ଠେଲାଗାଡ଼ି ଚାଳକଙ୍କ ଉପରେ ମାଡ଼ିଗଲା କଣ୍ଟେନର: ଉତ୍ତେଜନା
ରାୟଗଡ଼ା,୧୮।୪(ସ୍ବ.ପ୍ର.): ମଙ୍ଗଳବାର ଭୋରରେ ଜଣେ ଠେଲା ଚାଳକଙ୍କ ଉପରକୁ ଚଢ଼ିଗଲା କଣ୍ଟେନର। ରାଉରକେଲାରୁ ବିଶାଖାପାଟଣା ଯାଇଥିବା ଏକ କଣ୍ଟେନର ଭାରସାମ୍ୟ ହରାଇ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଛକ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏପରି କି କଣ୍ଟନରଟି ମାଛ ନେଇ ଆସୁଥିବା…
ଆଜି ନୀତି ସବ୍କମିଟି ଓ ଛତିଶା ନିଯୋଗ ବୈଠକ
ପୁରୀ ଅଫିସ, ୧୮ା୪: ଚଳିତ ମାସ ୨୩ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଅକ୍ଷୟ ତୃତୀୟା ଅନୁଷ୍ଠିତ ହେବ। ଏହି ଦିନଠାରୁ ନରେନ୍ଦ୍ର ପୁଷ୍କରିଣୀରେ ବାହାରଚନ୍ଦନଯାତ୍ରା ଆରମ୍ଭ ହେବା ସହ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ କରାଯିବ।…
କେରଳରୁ ଆଉ ଏକ ସେଲ୍ କମ୍ପାନୀର ନିର୍ଦ୍ଦେଶକ ଗିରଫ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ଫୁଟ୍ବଲ ବେଟିଂ/ଗେମିଙ୍ଗ୍ ଆପ୍(18football.com)ରେ ଦେଶବ୍ୟାପୀ ୧ହଜାର କୋଟିରୁ ଊର୍ଦ୍ଧ୍ୱ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଆଉ ଜଣେ ଅଭିଯୁକ୍ତଙ୍କୁ କେରଳରୁ ଗିରଫ କରିଛି। ସେ ହେଲେ କେରଳ ଥ୍ରିସୁର ଅଞ୍ଚଳର ଦିଲୀପ କୁମାର। ଅଭିଯୁକ୍ତ ଦିଲୀପ କେରଳରେ…
ଐତିହ୍ୟର ମୁଖଶାଳା
ଓଡ଼ିଶାର ଧାରାବାହିକ ଇତିହାସର ପୂର୍ଣ୍ଣତା ଏଯାଏଁ ସମ୍ଭବ ହେଇନି। ୟା’ ବୋଲି ମହାଜନମାନେ ସ୍ଥିର କରିଥିବା ଇତିହାସର ଉପାଦାନ ଯେ ନାହିଁ ତାହା ଶତପ୍ରତିଶତ କହିହେବ ନାହିଁ। ଓଡ଼ିଶାର ଗଁାଠାରୁ ସହର ଗଳି ପର୍ଯ୍ୟନ୍ତ ଇତିହାସ ଉପାଦାନ ବିଛାଡ଼ି ହୋଇ ରହିଛି।…
ଦେଶରେ ଗଞ୍ଜାମ ଜିଲା ପରିଷଦ, ହିଞ୍ଜିଳି ବ୍ଲକ ଶ୍ରେଷ୍ଠ
ଛତ୍ରପୁର/ହିଞ୍ଜିଳିକାଟୁ,୧୭ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପରିଷଦ ଦେଶରେ ଶ୍ରେଷ୍ଠ ଏବଂ ହିଞ୍ଜିଳି ବ୍ଲକକୁ ଭାରତ ସରକାରଙ୍କ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ମିଳିଛି। ସୋମବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି…
ଓଏଚ୍ଆର୍ସିରେ ଜନସ୍ବାର୍ଥ ମାମଲା
କଟକ ଅଫିସ,୧୮ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାବେଳେ ଘଟିଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ରାଜ୍ୟ ମାନବାଧିକାର କମିଶନ୍(ଓଏଚ୍ଆର୍ସି)ଙ୍କ ନିକଟରେ ଏକ ଜନସ୍ବାର୍ଥ ମାମଲା ସୋମବାର ଦାଏର ହୋଇଛି। ଆବେଦନକାରୀ ଶିବଶଙ୍କର ମହାନ୍ତି ଏହି ମାମଲା ଦାଏର କରିଛନ୍ତି। ମାମଲାର ବିବରଣୀରୁ ପ୍ରକାଶ,…
ଖାରଜ କଲେ ହାଇକୋର୍ଟ
କଟକ ଅଫିସ,୧୮ା୪: ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ନିର୍ବାଚନୀ ଅନିୟମିତତା ନେଇ ଆଗତ ମାମଲାକୁ ହାଇକୋର୍ଟ ସୋମବାର ଖାରଜ କରିଛନ୍ତି। ୩ଟି ଧାର୍ଯ୍ୟ ତାରିଖରେ ମାମଲାର ଶୁଣାଣିବେଳେ ଆବେଦନକାରୀ ଅନୁପସ୍ଥିତ ଥିବାରୁ ବିଚାରପତି ଦେବବ୍ରତ ଦାଶଙ୍କ ଖଣ୍ଡପୀଠ ମାମଲାକୁ…
ପ୍ରଚଣ୍ଡ ତାତି: ଡହଳବିକଳ ଜଙ୍ଗଲୀ ଜନ୍ତୁ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): କଲବଲ କରୁଛି ପ୍ରଚଣ୍ଡ ଗ୍ରୀଷ୍ମ। ଘରେ କି ବାହାରେ ନିସ୍ତାର ନାହିଁ। ମଣିଷ, ଜୀବଜନ୍ତୁ ସମସ୍ତେ ତାତିର ଜ୍ୱାଳାରେ ଛଟପଟ ହେଉଛନ୍ତି। ଜଙ୍ଗଲରେ ପାଣି ଅଭାବରୁ ଜୀବଜନ୍ତୁ କଲବଲ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ବନ୍ୟପ୍ରାଣୀଙ୍କ ନିମନ୍ତେ ଜଙ୍ଗଲରେ ପାଣି…
ନଗଦ ଟଙ୍କା ଅଭାବ, ଲୋକେ ହଇରାଣ
ସମ୍ବଲପୁର,୧୮ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ବାଇକ୍ ଶୋଭାଯାତ୍ରା ସମୟରେ ଘଟିଥିବା ସାମ୍ପ୍ରଦାୟିକ ହିଂସା ଘଟଣାକୁ ନେଇ ଜିଲାରେ ୫ଦିନ ହେଲା ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ଏହାସହ କର୍ଫ୍ୟୁ ମଧ୍ୟ ଲଗାଯାଇଛି। ଏଥିଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିିଛି। ବିଶେଷ କରି…
ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ଏସ୍ମା
ଭୁବନେଶ୍ୱର,୧୮।୪(ବ୍ୟୁରୋ): ସରକାରୀ ଡାକ୍ତରଖାନାରେ ନିୟୋଜିତ ନର୍ସ, ଫାର୍ମାସିଷ୍ଟ, ପାରାମେଡିକ୍, ଟେକ୍ନିସିଆନ୍ଙ୍କ ଉପରେ ରାଜ୍ୟ ସରକାର ସୋମବାର ଅତ୍ୟାବଶ୍ୟକ ସେବା ଏବଂ ପରିଚାଳନା ଆଇନ(ଏସ୍ମା) ଲାଗୁ କରିଛନ୍ତି। ଏଥିସହିତ ସ୍ବାସ୍ଥ୍ୟ ସେବାରେ ଜଡ଼ିତ ଅନ୍ୟ ତୃତୀୟ ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ସମେତ…
ଅସମ୍ଭାଳ ତାତି: ବାରିପଦା ସବୁଠୁ ଉତ୍ତପ୍ତ ସହର
ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ତାତି ସାଙ୍ଗକୁ ଗୁଳୁଗୁଳି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ଆଜି ବାରିପଦାରେ ୪୪.୨ ଡିଗ୍ରୀ ତାପମାତ୍ରା…
ଅର୍ଚ୍ଚନାଙ୍କ ଜାମିନ ଆବେଦନକୁ ଇଡିର ବିରୋଧ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ସହଯୋଗୀ ଖଗେଶ୍ୱର ବେହେରା ଦୀର୍ଘଦିନ ହେବ ଝାରପଡ଼ା ଜେଲରେ ରହିଛନ୍ତି। ନୟାପଲ୍ଲୀ ଥାନା ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଥିବା…
Archives


