‘ଜାତୀୟ ସମ୍ମିଳନୀରେ ଓଡ଼ିଶାର ଏସ୍ସି,ଏସ୍ଟିଙ୍କ ଅଧିକାର ନେଇ ଆଲୋଚନା ହେଉ’
ଭୁବନେଶ୍ୱର,୩।୪(ବ୍ୟୁରୋ): ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍. କେ. ଷ୍ଟାଲିନ ସୋମବାର ନୂଆଦିଲ୍ଲୀରେ ଦେଶର ସାମାଜିକ ନ୍ୟାୟ ସମ୍ପର୍କିତ ସମ୍ମିଳନୀ ଆୟୋଜନ କରୁଛନ୍ତି। ଏହି ସମ୍ମିଳନୀରେ ବିରୋଧୀ ଦଳଗୁଡ଼ିକର ନେତାମାନେ ଯୋଗଦେବେ। ସାମାଜିକ ଅଧିକାରରୁ ବଞ୍ଚତ୍ତ ହେଉଥିବା ବର୍ଗଙ୍କ ଅଧିକାର ସମ୍ପର୍କରେ ସେଠାରେ ଆଲୋଚନା…
ଆଗକୁ ଅସମ୍ଭାଳ ତାତି
ଭୁବନେଶ୍ୱର,୩।୪(ବ୍ୟୁରୋ): ମାର୍ଚ୍ଚ ୧୪ରୁ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରବାହରେ ପୂର୍ବାହ୍ନରେ ଖରା ଓ ଅପରାହ୍ନରେ ଝଡ଼ବର୍ଷା ଓ କୁଆପଥର ମାଡ଼ ହେଉଥିଲା। ତେବେ ସମୁଦ୍ରପଟୁ କ୍ରମାଗତ ସ୍ଥଳଭାଗ ଆଡ଼କୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବାହ ଜାରି ରହିବାରୁ ରବିବାର ପାଗରେ ପରିବର୍ତ୍ତନ ହୋଇଛି।…
ଆଜି ହିନ୍ଦୋଳ ଏନ୍ଏସି ନିର୍ବାଚନ
ଢେଙ୍କାନାଳ ଅଫିସ, ୩।୪: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍ଏସି ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ହେବ। ଏହା ପୂର୍ବାହ୍ନ ୮ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ଚାଲିବ। ମତଦାନ ଶୃଙ୍ଖଳିତ କରିବା ଲାଗି ପ୍ରଶାସନିକ ପ୍ରସ୍ତୁତି ଶେଷ ହୋଇଥିବାବେଳେ…
ଗିରଫ ଏସ୍ଆଇଙ୍କ ଲିଙ୍ଗକୁ ନେଇ ଦ୍ୱନ୍ଦ୍ୱ
ଭଦ୍ରକ ଅଫିସ,୩ା୪: ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ବିବାହ ପ୍ରଲୋଭନ ଦେଖାଇ ଦୁଇବର୍ଷ ଧରି ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗରେ ଜଣେ ଏସ୍ଆଇଙ୍କୁ ଭଦ୍ରକ ଟାଉନ ପୋଲିସ ଗିରଫ ପରେ ରବିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ଚୂଡ଼ାମଣି ମେରାଇନ…
ଆଜିଠୁ ମାଟ୍ରିକ୍ ଖାତା ମୂଲ୍ୟାୟନ
କଟକ ଅଫିସ,୩ା୪: ସୋମବାରଠାରୁ ମାଟ୍ରିକ୍, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାଖାତା ମୂଲ୍ୟାୟନ ଆରମ୍ଭ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରବିବାର ସବୁ ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷକମାନେ ଯୋଗଦେଇଛନ୍ତି। ଏଥିସହ ଜିଲା…
ବହୁଚର୍ଚ୍ଚିତ ସମର୍ଥ ହତ୍ୟା ମାମଲା: ଡେମୋ ଦେଖାଇଲେ ଅଭିଯୁକ୍ତ
ଭେଡେନ,୨।୪(ଡି.ଏନ.ଏ.): ଝାରସୁଗୁଡାର ବହୁଚର୍ଚ୍ଚିତ ସମର୍ଥ ଅଗ୍ରୱାଲ ଅପହରଣ ଓ ହତ୍ୟା ମାମଲାରେ ପୋଲିସ ଦୁଇ ଅଭିଯୁକ୍ତ ଅମିତ ଶର୍ମା ଓ ଦିନେଶ ଅଗ୍ରୱାଲଙ୍କୁ ଗିରଫ କରି କୋର୍ଟଚାଲାଣ କରିବା ପରେ ତିନିଦିନିଆ ରିମାଣ୍ଡରେ ଆଣିଛି। ସମର୍ଥଙ୍କୁ ହତ୍ୟା ପରେ ଯେଉଁ ଜାଗାରେ…
ବାପାଙ୍କୁ ଗୁଳିକରି ବନ୍ଧାହେଲେ ଅଭିଯୁକ୍ତ ପୁଅ
ବରପାଲି,୨।୪(ଡି.ଏନ୍.ଏ.): ବରଗଡ଼ ଜିଲା ବରପାଲି ଥାନା ଅଧୀନ ଚିନାଜୁରି ନିକଟସ୍ଥ କଦଳୀମୁଣ୍ଡା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଗଙ୍ଗାଜଳ ମେହେରଙ୍କୁ ପୁଅ ବିକ୍ରମ ଗୁଳିମାଡ଼ କରିବାରୁ ସେ ଆହତ ହୋଇଛନ୍ତି। ଆହତ ଗଙ୍ଗାଜଳଙ୍କୁ ପ୍ରଥମେ ଡୁଙ୍ଗୁରିପାଲି ସ୍ବାସ୍ଥ୍ୟକେନ୍ଦ୍ରରେ…
ଅତାବିରା ଏନ୍ଏସି ନିର୍ବାଚନ: ବୁଥ୍ରେ ପହଞ୍ଚିଲେ ପୋଲିଂ ଅଧିକାରୀ
ସରଣ୍ଡା,୨।୪(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ଏନ୍ଏସି ନିର୍ବାଚନ ପାଇଁ ସୋମବାର ଭୋଟ୍ ଗ୍ରହଣ କରାଯିବ। ସକାଳ ୮ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ଚାଲିବ। ଏଥିପାଇଁ ରବିବାର ପୋଲିଂ ଅଧିକାରୀମାନେ ଅତାବିରା ବ୍ଲକ ଅଫିସରୁ ଇଭିଏମ୍ ଓ ନିର୍ବାଚନ ସରଞ୍ଜାମ…
ସାଙ୍ଗଙ୍କ ଯୌନାଙ୍ଗ କାଟି ସାଙ୍ଗ ଫେରାର
କେନ୍ଦ୍ରାପଡ଼ା ଅଫିସ,୨ା୪: କେନ୍ଦ୍ରାପଡ଼ା ଜିଲା ରାଜନଗର ପେଣ୍ଠ ବେଳାଭୂମିରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସାଙ୍ଗଙ୍କ ଯୌନାଙ୍ଗ କାଟି ସାଙ୍ଗ ଫେରାର ହୋଇଯାଇଥିବା ବେଳେ ରକ୍ତାକ୍ତ ଅବସ୍ଥାରେ ବେଳାଭୂମିରେ ପଡ଼ିରହିଥିବା ପଟ୍ଟାମୁଣ୍ଡାଇ ବାଲିପାଟଣା ଗାଁର ଭାଗବତ ଦାସଙ୍କୁ ଗ୍ରାମବାସୀ ଉଦ୍ଧାର…
କ୍ରିକେଟ ଖେଳରେ ଛୁରାମାଡ଼, ଯୁବକଙ୍କ ଜୀବନଗଲା
ଚୌଦ୍ୱାର,୨ା୪(ଡି.ଏନ୍.ଏ.): ଝିମିଟି ଖେଳରୁ ମହାଭାରତ ପରି କ୍ରିକେଟ ଖେଳରୁ ଛୁରାମାଡ଼ ଓ ବ୍ୟାଟ୍ରେ ଆକ୍ରମଣ କରିବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ମହିଷାଲଣ୍ଡା ଖେଳପଡ଼ିଆରେ। ସେଠାରେ ଆୟୋଜିତ ଏକ…
ଆଗୁଆ ବିଧାନସଭା ବନ୍ଦ ନେଇ ବର୍ଷିଲେ ବିରୋଧୀ
ଭୁବନେଶ୍ବର, ୨।୪(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଦ୍ୱାଦଶ ଅଧିବେଶନ ୨୧ ଫେବୃୟାରୀରୁ ଆସନ୍ତା ଏପ୍ରିଲ ୬ ପର୍ଯ୍ୟନ୍ତ ଚାଲିବା ପାଇଁ କାର୍ଯ୍ୟଦିବସ ନିର୍ଘଣ୍ଟ ହୋଇଥିଲା ା କିନ୍ତୁ ହଠାତ୍ ଅଗଣତାନ୍ତ୍ରିକ ଉପାୟରେ ଶୁକ୍ରବାର ଅଧିବେଶନ ବନ୍ଦ କରାଯାଇଛି ା ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟି…
ବଡ଼ବିଲରେ ଫୁଟିଛି ଦୁର୍ଲଭ ସହସ୍ର ଦଳ କମଳ
ବଡ଼ବିଲ,୨।୪ (ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପିଏଚ୍ଡିସ୍ଥିତ ଐକ୍ୟକ୍ଷେତ୍ର ପରିସରରେ ଫୁଟିଛି ଦୁର୍ଲଭ ସହସ୍ର ଦଳ କମଳ ବା ଏକ ହଜାର ପାଖୁଡା ବିଶିଷ୍ଟ ପଦ୍ମଫୁଲ। ପ୍ରକୃତିପ୍ରେମୀ ବିଜୟ ମହାନ୍ତିଙ୍କ ଚେଷ୍ଟାରେ ଏଭଳି ଦୁର୍ଲଭ ଫୁଲ ଦେଖିବାକୁ ମିଳିଛି। ବିଦେଶରୁ ଆମଦାନୀ ହୋଇଥିବା…
Archives


