ରାଜ୍ୟ

ଭୁବନେଶ୍ୱର ରେଳ ଷ୍ଟେଶନରେ ବିସ୍ଫୋରକ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରୁ ବିସ୍ଫୋରକ ମିଳିଛି। ଷ୍ଟେଶନରେ ଅଟକି ରହିଥିବା କୋଣାର୍କ ଏକ୍ସପ୍ରେସ୍‌ରୁ ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଏହି ବିସ୍ଫୋରକକୁ ଜବତ କରିଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ରହୁଥିବା ଷ୍ଟେଶନ ମଧ୍ୟରୁ ବୁଧବାର ବିଳମ୍ବିତ ରାତିରେ ଏଭଳି…

ବର୍ଷିଲେ ବିରୋଧୀ

ଭୁବନେଶ୍ବର, ୧୪ା୪(ବ୍ୟୁରୋ): ପୁରୀରେ ପ୍ରସ୍ତାବିତ ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରକଳ୍ପ ଲାଗି କରାଯାଇଥିବା ଜମି ଅଧିଗ୍ରହଣ ଅବୈଧ ବୋଲି ସୁପ୍ରିମ କୋର୍ଟ ରାୟ ଦେବାପରେ ଉଭୟ ରାଜ୍ୟ ସରକାର ଓ ଅନୀଲ ଅଗ୍ରଓ୍ବାଲ ଫାଉଣ୍ଡେଶନକୁ ବଡ଼ ଝଟକା ଲାଗିଥିଲା। ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରସଙ୍ଗରେ…

ନବ ଦାସଙ୍କ ହତ୍ୟା ହିଁ ଝାରସୁଗୁଡ଼ାର ମୁଖ୍ୟ ପ୍ରସଙ୍ଗ ହେବ: ଧର୍ମେନ୍ଦ୍ର

ଭୁବନେଶ୍ବର, ୧୪ା୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ଦଳୀୟ ପ୍ରସଙ୍ଗ କ’ଣ ରହିବ, ସେ ସମ୍ପର୍କିତ ପ୍ରଶ୍ନରେ ଧର୍ମେନ୍ଦ୍ର କହିଛନ୍ତି, ଦୁର୍ଭାଗ୍ୟବଶତଃ ଝାରସୁଗୁଡ଼ା ଉପନିର୍ବାଚନ ଯେଉଁଥିପାଇଁ ହେଉଛି, ତାହା ହିଁ ଦଳର ମୂଳ ପ୍ରସଙ୍ଗ ହେବ। ଦିବାଲୋକରେ ଓଡ଼ିଶା ସରକାରଙ୍କ ପୋଲିସ ଅଧିକାରୀଙ୍କ ଗୁଳିରେ…

‘ରୋଜ୍‌ ଭ୍ୟାଲି’ ଚିଟ୍‌ଫଣ୍ଡ ଠକେଇ: ଆଉ ୬.୫୨ କୋଟିର ସମ୍ପତ୍ତି ଆଟାଚ୍‌

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଜମାକାରୀଙ୍କଠାରୁ ବହୁ କୋଟି ଟଙ୍କା ଠକେଇ କରିଥିବା ଚିଟଫଣ୍ଡ୍‌ ସଂସ୍ଥା ‘ରୋଜ୍‌ ଭ୍ୟାଲି’ର ୬.୫୨ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ ହୋଇଥିବା ଆଟାଚ୍‌ ଆବେଦନକୁ କଟକ…

ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ଭୁବନେଶ୍ୱର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆମ ରାଜଧାନୀ ଭୁବନେଶ୍ୱର ଭାରତବର୍ଷର ଶ୍ରେଷ୍ଠ ସହର ଭାବେ ପରିଗଣିତ ହେବା ସହ ସମଗ୍ର ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଶିକ୍ଷା, ସ୍ବାସ୍ଥ୍ୟ, ସଂସ୍କୃତି, କ୍ରୀଡ଼ା, ପର୍ଯ୍ୟଟନ, ଭିତ୍ତିଭୂମି ଆଦି ସମସ୍ତ କ୍ଷେତ୍ରରେ ଯଥେଷ୍ଟ ଉନ୍ନତି କରି…

କର୍ମଚାରୀ ନୁହନ୍ତି, ସଙ୍ଗଠନ ସ୍ମାରକପତ୍ର ଦେଇପାରିବେ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ସରକାରୀ କିମ୍ବା ସରକାରୀ ଅନୁଦାନପ୍ରାପ୍ତ କର୍ମଚାରୀଙ୍କ ଚାକିରି ସର୍ତ୍ତାବଳୀ ସଂକ୍ରାନ୍ତରେ କେବଳ କର୍ମଚାରୀ ସଙ୍ଗଠନ ସ୍ମାରକପତ୍ର ଦେଇପାରିବେ। କୌଣସି କର୍ମଚାରୀ ବ୍ୟକ୍ତିଗତ ଭାବରେ ଦାବିପତ୍ର ପ୍ରଦାନ କରିପାରିବେ ନାହିଁ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ଗୁରୁବାର…

ମନ୍ତ୍ରୀଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ଭୁବନେଶ୍ୱର,୧୪ା୪ (ବ୍ୟୁରୋ): ଶାସକ ଦଳର ଜଣେ ମନ୍ତ୍ରୀଙ୍କ ନାଁରେ ବଳାତ୍କାର ଅଭିଯୋଗ ଆସିଛି। ଭୁବନେଶ୍ୱର ମହିଳା ଥାନାରେ ନିଜ ଦଳର ଜଣେ ନେତ୍ରୀ ଗୁରୁବାର ମନ୍ତ୍ରୀଙ୍କ ବିରୋଧରେ ଏହି ସଙ୍ଗିନ ଅଭିଯୋଗ ଆଣିଛନ୍ତି। ତେବେ ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ତଦନ୍ତ…

ନିର୍ଦ୍ଦେଶକୁ ବେଖାତିର: ଛୁଟିରେ ବାଳିକା ଉଚ୍ଚବିଦ୍ୟାଳୟର ବାର୍ଷିକୋତ୍ସବ

ବରପାଲି,୧୩।୪(ଡି.ଏନ.ଏ.): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସ୍କୁଲଗୁଡିକୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସରକାରଙ୍କ ନିର୍ଦ୍ଦେଶକୁ ବେଖାତିର କରି ବରପାଲି ବାଳିକା ଉଚ୍ଚବିଦ୍ୟାଳୟର ବାର୍ଷିକୋତ୍ସବ ଗୁରୁବାର ପାଳନ କରାଯାଇଥିବା…

ଜାଳେଣି କାଠ ଆଣିବାକୁ ଯାଇ ଫେରି ନ ଥିଲେ

ନୂଆପଡ଼ା ଅଫିସ,୧୩।୪: ଗତ କିଛିଦିନ ହେବ ଓଡ଼ିଶାରେ ପାରଦ ଉପରମୁହାଁ ରହିଛି। ପ୍ରଚଣ୍ଡ ଖରାରେ ଦେହମୁଣ୍ଡ ଜଳିପୋଡ଼ି ଯାଉଛି। ଏଭଳି ସ୍ଥିତିରେ ନୂଆପଡ଼ା ଜିଲା ସଦର ବ୍ଲକ ଗୋଡ଼ଫୁଲା ପଞ୍ଚାୟତ ଜୁନାନୀ ଗାଁର ଜଣେ ବ୍ୟକ୍ତିଙ୍କ ଅଂଶୁଘାତରେ ମୃତ୍ୟୁ ଘଟିଥିବା ପରିବାର…

ବଢ଼ିଲା ହରିଶ୍ଚନ୍ଦ୍ର ସହାୟତା ରାଶି

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟ ସରକାର ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ସହାୟତା ଗ୍ରାମାଞ୍ଚଳ ପାଇଁ ୨ ହଜାରରୁ ୩ ହଜାର ଟଙ୍କା, ସହରାଞ୍ଚଳ ଓ ପୁରୀ ସ୍ବର୍ଗଦ୍ବାର ପାଇଁ ୩ ହଜାରରୁ ୪ ହଜାର…

ନିୟମିତ ହେଲେ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ-ଶିକ୍ଷକ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ୬ ମାସ ପରେ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ନିୟମିତ କରିଛି ଗଣଶିକ୍ଷା ବିଭାଗ। ଫଳରେ ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଧାରଣା ସ୍ଥଗିତ ହୋଇଛି। ନିୟମିତ ଦାବିରେ ୧୩ ଦିନ ଧରି ଧାରଣାରେ ବସିଥିଲା ଓଡ଼ିଶା ସରକାରୀ ହାଇସ୍କୁଲ…

ଶୁଆ ସହ ଭିଡିଓ କରିବା ପଡ଼ିଲା ମହଙ୍ଗା, ଗିରଫ ହେଲେ ୟୁଟ୍ୟୁବର

କେନ୍ଦୁଝର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ବନ ବିଭାଗ ବେଆଇନ ଭାବେ ବିରଳ ପ୍ରଜାତିର ଶୁଆ ରଖିଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ଚିନ୍ମୟ ମହାନ୍ତ (୨୫) ଏବଂ ତାଙ୍କ ଘର ବାଂଶପାଳ ବ୍ଲକ କୁମୁଣ୍ଡି ଗ୍ରାମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri