ରାଜ୍ୟ

ଭିଜିଲାନ୍ସ ଜାଲରେ କେଲେଙ୍ଗାପାଲି ପିଇଓ

ବରଗଡ଼ ଅଫିସ,୨୫।୧- ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଲେଙ୍ଗାପାଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ( ପିଇଓ) ଉମେଶ କୁମାର ସେଠଙ୍କ ବାସଭବନରେ ସୋମବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ରାଜ୍ୟରେ ଟିକା ନେଲେଣି ଦେଢ଼ଲକ୍ଷ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ ଦେଢ଼ ଲକ୍ଷ ଲୋକଙ୍କୁ ଟିକା ଦିଆସରିଲାଣି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦେଶରେ ଟିକାକରଣରେ ଓଡ଼ିଶା ଆଗରେ ରହିଛି। ରାଜ୍ୟରେ କୋଭିଡ୍‌-୧୯ ଟିକାକରଣ ଅଭିଯାନରେ ସମୁଦାୟ ୧.୫...

ସ୍ଥାଣୁତା ବଢ଼ାଉଛି ବାଳଅପରାଧ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କୋମଳ ହୃଦୟରେ ବସା ବାନ୍ଧୁଛି ନିଷ୍ଠୁରତା। ନାବାଳକ ମନରେ ବୃଦ୍ଧି ପାଉଛି ଅପରାଧପ୍ରବଣତା। ଯେଉଁ ହାତରେ ଦେଶ ଗଢ଼ିବାକୁ କଲମ ଧରିବା କଥା, ସେହି ହାତ ଆଜି ଖଣ୍ଡା, ବନ୍ଧୁକ, ଭୁଜାଲି ଧରୁଛି। ଫୁଲମାଳ ବଦଳରେ ହାତକଡ଼ି ପଡୁଛି।...

୩ ଆଇଏଏସ୍‌ ଅଫିସରଙ୍କୁ କେନ୍ଦ୍ରରେ ନୂଆ ଦାୟିତ୍ୱ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ୨ ଓଡ଼ିଶା କ୍ୟାଡର ଏବଂ ଜଣେ ଗୁଜରାଟ କ୍ୟାଡର ଆଇଏଏସ୍‌ ଅଫିସରଙ୍କୁ କେନ୍ଦ୍ରରେ ନୂଆ ଦାୟିତ୍ୱ ମିଳିଛି। ପୂର୍ବରୁ ଓଡ଼ିଶାର ବିଭିନ୍ନ ବିଭାଗରେ ସଚିବଭାବେ ଦାୟିତ୍ୱ ତୁଲାଉଥିବା ଉକ୍ତ ୩ ଅଧିକାରୀ ଏବେ କେନ୍ଦ୍ରୀୟ ଡେପୁଟେଶନରେ ରହିଛନ୍ତି। ଏହି...

ଭୁବନେଶ୍ୱରରୁ ପୁଣେ ସିଧାସଳଖ ଉଡ଼ିଲା ବିମାନ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱରରୁ ପୁଣେକୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି। ରବିବାର ଯୋଜନା ଓ ସଂଯୋଜନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରଠାରେ ଏହାର ଶୁଭାରମ୍ଭ କରିଛନ୍ତି। ଏୟାର ଏସିଆ ଏହି...

ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଚଳିତବର୍ଷ ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସ ଜିଲାସ୍ତରୀୟ ଉତ୍ସବରେ କେଉଁ ମନ୍ତ୍ରୀ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ତାଲିକା ପ୍ରକାଶ ପାଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କଟକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ...

ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଭିନ୍ନକ୍ଷମ କମିଶନ

ଭୁବନେଶ୍ୱର,୨୫।୧(ବ୍ୟୁରେ): ରାଜଧାନୀର ଏକ ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ମହିଳା ଓ ଯୁବତୀଙ୍କୁ ଯୌନ ଶୋଷଣ କରାଯାଉଥିବା ନେଇ ଭିଡିଓ ଭାଇରାଲ ପରେ ନିଜ ଆଡୁ ମାମଲା ରୁଜୁ କରିଛନ୍ତି ଭିନ୍ନକ୍ଷମ କମିଶନ। ଏଥିସହ ଏହି ସମ୍ବେଦନଶୀଳ ଘଟଣାର ତଦନ୍ତ ପାଇଁ...

ନବୀନ ପୁଣି ଥରେ ସର୍ବୋତ୍ତମ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୧: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକପ୍ରିୟତାରେ ପୁଣି ଥରେ ଏକ ନମ୍ବର ହୋଇଛନ୍ତି। ରାଜ୍ୟ ସ୍ତରରେ ସେ ସବୁଠୁ ଭଲ ପ୍ରଦର୍ଶନ କରିଥିବା ମୁଖ୍ୟମନ୍ତ୍ରୀ ବୋଲି ଏକ ସର୍ଭେ ସଂସ୍ଥା କହିଛି। ଇଣ୍ଡିଆ ଟୁଡେ ଗ୍ରୁପ୍‌-କାର୍ଭି ଇନ୍‌ସାଇଟ୍ସ ମୁଡ୍‌...

ମହାନଦୀ ପଠାରେ ଫସି ରହିଛନ୍ତି ହାତୀପଲ

ବାଙ୍କୀ,୨୪ା୧: କଟକ ଜିଲା ବାଙ୍କୀ ବ୍ଲକ କଇଁମୁଣ୍ଡି ନିକଟ ମହାନଦୀ ପଠାରେ ଏକ ହାତୀପଲ ଫସି ରହିଛନ୍ତି। ଶନିବାର ରାତିରେ ଆଠଗଡ଼ ସୁକାସନ ସଂରକ୍ଷିତ ଜଙ୍ଗଲରୁ ହାତୀପଲ ଡମପଡ଼ା ଚନ୍ଦକା ଅଭୟାରଣ୍ୟକୁ ଫେରୁ ଥିବାବେଳେ ଘନ କୁହୁଡି ଯୋଗୁ ଆଗକୁ...

ଧନୁଯାତ୍ରାର ଶୂନ୍ୟସ୍ଥାନ ପୂରଣ କଲା ସଞ୍ଚାର

ବରଗଡ଼ ଅଫିସ୍‌,୨୪।୧: ସଞ୍ଚାର ଏକ ପ୍ରାଚୀନ ଲୋକକଳା। ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଏହା ମୂଳ ଅଙ୍ଗ। ତଥାପି ଆଜିକାର କମ୍ପ୍ୟୁଟର, ପ୍ରଯୁକ୍ତିବିଦ୍ୟା ଯୁଗରେ ଆଧୁନିକ ପିଢ଼ି ଏଭଳି ଏକ ଲୋକକଳା ଉପରେ ସେତେ ଅବଗତ ନୁହଁନ୍ତି...

ବର୍ଷେ ପରେ ମିଳିଲା ପରିଚୟ: ପରିବାର ସହ ଆସାମ ଗଲେ ମହିଳା

ଲଖନପୁର,୨୪।୧: ଝାରସୁଗଡ଼ା ଜିଲା କଣ୍ଟାପାଲିଠାରେ ଜିଲା ପ୍ରଶାସନ ତରଫରୁ ଜିଲା ଖଣିଜ ପାଣ୍ଠି ଅନୁଦାନରେ ଏକ ମାନସିକ ଅନଗ୍ରସର (ମହିଳା)ଙ୍କ ଥଇଥାନ ପାଇଁ ମିଶନ ଆଶ୍ରା ନାମକ ଏକ ଆଶ୍ରୟ ସ୍ଥଳୀ ଖୋଲାଯାଇଛି। ଏହି ଆଶ୍ରୟ ସ୍ଥଳୀକୁ ପରିଚାଳନା କରୁଛି...

ଆରପାରିରେ ଚଳଚ୍ଚିତ୍ର ଅଭିନେତା ଶାନ୍ତି ସ୍ବରୂପ

ସମ୍ବଲପୁର,୨୪।୧(ବ୍ୟୁରୋ): ବର୍ଷୀୟାନ୍‌ ଚଳଚ୍ଚିତ୍ର ଅଭିନେତା ଶାନ୍ତି ସ୍ବରୂପ ମିଶ୍ରଙ୍କ ରବିବାର ସମ୍ବଲପୁରର ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ସେ ଝାଡୁଆପଡ଼ାରେ ଜନ୍ମ ଗ୍ରହଣ କରିଥିଲେ। ସୂଚନାଯୋଗ୍ୟ, ସେ ଗାଧୁଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri