକରେ ଧାନ କିଣା ଚାଲିଛି । କିନ୍ତୁ ମଣ୍ଡି ଗୁଡ଼ିକରେ ନାନା ଅବ୍ୟବସ୍ଥା ହେଉଥିବା ଅଭିଯୋଗ ହେଉଛି। ଏନେଇ ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର ବେହେରାଙ୍କ ପାଖରେ ମଧ୍ୟ ଏକାଧିକ ଅଭିଯୋଗ ପହଞ୍ଚିଥିଲା।…
ଦେବାଶିଷ-ରଣେନ୍ଦ୍ରଙ୍କ ପୋଷ୍ଟରରୁ ଶଙ୍ଖ ଗାଏବ, ରାଜନୀତିରେ ହଲଚଲ
ଭୁବନେଶ୍ୱର,୩ା୧: ବିଜେଡି ନେତା ଦେବାଶିଷ ସାମନ୍ତରାୟ ଓ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ନୂଆବର୍ଷ ପୋଷ୍ଟରକୁ ନେଇ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ଉଭୟଙ୍କ ପୋଷ୍ଟରରେ ଶଙ୍ଖ ଚିହ୍ନ ନାହିଁ କି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଫଟୋ ନାହିଁ। ଯାହାକୁ ନେଇ…
ମୋକିମଙ୍କୁ ଅତୃପ୍ତ ଆତ୍ମା କହି ବର୍ଷିଲେ ଭକ୍ତ: କହିଲେ ମହାପ୍ରଭୁ ଭରସା
ଭୁବନେଶ୍ୱର,୩।୧: ମହମଦ୍ ମୋକିମଙ୍କୁ ଅତୃପ୍ତ ଆତ୍ମା କହି ଟାର୍ଗେଟ କଲେ ପସିସି ସଭାପତ ଭକ୍ତ ଦାସ। ସେ କହିଛନ୍ତି ଗୋଟିଏ ଦଳରେ ଶୃଙ୍ଖଳିତ ଭାବେ ରହି ପାରିଲେ ନାହିଁ। ଏବେ ନୂଆ ଦଳ ଗଢ଼ିବେ କହୁଛନ୍ତି, କରୁନାହାନ୍ତି, କିଏ ମନା କରୁଛି।ସେ…
ରୁପାଲି ଛକକୁ ବାଛିଛି ଆମ ବସ୍: ଅଟୋ ପରେ ପୁଣି ସ୍କୁଟିକୁ …
ଭୁବନେଶ୍ୱର,୩।୧: ଦୁର୍ଘଟଣା ପାଇଁ ରୁପାଲି ଛକକୁ ବାଛି ନେଇଛି ଆମ ବସ୍। ସକାଳେ ଅଟୋକୁ ଧକ୍କା ଦେଲା ଆଉ ଏବେ ସ୍କୁଟିକୁ। କିଛି ସମୟ ପୂର୍ବରୁ ‘ଆମ ବସ’ ଧକ୍କାରେ ଜଣଙ୍କର ଜୀବନ ଯାଇଥିଲା। ଜଣେ ଗୁରୁତର ହୋଇଥିଲେ। ଏକ ଅଟୋ…
ପାଣ୍ଡିଆନଙ୍କୁ ନେଇ ଏମିତି କହିଲେ ଗଣେଶ୍ୱର, କ୍ରାଇମବ୍ରାଞ୍ଚ ଛାଡ଼ି…
ଭୁବନେଶ୍ୱର,୩ା୧: ପାଣ୍ଡିଆନଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ଗଣେଶ୍ୱର ବେହେରା। ସେ କହିଛନ୍ତି, କ୍ରାଇମବ୍ରାଞ୍ଚ ଛାଡ଼ି ସିବିଆଇ ତଦନ୍ତ କଲେ ବି କିଛି ହେବନି। ଆକ୍ରୋଶମୂଳକ ଭାବେ ତଦନ୍ତ କଲେ କିଛି…
ମନ୍ତ୍ରୀଙ୍କ ବଡ଼ ସୂଚନା: ଚିଲିକାର ପୁନରୁଦ୍ଧାର ପାଇଁ ହେବ DPR
ଭୁବନେଶ୍ୱର,୨।୧: ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜୈବ ବିବିଧତା ଏବଂ ଚିଲିକା ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ଚଳିକା ମୁହାଣ ପୋତି ହେବା କାରଣରୁ…
ବ୍ଲକ କାର୍ଯ୍ୟାଳୟରେ ପଶି ବିଡିଓଙ୍କୁ ଆକ୍ରମଣ: ପ୍ରତିବାଦରେ…
ରାଜନଗର,୩ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ ଭାଜପା ନେତା ଓ କର୍ମୀମାନେ ଆକ୍ରମଣ ଘଟଣାରେ ଶନିବାର ଦିନତମାମ ବ୍ଲକ ପରିସରରେ ଉତ୍ତେଜନା ଲାଗିରହିଛି। ବିଡିଓଙ୍କୁ ଆକ୍ରମଣ ଘଟଣାକୁ ବିରୋଧ କରି ବିଜେଡି କର୍ମୀମାନେ ଦେବେନ୍ଦ୍ର ଜେନାଙ୍କ ନେତୃତ୍ୱରେ…
Archives


