ରାଜ୍ୟ

ଡିଇଓଙ୍କୁ କରୋନା କଟକଣା ଚିଠି ଲେଖିଲେ ଗଣଶିକ୍ଷା ଅତିରିକ୍ତ ସଚିବ

ଭୁବନେଶ୍ୱର,୨୨।୨(ବ୍ୟୁରୋ): କରୋନା ମହାମାରୀ କିଛିଦିନ ଥମି ଯାଇଥିବା ବେଳେ ଏହା ପୁଣି କେତେକ ରାଜ୍ୟରେ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ମଧ୍ୟ ସତର୍କ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ କୋଭିଡ୍‌ ଗାଇଡ୍‌ଲାଇନ ପାଳନ ପାଇଁ ଡିଇଓଙ୍କୁ ଚିଠି...

ଆଜି ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ, ୩୩୬୭୦୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୨।୨(ବ୍ୟୁରୋ): ସୋମବାର ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୭୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୧ ଜଣ...

ଟାର୍ଗେଟକୁ ନେଇ ଟୋକନଧାରୀ ଅସନ୍ତୁଷ୍ଟ

ଅନୁଗୋଳ ଅଫିସ, ୨୨।୨: ଚାଷୀଙ୍କଠାରୁ ଧାନ କିଣିବାକୁ ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା ହୋଇଛି। କେତେ ଅନ୍ନଦାତା କେତେ ଜମିରେ କରିଥିବା ଫସଲ ବିକ୍ରି କରିବେ ସେ ନେଇ ସରକାରଙ୍କୁ ତଥ୍ୟ ପ୍ରଦାନ କରାଯାଉଛି। ପଞ୍ଜୀକୃତ କୃଷକଙ୍କ ତାଲିକାକୁ ଦେଖି ସରକାରଙ୍କ...

ଜୈବବିବିଧତା ସନ୍ତୁଳନରେ ଲାଲ କଙ୍କଡ଼ା

ମହାକାଳପଡ଼ା,୨୨।୨(ଡି.ଏନ୍‌.ଏ.): ସାମୁଦ୍ରିକ ବିରଳ ଜୀବ ମଧ୍ୟରେ ଲାଲ କଙ୍କଡା ଜୈବବିବିଧତା ଓ ପ୍ରାକୃତିକ ପରିବେଶ ସନ୍ତୁଳନ ରଖିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ସମୁଦ୍ରରୁ ଭାସି ଆସୁଥିବା ବର୍ଜ୍ୟବସ୍ତୁ ଓ ଛୋଟ ଛୋଟ ସରୀସୃପ, ପଚା କଇଁଛ, ମାଛକୁ ଖାଇବା...

ଶିକ୍ଷା ବିଭାଗ ସତର୍କ ଅଛି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବଢ଼ିବା ପରେ ଓଡ଼ିଶାରେ ଛନକା ପଶିଛି। ରାଜ୍ୟରେ କୋଭିଡ୍‌ ନିୟମ କଡ଼ାକଡି ମାନିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିବାବେଳେ ଏସ୍‌ଆର୍‌ସି ଏନେଇ ସବୁ ଜିଲା ଓ ମହାନଗର ନିଗମକୁ ଚିଠି କରିଛନ୍ତି। ବିଶେଷକରି ଶିକ୍ଷାନୁଷ୍ଠାନ ଉପରେ...

ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ଯାତ୍ରା କଳାକାର

ଭୁବନେଶ୍ୱର,୨୨।୨ (ବ୍ୟୁରୋ): ଯାତ୍ରା ପରିବେଷଣ ପାଇଁ ଅନୁମତି ଦେବାକୁ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇବେ ଯାତ୍ରା କଳାକାର। ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଦିଆଯିବ। ଏଥିସହ ଦାବି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯିବ। ଏଥିରେ ବିଭିନ୍ନ ବର୍ଗର...

