ରାଜ୍ୟ

ଚିନ୍ତା ବଢ଼ାଉଛି ଶିଶୁ ସଂକ୍ରମଣ: ଆଜି ରାଜ୍ୟରେ ୧୧୬ ପିଲା କରୋନା ପଜିଟିଭ୍‌

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ ବର୍ଗର। ୬୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୨ଟି...

ଆଜି ନୂଆଁଖାଇ: ମା’ଙ୍କ ପାଖରେ ଲାଗିହେଲା ନବାନ୍ନ

ସମ୍ବଲପୁର ଅଫିସ,୧୧।୯: ପଶ୍ଚିମ ଓଡ଼ଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଉତ୍ସାହ ଉଦ୍ଦୀପନାରେ ପାଳନ ହୋଇଛି। ଲଗ୍ନ ଅନୁସାରେ ଆଜି ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବା ପରେ ଘରେଘରେ ଏହି ଉତ୍ସବ ପାଳନ କରାଯାଇଛି। କରୋନା କଟକଣା...

ହିସାବ ନ ଦେଇ ଅନୁଦାନ ବୋହୁଛନ୍ତି

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ରାଜ୍ୟ ସରକାର ବିଭିନ୍ନ ବିଭାଗ ପାଇଁ ବଜେଟରେ ବ୍ୟୟବରାଦ କରୁଛନ୍ତି। ସେହି ଅର୍ଥରୁ ବିଭାଗଗୁଡ଼ିକ କେଉଁ ଯୋଜନାରେ କେତେ ଟଙ୍କା ଖର୍ଚ୍ଚ କରୁଛନ୍ତି ତାହାର ହିସାବ ରଖୁନାହାନ୍ତି। ବିନିଯୋଗ ପ୍ରମାଣପତ୍ର (ୟୁସି) ମଧ୍ୟ ଦାଖଲ କରୁନାହାନ୍ତି। ଗତ...

ପୁଲକିତ କରୁନି ପାର୍ବଣ

ଅନୁଗୋଳ ଅଫିସ, ୧୧ା୯ – ପୁଲକିତ କରେ ପାର୍ବଣ। ଆନନ୍ଦ, ଉତ୍ସାହରେ ଭରିଦିଏ ମନ। କିନ୍ତୁ କୋଭିଡ୍‌ ମହାମାରୀ କାରଣରୁ ଗତବର୍ଷ ପରି ଚଳିତବର୍ଷ ମଧ୍ୟ ଏହି ଉତ୍ସବ ଋତୁ ଆରମ୍ଭରୁ କେଉଁଠି ନାହିଁ ଉତ୍ସାହ କି ଉଦ୍ଦୀପନା। ସରକାର...

ସୁରକ୍ଷା ଖୋଜୁଛି ବନୀ ଜଙ୍ଗଲ

ଲଙ୍ଗଳେଶ୍ୱର,୧୧ା୯ (ଡି.ଏନ.ଏ.)-ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇବା ପାଇଁ ବାଲେଶ୍ୱର ଜିଲା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ କେଉଁ ଆବହମାନ କାଳରୁ ବନୀ ଜଙ୍ଗଲ ସୃଷ୍ଟି କରାଯାଇଛି। ହେଲେ ସଂରକ୍ଷଣ କି ରକ୍ଷଣାବେକ୍ଷଣ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଉ ନ ଥିବାରୁ ଏହା...

ଭୋକ ଉପାସରେ ୧୦ ଦୃଷ୍ଟିହୀନ

ସୋର, ୧୧।୯(ଡି.ଏନ.ଏ.)-ଭୋକ ପାଇଁ ଡହଳବିକଳ ହେଉଛନ୍ତି ୧୦ଜଣ ଦୃଷ୍ଟିହୀନ ଯୁବତୀଯୁବକ। କୋଭିଡ୍‌ କଟକଣା ଯୋଗୁ ସେମାନେ ନାହଁି ନ ଥିବା ସମସ୍ୟାରେ ଘାଣ୍ଟି ହେଉଛନ୍ତି। ଓଡ଼ିଶାର ବିଭିନ୍ନ ସ୍ଥାନରୁ ୧୦ରୁ ଅଧିକ ଦୃଷ୍ଟିହୀନ ଯୁବତୀଯୁବକ ସୋର ମ୍ୟୁନିସିପାଲିଟିର ଇଟୁଆ ଗ୍ରାମରେ...

ରାତି ପାହିଲେ ଗଛ ଚିନ୍ତା

ଭଦ୍ରକ ଅଫିସ,୧୧।୯-ପେସା ଶିକ୍ଷକତା, ନିଶା ସବୁଜବନାନୀ ସୃଷ୍ଟି କରିବା। ଶିକ୍ଷକତା ସମୟକୁ ବାଦ୍‌ ଦେଇ ଅନ୍ୟ ସମୟରେ ଗଛ ଲଗାଇଥାନ୍ତି। ତାଙ୍କର ଏଭଳି ରୁଚି ପାଇଁ ନିଆରା ପରିଚୟ ସୃଷ୍ଟି କରିପାରିଛନ୍ତିି ଶିକ୍ଷକ ବିଷ୍ଣୁପ୍ରସାଦ ପାଢ଼ୀ(୫୦)। ପରିବେଶ ପ୍ରେମରେ ପଡ଼ିଥିବା...

୧୩ରୁ ଖୋଲିବ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ

କୋରାପୁଟ,୧୦ା୯(ସ୍ବ.ପ୍ର.): କୋରାପୁଟ ସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ୧୩ ତାରିଖରୁ ଖୋଲିବ। ଲୋକ ସମ୍ପର୍କ ଅଧିକାରୀ ଡ. ଫଗୁନାଥ ଭୋଇ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ରିସର୍ଚ୍ଚ ସ୍କଲାରମାନଙ୍କ ପାଇଁ ବିଶ୍ୱବିଦ୍ୟାଳୟ ଖୋଲାଯିବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ...

ରାତି ପାହିଲେ ପଶ୍ଚିମ ଓଡ଼ିଶାର ନୂଆଁଖାଇ ତିହାର

ସମ୍ବଲପୁର,୧୦ା୯ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ନୂଆଁଖାଇ ତିହାର । ପୁରପଲ୍ଲୀ ସବୁଠି ଉତ୍ସବମୁଖର। ରାତି ପାହିଲେ ଇଷ୍ଟଦେବୀ ସମଲେଇଙ୍କଠାରେ ଧାର୍ଯ୍ୟ ଲଗ୍ନ ଅନୁସାରେ ଲାଗିହେବ ନବାନ୍ନ। ପରେ ପଶ୍ଚିମ ଓଡ଼ିଶାବାସୀ ଘରେ ଘରେ ନୂଆଁ ଖାଇବେ। ପଶ୍ଚିମ ଓଡ଼ିଶାର ଗଣପର୍ବ...

ବଂଶଧାରାରେ ବୁଡ଼ି ଜଣଙ୍କ ମୃତ୍ୟୁ, ମିଳୁନି ଅନ୍ୟ ଜଣଙ୍କ ପତ୍ତା

କାଶୀନଗର,୧୦ା୯(ଡି.ଏନ୍‌.ଏ.): ଗଜପତି ଜିଲା କାଶୀନଗର ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟ ବଂଶଧାରା ନଦୀରେ ଗୁରୁବାର ସନ୍ଧ୍ୟାରେ ୨ ନାବାଳକ ବୁଡ଼ିଯାଇଥିଲେ। ସେମାନଙ୍କ ମଧ୍ୟରୁ ରାତିରେ ଜଣଙ୍କ ମୃତଦେହ ଠାବ କରାଯାଇଥିଲା। ହେଲେ ୨୪ ଘଣ୍ଟା ପରେ ମଧ୍ୟ ଅନ୍ୟ ଜଣଙ୍କ...

ଚାମ୍ପିୟନ ପ୍ରମୋଦଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର,୧୦।୯: ଟୋକିଓ ପାରାଲିମ୍ପିକ୍ସରେ ଦେଶ ପାଇଁ ଗୌିରବ ଆଣିଥିବା ସୁନା ପୁଅ ପ୍ରମୋଦ ଭଗତ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ପ୍ରମୋଦ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚବାପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଥିରେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତ ବେହେରା , ସଚିବ,...

ମୂର୍ତ୍ତି ଉଚ୍ଚତା ବଢ଼ିବ ନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର,୧୦।୯(ବ୍ୟୁରୋ): ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବଢ଼ିବ ନାହିଁ। ଏନେଇ ସ୍ପଷ୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା। ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଅଗଷ୍ଟ ୯ରେ ଜାରି ଗାଇଡଲାଇନ୍‌ ଆଗାମି ଦିନରେ ବଳବତ୍ତର ରହିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri