ରାଜ୍ୟ

ଥାନା ଅଧିକାରୀଙ୍କ ଦରମା ବନ୍ଦ: ମହଙ୍ଗା ପଡ଼ିଲା…

ତିର୍ତ୍ତୋଲ,୩।୧(ଗୌରାଙ୍ଗ ସ୍ବାଇଁ):ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଆଦେଶ ଅବମାନନା କାରଣରୁ ତିର୍ତ୍ତୋଲ ଥାନା ଅଧିକାରୀ ପ୍ରଦୀପ କୁମାର ସେଠୀଙ୍କ ଦରମା ବନ୍ଦ କରାଯାଇଛିି। ଜଗତସିଂହପୁର ଜିଲାପାଳ, କିଲିପାଳ ବାଲି ସଇରାତରୁ ବେନିୟମ ବାଲି ଉଠାଣ କାରଣରୁ କିଛି ବାଲି ବୋଝେଇ ହାଇଓ୍ବା ଜବତ…

ଦୂତି ଚାନ୍ଦଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ, ପରିବାର ସହ ଆସୁଥିବାବେଳେ…

କଟକ,୩ା୧: ଦୌଡ଼ରାଣୀ ଦୂତି ଚାନ୍ଦଙ୍କ କାର୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ତାଙ୍କ ପରିବାର ସହ ଆସୁଥିବାବେଳେ କଟକର ତ୍ରିଶୂଳିଆ ବ୍ରିଜ୍‌ ନିକଟରେ କାର୍‌ ଦୁର୍ଘଟଣାର ଶିକାର ହୋଇଥିଲା। ତାଙ୍କର କାର୍‌ର ଚକା ହଠାତ୍‌ ଫାଟିଯିବାରୁ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ନିର୍ମାଣାଧୀନ…

ଜାନକୀଙ୍କ ସ୍ମୃତି ସଭାରେ ବର୍ଷିଲେ ମୋକିମ, କହିଲେ କଂଗ୍ରେସର ପତନ ପାଇଁ…

ଭୁବନେଶ୍ୱର,୩ା୧: ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ମୃତି ସଭାରେ ବର୍ଷିଲେ ମୋକିମ । କଂଗ୍ରେସ ହାଇକମାଣ୍ଡଙ୍କୁ ଟାର୍ଗେଟ କରି ସେ ବର୍ଷିଛନ୍ତି । ତେବେ ରାଜ୍ୟରେ କଂଗ୍ରେସ ପତନ ପାଇଁ କେବଳ ଦିଲ୍ଲୀ ସୁପ୍ରିମୋ ହିଁ ଦାୟୀ । ପିସିସି ସଭାପତି ପଦ…

ଠିକ୍‌ ହୋଇଥିଲା ବିବାହ, ବଣ୍ଟା ସରିଥିଲା କାର୍ଡ, ଘଟିଲା ଏମିତି କିଛି…

ବଲାଙ୍ଗୀର,୩ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଶନିବାର ଏକ ମୃତଦେହ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ବ୍ରିଜ ତଳୁ ଉଦ୍ଧାର କରଯାଇଥିବା ମୃତ ଯୁବକ ଜଣକ ହେଲେ ଦେଉଳଗୁଡ଼ି ଗାଁର ବ୍ୟବସାୟୀ ନଟରାଜ ଥନାପତି।…

ମନ୍ଦିରରୁ ପୂଜା ସାରି ଫେରିବାବେଳେ ପୂଜକଙ୍କୁ ପେଚ୍‌କସ୍‌ରେ ଆକ୍ରମଣ, କିଛି ସମୟ ଭିତରେ ଘଟିଲା…

ତାଳଚେର,୩ା୧(ମନୋଜ ନନ୍ଦ): ତାଳଚେର ଥାନା ସମ୍ମୁଖରେ ଥିବା ମଙ୍ଗଳା ମନ୍ଦିରରେ ଦୀର୍ଘବର୍ଷ ହେଲା ପୂଜା କରି ଆସୁଥିଲେ ବଡ଼ଦାଣ୍ଡ ସାହିର ସନ୍ତୋଷ କୁମାର ମହାପାତ୍ର(୫୦)। ଶନିବାର ମଧ୍ୟାହ୍ନରେ ପୂଜା ସାରି ଫେରୁଥିବା ବେଳେ ଥାନା ସମ୍ମୁଖରେ ଜଣେ ଯୁବକ ତାଙ୍କୁ ପେଚ୍‌କସ୍‌…

ନୂତନ ବର୍ଷ ଠାରୁ ଉଦ୍ୟାନ ବିଭାଗରେ ଝୁଲୁଛି ତାଲା: କାହା କଥାରେ ରହୁନି ତାଳ ମେଳ

ପରଜଙ୍ଗ,୩।୧(ନିଗନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମୁଖ୍ୟାଳୟ ଠାରୁ ୨ କିମି ଦୂର ୫୩ ନଂ ଜାତୀୟ ରାଜପଥ ପାର୍ଶ୍ୱ ହାତିଲୁଚାଣି ଛକ ନିକଟରେ ଦୀର୍ଘବର୍ଷ ହେବ ଏକ ନୂତନ କୋଠା ନିର୍ମାଣ କରାଯାଇ ସେଠାରେ ସରକାରଙ୍କ ତରଫରୁ ଏକ ଉଦ୍ୟାନ…

ଧନୁଯାତ୍ରାରେ ସରକାରଙ୍କ ବଡ଼ ଘୋଷଣା : ମାର୍ଚ୍ଚ ଶେଷସୁଦ୍ଧା ସମସ୍ତ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି ଧମକକୁ ଡରେ ନାହିଁ ଏବଂ ଆସନ୍ତା ମାର୍ଚ୍ଚ ଶେଷ ସୁଦ୍ଧା ସମସ୍ତ ଚାଷୀଙ୍କ କଷ୍ଟୋପାର୍ଜିତ…

ସିଭିଲ ସର୍ଭିସ ପରୀକ୍ଷା ଆଶାୟୀଙ୍କ ପାଇଁ ଖୁସି ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୩ା୧: ନିକଟରେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ହେଲେ ଏଥିରେ ଓଏଏସ୍‌, ଓଆର୍‌ଏସ୍‌ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନ ଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି…

ରୁପାଲି ଛକରେ ଭୟଙ୍କର ଦୁର୍ଘଟଣା: ଆମ ବସ୍‌ ନେଲା ଜୀବନ

ଭୁବନେଶ୍ୱର,୩।୧: ପୁଣି ଆମ ବସ୍‌ ନେଲା ଜୀବନ। ଭୁବନେଶ୍ୱର ରୁପାଲି ଛକ ଟ୍ରାଫିକ୍‌ ଉପରେ ଶନିବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଅଟୋ ପଛରୁ ପିଟିଲା ଆମ ବସ୍‌। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି । ଜଣେ ଗୁରୁତର ହୋଛନ୍ତି ।…

ଉଦ୍‌ଘାଟିତ ହେଲା ନିଦାନ ସେବା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା, ମାଗଣାରେ ହେବ…

ବଲାଙ୍ଗୀର, ୩।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲ ପରିସରରେ ଶୁକ୍ରବାର ଅପରାହ୍ନରେ ‘ନିଦାନ କେନ୍ଦ୍ର (ସେବା) ଉଦ୍‌ଘାଟିତ ହୋଇଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହାକୁ ଉଦ୍‌ଘାଟନ କରି କହିଛନ୍ତି, ଏହି ନିଦାନ କେନ୍ଦ୍ରରେ…

ଏକା ସାଙ୍ଗେ ଆଖିବୁଜିଦେଲେ ଦୁଇ ଭାଇ: ବାହୁନି ବାହୁନି କାନ୍ଦୁଛି …

ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କଲମ ଗାଁରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗାଁ ମଣ୍ଡି ପାଖରେ ଅଟକି ରହିଥିବା ଏକ ଟ୍ରକ୍‌ ପଛରେ ପିଟିହୋଇ ବାଇକ୍‌ରେ ଆସୁଥିବା ୨ ଭାଇଙ୍କ…

ଗ୍ରୀନ ଷ୍ଟିକରକୁ ନେଇ ଦ୍ୱନ୍ଦ୍ୱ ରହିଛି କି? ଜାଣନ୍ତୁ କଣ କହିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୩।୧: ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ ବୋଲି କହିଲେ ପରିବହନ ମନ୍ତ୍ରୀ । ବିଭୂତି ଭୂଷଣ ଜେନାଙ୍କ କହିବା ଅନୁସାରେ, ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri