ରାଜ୍ୟ

ରାଜଧାନୀରେ ଗ୍ୟାଙ୍ଗ୍‌ ସକ୍ରିୟ, ଟ୍ରାକିଂରେ ପୋଲିସ ଫେଲ୍‌

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଇବାରେ ଲାଗିଛି। ପୋଲିସକୁ ଚ୍ୟାଲେଞ୍ଜ ଦେଇ ଚୋରିଠୁ ଆରମ୍ଭ କରି ଛିନ୍‌ତାଇ, ଅପହରଣ, ମାର୍‌ପିଟ ଭଳି ଘଟଣା ପ୍ରତ୍ୟହ ଘଟିବାରେ ଲାଗିଛି। ଏହିସବୁ ଘଟଣା ପଛରେ ଏକାଧିକ ଗ୍ୟାଙ୍ଗ୍‌ର…

ରଥ ନିର୍ମାଣ ପାଇଁ ବୌଦ୍ଧରୁ ପୁରୀ ଗଲା ଦ୍ୱିତୀୟ ପର୍ଯ୍ୟାୟ କାଠ

ବୌଦ୍ଧ,୧୦ା୪(ସ୍ବ.ପ୍ର.): ବିଶ୍ୱପ୍ରସିଦ୍ଧ ପୁରୀ ଘୋଷଯାତ୍ରାର ରଥ ନିର୍ମାଣ ପାଇଁ ବୌଦ୍ଧରୁ ଦ୍ୱିତୀୟ ପର୍ଯ୍ୟାୟ କାଠ ପଠାଯାଇଛି। ଶୁକ୍ରବାର ଦିନ ବୌଦ୍ଧରୁ ପ୍ରଥମ ପର୍ଯ୍ୟାୟରେ ୨୮ ଖଣ୍ଡ କାଠ ପଠାଯାଇଥିଲା ବେଳେ ରବିବାର ଦିନ ଦ୍ୱିତୀୟ ପର୍ଯ୍ୟାୟରେ ୪୮ ଖଣ୍ଡ ଅସନ, ୬…

କ୍ୟାଲ୍‌ସିୟମ କାର୍ବାଇଡକୁ ନେଇ ଚିନ୍ତା

କେନ୍ଦ୍ରାପଡ଼ା ଅଫିସ, ୧୦ା୪: ଆଗକୁ ପଣା ସଂକ୍ରାନ୍ତି ସମେତ ମୁସଲମାନ ସମ୍ପ୍ରଦାୟ ଲୋକଙ୍କ ରମଜାନ ମାସ ଚାଲିଛି। ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ପ୍ରଚୁର ମାତ୍ରାରେ ଫଳ ବଜାରକୁ ଆସୁଛି। ତେବେ ଏହି ଫଳ ଆମ ପାଇଁ ବିଭିନ୍ନ ରୋଗର କାରଣ…

ବଜ୍ରପାତ ସମ୍ପର୍କିତ ସୂଚନା ଜିଲାପାଳଙ୍କୁ ଆଗୁଆ ଦିଅ: ଏସ୍‌ଆର୍‌ସି

ଭୁବନେଶ୍ବର,୧୦ା୪(ବ୍ୟୁରୋ): କିଛିଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତର ମାତ୍ରା ବଢ଼ିଥିବା ଦେଖିବାକୁ ମିଳିଛି। ଏଥିଯୋଗୁ କେତେକଙ୍କ ଜୀବନ ମଧ୍ୟ ଗଲାଣି। ଜନସାଧାରଣଙ୍କୁ ଏଭଳି ବିପତ୍ତି ସମ୍ବନ୍ଧରେ ଆଗୁଆ ସୂଚନା ଦେବା ସକାଶେ ସରକାରୀ ତତ୍ପରତା ପ୍ରକାଶ ପାଇଛି। ରବିବାର ସ୍ବତନ୍ତ୍ର…

ଫୁଲ ତୋଳିବାକୁ ଯାଇଥିବା ବେଳେ ମହିଳାଙ୍କୁ ଦଳିଦେଲା ହାତୀ

ଖୋର୍ଦ୍ଧା ଅଫିସ,୧୦ା୪: ସୋମବାର ସକାଳେ ଖୋର୍ଦ୍ଧା ଟାଉନ ଥାନା ପାନବରଜ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଫୁଲ ତୋଳିବାକୁ ଯାଇ ଜଣେ ମହିଳାଙ୍କୁ ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ କିରଣବାଳା ମାନ୍ଧାତା(୫୭)।…

ନିଟ୍‌ ୟୁଜି ପ୍ରବେଶିକା: ରାଜ୍ୟରେ ୨୭ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର,୧୦ା୪(ବ୍ୟୁରୋ): ଜାତୀୟ ପରୀକ୍ଷା ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ନିଟ୍‌ ୟୁଜି ପ୍ରବେଶିକା ଆସନ୍ତା ମେ’ ୭ରେ ଅନୁଷ୍ଠିତ ହେବ। ଇତିମଧ୍ୟରେ ଆବେଦନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ରାଜ୍ୟର ୨୭ଟି ସ୍ଥାନରେ ପରୀକ୍ଷା କେନ୍ଦ୍ର କରାଯାଇଛି। ଅନୁଗୋଳ, ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ରାଉରକେଲା,…

ଜନଜାତି ଶିକ୍ଷୟିତ୍ରୀ ଏବେ ଦିନମଜୁରିଆ

ଫୁଲବାଣୀ ଅଫିସ, ୧୦ା୪: ଅନୁସୂଚିତ ଜନଜାତିର ଜଣେ ଶିକ୍ଷୟିତ୍ରୀ(ଶିକ୍ଷା ସହାୟକ) ଚାକିରି କ୍ଷେତ୍ରରେ ୩ ବର୍ଷ ୮ ମାସ ପୂରଣ କରିସାରିବା ପରେ ଏବେ ତାଙ୍କୁ ଦିନମଜୁରିଆ ସାଜିବାକୁ ପଡ଼ିଛି। ପ୍ରଶାସନର ଅଣଦେଖା ହେତୁ ସେ ଏଭଳି ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି।…

ପ୍ରବାସୀ ଓଡ଼ିଆଙ୍କ ପାଇଁ ନୂଆ ନିର୍ଦ୍ଦେଶାଳୟ

ଭୁବନେଶ୍ବର,୧୦ା୪(ବ୍ୟୁରୋ): ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ସକାଶେ ‘ପରିବାର-ଦ ପୋର୍ଟାଲ ଫର୍‌ ପ୍ରବାସୀ ଓଡ଼ିଆଜ୍‌-କନେକ୍ଟିଙ୍ଗ ଦ ରୁଟ୍‌ସ’ ନାମକ ଉତ୍ସର୍ଗୀକୃତ ପୋର୍ଟାଲ ହେବ। ଏହାସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ପରାମର୍ଶଦାତା ପରିଷଦ ରହିବ। ଏହି ପରିଷଦରେ ସଦସ୍ୟମାନେ ରାଜ୍ୟ ସରକାରଙ୍କ…

ସ୍ବାଭିମାନ ଅଞ୍ଚଳରେ ‘ପୁଷ୍ପା-୨’

ଭୁବନେଶ୍ୱର,(ବ୍ୟୁରୋ)/ ମାଲକାନଗିରି,୧୦।୪ (ଡି.ଏନ୍‌.ଏ.): ବକ୍ସ ଅଫିସ୍‌ରେ ରେକର୍ଡ ଭାଙ୍ଗିଥିବା ସାଉଥ୍‌ ଷ୍ଟାର୍‌ ଅଲ୍ଲୁ ଅର୍ଜୁନଙ୍କ ସୁପରହିଟ୍‌ ଚଳଚ୍ଚିତ୍ର ‘ପୁଷ୍ପା’ର ସଫଳତା ପରେ ଏବେ ‘ପୁଷ୍ପା-୨’ ନିର୍ମାଣ ପାଇଁ ପ୍ରକ୍ରିୟା ଚାଲିଛି। ତେବେ ଖୁସିର କଥା ହେଲା, ଏହାର ଶୁଟିଂ ଓଡ଼ିଶାରେ ହେବାକୁ…

ଆଜିଠୁ ଦୁଇ ପର୍ଯ୍ୟାୟରେ ଖାତାଦେଖା

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ +୨ ବା ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ଆସନ୍ତା ମେ’ ଶେଷ ସୁଦ୍ଧା ପ୍ରକାଶ ପାଇବ। ଏଥିପାଇଁ ସୋମବାରଠାରୁ ଖାତାଦେଖା ଆରମ୍ଭ ହେଉଛି। ରବିବାର ଏ ସମ୍ପର୍କରେ ସୂଚନା ଦେଇ…

ଝଡ଼ ବର୍ଷା ନେଇ ୧୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ପାରଦ ଉପରମୁହାଁ ରହିଥିବାବେଳେ ପାଗ ଶୁଖିଲା ରହିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ନ ଥିବାବେଳେ କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ…

୧୭ ଶହ ୪୦ ଲିଟର ସ୍ପିରିଟ ଜବତ: ୩ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ, ୯।୪: ଅବକାରୀ ଗୁଇନ୍ଦା ଟିମ୍‌ ରବିବାର ଦୁଇଟି ସ୍ଥାନରେ ଚଢାଉ କରି ୧୭୪୦ ଲିଟର ବେଆଇନ ସ୍ପିରିଟ ଜବତ କରିଛି। ଅନ୍ୟପକ୍ଷେ ୨ଟି ମାମଲାରେ ୩ ଜଣଙ୍କୁ ଗିରଫ କରାଯାଇଛି। ବ୍ରହ୍ମପୁର ସହର ଏବଂ ଆଖପାଖ ଅଞ୍ଚଳରେ ପ୍ରସ୍ତୁତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri