୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ
ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର ଅଞ୍ଚଳରେ ଏକ ଉଲ୍ଲେଖନୀୟ ରେକର୍ଡ ସୃଷ୍ଟି କରିଛନ୍ତି। ଜୟକୃଷ୍ଣଙ୍କ ଏହି ସ୍ୱେଚ୍ଛାକୃତ ରକ୍ତଦାନ…
ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍, ମୋଟ୍ ୯ଟି ସ୍ଥାନରେ ରହିଛି…
ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ ହୋଇଛି। ଭୁବନେଶ୍ବରର ୪ଟି ଘର ସମେତ ମୋଟ୍ ୯ଟି ସ୍ଥାନରେ ରେଡ ହୋଇଛି।…
ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ
ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ ହୋଇଛି। ଖବର ପାଇ ପ୍ରଥମେ ଫରେଷ୍ଟର ମନ୍ମଥ ବେହେରା, ଫରେଷ୍ଟ ଗାର୍ଡ ବାହାନ…
ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…
ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ ଘର ସମ୍ମୁଖରେ ଅସଦାଚରଣ କରିଥିଲେ। ସେ ପାଟି କରିବାରୁ ଯୁବତୀଙ୍କ ମା’…
ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…
ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ ହୋଇଛନ୍ତି। ଏମିତି ଘଟଣା ଶନିବାର ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ପୋଲସରା ଥାନା…
ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ
ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଶନିବାର ସକାଳୁ ସକାଳୁ ଏକକାଳୀନ ଚଢ଼ାଉ ଆରମ୍ଭ କରାଯାଇଛି। ଭୁବନେଶ୍ବରରେ ୪ଟି…
ଇସ୍କନ୍ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା
ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍ରେ ଅଟଳ ରହିଛି ଇସ୍କନ୍। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା ଏବଂ ସ୍ନାନଯାତ୍ରା ଆୟୋଜନ କରୁଛି। ଏହା ଶାସ୍ତ୍ର ଓ ପରମ୍ପରାର ସମ୍ପୂର୍ଣ୍ଣ ବିରୋଧ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ମିଲରମାନଙ୍କ ଦୀର୍ଘଦିନର ଦାବିକୁ ବିଚାରକୁ ନେଇ ରାଜ୍ୟ ସରକାର ଚାଉଳ ମିଲିଂ ଖର୍ଚ୍ଚକୁ…
ଜେଲ୍ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ
ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ ସୁରକ୍ଷା ସମିତି’ ଏବଂ ‘ମା’, ମାଟି, ମାଳି ସୁରକ୍ଷା ମଞ୍ଚ’ ପକ୍ଷରୁ ଏକ…
୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ ଝାଡଖଣ୍ଡର ରାଜ ଡେଭିସ (୨୮ )। ସକାଳେ ପୋଲିସ ଅଧିକାରୀ ଶ୍ରୀରାଜ ପାଢ଼ୀ…
ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…
କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ ଡେରାବିଶ ବ୍ଲକ ନିକିରାଇ ଥାନା ରାୟତୁଣ୍ଡ ଗାଁର ମୂଳ ବାସିନ୍ଦା ତଥା କେନ୍ଦ୍ରାପଡ଼ା…
ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ
ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ ଗୁରୁବାର ବୈତରଣୀ ନଦୀରେ ବୁଡ଼ି ପ୍ରାଣ ହରାଇଥିଲେ। ଶୁକ୍ରବାର ଆନନ୍ଦପୁର ନିର୍ବାଚନମଣ୍ଡଳୀର ବିଧାୟକ…

