ରାଜ୍ୟ

ବେକାରି, ପ୍ରଦୂଷଣ ବଡ଼ ସମସ୍ୟା

୧୯୯୩ ଏପ୍ରିଲ ୧ରେ ଅନୁଗୋଳକୁ ମିଳିଥିଲା ଜିଲା ମାନ୍ୟତା। ପ୍ରକୃତି ଓ ପ୍ରାକୃତିକ ସମ୍ପଦରେ ଭରପୂର ଏହି ଜିଲା ଦୀର୍ଘ ୩୦ ବର୍ଷ ମଧ୍ୟରେ ଅନେକ କ୍ଷେତ୍ରରେ ନିଜର ସ୍ବତନ୍ତ୍ରତା ପ୍ରତିପାଦନ କରିପାରିଛି। ବିଶେଷକରି ଶିଳ୍ପ କ୍ଷେତ୍ରରେ ଏହା ଜାତୀୟ ଓ…

ରାଜଧାନୀରେ ତୁହାକୁ ତୁହା ବର୍ଷା

ଭୁବନେଶ୍ୱର,୧।୪(ବ୍ୟୁରୋ): ପଶ୍ଚିମାଝଡ ପ୍ରଭାବରେ ରାଜ୍ୟର କେତେକ ଜିଲାରେ ଜାରି ରହିଛି ଘଡଘଡି ସହ ବର୍ଷା। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୧୫ଟି ଜିଲାକୁ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି। ଏଥିସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ…

ଆଜିଠୁ ରାଉରକେଲାର ୬ ନୂଆ ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର, ୧ା୪ (ବ୍ୟୁରୋ): ଶନିବାର ଓଡ଼ିଶା ଦିବସଠାରୁ ରାଉରକେଲାର ୬ଟି ନୂଆ ରୁଟ୍‌ରେ ‘ମୋ ବସ୍‌’ ଚଳାଚଳର ଶୁଭାରମ୍ଭ ହେବ। କ୍ରୁଟ୍‌ର ସୂଚନାନୁସାରେ, ରୁଟ୍‌ ନଂ.୧୧୦ରେ ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡ୍‌-କାଲୁଙ୍ଗା (ଭାୟା ରଘୁନାଥପଲ୍ଲୀ), ରୁଟ୍‌ ନଂ.୧୧୩ରେ ରାଉରକେଲା ନୂଆ ବସଷ୍ଟାଣ୍ଡ୍‌-ଉସ୍ରା (ଭାୟା…

ଓଡ଼ିଶା ଦିବସ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୪(ବ୍ୟୁରୋ): କଳିଙ୍ଗ, ଉତ୍କଳ ପରେ ଓଡ଼ିଶା ନାମରେ ପରିଚିତ ଏହି ପବିତ୍ର ଭୂଖଣ୍ଡ ୧୯୩୬ ଏପ୍ରିଲ ୧ରେ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପାଇଥିଲା। ସେବେଠାରୁ ଏହି ଦିବସକୁ ଉତ୍କଳ ଦିବସ, ଆଉ ଏବେ ଓଡ଼ିଶା ଦିବସ ଭାବେ ପାଳନ କରାଯାଉଛି। ୮୮ବର୍ଷ…

ମୌନବ୍ରତ କରୁଛନ୍ତି ପ୍ରଧାନମନ୍ତ୍ରୀ:ଆମୀ

ଭୁବନେଶ୍ବର, ୧।୪(ବ୍ୟୁରୋ): କେଉଁ ସୂତ୍ରରୁ ଆଦାନୀ କମ୍ପାନୀକୁ ୨୦ ହଜାର କୋଟି ଟଙ୍କା ଆସିଛି। ଆଦାନୀ ମହା କେଳେଙ୍କାରୀ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ମୌନବ୍ରତ ଅବଲମ୍ବନ କରୁଛନ୍ତି। ତାଙ୍କ ତରଫରୁ କେନ୍ଦ୍ର ମନ୍ତ୍ରୀମାନେ କଂଗ୍ରେସ ଓ ବିରୋଧୀଙ୍କ ତରଫରୁ…

ଅପରାଧ ବିଷୟରେ ପଚାରିଲେ ବିଜେଡି କହୁଛି ରାଜନୀତି କରୁଛୁ: ଧର୍ମେନ୍ଦ୍ର

ଭୁବନେଶ୍ବର, ୧।୪(ବ୍ୟୁରୋ): ଶାସକ ଦଳର ନେତାଙ୍କୁ ଓଡ଼ିଶାର ଅପରାଧ ଓ ଅନ୍ୟାନ୍ୟ ସମସ୍ୟା ନେଇ ଭାଜପା ପକ୍ଷରୁ ପ୍ରଶ୍ନ ପଚାରିଲେ ରାଜନୀତି କରାଯାଉଥିବା ଉତ୍ତର ଆସୁଛି। ଗଣତନ୍ତ୍ରରେ ପ୍ରଶ୍ନ କରିବା ପାଇଁ ଓଡ଼ିଆ ଲୋକମାନେ ଆମକୁ ଦାୟିତ୍ୱ ଦେଇଛନ୍ତି। ଏହାକୁ ଆମେ…

