Odisha Elections 2024

ରାଜ୍ୟ

ବନ୍ଦ ହେଲା ବିଜୁ ଯୁବ ବାହିନୀ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ସାଧାରଣ ନିର୍ବାଚନ ପୂର୍ବରୁ ସୃଷ୍ଟ ବିଜୁ ଯୁବ ବାହିନୀ ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ। ଚଳିତ ବର୍ଷ ବିଜୁ ଯୁବ ବାହିନୀ ପାଇଁ ବଜେଟରେ ଅର୍ଥ ବ୍ୟବସ୍ଥା ହୋଇନାହିଁ। ବିଧାୟକ ଭବାନୀ ଭୋଇଙ୍କ ପ୍ରଶ୍ନରେ ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି...

ସ୍ପଷ୍ଟ କଲେ ଗଞ୍ଜାମ ଜିଲାପାଳ: କୋଭିଡ ନିୟମରେ ହେବ ତାରାତାରିଣୀ ଯାତ୍ରା; ସେବାୟତଙ୍କ ହେବ କରୋନା ଟେଷ୍ଟ

ଛତ୍ରପୁର, ୧୨।୩(ଡି.ଏନ.ଏ.)- ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ତାରାତାରିଣୀ ଚୈତ୍ର ମଙ୍ଗଳବାର ଯାତ୍ରା କୋଭିଡ ଗାଇଡ୍‌ଲାଇନରେ ପାଳିତ ହେବ। ଏଥିପାଇଁ ସମସ୍ତ ସେବାୟତଙ୍କ କୋଭିଡ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଶୁକ୍ରବାର ଛତ୍ରପୁରସ୍ଥିତ ଜ଼ିଲାପାଳଙ୍କ କାର୍ଯ୍ୟାଳୟରେ ଯାତ୍ରା ସମ୍ବନ୍ଧୀୟ ପ୍ରସ୍ତୁତି ନେଇ...

ଆଜି ରାଜ୍ୟରୁ ୬୪ ପଜିଟିଭ୍‌ ଚିହ୍ନଟ, ୩,୩୮,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୦୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୭ ଜଣ...

ଆରମ୍ଭରୁ ଧାନ ତାତି: ଗୃହ ମୁଲତବୀ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ଶୁକ୍ରବାରଠାରୁ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ପକ୍ଷରୁ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗ ଉଠାଯାଇଥିଲା। ବିଧାନସଭାରେ କଂଗ୍ରେସ ବିଧାୟକ ହୋ-ହଲ୍ଲା କରିଥିଲେ। ଭାଜପା ବିଧାୟକ ମଣ୍ଡିରୁ ଧାନ ନ...

ସ୍କୁଲ ପାଚେରି ପଡି ଶିଶୁ ମୃତ୍ୟୁ ଘଟଣା: କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨।୩(ବ୍ୟୁରୋ): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ ପେଟାପାଙ୍ଗା ପଞ୍ଚାୟତ ଅନ୍ତର୍ଗତ ବେଲକଟି ଗ୍ରାମରେ ସ୍କୁଲ୍‌ ଗେଟ୍‌ ଓ ପାଚେରି ପଡ଼ି ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଥିଲେ। ଏହି ସ୍ପର୍ଶକାତର ଘଟଣାକୁ ନେଇ ଗୁରୁବାର...

ନିଷିଦ୍ଧ ସତ୍ତ୍ୱେ ମିଳୁଛି କ୍ଲୋରପାଇରିଫସ୍‌ କୀଟନାଶକ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ବରଗଡ଼ ବନଖଣ୍ଡ ଭଟଲି ରେଞ୍ଜ ଅନ୍ତର୍ଗତ ଦେଉଚୁଆଁ ସଂରକ୍ଷିତ ଜଙ୍ଗଲରେ ଥିବା ଏକ ପୋଖରୀରେ ଗତ ୧୫ଦିନ ତଳେ ବହୁ ମାଛ ମରି ଭାସିଥିଲେ। ଏହା ଜଣାପଡ଼ିବା ପରେ ଏହାର ନମୁନା ପରୀକ୍ଷା ଓୟୁଏଟିରେ ହୋଇଥିଲା। ତେବେ ରିପୋର୍ଟରେ...

ଜଙ୍ଗଲ ନିଆଁ: ଦୁଇଦିନରେ ଦୁଇଗୁଣ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ସାରା ରାଜ୍ୟରେ ଜଙ୍ଗଲ ଜଳୁଛି। ଦିନକୁ ଦିନ ଏହା ବଢ଼ି ଚାଲିଛି। ଭାରତୀୟ ବନ ସର୍ବେକ୍ଷଣ ସୂଚନାନୁସାରେ, ବୁଧବାର ୪୯୭ଟି ଫାୟାର ପଏଣ୍ଟରେ ନିଆଁ ରହିଥିବାବେଳେ ଗୁରୁବାର ୧୦୪୮ ସାଟେଲାଇଟ୍‌ ଆଧାରିତ ଫାୟାର ପଏଣ୍ଟ ପଞ୍ଜୀକରଣ ହୋଇଛି। ତେବେ...

୭ ଜିଲାରେ ଝଡ଼ବର୍ଷା: ୧୬ରୁ ବଢ଼ିପାରେ ତାତି

ଭୁବନେଶ୍ୱର,୧ ୨।୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମର ପ୍ରଭାବ ନାହିଁ। ଅଧିକାଂଶ ସ୍ଥାନରେ ପାରଦ ୩୫ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଏପରି କି କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହେଉଛି। ଆସନ୍ତା ୧୬ ତାରିଖ ଯାଏ...

ବିରୋଧୀଙ୍କ ହାତରେ ଜଙ୍ଗଲ ନିଆଁ

ଭୁବନେଶ୍ୱର,୧୨ା୩(ବ୍ୟୁରୋ):ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାର ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ ଭଳି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମଧ୍ୟ ସରଗରମ ହେବା ନେଇ ସଙ୍କେତ ମିଳୁଛି। ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିିଛନ୍ତି। ରାଜ୍ୟର ଶିମିଳିପାଳ ସମେତ...

ଜାଗା ଖୋଜୁଛି ମଡେଲ ବସ୍‌ଷ୍ଟାଣ୍ଡ୍‌

ଢେଙ୍କାନାଳ ଅଫିସ, ୧୨।୩ ବଢୁଛି ଢେଙ୍କାନାଳ ସହର। ବଦଳୁଛି କଳେବର। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ଆବଶ୍ୟକତା ଅନୁଭବ ହେଲାଣି। ହେଲେ ପ୍ରଶାସନିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଅଟକି ରହିଛି। ଦୀର୍ଘ ୫ବର୍ଷ...

କଷ୍ଟ ଦେଲାଣି ଜଳ ସଙ୍କଟ

ଛେଣ୍ଡିପଦା,୧୨ା୩(ସ୍ବ.ପ୍ର.) ଖରା ଟାଣ ଧରୁ ଧରୁ କଷ୍ଟ ଦେଲାଣି ଜଳ ସଙ୍କଟ। ପିଇବା ପାଣି ନ ପାଇ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳର ଲୋକେ ରାସ୍ତାକୁ ଓହ୍ଲାଇଲେଣି। ପ୍ରଶାସନ ପକ୍ଷରୁ ତୁରନ୍ତ ଅଚଳ ପ୍ରକଳ୍ପ, ନଳକୂଅ ମରାମତି ନିମନ୍ତେ...

ଠାଏ ଠାଏ ଜଳୁଛି କୁଲଡ଼ିହା : ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ

ସଜନାଗଡ଼, ୧୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ନିଆଁ ବ୍ୟାପିବା ନେଇ ବନବିଭାଗ ଚିନ୍ତାରେ ପଡିଛି। ଫେବୃୟାରୀ ୪ ତାରିଖଠାରୁ ବନବିଭାଗ ନିଆଁକୁ ଆୟତ୍ତ କରିବାରେ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛି। କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫ ବର୍ଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri