ରାଜ୍ୟ

ରାଜଧାନୀର ସୁଆଦିଆ ‘କୋରାଖଇ’

ଭୁବନେଶ୍ୱର,୧୬।୪(ବ୍ୟୁରୋ) – ରାଜଧାନୀ ଭୁବନେଶ୍ୱରର ପ୍ରସିଦ୍ଧ ଖାଦ୍ୟ ଓ ଭୋଗ କଥା ଉଠିଲେ, ମନକୁ ଆସେ ‘କୋରାଖଇ’। ଯେତିକି ସୁଆଦ, ସେତିକି ସ୍ବାସ୍ଥ୍ୟପ୍ରଦ। ଏହା ପୁଣି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରିୟ ଭୋଗ। ଜନ୍ମାଷ୍ଟମୀ ହେଉକି ରୁକୁଣାରଥଯାତ୍ରା ସବୁ ପର୍ବପର୍ବାଣିରେ ଠାକୁରଙ୍କ ନିକଟରେ…

ଲାଲଚାନ୍ଦ୍‌ର ‘ଗ୍ରେଟ୍‌ ଅକ୍ଷୟତୃତୀୟା ଅଫର

ଭୁବନେଶ୍ୱର,୧୬।୪: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଲାଲଚାନ୍ଦ୍‌ ଜୁଏଲର୍ସ ପକ୍ଷରୁ ‘ଗ୍ରେଟ୍‌ ଅକ୍ଷୟ ତୃତୀୟା ଅଫର’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ପ୍ରତିଷ୍ଠାନର ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରସ୍ଥିତ ଶୋ’ରୁମ୍‌ ପାଇଁ ଗଢ଼ା ମଜୁରି ଉପରେ ବିଶେଷ ଅଫର ମଧ୍ୟ ପ୍ରଦାନ…

କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ନାଗରିକ ସମ୍ବର୍ଦ୍ଧନା ଉତ୍ସବ

ଭୁବନେଶ୍ୱର,୧୬।୪: କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନାଗରିକ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବରେ ଆମେରିକା, ବ୍ରିଟେନ, ଜର୍ମାନୀ, ୟୁକ୍ରେନ୍‌, ସୁଇଜରଲାଣ୍ଡ, ପୋଲାଣ୍ଡ, ଆର୍ମେନିଆ, ସ୍ଲୋଭାକିଆ, ବୁଲ୍‌ଗେରିଆ, କଙ୍ଗୋ, ଆଇଭେରି କୋଷ୍ଟ ଭଳି ୨୦ ଦେଶର ସାଂସଦ, ଶିକ୍ଷାବିତ୍‌ଙ୍କ…

ପୁଅବୋହୂଙ୍କ ଆକ୍ରମଣରେ ମା’ଙ୍କ ଜୀବନ ଗଲା

ଦାରିଙ୍ଗବାଡ଼ି,୧୬ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ପାଙ୍ଗଲି ଗ୍ରାମରେ ପାରିବାରିକ ଗଣ୍ଡଗୋଳକୁ ନେଇ ପୁଅବୋହୂଙ୍କ ଆକ୍ରମଣରେ ଜଣେ ବୃଦ୍ଧା ମା’ଙ୍କ ମୃତ୍ୟୁ ହୋଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ମୃତା ବୃଦ୍ଧା ଜଣକ ହେଲେ ଉକ୍ତ ଥାନା ପାଡ଼ନକେତା ଗ୍ରାମର…

ଓଡ଼ିଆରେ ମୁକ୍ତିଲାଭ କରିବ ‘ସାର୍‌ ମ୍ୟାଡାମ ସରପଞ୍ଚ’

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଗଞ୍ଜାମ ଜିଲାର ଆରତୀ ଦେବୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଜଣେ ଉଚ୍ଚ ଶିକ୍ଷିତା ଓ ସ୍ବଚ୍ଛଳ ବ୍ୟାଙ୍କ ଚାକିରି ଛାଡି ରାଜନୀତିରେ ପ୍ରବେଶ କରି ୨୦୧୨ ମସିହାରେ ଦେଶର ସର୍ବକନିଷ୍ଠ ମହିଳା ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ସ୍ଲୋଗାନ ଥିଲା…

ବଦଳିବ ପାଗ, ୫ ଦିନ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଶନିବାରଠାରୁ ପାରଦ ସାମାନ୍ୟ ତଳମୁହାଁ ହୋଇଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୧ ଓ ୨ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଛି। ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇପାରେ। ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଉପରେ…

ଟିକେଟ ନେଲେ ଦୀପାଳି

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଝାରସୁଗୁଡ଼ା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଶନିବାର ନବୀନ ନିବାସରୁ ଟିକେଟ ନେଇ ଫେରିଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଟିକେଟ ପ୍ରଦାନ କରିଛନ୍ତି। ଦୀପାଳିଙ୍କ ନାଁ ଦଳ ପକ୍ଷରୁ ପୂର୍ବରୁ ଘୋଷଣା ହୋଇଥିଲା । ଟିକେଟ…

୧୭ରୁ ଖୋଲିବ ସ୍କୁଲ, ସାଢ଼େ ୬ରୁ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ। ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସକାଳ ସାଢ଼େ ୬ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା ହେବ ବୋଲି ଏନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ମେ’ ୧୦ରେ ହେବାକୁ ଥିବା ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ସେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ତାଙ୍କ ସହିତ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ତାରା ପ୍ରସାଦ…

ଜଳୁଛି ବୌଦ୍ଧ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଶନିବାର ରାଜ୍ୟର ୨୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଜି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୨.୫ ଡିଗ୍ରୀ ଥିଲା। ଯାହାକି ଆଜି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହରରେ ବୌଦ୍ଧ ପରିଗଣିତ ହୋଇଛି। ଆଜି ବୌଦ୍ଧରେ ୪୨.୫ ଡିଗ୍ରୀ…

ଓଡ଼ିଆରେ ପରୀକ୍ଷା ଦେବେ ସିଏପିଏଫ୍‌ କନଷ୍ଟେବଳ ପ୍ରାର୍ଥୀ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ବା ସିଏପିଏଫ୍‌ କନଷ୍ଟେବଳ ପାଇଁ ଏଣିକି ଓଡ଼ିଆରେ ପରୀକ୍ଷା ଦେଇପାରିବେ ପ୍ରାର୍ଥୀ। କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ୧୩ଟି ଭାଷା ମଧ୍ୟରେ ଓଡ଼ିଆ ସ୍ଥାନ ପାଇଛି। ଏହି ଭାଷାଗୁଡ଼ିକ ମଧ୍ୟରେ ଓଡ଼ିଆ, ହିନ୍ଦୀ,…

ନବୀନ ନିବାସରେ ଦୀପାଳି

ଭୁବନେଶ୍ୱର,୧୫।୪(ବ୍ୟୁରୋ): ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଶନିବାର ନବୀନ ନିବାସରେ ପହଞ୍ଚିଛନ୍ତି। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଦୀପାଳି ଦଳୀୟ ଟିକେଟ ନେବା ପାଇଁ ନବୀନ ନିବାସ ଆସିଥିବା ଜଣାପଡ଼ିଛି। ଆସନ୍ତା ୧୮ ତାରିଖରେ ଦୀପାଳ ନାମାଙ୍କନପତ୍ର ଦାଖଲ କରିବେ। ସୂଚନାଯୋଗ୍ୟ, ଝାରସୁଗୁଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri