ରାଜ୍ୟ

ଯବାନଙ୍କ ଗଳାକାଟି ହତ୍ୟା କଲେ ମାଓବାଦୀ

ମାଲକାନଗିରି, ୨୩ା୬ (ସ୍ବ.ପ୍ର.)-ସୀମାନ୍ତରେ ପୁଣି ଲାଲବାହିନୀ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ସେମାନେ ଜଣେ ଯବାନଙ୍କ ଗଳାକାଟି ହତ୍ୟା କରିଛନ୍ତି। ଛତିଶଗଡ଼ର ବିଜାପୁର ଜିଲା ମିରତୁରରେ ରବିବାର ଏପରି ଦୁଃଖଦ ଘଟଣା ଘଟିଛି। ମୃତ ଯବାନ ଜଣକ ହେଲେ ଚିନ୍ତୁ...

ରଥରେ ଯାନ୍ତି ଗନ୍ଧର୍ବ, ଯକ୍ଷ ଓ ଅପ୍‌ସରା

ପୁରୀ ଅଫିସ, ୨୩ା୬: ବିଶ୍ୱବ୍ରହ୍ମାଣ୍ଡର ହିତ ନିମନ୍ତେ ଅନୁଷ୍ଠିତ ହୋଇଥାଏ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା। ଏଥିପାଇଁ ପ୍ରତିବର୍ଷ ତିନିଗୋଟି ରଥ ନିର୍ମିତ ହୋଇଥାଏ। ଏହି ରଥରେ ଚତୁର୍ଦ୍ଧାବିଗ୍ରହଙ୍କ ସହିତ ରାମ, କୃଷ୍ଣ ଓ ମଦନମୋହନ ଯାଇଥାନ୍ତି। ଏଥିସହିତ ଗନ୍ଧର୍ବ,...

ଓଷୁଅ ଲାଗି ହେଲେ ଠାକୁର

ପୁରୀ ଅଫିସ, ୨୩ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଏବେ ଜ୍ୱରରେ ପୀଡିତ। ଜ୍ୱରରୁ ଉପଶମ ପାଇବା ପାଇଁ ଅଣସର ଘରେ ଚତୁର୍ଦ୍ଧାବିଗ୍ରହଙ୍କର ଚାଲିଛି ଗୁପ୍ତ ସେବା। ଭିତର ଅଣସର ପିଣ୍ଡିରେ...

ବିଜେଡି – ଭାଜପାକୁ ନରସିଂହଙ୍କ ଟାର୍ଗେଟ : ବୈଷ୍ଣବଙ୍କୁ ରାଜ୍ୟ ସଭା ପଠାଇବା ଦୁର୍ଭାଗ୍ୟଜନକ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ) : ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ କରିବା ପରେ କଂଗ୍ରେସ ପକ୍ଷରୁ ଉଭୟ ଭାଜପା ଓ ବିଜେଡିକୁ ଟାର୍ଗେଟ କରାଯାଉଛି। ଏହି କ୍ରମରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଉଭୟ ଦଳକୁ...

ଓଡ଼ିଶାରୁ ଅଶ୍ୱିନୀଙ୍କ ପ୍ରାର୍ଥିତ୍ୱ ନେଇ ମୁହଁ ଖୋଲିଲେ ଧର୍ମେନ୍ଦ୍ର : କହିଲେ ‘କୌଣସି ଗୁପ୍ତ ବୁଝାମଣା ନାହିଁ’

ଭୁବନେଶ୍ୱର,୨୩ା୬(ବ୍ୟୁରୋ) : ସଂଖ୍ୟାଗରିଷ୍ଠ ଥାଇ ମଧ୍ୟ ବିଜେଡି ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରିବା ପରେ ରାଜ୍ୟରେ ରାଜନୈତିକ ଉଷ୍ଣତା ପ୍ରକାଶ ପାଇଛି। ଏହା ପଛରେ କୌଣସି କର୍ପୋରେଟ୍‌ ଲବି ଥିବା କୁହାଯାଉଥିବାବେଳେ ରବିବାର ମୁହଁ...

ମଝି ଆକାଶରେ ଯୁବକଙ୍କ ଉତ୍ପାତ : ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ) : ଜଣେ ମାନସିକ ବିକୃତ ଯାତ୍ରୀଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ରବିବାର ସକାଳେ ଏକ ଇଣ୍ଡିଗୋ ବିମାନ (୬ ଇ ୪୬୨) ଜରୁରୀ ଅବତରଣ କରିଥିବା ଜଣାପଡ଼ିଛି। ଯାତ୍ରୀ ଜଣକ ହେଲେ ଇର୍ସାଦ ଅଲ୍ଲୀ(୨୦)। ବିମାନଟି ହାଇଦ୍ରାବାଦରୁ...

ପି.ଏନ. କଲେଜ ଖୋର୍ଦ୍ଧା: ସଂସ୍କୃତରେ ୨୯ ଛାତ୍ରୀଛାତ୍ର ଫେଲ; ପରୀକ୍ଷା ପରିଚାଳନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ

ଖୋର୍ଦ୍ଧା ଅଫିସ, ୨୩ା୬: ଖୋର୍ଦ୍ଧା ପି.ଏନ. କଲେଜ ଯୁକ୍ତ ୨ ଇଚ୍ଛାଧୀନ ସଂସ୍କୃତ ବିଷୟରେ ୨୯ ଛାତ୍ରୀଛାତ୍ରଙ୍କୁ ପରୀକ୍ଷାରେ ଫେଲ କରି ଦିଆଯାଇଛି। ସେମାନଙ୍କୁ ଅନୁପସ୍ଥିତ ଦର୍ଶାଯାଇ ଫେଲ୍‌ କରାଯିବା ପରେ କାଉନ୍‌ସିଲ୍‌ କର୍ତ୍ତୃପକ୍ଷଙ୍କ ସଂସ୍କାରମୂଳକ ପଦକ୍ଷେପ ପ୍ରହସନ ପାଲଟିଛି।...

ରଥଖଳାରୁ… ପ୍ରଥମ ଭୂଇଁ ଖଞ୍ଜା କାମ ଆରମ୍ଭ

ପୁରୀ ଅଫିସ, ୨୩ା୬: ଶ୍ରୀନଅର ସମ୍ମୁଖରେ ଚାଲିଛି ରଥକାମ। ଶନିବାର ସୁଦ୍ଧା ତିନିରଥର ଯୋଖା କାମ ସରିଛି। ଦଣ୍ଡା, ଅଖ ଓ ଗୟଳକୁ ଯୋଖା ଧରି ରଖିଥାଏ। ଅନ୍ୟପଟେ ଶନିବାରଠାରୁ ପ୍ରଥମ ଭୂଇଁ ଖଞ୍ଜା କାମ ଆରମ୍ଭ ହୋଇଛି। ପ୍ରଥମ...

ଅନୁଭୂତି: ମହାପ୍ରଭୁଙ୍କ ସେବା ଲାଗି ଜ୍ୱର ଭଲ ହୋଇଯାଇଥିଲା

ମହାପ୍ରଭୁଙ୍କ ଅଣସର ଗୁପ୍ତ ନୀତି ପାଇଁ ପରମ୍ପରା ମୁତାବକ ବଡ଼ ଓଡ଼ିଆ ମଠ ଫୁଲୁରି ତେଲ ଯୋଗାଇ ଦେଉଛି। ମହାପ୍ରଭୁଙ୍କ ଏହି ଅନନ୍ୟ ସେବା କରିଆସୁଥିବା ବଡ଼ ଓଡ଼ିଆ ମଠର ମହନ୍ତ ଅଧିକାରୀ ବଂଶୀଧର ଦାସ ଗୋସ୍ବାମୀ ଅନେକ ଅନୁଭୂତି...

ଅଣସର ସମୟର ନିଷିଦ୍ଧ ନିୟମ: ବିବାହିତ ଝିଅ ବାପଘରକୁ ଆସନ୍ତି ନାହିଁ

ପୁରୀ ଅଫିସ, ୨୩ା୬: ସରିଛି ସ୍ନାନଯାତ୍ରା। ଜ୍ୱରରେ ପୀଡ଼ିତ ମହାପ୍ରଭୁଙ୍କର ଅଣସର ଘରେ ଚାଲିଛି ଗୁପ୍ତସେବା। ଚତୁର୍ଦ୍ଧାବିଗ୍ରହଙ୍କ ସେବାରେ ଗୋଷ୍ଠୀଗତ ଭାବେ ଲାଗିପଡ଼ିଛନ୍ତି ଦଇତାପତି ସେବକ। ବେଶ୍‌ ନିଷ୍ଠା ଓ ଏକାଗ୍ରତାର ସହ ରହୁଛନ୍ତି। ଏହି ଅଣସର ସମୟରେ ଦଇତାପତି...

ଅବ୍ୟବସ୍ଥାକୁ ସଜାଡ଼ିଦେଉଥିବା ଶକ୍ତି ଦେବୀ ଇନ୍ଦ୍ରାଣୀ

ଶ୍ରୀମନ୍ଦିରରେ ଉପାସନାର ବିବିଧତା ଦେଖିବାକୁ ମିଳେ। ବିବିଧତା ମଧ୍ୟରେ ଏକତା ଏବଂ ଏକତା ମଧ୍ୟରେ ବିବିଧତା ରହିବା ସନାତନୀୟ ପରମ୍ପରା। ଆଗମ ଏବଂ ନିଗମ ଆମର ବିବିଧତାର ପ୍ରତୀକ ପୁଣି ଏକତାର। ଶ୍ରୀମନ୍ଦିର ନାଟ ମନ୍ଦିରର ଦକ୍ଷିଣ ପଟର ବାହାର...

ଭୁବନେଶ୍ୱର କାର୍ଯ୍ୟାଳୟରେ ପାସ୍‌ପୋର୍ଟ କେଳେଙ୍କାରୀ: ନକଲି ପାସ୍‌ପୋର୍ଟରେ ସୌଦି ପଳାଇଛନ୍ତି ସନ୍ଦିଗ୍ଧ; ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ଙ୍କ ଲିଙ୍କ୍‌ ସନ୍ଦେହ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଅସଲି ନମ୍ବରରେ ନକଲି ପାସ୍‌ପୋର୍ଟ। ଭୁବନେଶ୍ୱର ପାସ୍‌ପୋର୍ଟ ଅଫିସରେ ହୋଇଛି ଏଭଳି କେଳେଙ୍କାରୀ। ଉକ୍ତ ନକଲି ପାସ୍‌ପୋର୍ଟରେ ଉତ୍ତର ପ୍ରଦେଶର ଜଣେ ମୁସଲିମ୍‌ ବ୍ୟକ୍ତି ସୌଦି ଆରବ ପଳାଇଥିବାବେଳେ ଅସଲ ପାସ୍‌ପୋର୍ଟଧାରୀ ଭୁବନେଶ୍ୱରର ବିମ୍ବାଧର ସାହୁ ରିନ୍ୟୁ...

ପ୍ରତିଶ୍ରୁତିରେ ସ୍ମାର୍ଟ ସିଟି ରାଉରକେଲାର ବିକାଶ

ଦିନେ ମ୍ୟୁନିସିପାଲିଟି ଓ ଷ୍ଟିଲ ଟାଉନଶିପ୍‌ ଅନ୍ତର୍ଗତ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ନେଇ ରାଉରକେଲା ସହର ଗଢି ଉଠିଥିଲା । ପର୍ଯ୍ୟାୟ କ୍ରମେ ସେହି ସହର ମହାନଗର ଓ ସ୍ମାର୍ଟସିଟିର ମାନ୍ୟତା ଲାଭ କରିଛି। ୨୦୧୪ ନଭେମ୍ବର ୧୪ରେ ରାଜ୍ୟ...

ବାରକୋଟରୁ କଲରାପତରିଆ ବାଘ ଚମଡ଼ା ଜବତ ଘଟଣା: ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଦେବଗଡ଼ ଜିଲା ବାରକୋଟରୁ କଲରାପତରିଆ ବାଘ ଚମଡ଼ା ର଼୍ୟାକେଟ୍‌ ଧରାପଡ଼ିବା ଘଟଣାରେ କ୍ରାଇମବ୍ରାଞ୍ଚ ୩ ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଇଛି। ପରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ସବ୍‌ ଇନ୍ସପେକ୍ଟର ନଳିନୀକାନ୍ତ ଦାସ ଅଭିଯୁକ୍ତମାନଙ୍କୁ ଧରି ବିଭିନ୍ନ ସ୍ଥାନରେ ଚଢ଼ାଉ...

ଚୋରି ଧରିବା ପାଇଁ ଖଟବୁଲା ପୋଲିସ ବଦଳରେ ଖୋଜାପଡୁଛି ଗୁଣିଆ

ନୟାଗଡ଼ ଅଫିସ,୨୩ା୬- ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଧରିବା ପାଇଁ ଖଟ ବୁଲୁଥିବା ଦେଖିବାକୁ ମିଳୁଛି। କୌଣସି ଗ୍ରାମରେ ଚୋରି ହେଲେ ଲୋକମାନେ ପୋଲିସ ବଦଳରେ ଖୋଜନ୍ତି ଗୁଣିଆ। କେଉଁ ଗୁଣିଆ କେତେ ପାରିବାର ତାହା ଜାଣିବା ପାଇଁ...

୨୫ରେ ବିଧାନସଭା ମୌସୁମୀ ଅଧିବେଶନ: ଆଜି ବିଜେଡି ବିଧାୟକ ଦଳ ବୈଠକ, ଭାଜପା ବାଛିବ ବିରୋଧୀ ଦଳ ନେତା

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଚଳିତ ମାସ ୨୫ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ବିଜେଡି ରାଜ୍ୟରେ ୫ମ ଥର ପାଇଁ ସରକାର କରିଛି। ୫ମ ପାଳିର ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଶାସକ ଦଳ...

ଓଡ଼ିଶାର ବନ୍ୟା ବିପତ୍ତି ଆଟ୍‌ଲାସ ଉନ୍ମୋଚିତ: କ୍ଷତିଗ୍ରସ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଏଣିକି ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ରାଜ୍ୟ ସରକାର ସ୍ବତନ୍ତ୍ର ଧ୍ୟାନ ଦେବେ। ୨୦୦୦ରୁ ୨୦୧୮ ପର୍ଯ୍ୟନ୍ତ ଓଡ଼ିଶାରେ ହୋଇଥିବା ବନ୍ୟା ସମ୍ପର୍କିତ ବିଭିନ୍ନ ତଥ୍ୟକୁ ସଂଗ୍ରହ କରାଯାଇ ଏକ ରାଜ୍ୟ ବନ୍ୟା ବିପତ୍ତି ମାନଚିତ୍ର(ଫ୍ଲଡ୍‌ ହାଜାର୍ଡ ଆଟ୍‌ଲାସ...

ଘାତକ ସାଜିଛି ବଜ୍ରପାତ, ନେଲାଣୀ ୧୯ ଜୀବନ

ଜଗତ୍‌ସିଂହପୁର ଅଫିସ,୨୩ା୬: ବଜ୍ରପାତକୁ ନେଇ ଦିନକୁ ଦିନ ଚିନ୍ତା ବଢିବାରେ ଲାଗିଛି। ୨୦୧୬-୧୭ରୁ ଅଦ୍ୟାବଧି ଜଗତ୍‌ସିଂହପୁର ଜିଲାରେ ବଜ୍ରପାତରେ ୧୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ ଆହତ ହୋଇଛନ୍ତି। ବଜ୍ରପାତ ସମ୍ପର୍କରେ ଲୋକେ ସଚେତନ ନ ହେଲେ ଆଗକୁ ପରିସ୍ଥିତି...