ରାମ ନବମୀରେ ଗଡିଲା ଭଦ୍ରକ-ନୟାଗଡ ମେମୁ ଟ୍ରେନ, ଶୁଭାରମ୍ଭ କଲେ ୨ କେନ୍ଦ୍ର ମନ୍ତ୍ରୀ
ଭୁବନେଶ୍ୱର,୩୦।୩(ବ୍ୟୁରୋ): ପବିତ୍ର ରାମ ନବମୀରେ ଭଦ୍ରକ-ନୟାଗଡ ଟାଉନ ମେମୁ ଟ୍ରେନର ଶୁଭାରମ୍ଭ ହୋଇଛି। କଟକ ରେଳ ଷ୍ଟେଶନରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରେଳ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସବୁଜ ପତାକା ଦେଖାଇ…
ବାହାରିଲା ରାମନବମୀ ଶୋଭାଯାତ୍ରା: ୨୦ ହଜାର ଭକ୍ତ ସାମିଲ
କୋରାପୁଟ,୩୦।୩(ସ୍ବ.ପ୍ର.): କୋରାପୁଟ ସହରରେ ଗୁରୁବାର ଶ୍ରୀରାମ ନବମୀ ଉତ୍ସବ ମହାସମାରୋହରେ ପାଳିତ ହେଉଛି। ଏହି ଅବସରରେ ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତ ଏକାଠି ହୋଇ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରୁଛନ୍ତି। ପୂର୍ବାହ୍ନ ୧୧ଟାରୁ କୋରାପୁଟ ସହରର…
୨ ମହିଳାଙ୍କୁ ଦଳିଦେଲା ହାତୀ, ରାସ୍ତା ଅବରୋଧ କଲେ ଗ୍ରାମବାସୀ
ସାତମାଇଲ,୩୦ା୩(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ତ ଦୁଦୁରୁକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗ୍ରାମର ୨ ଜଣ ମହିଳାଙ୍କୁ ହାତୀ ଦଳିଦେବାରୁ ଉଭୟଙ୍କର ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଗୁରୁବାର ଭୋର୍ରୁ ଗ୍ରାମର ସ୍ବର୍ଗତ ମଙ୍ଗୁଳ ସାମଲଙ୍କ ସ୍ତ୍ରୀ…
୩୦ ମିନିଟ୍ରେ ସର୍ବାଧିକ ୫୪୦୦ ଥର ବିଜୁଳି
ଭୁବନେଶ୍ୱର,୩୦।୩(ବ୍ୟୁରୋ): ଆସୁଛି ଆଉ ଏକ ପଶ୍ଚିମା ଝଡ଼। ଏପ୍ରିଲ ୨ତାରିଖ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ ନୂଆ ପଶ୍ଚିମା ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି। ଅନ୍ୟପକ୍ଷରେ ବୁଧବାର ରାଜ୍ୟର ବିଭିନ୍ନ…
କୋଟିଆବାସୀଙ୍କ ସହ ଓଡ଼ିଶା ଦିବସ ପାଳିବେ ଧର୍ମେନ୍ଦ୍ର
ଭୁବନେଶ୍ବର,୩୦ା୩(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାରଠାରୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତକାଳରେ ସେ ଭୁବନେଶ୍ୱର, କଟକ ଏବଂ କୋରାପୁଟ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। କୋଟିଆରେ ଆୟୋଜିତ ‘ଓଡ଼ିଶା ଦିବସ’ ସମାରୋହରେ ସାମିଲ ହେବେ। ଧର୍ମେନ୍ଦ୍ର ଗୁରୁବାର କଟକ…
ଆଜି ଶ୍ରୀରାମ ନବମୀ, ରାମମନ୍ଦିର ଚଳଚଞ୍ଚଳ
ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଆଜି ଅର୍ଥାତ୍ ଗୁରୁବାର ପବିତ୍ର ଶ୍ରୀରାମ ନବମୀ। ଏନେଇ ରାଜଧାନୀ ଭୁବନେଶ୍ୱରର ଶ୍ରୀରାମ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଭୁଙ୍କ ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଛି। ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ଅବକାଶ ନୀତି, ମହାସ୍ନାନ, ସକାଳ…
ଚଣ୍ଡିତାଳରୁ ୧୦୦୦ ବର୍ଷର କୂଅ ଠାବ
ଭୁବନେଶ୍ୱର,୩୦।୩(ବ୍ୟୁରୋ): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଚଣ୍ଡିତାଳ ଗ୍ରାମରୁ ଠାବ ହୋଇଛି ଏକ ପ୍ରାଚୀନ କୂଅ। ଐତିହ୍ୟ ଓ ସଂସ୍କୃତି ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍ ଆର୍ଟ ଆଣ୍ଡ କଲଚର ହେରିଟେଜ (ଇନ୍ଟାକ୍)ର ସଦସ୍ୟମାନେ ଏହି ପ୍ରାଚୀନ…
୨୨୧ବର୍ଷରେ କାଷ୍ଠମୁଖାଧାରୀ ରାମଲୀଳା
ନୟାଗଡ଼ ଅଫିସ/ ଦଶପଲ୍ଲା,୩୦।୩(ଡି.ଏନ.ଏ.): ଗୁରୁବାର ରାମନବମୀରୁ ଆରମ୍ଭ ହେଉଛି ଭାରତ ପ୍ରସିଦ୍ଧ ଲଙ୍କାପୋଡ଼ି ଯାତ୍ରା। ରାମାୟଣର ବିଭିନ୍ନ ପ୍ରସଙ୍ଗକୁ ନେଇ ୧୪ଦିନ ଧରି ଏହା ମଙ୍ଗଳରାତି ବୁଧ ପାହାନ୍ତିରେ ରାବଣ ବଧ ପରେ ଲଙ୍କାପୋଡି ଯାତ୍ରା ଉଦ୍ଯାପିତ ହେବ। ୧୮୦୨ରୁ ଏହି…
ପୂର୍ଣ୍ଣକାଳୀନ ମୁଖ୍ୟ ପ୍ରଶାସକ ନିଯୁକ୍ତି ହେଲାନି, ସୁପ୍ରିମକୋର୍ଟ କ୍ଷୁବ୍ଧ
ନୂଆଦିଲ୍ଲୀ,୩୦ା୩ : ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ଓ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମକୋର୍ଟ ୪ ନଭେମ୍ବର ୨୦୧୯ରେ ୨୨ଟି ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ଏହାକୁ କେତେ ଅନୁପାଳନ କରିଛନ୍ତି ସେନେଇ ସର୍ବୋଚ୍ଚ…
୫୦ଲକ୍ଷ ଟଙ୍କା ପାଇଁ ନାବାଳକଙ୍କୁ ହତ୍ୟା: ୨ ଅଭିଯୁକ୍ତ ଗିରଫ
ବ୍ରଜରାଜନଗର,୨୯ା୩ (ଡି.ଏନ୍.ଏ.): ଝାରସୁଗୁଡ଼ା ଟାଉନ ଥାନା ଅନ୍ତର୍ଗତ ସରବହାଲ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବାସ କରୁଥିବା ସୁମିତ ଅଗ୍ରଓ୍ବାଲଙ୍କ ପୁଅ ସମର୍ଥ ଅଗ୍ରଓ୍ବାଲ (୧୫)ଙ୍କୁ ୫୦ଲକ୍ଷ ଟଙ୍କା ପାଇଁ ହତ୍ୟା କରାଯାଇଛି। ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ…
ରମାଦେବୀ ଛାତ୍ରୀଙ୍କ ଆତ୍ମହତ୍ୟା, ହଷ୍ଟେଲରେ ଝୁଲିପଡ଼ିଲେ
ଭୁବନେଶ୍ୱର,୨୯ା୩(ବ୍ୟୁରୋ): ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ରୀ ଜଣଙ୍କ ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରୀ ଥିଲେ। ତାଙ୍କର ପରୀକ୍ଷା ଚାଲିଥିବା ବେଳେ ୨ଟି ପେପର ଖରାପ ହୋଇଥିବାରୁ ସେ ଆତ୍ମହତ୍ୟା କରିଥିବା ଶୁଣିବାକୁ…
ରୁକୁଣା ରଥଟଣା ଆରମ୍ଭ
ଭୁବନେଶ୍ୱର,୨୯ା୩(ବ୍ୟୁରୋ): ପବିତ୍ର ଅଶୋକାଷ୍ଟମୀ ଅବସରରେ ବୁଧବାର ମହାପ୍ରଭୁ ଲିଙ୍ଗରାଜଙ୍କ ରଥଟଣା ଆରମ୍ଭ ହୋଇଛି। ସମସ୍ତ ନୀତିକାନ୍ତି ଶେଷ ପରେ ମହାପ୍ରଭୁଙ୍କ ପହଣ୍ଡି ବିଜେ ହୋଇଥିଲା। ଏହା ପରେ ରଥଟଣା ଆରମ୍ଭ ହୋଇଛି। ରଥଯାତ୍ରା ଦେଖିବାକୁ ଏକାମ୍ର କ୍ଷେତ୍ର ଲୋକାରଣ୍ୟ ହୋଇଯାଇଛି।
Archives


