ରାଜ୍ୟ

ଜଳୁଛି ବୌଦ୍ଧ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଶନିବାର ରାଜ୍ୟର ୨୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଜି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୨.୫ ଡିଗ୍ରୀ ଥିଲା। ଯାହାକି ଆଜି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହରରେ ବୌଦ୍ଧ ପରିଗଣିତ ହୋଇଛି। ଆଜି ବୌଦ୍ଧରେ ୪୨.୫ ଡିଗ୍ରୀ…

ଓଡ଼ିଆରେ ପରୀକ୍ଷା ଦେବେ ସିଏପିଏଫ୍‌ କନଷ୍ଟେବଳ ପ୍ରାର୍ଥୀ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ବା ସିଏପିଏଫ୍‌ କନଷ୍ଟେବଳ ପାଇଁ ଏଣିକି ଓଡ଼ିଆରେ ପରୀକ୍ଷା ଦେଇପାରିବେ ପ୍ରାର୍ଥୀ। କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ୧୩ଟି ଭାଷା ମଧ୍ୟରେ ଓଡ଼ିଆ ସ୍ଥାନ ପାଇଛି। ଏହି ଭାଷାଗୁଡ଼ିକ ମଧ୍ୟରେ ଓଡ଼ିଆ, ହିନ୍ଦୀ,…

ନବୀନ ନିବାସରେ ଦୀପାଳି

ଭୁବନେଶ୍ୱର,୧୫।୪(ବ୍ୟୁରୋ): ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଶନିବାର ନବୀନ ନିବାସରେ ପହଞ୍ଚିଛନ୍ତି। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଦୀପାଳି ଦଳୀୟ ଟିକେଟ ନେବା ପାଇଁ ନବୀନ ନିବାସ ଆସିଥିବା ଜଣାପଡ଼ିଛି। ଆସନ୍ତା ୧୮ ତାରିଖରେ ଦୀପାଳ ନାମାଙ୍କନପତ୍ର ଦାଖଲ କରିବେ। ସୂଚନାଯୋଗ୍ୟ, ଝାରସୁଗୁଡ଼ା…

ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ: ବଢ଼ିଲା ଅବଧି

ସମ୍ବଲପୁର ୧୫।୪(ବ୍ୟୁରୋ): ସମ୍ବଲପୁରରେ ବନ୍ଦ ଥିବା ଇଣ୍ଟରନେଟ ସେବା ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ଆସନ୍ତା ୧୭ ତାରିଖ ଦିନ ୧୦ଟା ଯାଏ ଇଣ୍ଟରନେଟ ସେବା ବନ୍ଦ ରହିବ। ଇଣ୍ଟରନେଟ ସେବା ବନ୍ଦ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି…

ସମ୍ବଲପୁର ସହରରେ କର୍ଫ୍ୟୁ

ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ସହରରେ ଭୟର ବାତାବରଣ ଲାଗି ରହିଛି। ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ସତ୍ତ୍ୱେ ଗୁରୁବାର ରାତିରୁ ଶୁକ୍ରବାର ରାତି ପର୍ଯ୍ୟନ୍ତ ୧୦ଟି ଦୋକାନରେ ଭଙ୍ଗାରୁଜା କରାଯିବା ସହ ପୋଡ଼ାଜଳା କରାଯାଇଛି। ସ୍ଥିତି ନିୟନ୍ତ୍ରଣକୁ ନ ଆସିବା…

ପ୍ରଭୁ ନାରାୟଣ ଗୋସାଇଁଙ୍କ ସ୍ଥଳାଦେଶ ଯାତ୍ରା ଆରମ୍ଭ

ରସୁଲପୁର,୧୫।୪(ଡି.ଏନ.ଏ.):ରସୁଲପୁର ବ୍ଲକ ଅଞ୍ଚଳର ଐତିହାସିକ ସିଂହାପୁର ଯାତ୍ରା ଅବସରରେ ପ୍ରଭୁ ନାରାୟଣ ଗୋସାଇଁଙ୍କ ୩ ଦିନିଆ ସ୍ଥଳାଦେଶ ଯାତ୍ରା ମହାବିଷୁବ ସଂକ୍ରାନ୍ତି ତିଥି ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହି ଯାତ୍ରାରେ ନାରାୟଣ ଗୋସାଇଁଙ୍କ ଜଳକ୍ରୀଡ଼ା ଯାତ୍ରା ଦର୍ଶନ ପାଇଁ ୧୦ ହଜାରରୁ…

ସିବିଆଇ ଜାଲରେ ଡାକ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର

ଭୁବନେଶ୍ୱର,୧୫।୪ (ବ୍ୟୁରୋ): ଲାଞ୍ଚ ନେଇ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ) ହାତରେ ଧରାପଡିଛନ୍ତି ଡାକ ବିଭାଗର ଜଣେ ଆସିଷ୍ଟାଣ୍ଟ୍‌ ଇଞ୍ଜିନିୟର। ସେ ହେଲେ ସମ୍ବଲପୁର ଜିଲାରେ କାର୍ଯ୍ୟରତ ପୋଷ୍ଟାଲ ଆସିଷ୍ଟାଣ୍ଟ ଇଞ୍ଜିନିୟର ଶୁଭାଶିଷ ପାଲ। ଶୁକ୍ରବାର ସମ୍ବଲପୁରସ୍ଥିତ ଡାକଘର ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ…

ଜାଲ୍‌ ସାର୍ଟିଫିକେଟ ମାମଲା ଉପରେ ସରକାର ସତର୍କ ଦୃଷ୍ଟି ରଖିଛନ୍ତି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ସତର୍କ ଦୃଷ୍ଟି ରଖିଛନ୍ତି । ବଲାଙ୍ଗୀର ପୋଷ୍ଟାଲ ନିଯୁକ୍ତିରେ ଜାଲ୍‌ ସାର୍ଟିଫିକେଟ ଘଟଣା ସାମ୍ନାକୁ ଆସିବା ପରଠାରୁ ସରକାର ଏ ନେଇ ସକ୍ରିୟ ଅଛନ୍ତି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ…

ରାଜ୍ୟରେ ବ୍ୟାପିଲା କରୋନା, ଗଲା ୨ ଜୀବନ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଦେଶର ବିଭିନ୍ନ ରାଜ୍ୟରେ ଏବେ କରୋନା ବ୍ୟାପିବାରେ ଲାଗିଛି। ପ୍ରଥମେ ଦିଲ୍ଲୀ, ମହାରାଷ୍ଟ୍ର ଆଦି ରାଜ୍ୟରେ ସଂକ୍ରମଣ ବଢ଼ୁଥିଲା। ଏବେ ଓଡ଼ିଶାର ସ୍ଥିତି ମଧ୍ୟ ଧୀରେ ଧୀରେ ବିଗିଡିବାରେ ଲାଗିଛି। ସଂକ୍ରମଣ ବୃଦ୍ଧି ସହ ଏହି ମହାମାରୀ ଜୀବନ ବି…

ବିଶ୍ୱର ୩ୟ ଉତ୍ତପ୍ତ ସହର ବାରିପଦା

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ସିଝୁଛି। ସତେଯେମିତି ଆକାଶରୁ ଅଗ୍ନିବର୍ଷା ହେଉଛି। ଗତ କିଛିଦିନ ହେବ ଅସହ୍ୟ ତାତି ସମଗ୍ର ରାଜ୍ୟକୁ କବଳିତ କରିଛି। ସକାଳ ହେବା ମାତ୍ରେ ମାଡ଼ିଆସୁଛି ତତଲା ପବନ। ଦେହମୁଣ୍ଡ ଜଳିପୋଡ଼ିଗଲା ଭଳି ଲାଗୁଛି ।…

ହନୁମାନ ଜୟନ୍ତୀରେ ପୁଣି ହିଂସାକାଣ୍ଡ: ଯୁବକଙ୍କୁ ହତ୍ୟା, ପୋଡ଼ାଜଳା

ସମ୍ବଲପୁର,୧୪।୪(ବ୍ୟୁରୋ): ସମ୍ବଲପୁର ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍‌ ଶୋଭାଯାତ୍ରା ଉପରେ ପଥର ମାଡ ପରେ ପୋଡ଼ାଜଳା ଓ ମରଣାନ୍ତକ ଆକ୍ରମଣ ଘଟଣାକୁ ଇତିମଧ୍ୟରେ ୨ ଦିନ ବିତିଯାଇଛି। ହେଲେ ସହରରେ ଆତଙ୍କ ଓ ଭୟର ବାତାବରଣ ଲାଗି ରହିଛି । ଏନେଇ…

ଶନିବାରଠାରୁ କମିବ ତାତି

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତି ପ୍ରକୋପ ଏତେ ଯୋର ଅନୁଭୂତ ହେଉଛି ଯେ, ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ତେବେ ଶନିବାରଠାରୁ ତାତି କମିବ। ତାପମତ୍ରା କମିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri