ରାଜ୍ୟରେ ତାତି ୪୩ ଡିଗ୍ରୀ ଟପିଲା
ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଗତ କିଛିଦିନ ହେବ ଓଡ଼ିଶା ହଟ୍ସ୍ପଟ୍ ପାଲଟିଛି। ପାରଦ ଉପରମୁହଁା ରହିଛି। ଦୈନିକ ୧ରୁ୨ ଡିଗ୍ରୀ ବଢ଼ିବାରେ ଲାଗିଛି। ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ବେହାଲ। ଆକାଶରୁ ବର୍ଷୁଛି ଅଗ୍ନି। ସୂର୍ଯ୍ୟ ନଇଁବା ଯାଏ ନିସ୍ତାର ନାହିଁ। ସନ୍ଧ୍ୟା ପରେ…
ଶିମିଳିପାଳ,କୁଲଡିହାରେ୨ ହାତୀ ମୃତ
ବାରିପଦା ଅଫିସ/ନୀଳଗିରି,୧୩ା୪(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ଶିମିଳିପାଳ ଓ ବାଲେଶ୍ୱର ଜିଲା ନୀଳଗିରିସ୍ଥିତ କୁଲଡିହା ଅଭୟାରଣ୍ୟରେ ୨ ହାତୀଙ୍କ ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ କପ୍ତିପଦା ରେଞ୍ଜ ରାଇପାଲ ବିଟ୍ ଶାରୀଶୁଆ ସେକ୍ସନ ପଦ୍ମପୋଖରୀ ଅଞ୍ଚଳରୁ ବୁଧବାର ବନ…
କୋଲାବ ବ୍ରିଜ୍ରୁ ଡେଇଁ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ
ସେମିଳିଗୁଡ଼ା/ସୁନାବେଡ଼ା,୧୩ା୪ (ସ୍ବ.ପ୍ର.): ଏକ ବ୍ରିଜ୍ ଉପରୁ ତଳକୁ ପାଣିକୁ ଡେଇଁ ଜୀବନ ହାରିବାକୁ ଉଦ୍ୟମ କରିଥିଲେ ଦମ୍ପତି। ମାତ୍ର ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ସ୍ବାମୀଙ୍କର କୌଣସି ପତ୍ତା ମିଳୁନାହିଁ। ଏପରି ଏକ ଘଟଣା କୋରାପୁଟ ଜିଲା ସେମିଳିଗୁଡ଼ା…
ଏ ବର୍ଷ ହେବନି ବିଦ୍ୟୁତ୍ କାଟ: ମନ୍ତ୍ରୀ
ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଚଳିତ ବର୍ଷ ବିଦ୍ୟୁତ୍ କାଟ ହେବ ନାହିଁ। ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ବୁଧବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ବୈଷୟିକ ତ୍ରୁଟି ପାଇଁ କିଛି ସ୍ଥାନରେ ଅସ୍ଥାୟୀ ଭାବେ ବିଦ୍ୟୁତ୍ ସେବା ବନ୍ଦ କରାଯାଇପାରେ। ମାତ୍ର ବିଦ୍ୟୁତ୍ କାଟର…
ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ଭାଜପା ପ୍ରାର୍ଥୀ
ଭୁବନେଶ୍ୱର, ୧୨।୪(ବ୍ୟୁରୋ)-ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟ ଯୁବମୋର୍ଚ୍ଚାର ପୂର୍ବତନ ସଭାପତି ଟଙ୍କଧର ତ୍ରିପାଠୀଙ୍କୁ ଟିକେଟ ପ୍ରଦାନ କରାଯାଇଛି। ଭାଜପା ରାଷ୍ଟ୍ରୀୟ ମହାସଚିବ ତଥା ମୁଖ୍ୟାଳୟ ପ୍ରଭାରୀ ଅରୁଣ ସିଂ ଏହି ଘୋଷଣା…
୧୮ରେ ନାମାଙ୍କନପତ୍ର ଦାଖଲ କରିବେ ଦୀପାଳି
ଝାରସୁଗୁଡ଼ା ଅଫିସ,୧୨ା୪: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ। ଏନେଇ ବିଜେଡି ଉପନିର୍ବାଚନ ପର୍ଯ୍ୟବେକ୍ଷକ ଦେବୀପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଆସନ୍ତା ୧୫ରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ…
ସମ୍ବଲପୁରରେ ପୋଲିସ ଉପରକୁ ପଥରମାଡ଼, ୧୦ରୁ ଊର୍ଦ୍ଧ୍ୱ ଆହତ
ସମ୍ବଲପୁର,୧୨ା୪(ବ୍ୟୁରୋ): ସମ୍ବଲପୁରର ଧନୁପାଲି ଛକରେ ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍ ରାଲିରେ ପଥର ମାଡ଼ ହୋଇଛି। ଅନ୍ୟଏକ ଗୋଷ୍ଠୀର ପଥର ମାଡ଼ରେ ୧୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଧନୁପାଲ୍ଲୀ ଥାନା ଓ ଟାଉନ ଥାନା ଆଇଆଇସି ଆହତ ହୋଇଛନ୍ତି…
ଧନୀ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ୩ୟ ସ୍ଥାନରେ ନବୀନ, ସମ୍ପତ୍ତିର ମୂଲ୍ୟ ଏତିକି କୋଟି
ଭୁବନେଶ୍ୱର,୧୨ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ଏଡିଆର୍ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ତେବେ ଦେଶର ୨୮ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ମଧ୍ୟରେ ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ କିଏ ଏବଂ କିଏ ସବୁଠାରୁ ଗରିବ ମୁଖ୍ୟମନ୍ତ୍ରୀ ଆଉ କେଉଁ ମୁଖ୍ୟମନ୍ତ୍ରୀଙ୍କ…
୩ ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା
ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା। ସକାଳ ୮ଟାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ରାଜ୍ୟରେ ୩ ଦିନ ପାଇଁ ହିଟ ୱେଭ ଓ୍ବାର୍ନିଂ ଜାରି କରିଛି। ପାଣିପାଗ ବିଭାଗ ଅନୁଯାୟୀ,…
ଦାରିଙ୍ଗବାଡିରେ ଅସହ୍ୟ ତାତି
ଦାରିଙ୍ଗବାଡି,୧୨।୪(ଡି.ଏନ.ଏ.): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ଦୁଇ ଦିନ ତାପମାତ୍ରା ବୃଦ୍ଧି ପାଇଛି। ମଙ୍ଗଳବାର ସଂଧ୍ୟା ସୁଦ୍ଧା ସର୍ବାଧିକ ୩୪.୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୁଧବାର ସକାଳ ସୁଦ୍ଧା ସର୍ବନିମ୍ମ ୨୦.୫ ଡିଗ୍ରୀ ରହିଥିବା…
ଆଇଟିଆଇ ଛାତ୍ରୀଛାତ୍ରଙ୍କ ପାଇଁ ଡିଜିଟାଲ ସଂସ୍କରଣ ଉନ୍ମୋଚନ କଲେ ଧର୍ମେନ୍ଦ୍ର
ଭୁବନେଶ୍ବର, ୧୨।୪(ବ୍ୟୁରୋ): ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ)ରେ ନାମ ଲେଖାଇଥିବା ଛାତ୍ରୀଛାତ୍ରଙ୍କ ପାଇଁ ନିଯୁକ୍ତି ଦକ୍ଷତା ପାଠ୍ୟକ୍ରମର ଡିଜିଟାଲ ସଂସ୍କରଣକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀସ୍ଥିତ ଫ୍ୟୁଚର ସ୍କିଲସ୍ ଫୋରମଠାରେ ମଙ୍ଗଳବାର ଉନ୍ମୋଚନ କରିଛନ୍ତି। ଏଥିରେ ଉପଲବ୍ଧ ଥିବା ଡିଜିଟାଲ ପାଠକୁ…
ଜାପାନରୁ ଫେରିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯ ଦିନିଆ ଜାପାନ ଗସ୍ତ ପରେ ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ୱର ଫେରିଛନ୍ତି। ଏହି ଗସ୍ତ କାଳରେ ରାଜ୍ୟକୁ ୨୬ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ସୁଯୋଗ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଜାପାନ ବ୍ୟବସାୟୀ, ନିପ୍ପନ…
Archives