ଯାଜପୁର ଜିଲାପାଳଙ୍କ ଉପରେ ଲୋକାୟୁକ୍ତ କ୍ଷୁବ୍ଧ

ଯାଜପୁର ଅଫିସ,୨୨।୨: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବିଭିନ୍ନ କଳାପଥର ଖାଦାନଗୁଡିକର ଏରିଆ ଚିହ୍ନଟ କରି ପିଲର ପୋତାରେ ଆର୍ଥିକ ଅନିୟମିତତା ଅଭିଯୋଗ ଉପରେ ଲୋକାୟୁକ୍ତ ଜିଲାପାଳଙ୍କ ଆଚରଣକୁ ଭର୍ତ୍ସନା କରିଛନ୍ତି। ୧୨୪୯/୨୦୨୦ ନମ୍ବର ମାମଲାରେ ଗତ ୧୮...

କୋଭିଡ୍‌ ପୁନଃ ସଂକ୍ରମଣ ଆଶଙ୍କା: ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ଚେତାବନୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ କିଛିଦିନ ଥମି ଯାଇଥିବା ବେଳେ ଏବେ ପୁଣି ମହାରାଷ୍ଟ୍ର ଓ କେରଳ ଭଳି କେତେକ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ ସତର୍କ ହୋଇଛନ୍ତି। କୋଭିଡ୍‌ ଗାଇଡ୍‌ଲାଇନକୁ କଡ଼ାକଡ଼ି...

ଆଜି ବଜେଟ: ସରକାରଙ୍କୁ ସମ୍ବଳ ଚିନ୍ତା

ଭୁବନେଶ୍ୱର,୨୨।୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୧-୨୨ ଆର୍ଥିକବର୍ଷ ପାଇଁ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ଚିଠା ବଜେଟ ପ୍ରସ୍ତୁତ କରିଛନ୍ତି। ସୋମବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଆସନ୍ତା ଆର୍ଥିକବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଇ-ବିଧାନସଭା...

ହାତୀ ମଡ଼କ ଉପରୁ ହଟିଲା ରହସ୍ୟ

କେସିଙ୍ଗା/ଭବାନୀପାଟଣା, ୨୨।୨ କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଘଟଣାର ଅନୁଧ୍ୟାନ ପାଇଁ ଆସିଥିବା ୩ ଜଣିଆ କେନ୍ଦ୍ରୀୟ ଟିମ୍‌ ରବିବାର ଦିଲ୍ଲୀ ଫେରି ଯାଇଛନ୍ତି। ଏହି ଟିମ୍‌ ହାତୀ ମୃତ୍ୟୁ ସ୍ଥାନ ତେନ୍ତୁଳିପଦର ଓ ଘୁଷୁରିଗୁଡି ସହ...

ପଥରରେ ଛେଚି ସାଙ୍ଗକୁ ହତ୍ୟା କଲା ସାଙ୍ଗ

ଜୟପୁର, ୨୧ା୨: ଜୟପୁର ସହରରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଜୟପୁର ଗୌଡସାହି ନିକଟସ୍ଥ ମାଳିସାହିର ଚନ୍ଦ୍ର ପରଜା। ମିଳିଥିବା ସୂଚନା ମୁତାବକ, ଶନିବାର ରାତିରେ ଚନ୍ଦ୍ର ତାଙ୍କର ଜଣେ ସାଙ୍ଗଙ୍କ ସହିତ କୁମ୍ଭାରସାହିକୁ...

ପୁଣି କଡ଼ାକଡ଼ି ହେବ କରୋନା କଟକଣା

ଭୁବନେଶ୍ୱର, ୨୧।୨: ବିଭିନ୍ନ ରାଜ୍ୟରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ମଧ୍ୟ କଡ଼ାକଡ଼ି ଭାବେ ପାଳନ କୋଭିଡ ନିୟମାବଳୀ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ସ୍ବତନ୍ତ୍ର ରିଲିଫ କମିଶନ(ଏସଆରସି)ର ସମସ୍ତ ଜିଲାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri