ଓଡ଼ିଶାର ୪ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର
ଭୁବନେଶ୍ୱର, ୭।୧୨ (ଅସମାପିକା ସାହୁ):ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ଅନୁଷ୍ଠାନ (ଏନ୍ଆଇଇପିଏ) ଦ୍ୱାରା ନୂଆଦିଲ୍ଲୀର ଡ. ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶିକ୍ଷା ପ୍ରଶାସନ କ୍ଷେତ୍ରରେ ଅଭିନବ ପ୍ରୟାସ ପାଇଁ ଜାତୀୟ…
ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଂ
ଭୁବନେଶ୍ୱର,୬।୧୨(ଅନୁରାଧା ମହାରଣା):ସାମୁଦ୍ରିକ ବାତ୍ୟା ମିଗ୍ଜୋମ୍ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍ ମଧ୍ୟବର୍ତ୍ତୀ ବାପାଟଲା ନିକଟରେ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇଛି। ତେବେ ବାତ୍ୟା ପ୍ରଭାବରେ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ପ୍ରଥମ
ଭୁବନେଶ୍ୱର,୬।୧୨(ସତ୍ୟଜିତ୍ ରାଉତ):ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ଭିଜିଲାନ୍ସ ପକ୍ଷରୁ ବହୁ ସମୟରେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ…
ସ୍କ୍ରାପିଂ କଲେ ଟିକସ, ଜରିମାନା ଛାଡ଼
ଭୁବନେଶ୍ୱର,୬।୧୨(ଅନିଲ ଦାସ):ପୁରୁଣା ଗାଡ଼ି ଉପରେ ଥିବା ସମସ୍ତ ବକେୟା ଟିକସ ଓ ଜରିମାନା ଛାଡ଼ କରାଯିବ। ଯେଉଁ ଗାଡ଼ି ମାଲିକମାନେ ନିଜ ଗାଡ଼ିକୁ ସ୍କ୍ରାପିଂ କରିବାକୁ ଇଚ୍ଛାପ୍ରକାଶ କରିବେ ସେମାନଙ୍କ ପାଇଁ ଏହା ଲାଗୁ ହେବ। ଏହା ଦ୍ୱାରା ଟିକସ ଓ…
ବଦଳିଲେ ଆଉ ଜଣେ ଆଇଏଏସ୍ ଅଫିସର: ଥିରୁମାଳା ନାଏକ ହେଲେ ଅତିରିକ୍ତ ସିଇଓ
ଭୁବନେଶ୍ୱର, ୫।୧୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଜଣେ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ନିର୍ବାଚନ ଦାୟିତ୍ୱ ଦେଇଛନ୍ତି । ୨୦୦୯ ବ୍ୟାଚ୍ ଆଇଏଏସ୍ ଡା. ଏନ . ଥିରୁମାଳା ନାଏକଙ୍କୁ ରାଜ୍ୟ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ(ଅତିରିକ୍ତ…
ପୋଢୁଆଁ ହେଲେ ବଡ଼ଠାକୁର
ପୁରୀ, ୫ା୧୨(ଅଜିତ ମହାନ୍ତି): ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ବା ପ୍ରଥମାଷ୍ଟମୀ ଅବସରରେ ଘରର ଜ୍ୟେଷ୍ଠଙ୍କୁ ପୋଢୁଆଁ କରାଯାଇ ବନ୍ଦାପନା କରାଯିବାର ପରମ୍ପରା ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପ୍ରଥମାଷ୍ଟମୀରେ ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଛି। ପରମ୍ପରା ଅନୁଯାୟୀ, ମହାପ୍ରଭୁଙ୍କ…
ରାଜ୍ୟରେ କମିଲା ଝିଅ ସଂଖ୍ୟା: ପ୍ରତି ୧୦୦୦ ପୁଅରେ ଅଛନ୍ତି…
ଭୁବନେଶ୍ୱର, ୫।୧୨(ଅସମାପିକା ସାହୁ)- ଓଡ଼ିଶାରେ କମିଛନ୍ତି ଝିଅ ସଂଖ୍ୟା। ଦେଶରେ ଝିଅ ସଂଖ୍ୟା ହ୍ରାସରେ ଓଡ଼ିଶା ୬ ନମ୍ବର ସ୍ଥାନରେ ରହିଛି। କେରଳ, ଛତିଶଗଡ଼, ହିମାଚଳପ୍ରଦେଶ, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ପରେ ଓଡ଼ିଶା ଷଷ୍ଠ ସ୍ଥାନରେ ରହିଛି। ୧୯୬୧ ଜନଗଣନା ଅନୁଯାୟୀ,…
ବାତ୍ୟା ମିଗଜୋମ: ପ୍ରବଳ ବର୍ଷାରୁ ଶିବାଲିଙ୍ଗାପୁର ଷ୍ଟେସନ ନିକଟରେ ପାହାଡ଼ରୁ ପଥର ଖସି ଟ୍ରେନ ଚଳାଚଳ ବ୍ୟାହତ, ବାତିଲ ହେଲା ୪ଟ୍ରେନ
କୋରାପୁଟ,୫।୧୨(ଅମିତାଭ ବେହେରା): ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଛତିଶଗଡ଼ ରାଜ୍ୟର କିରାଣ୍ଡୁଲ ପର୍ଯ୍ୟନ୍ତ ଲମ୍ବିଥିବା କେକେ ରେଳପଥ ଆନ୍ଧ୍ରର ଆରକୁ ଅଞ୍ଚଳର ତ୍ୟାଡା ଓ ଶିବଲିଙ୍ଗପୁରମ ରେଳଷ୍ଟେଶନ ମଧ୍ୟରେ ପ୍ରବଳ ବର୍ଷା ଯୋଗୁ ମଙ୍ଗଳବାର ସଂଧ୍ୟାରେ ରେଳ ଧାରଣା ଉପରକୁ ପାହାଡ଼ରୁ ପଥର ଖସି…
ଜାଲ୍ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ
ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ ଜାଲ ତଥ୍ୟ ପ୍ରଦାନ କରି ଆବାସ ହାତେଇଛନ୍ତି ବୋଲି ଅଭିଯୋଗରେ ଦର୍ଶାଯାଇଥିଲା। ହିତାଧିକାରୀ ଶ୍ରୀମତୀ…
ବାତ୍ୟା ‘ମିଗ୍ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ
ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍ଜୋମ’ ଭୟଙ୍କର ରୂପ ନେଇ ମଙ୍ଗଳବାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷେ ବାତ୍ୟା ପ୍ରଭାବରେ ଗଞ୍ଜାମ…
କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ
କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ ଚାକିରି କରିବା ଅଭିଯୋଗରେ ଧରାପଡି ଜେଲ ଯିବା ସହିତ ଜରିମାନା ଦେବା ଘଟଣା ସାମ୍ନାକୁ…
ବସ୍ରେ ଆସି ବାଇକ୍ ଚୋରି
ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି। ଗ୍ୟାଙ୍ଗ୍ର ୩ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ନୟାଗଡ଼ ରଣପୁରର ପ୍ରଶାନ୍ତ କୁମାର ଭୋଇ,…

