ରାଜ୍ୟ

ଭିଟାମାଟି ହରାଇ ବିସ୍ଥାପିତ ନିରାଶ୍ରୟ

ଯୋଡ଼ା,୫ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ବାସୁଦେବପୁରଠାରେ ନିର୍ମାଣାଧୀନ କାନପୁର ବୃହତ ଜଳସେଚନ ପ୍ରକଳ୍ପର ବୁଡ଼ି ଅଞ୍ଚଳ ଭାବେ ଚିହ୍ନଟ କରାଯାଇଥିବା ବିଲେଇ ପଦା ଗ୍ରାମର ୨୨ଟି ଘରକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି। ତେବେ ଘର ନିର୍ମାଣ…

ଚାକିରି ଦେବା ନାଁରେ ଠକେଇ, ୫ ଗିରଫ

ବାଲେଶ୍ୱର ଅଫିସ, ୫।୪: ବିଭିନ୍ନ ବିଭାଗରେ ଚାକିରି କରାଇଦେବା ନଁାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଥିବା ୫ଜଣଙ୍କୁ ବାଲେଶ୍ୱର ସହଦେବଖୁଣ୍ଟା ଥାନା ପୋଲିସ ମଙ୍ଗଳବାର ଗିରଫ ପରେ କୋର୍ଟଚାଲାଣ କରିଛି। ସେମାନଙ୍କ ନିକଟରୁ ୩ଲକ୍ଷ ୯ହଜାର ନଗଦ ଟଙ୍କା, ୧୦ଲକ୍ଷ…

‘ମମ ଶବ୍ଦବିଶ୍ୱମ୍‌’ ଲୋକାର୍ପିତ

ଭୁବନେଶ୍ୱର,୫।୪(ବ୍ୟୁରୋ): ଶବ୍ଦ ହେଉଛି ବ୍ରହ୍ମ। ଶବ୍ଦବ୍ରହ୍ମର ଉପାସନା ହେଉଛି ଶୀର୍ଷସ୍ତରୀୟ ସାଧନା। ଯେଉଁମାନେ ଏହି ସାଧନାରେ ସିଦ୍ଧହସ୍ତ, ସେମାନେ ଯୋଗଜନ୍ମା ଓ ଆମ ସମସ୍ତଙ୍କର ନମସ୍ୟ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ପ୍ରକାଶ କରିଛନ୍ତି। ମଙ୍ଗଳବାର ରାଜଭବନରେ ଉଚ୍ଚ ଶିକ୍ଷା…

ଶିକ୍ଷା, ସମବାୟ, ବନ ବିଭାଗକୁ ଯାଞ୍ଚ ନିର୍ଦ୍ଦେଶ

ବଲାଙ୍ଗୀର ଅଫିସ, ୫୪: କଠିନ ପରିଶ୍ରମ କରି ବହୁ ମେଧାବୀ ଛାତ୍ରୀଛାତ୍ର, ତାଲିମପ୍ରାପ୍ତ ଯୁବତୀ, ଯୁବକ ଯୋଗ୍ୟତା ପ୍ରମାଣପତ୍ର ଧରି ବାରଦୁଆର ହେଉଛନ୍ତି। ହେଲେ ସହସ୍ରାଧିକ ଅଯୋଗ୍ୟ ଏବଂ ଅଣଛାତ୍ର ଜାଲ୍‌ ସାର୍ଟିଫିକେଟ କିଣି ସରକାରୀ ଚାକିରି ହାତେଇଛନ୍ତି। ବାରମ୍ବାର ଅଭିଯୋଗ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନିପ୍ପନ ଷ୍ଟିଲ୍‌ ମୁଖ୍ୟ

ଭୁବନେଶ୍ୱର,୫।୪(ବ୍ୟୁରୋ): ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିପ୍ପନ ଷ୍ଟିଲ୍‌କୁ ଆମନ୍ତ୍ରଣ କରିଛନ୍ତି। ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ନିପ୍ପନ ଷ୍ଟିଲ୍‌ କର୍ପୋରେଶନର ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଇଜି ହାସିମୋତୋଙ୍କ ସହ ନବୀନ ମଙ୍ଗଳବାର…

ହିନ୍ଦୋଳ ଏନ୍‌ଏସି ନିର୍ବାଚନ: ବୁଧବାର ପ୍ରକାଶ ପାଇବ ଫଳାଫଳ

ଭୁବନେଶ୍ୱର, ୪।୪(ବ୍ୟୁରୋ): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିରେ ଏପ୍ରିଲ ୩ରେ ମତଦାନ ଶେଷ ହୋଇଛି। ତେବେ ବୁଧବାର ଗଣତି ହେବା ସହ ନିର୍ବାଚନର ଫଳାଫଳ ଘୋଷଣା କରାଯିବ। ଏନେଇ ହିନ୍ଦୋଳ ଏନ୍‌ଏସିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭୋଟ ଗଣତି ପାଇଁ ୨ଟି…

ଗାଧୋଇବା ବେଳେ ନଦୀରେ ବୁଡି ୩ ମୃତ

ଭଦ୍ରକ ଅଫିସ,୪।୪: ଭଦ୍ରକ ବ୍ଲକ ନାଳିଆ ନଦୀ ହରିପୁର ଘାଟରେ ମଙ୍ଗଳବାର ଗାଧୋଉଥିବା ବେଳେ ୩ ଜଣ ବୁଡିଯାଇଥିବା ସୂଚନା ମିଳିଛି। ସେମାନେ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ହରିପୁର ଗ୍ରାମର ପ୍ରଣୟ ଲେଙ୍କା (୧୭), ସ୍ମୃତି ରଞ୍ଜନ ସ୍ବାଇଁ,…

୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪।୪(ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନ ମେ’ ୧୦ ତାରିଖରେ ଅନୁଷ୍ଠିତ ହେବ। ଏଥିନେଇ ରାଜନୈତିକ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ ହୋଇଗଲାଣି। ତେବେ ସ୍ବର୍ଗତଃ ନବ କିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ବର୍ତ୍ତମାନ ୩ ବରିଷ୍ଠ…

ସରିଲା ଚୈତ୍ର ଯାତ୍ରା: ଆର ବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଶେଷ ଚତୁର୍ଥ ପାଳି ହୋଇଥିବା ବେଳେ ଭକ୍ତ ଆର ବର୍ଷକୁ ଅପେକ୍ଷା କରିଛନ୍ତି। ଅନ୍ୟପକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ମା’ଙ୍କ ଆର୍ଶିବାଦ ଭିକ୍ଷା କରୁଛନ୍ତି। ଏପରି…

ଦଣ୍ଡନାଚ ରେକର୍ଡ ଡାନ୍ସବେଳେ ଗୋଷ୍ଠୀସଂଘର୍ଷ: ୧୦ ଆହତ

ଭଞ୍ଜନଗର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁ ମହୁଲିଆରେ ରବିବାର ବିଳମ୍ବିତ ରାତିରେ ଦଣ୍ଡନାଚରେ ରେକର୍ଡ ଡାନ୍ସ ଚାଲିଥିବା ବେଳେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷର ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ଜଣେ…

୩ ବିଧାୟକଙ୍କ ପୁତ୍ରଙ୍କୁ ନେଇ ଚର୍ଚ୍ଚା

ବ୍ରହ୍ମପୁର ଅଫିସ,୪।୪: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଏବେଠୁ ଶାସକ ଓ ବିରୋଧୀ ଦଳ ପକ୍ଷରୁ ପ୍ରାକ୍‌ ପ୍ରସ୍ତୁତି ଚାଲିଛି। ଦଳର ପ୍ରତିଷ୍ଠା ଦିବସ ଏବଂ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଦିବସରେ ବିଜେଡି ପକ୍ଷରୁ ଗଞ୍ଜାମ ଜିଲାର ୧୩ ନିର୍ବାଚନମଣ୍ଡଳୀରେ ବିଭିନ୍ନ…

ବିଜେଡି ନେତା ଆନ୍ଧ୍ର ଭାଷା କହୁଛନ୍ତି: ଭାଜପା

ଭୁବନେଶ୍ୱର,୪।୪(ବ୍ୟୁରୋ): କୋଟିଆ ବିବାଦ ଦୀର୍ଘଦିନ ଧରି ଚାଲିଆସିଛି। ଏହି ମାମଲା ଏବେ ସୁପ୍ରିମ୍‌କୋର୍ଟରେ ରହିଛି। ବାରମ୍ବାର ଏ ନେଇ ବିରୋଧୀ ସରକାରଙ୍କୁ ଟାର୍ଗେଟ୍‌ କରୁଛନ୍ତି। ନିକଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୋଟିଆ ଗସ୍ତକୁ ନେଇ ରାଜନୀତି ସରଗରମ ହୋଇଛି। ଭାଜପା ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri