ଟ୍ରକ୍ ପଛରେ ପିଟିହେଲା ପିକ୍ଅପ୍ ଭ୍ୟାନ୍: ୩ ମୃତ, ୬ ଗୁରୁତର
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୯।୪(ସ୍ବ.ପ୍ର.): ଯାଜପୁର ଜିଲା ଚଣ୍ଡିଖୋଲ-ପାରାଦୀପ ୫୩ ନଂ.ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଚାରିନଙ୍ଗଳ ଛକ ନିକଟରେ ଶନିବାର ସକାଳେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ଜଣ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ମୃତକ…
ରାଜ୍ୟରେ ହେବ ଜିମ୍ନାଷ୍ଟିକ୍ ହାଇପରଫର୍ମାନ୍ସ ସେଣ୍ଟର
ଭୁବନେଶ୍ୱର,୯।୪(ବ୍ୟୁରୋ): ଓଡ଼ିଶାରେ ଜିମ୍ନାଷ୍ଟିକ୍ ହାଇପରଫର୍ମାନ୍ସ ସେଣ୍ଟର ନିର୍ମାଣ ହେବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଜାପାନର କ୍ୱୋଟୋଠାରେ ଶନିବାର ରାଜ୍ୟ କ୍ରୀଡ଼ା ବିଭାଗ ଓ ଆର୍ସେଲର ମିତ୍ତଲ-ନିପ୍ପନ ଷ୍ଟିଲ୍ (ଏଏମ୍/ଏନ୍ପିଏସ୍) ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ଜାପାନ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ…
ବଜ୍ରପାତ ନେଲା ୪ଜୀବନ: ଶବ ସଂସ୍କାର କରିବାକୁ ଯାଇଥିବା ୩ ମହିଳା ମୃତ
ପ୍ରକୃତି କୋପର ଶିକାର କିଏ କେତେବେଳେ ଯେ ହେବ ତାହା କେହି କଳନା କରି ପାରିବେ ନାହିଁ। କେହି କିଛି ଭାବିବା ପୂର୍ବରୁ ଅକାଳରେ ଚାଲିଯାଏ ଜୀବନ। ଶନିବାର ବଜ୍ରପାତରେ ୨ଟି ସ୍ଥାନରେ ୪ ଜୀବନ ଚାଲିଯାଇଛି । ମୟୂରଭଞ୍ଜ ଜିଲା…
ପୋଖରୀରେ ବୁଡ଼ି ୨ ଛାତ୍ରଙ୍କ ଜୀବନ ଗଲା
ଧାମନଗର,୮ା୪(ସ୍ବ.ପ୍ର./ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ଏନ୍ଏସି ଅଧୀନ ଚିଲପଦୀ ଗ୍ରାମ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ଶନିବାର ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଦକ୍ଷିଣବାଡ଼ ଗ୍ରାମର ସୁଦର୍ଶନ ମଲ୍ଲିକଙ୍କ ପୁଅ କମଳ ଲୋଚନ(୧୭) ଓ ବାଲେଶ୍ୱର ଜିଲା…
ରାଜଧାନୀର କୌଣସି ଛାତ ଉପରେ ରହିବନି ହୋର୍ଡିଂ
ଭୁବନେଶ୍ୱର,୮ା୪(ବ୍ୟୁରୋ): ଏଣିକି ରାଜଧାନୀର କୌଣସି ଛାତ ଉପରେ ଆଉ ହୋର୍ଡିଂ ରହିବନି ବୋଲି ଭୁବନେଶ୍ୱର ମହାନଗର ନିଗମ ନିଷ୍ପତ୍ତି ନେଇଛି। ପୂର୍ବରୁ ହୋର୍ଡିଂ ହଟାଇବା ପାଇଁ ବିଏମ୍ସି ପକ୍ଷରୁ ଅନେକ ଥର ନୋଟିସ ଜାରି କରାଯାଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇପାରିନାହିଁ।…
ଅନୁଗୋଳରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଶୋ’ ରୁମ୍
ଅନୁଗୋଳ ଅଫିସ,୮ା୪: ଅନୁଗୋଳ ବଜାରରେ ଶନିବାର ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ବଜାରରେ ଥିବା ମଙ୍ଗଲମ୍ ନାମକ ଏକ ଡ୍ରେସ୍ ଶୋ’ ରୁମ୍ ହୁତ୍ହୁତ୍ ହୋଇ ଜଳୁଛି। ଖବର ପାଇ ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁକୁ ଆୟତ କରିବା ପାଇଁ…
ବଜ୍ରପାତ ନେଲା ୩ ମହିଳାଙ୍କ ଜୀବନ,୫ ଆହତ
ବାରିପଦା ଅଫିସ,୮ା୪: ମୟୂରଭଞ୍ଜ ଜିଲା ଏନ୍ଏସିରେ ଶନିବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। କରଞ୍ଜିଆ ଏନ୍ଏସିର ୧୫ ନଂ ଓ୍ବାର୍ଡର ଜଣେ ମହିଳାଙ୍କ ମୃତଦେହ ସତ୍କାର କରିବା ପାଇଁ ପରିବାର ଓ ଆତ୍ମୀୟ ସ୍ବଜନ ଆସି ଶ୍ମଶାନକୁ ନେଇଥିଲେ। ଏହି…
ବିଶ୍ୱ ଛେନାପୋଡ଼ ଦିବସ ପାଳନ କରିବ ପ୍ରଶାସନ
ନୟାଗଡ଼ ଅଫିସ,୮ା୪: ଛେନାପୋଡ଼କୁ ଲୋକାଭିମୁଖୀ କରିବାକୁ ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଅଭିନବ ପ୍ରଚେଷ୍ଟା କରାଯାଉଛି। ନୟାଗଡ଼ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଏପ୍ରିଲ ୧୧ରେ ପ୍ରଥମ ଥର ପାଇଁ ପାଳନ ହେବ ବିଶ୍ୱ ଛେନାପୋଡ଼ ଦିବସ। ଏ ନେଇ ନୟାଗଡ଼…
ବ୍ୟକ୍ତିଙ୍କୁ ଗୁଳିକରି ହତ୍ୟା: ୨ ରାଉଣ୍ଡ ଗୁଳି ଜବତ, ସାଇଣ୍ଟିଫିକ୍ ଟିମ୍ର ତଦନ୍ତ ଜାରି
ବଡ଼ବିଲ,୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀ ଦଲକି ବସ୍ତିରେ ରହୁଥିବା ଓଏମ୍ଡି କମ୍ପାନୀର କର୍ମଚାରୀଙ୍କୁ ଗୁଳି କରି ହତ୍ୟା ହୋଇଛି। ମୃତକ ହେଲେ ଦୁଃଶାସନ ବାରିକ (୫୫)। ଦାମୁ ହଟିଂସ୍ଥିତ ଇଲେକ୍ଟ୍ରିକ ଗ୍ରୀଡ୍ ନିକଟ ଏକ ହାଇ ଟେନସନ…
ସବୁ ବୁଥ୍ରେ ହେବ ଓ୍ବେବ୍ କାଷ୍ଟିଂ
ଭୁବନେଶ୍ୱର,୮ା୪(ବ୍ୟୁରୋ): ଚଳିତ ଥର ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ ଥିବା ସମସ୍ତ ବୁଥ୍ରେ ଶତ ପ୍ରତିଶତ ୱେବ୍ କାଷ୍ଟିଂର ବ୍ୟବସ୍ଥା କରାଯିବ। ଏଥିସହିତ ଉପନିର୍ବାଚନରେ ପ୍ରାର୍ଥୀମାନେ ସେମାନଙ୍କ ଅପରାଧ ପୃଷ୍ଠଭୂମି ସମ୍ପର୍କରେ ଜନସାଧାରଣଙ୍କ ଅବଗତି ନିମନ୍ତେ ଅତିକମ୍ରେ ୩ ଥର ଗଣମାଧ୍ୟମ ଜରିଆରେ ପ୍ରଚାର…
ରାଜ୍ୟ ସରକାର ମିଛ ପ୍ରତିଶ୍ରୁତି ନ ଦିଅନ୍ତୁ : ଭାଜପା
ଭୁବନେଶ୍ବର,୮ା୪ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍ ବିଭିନ୍ନ କାର୍ଯ୍ୟର ବାହାନା ଦେଇ ଛୁଟି କଟାଇବା ପାଇଁ ଜାପାନ ଗସ୍ତ କରିବା କେବଳ ଏକ ପ୍ରହସନ। ବୁଲିବାର ଅଧିକାର ମୁଖ୍ୟମନ୍ତ୍ରୀଙ୍କ ପାଖରେ ଅଛି, କିନ୍ତୁ ରାଜ୍ୟ ରାଜକୋଷରେ ଥିବା ଲୋକଙ୍କ କଷ୍ଟାର୍ଜିତ…
ଝାରସୁଗୁଡ଼ା ଉପନିର୍ବାଚନ: ତାଲିକାରେ ସୁଶାନ୍ତଙ୍କ ନାଁ ନାହିଁ
ସମ୍ବଲପୁର,୮ା୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି। ଦଳୀୟ ରଣନୀତିକୁ ଆଧାରକରି ବରିଷ୍ଠ ନେତାଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆଯାଇଛି। ନିର୍ବାଚନମଣ୍ଡଳୀର ୪ ବ୍ଲକ ଓ ଗୋଟିଏ ପୌର ପରିଷଦ ପାଇଁ ବିଜେଡି ବରିଷ୍ଠ ନେତା ଓ…
Archives


