ରାଜ୍ୟ

ସ୍ତ୍ରୀଙ୍କ କଟାମୁଣ୍ଡ ଧରି ଥାନାରେ ପହଞ୍ଚିଲେ ସ୍ବାମୀ, ଗଣ୍ଡି ପଡ଼ିଛି ଘରେ

ନୟାଗଡ଼,୯ା୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ବାଣୀଗୋଚ୍ଛା ଥାନା ଅନ୍ତର୍ଗତ ବିଡ଼ାପାଜୁ ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ସନ୍ଦେହରେ ସ୍ତ୍ରୀଙ୍କୁ କଟୁରିରେ ହାଣି ସ୍ବାମୀ ଅର୍ଜୁନ ବାଘ କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କରିଛନ୍ତି। ଅନ୍ୟପକ୍ଷରେ ସ୍ତ୍ରୀଙ୍କ ଗଣ୍ଡି…

ଓଡ଼ିଶାରେ ବଢ଼ିବ ଶୀତର ପ୍ରକୋପ; ୩ ରୁ ୫ ଡିଗ୍ରୀ ପାରଦ ଖସିବା ପୂର୍ବାନୁମାନ

ଭୁବନେଶ୍ୱର, ୯।୧୨: ସାମୁଦ୍ରିକ ଝଡ଼ ମିଗ୍‍ଜୋମ୍‍ ଅପସରି ଯାଇଥିବାବେଳେ ତାପମାତ୍ରା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ…

ଭାଜପା ପଇସା ଥୋଇ ରେଡ୍‌ କରାଇଛି: ସୁର ରାଉତରାୟ

ଭୁବନେଶ୍ୱର,୯।୧୨: ଆୟକର ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ ପରେ ମଦ ବ୍ୟବସାୟୀଙ୍କ ଭାଟି, କାର୍ଯ୍ୟାଳୟ ଏବଂ ବାସଭବନରୁ ଶତାଧିକ କୋଟି ଟଙ୍କା ଜବତ ହେବା ଘଟଣା ରାଜ୍ୟ ତଥା ଦେଶବ୍ୟାପୀ ଚର୍ଚ୍ଚାର ବିଷୟ ପାଲଟିଛି। ବିଶେଷକରି ପଶ୍ଚିମ ଓଡ଼ିଶାର ଅନଗ୍ରସର ଜିଲାରୁ…

ଭାଙ୍ଗିଲା ଓପିଜିସି ଆସ୍‌ପଣ୍ଡ: ଚାଷଜମିରେ ପଶିଲା ପାଉଁଶ ପାଣି

ଝାରସୁଗୁଡ଼ା,୯।୧୨(ବିଜୟ ବରାଡ): ଝାରସୁଗୁଡ଼ା ଜିଲା ବନହରପାଲିସ୍ଥିତ ଓପିଜିସି- ୩ ନମ୍ବର ଆସପଣ୍ଡର ୫୦ ମିଟର ବନ୍ଧ ଭାଙ୍ଗିଯାଇଛି। ଫଳରେ ଘାଇ ସୃଷ୍ଟି ହୋଇ ସ୍ଥାନୀୟ ଶତାଧିକ ଏକର ଚାଷଜମିରେ ପାଉଁଶ ପାଣି ମାଡ଼ି ଯାଇଛି। ଏନେଇ ଧାନ, ପରିବା ଚାଷ ଫସଲ…

ଭାଲୁ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

ନବରଙ୍ଗପୁର,୯।୧୨: ନବରଙ୍ଗପୁର ବ୍ଲକ ଭତ୍ରା ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ଶୌଚ ହେବାକୁ ଯାଇଥିବା ଶ୍ରମିକ ଜଣକ ଭାଲୁ ହାବୁଡ଼ରେ ପଡ଼ି ଜୀବନ ହରାଇଛନ୍ତି। ମୃତ ଶ୍ରମିକ ଜଣକ ହେଲେ ବ୍ରିଜେଶ କୁମାର ଦ୍ୱିବେଦୀ। ତାଙ୍କ ବୟସ ପାଖାପାଖି ୫୦…

ନୂଆବର୍ଷରୁ ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା ବନ୍ଦ

ପୁରୀ, ୯ା୧୨(ଅଜିତ ମହାନ୍ତି): ଶ୍ରୀମନ୍ଦିର ପରିସରରେ ପାନ, ଗୁଟ୍‌ଖା ସେବନ ବନ୍ଦ ଏବଂ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ଉପରେ ଶ୍ରୀମନ୍ଦିର ପ୍ରଶାସନ ଗୁରୁତ୍ୱ ଦେଉଛି। ନୂଆବର୍ଷଠାରୁ ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରି ଆସିବାକୁ ଥିବାରୁ ଏ ନେଇ ପୂର୍ବରୁ ସେବାୟତ…

ମଦଭାଟି ଟଙ୍କା ଗଣିହେଉନି

ବଲାଙ୍ଗୀର, ୯ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସୁଦପଡା ଦେଶୀ ମଦଭାଟି ଓ କ୍ଲବ୍‌ପଡା ଅଫିସରୁ ଜବତ ହୋଇଥିବା ଟଙ୍କା ସ୍ଥାନୀୟ ଏସ୍‌ବିଆଇ ମୁଖ୍ୟ ଶାଖାକୁ ଟ୍ରକ୍‌ରେ ଅଣାଯାଇ ଗଣାଯାଉଛି। ଶୁକ୍ରବାର ତୃତୀୟ ଦିନରେ ଆୟକର ବିଭାଗ ଅଧିକାରୀ ବ୍ୟାଙ୍କ କର୍ମଚାରୀଙ୍କ ସହ…

ଚକୋଲେଟ ଦେଇ ୩ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର

ସୋର, ୮ା୧୨ (ଜନ୍ମେଜୟ ମିଶ୍ର)-ବାଲେଶ୍ୱର ଜିଲା ସୋର ଥାନା ଅଞ୍ଚଳରେ ଏକ ୩ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର କରାଯାଇଛି। ଶୁକ୍ରବାର ସକାଳେ ଝିଅଟି ଖେଳୁଥିବା ବେଳେ ଚକୋଲେଟ ଦେଇ ମହେଶ୍ୱର ଧଡ଼ା(୨୧) ନାମକ ଯୁବକ ଘର ନିକଟରେ ଥିବା ଏକ…

ସେନା କର୍ମଚାରୀ ହତ୍ୟା ଘଟଣାର ପର୍ଦ୍ଦାଫାଶ କଲା ଗଞ୍ଜାମ ପୋଲିସ, ୫ ଗିରଫ

ଛତ୍ରପୁର,୮।୧୨(ଦିଲୀପ ସାମଲ)ସଂଘବଦ୍ଧ ଆକ୍ରମଣରେ ସେନା କର୍ମଚାରୀଙ୍କୁ ହତ୍ୟା କରାଯାଇଥିବା ଘଟଣାର ପର୍ଦାଫାସ କରିଛି ଗଞ୍ଜାମର ଚମାଖଣ୍ଡି ପୋଲିସ। କାଳିପଲ୍ଲୀ ଗ୍ରାମର ଜେ.ଡିଲେଶ୍ୱର ପାତ୍ର ହତ୍ୟା ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ କାଳିପଲ୍ଲୀ ଗ୍ରାମର ଜେ.କଲ୍ୟାଣୀ ପାତ୍ର,…

ସନ୍ଦେହ ଜନକ ଅବସ୍ଥାରେ ମିଳିଲା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ମୃତଦେହ

ଭବାନୀପାଟଣା,୮।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ କାର୍ଯ୍ୟରତ ଜଳ ସମ୍ପଦ ବିଭାଗର ଜଣେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶୁକ୍ରବାର ମୁଖୀଗୁଡ଼ାସ୍ଥିତ ସରକାରୀ କ୍ୱାର୍ଟର୍ସରୁ ତାଙ୍କର ମୃତଦେହ ଜୟପାଟଣା ପୋଲିସ ଉଦ୍ଧାର କରିଛି। ମୃତ ଯନ୍ତ୍ରୀ ହେଲେ ରଞ୍ଜିତ…

ଟ୍ରେନ୍‌ଲାଇନ୍‌ରେ କଟି ସିଗ୍‌ନାଲ୍‌ ଯନ୍ତ୍ରୀଙ୍କ ଜୀବନ ଗଲା

ନୂଆପଡ଼ା,୮ା୧୨: ନୂଆପଡ଼ା ରେଳଷ୍ଟେଶନର ସିଗ୍‌ନାଲ୍‌ରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମରାମତି ପାଇଁ ସିଗ୍‌ନାଲ୍‌ ଯନ୍ତ୍ରୀ ଅନୁପ ରୟ(୨୮) ଗୁରୁବାର ରାତିରେ ଷ୍ଟେଶନରେ ପହଞ୍ଚିଥିଲେ। ମରାମତି କାର୍ଯ୍ୟ ସାରି ଲଖନା ଫେରୁଥିବା ବେଳେ ରେଳ ଲାଇନ୍‌ର ଗୋଡ଼ ଫସି ଯାଇଥିଲା। ଏହି ସମୟରେ…

ମଦଭାଟିରୁ ବାହାରିଲାଣି ୨୦୦କୋଟିରୁ ଉର୍ଦ୍ଧ୍ୱ ଟଙ୍କା: ଗଣିବାକୁ ଲାଗିବ ଆହୁରି ୩ରୁ ୪ ଦିନ

ବଲାଙ୍ଗୀର, ୭ା୧୨ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହରର ମଦଭାଟିରୁ ୨୦୦ କୋଟିରୁ ଉର୍ଦ୍ଧ୍ୱ ନଗଦ ଟଙ୍କା ଆୟକର ବିଭାଗ ଜବତ କରିବା ଘଟଣା ରାଜ୍ୟବ୍ୟାପୀ ହଇଚଇ ସୃଷ୍ଟି କରିଛି। ମଦଭାଟିକୁ ଏତେ ପରିମାଣର ଟଙ୍କା କୁଆଡୁ ଆସିଲା ତାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?