କୋରେଇ ପାଇଁ ଚିନ୍ତାରେ ବିଜେଡି

ଯାଜପୁର ଅଫିସ,୧ା୪: ଯାଜପୁର ଜିଲାର କୋରେଇ ନିର୍ବାଚନ ମଣ୍ଡଳୀରେ ୨୦୦୦ ମସିହା ପରେ କେହି ଜଣେ ନେତା ତିଷ୍ଠି ପାରିନାହାନ୍ତି। ଏବେ ପୁଣି ବାହାର ଅଞ୍ଚଳ ନେତାଙ୍କ ନଜର ଏହି ନିର୍ବାଚନ ମଣ୍ଡଳୀ ଉପରେ ପଡ଼ିିଛି। ୨୦୦୦ ପୂର୍ବରୁ ଏଠାରେ ଅଶୋକ…

ଅବସର ନେଲେ ମୋନା ଶର୍ମା, ନିକୁଞ୍ଜ ସୁନ୍ଦରାୟ

ଭୁବନେଶ୍ବର, ୧ା୪(ବ୍ୟୁରୋ): ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାର ୨ ଅଧିକାରୀ ତଥା ବରିଷ୍ଠ ଆଇଏଏସ୍‌ ଅଫିସର ମୋନା ଶର୍ମା ଓ ନିକୁଞ୍ଜ ସୁନ୍ଦରାୟ ଶୁକ୍ରବାର ସରକାରୀ ଚାକିରିରୁ ଅବସର ନେଇଛନ୍ତି। ମୋନା ଶର୍ମା ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ…

ବ୍ୟୟ ମଞ୍ଜୁରୀ ବିଲ୍‌ ପାରିତ

ଭୁବନେଶ୍ବର, ୧ା୪(ବ୍ୟୁରୋ): ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୩୦ ହଜାର କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍‌ ବିଧାନସଭାର ଅନୁମୋଦନ ଲାଭ କରିଛି। ଶୁକ୍ରବାର ଅପରାହ୍ନରେ କାର୍ଯ୍ୟକାଳ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟମାନେ ହୋହଲ୍ଲା କରିବାରୁ…

ଓଡ଼ିଆ ଲିପିର ଅଭ୍ୟୁଦୟ

ଖ୍ରୀଷ୍ଟାବ୍ଦ ଦଶମ ଓ ଏକାଦଶ ଶତାବ୍ଦୀରେ ସୋମବଂଶୀ ଶାସକ ଏବଂ କାଳକ୍ରମେ ଗଙ୍ଗ ଶାସକଙ୍କ ଅଭିଲେଖାରେ ପ୍ରନତ୍-ନାଗରୀ ପ୍ରଭାବ ଦେଖିବାକୁ ମିଳେ। ଏହି ସମୟରେ ଅକ୍ଷରଗୁଡ଼ିକ ବୃତ୍ତଳ ଏବଂ ପରସ୍ପର ସଂଯୁକ୍ତ। କିନ୍ତୁ ପ୍ରାୟ ୧୩ଶହ ଶତାବ୍ଦୀ ବେଳକୁ ଏହାର ପ୍ରଭାବ…

୮୮ ବର୍ଷରେ ଓଡ଼ିଶା ଦିବସ

କଳିଙ୍ଗ, ଉତ୍କଳ ପରେ ଓଡ଼ିଶା ନାମରେ ପରିଚିତ ଏହି ପବିତ୍ର ଭୂଖଣ୍ଡ ୧୯୩୬ ଏପ୍ରିଲ ୧ରେ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପାଇଥିଲା। ସେବେଠାରୁ ଏହି ଦିବସକୁ ଉତ୍କଳ ଦିବସ, ଆଉ ଏବେ ଓଡ଼ିଶା ଦିବସ ଭାବେ ପାଳନ କରାଯାଉଛି। ୮୮ବର୍ଷ ଧରି…

ଟିଏସ୍‌ଏଲ୍‌ପିଏଲ୍‌ ନିଯୁକ୍ତି ବିଜ୍ଞପ୍ତି ପ୍ରସଙ୍ଗ ବିଧାନସଭାରେ ଉଠିଲା

ଭୁବନେଶ୍ବର, ୧ା୪(ବ୍ୟୁରୋ): ଟାଟା ଷ୍ଟିଲ୍‌ ଲଙ୍ଗ୍‌ ପ୍ରଡକ୍ଟ ଲିମିଟେଡ୍‌ (ଟିଏସ୍‌ଏଲ୍‌ପିଏଲ୍‌) କୁ ନେଇ ଗୃହରେ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ। ଉକ୍ତ କମ୍ପାନୀର କାରଖାନା ଯୋଡ଼ା ବ୍ଲକ ବିରିକଳା ପଞ୍ଚାୟତର ବିଲେଇପଦା ଏବଂ ଝାଡ଼ଖଣ୍ଡର ଜାମ୍‌ଶେଦପୁରଠାରେ ରହିଛି। କିନ୍ତୁ ବିଲେଇପଦା କାରଖାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri