ରାଜ୍ୟ

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର। ଝାରସୁଗୁଡା ଜିଲା ବେଲପାହାଡର ମିରର ଥିଏଟର କଳାକାରଙ୍କ ପରିଶ୍ରମ ଅନୁଷ୍ଠାନକୁ ନୂଆ ପରିଚୟ ଆଣି…

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ କରି ଶିଶୁଙ୍କ ମନ ଜିଣିବା ସହ ସାରା ପରିବାରର ଲୋକପ୍ରିୟତା ହାସଲ କରିବା ଆଶା…

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ କରିବା ପାଇଁ ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସହ ନୂଆ ପ୍ରସ୍ତାବ…

ଆଜି ଉପକୂଳରେ ମାଡ଼ହେବ ‘ମିଗ୍‌ଜୋମ୍‌’: ଓଡ଼ିଶାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫ା୧୨ (ଅନିଲଦାସ):ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ ନେଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୮କି.ମି. ବେଗରେ ଗତି…

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା ବିରୋଧୀ ଅପରାଧ ମାମଲା ୨୦୨୧ ତୁଳନାରେ ୨୦୨୨ରେ ୪% ବଢ଼ିଥିବାବେଳେ ଶିଶୁ ବିରୋଧୀ ଅପରାଧ…

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲାରେ ଆସନ୍ତାକାଲି ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗଜପତିର ବହୁ ଉପାନ୍ତ…

ଓଲଟିଲା ପିକଅପ୍‌ ଭ୍ୟାନ: ୧୫ ଗୁରୁତର

ଟିଟିଲାଗଡ଼,୫।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍‌ ଯାଉଥିବା ଏକ ପିକଅପ୍‌ ଭ୍ୟାନ ଗାଡ଼ି ଓଲଟି ୧୫ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ୬ ନାବାଳକ ଏବଂ…

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ସୋମବାର କ୍ଷେତ୍ର ପରିଦର୍ଶନ କରିଛନ୍ତି। ପଦ୍ମପୁର ନିକଟସ୍ଥ ଚିରୋଲି, ଅନ୍ବେଶା ହଷ୍ଟେଲ…

ଜେଲରୁ ମୁକୁଳିବେ ଅର୍ଚ୍ଚନା ନାଗ୍‌ : ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ୱର,୪।୧୧ (ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ଖୁବ୍‌ଶୀଘ୍ର ଝାରପଡ଼ା ଜେଲରୁ ମୁକୁଳିବେ। ପୂର୍ବରୁ ୨ଟି ମାମଲାରେ ତାଙ୍କୁ ଜାମିନ ମିଳିଥିବାବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ହୋଇଥିବା ବେଆଇନ…

୨୧ ବର୍ଷ ପରେ ପୋଲିସ ଇନ୍ସପେକ୍ଟରଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର, ୪ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ୨୧ ବର୍ଷ ପରେ ଏକ ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ ସୋମବାର ଉକ୍ତ ମାମଲାର ଶୁଣାଣି କରି ତତ୍କାଳୀନ ପୋଲିସ…

କମେଣ୍ଟମରାକୁ ନେଇ ଛାତ୍ର-ଅଣଛାତ୍ର ମାରପିଟ୍‌

ରାୟଗଡ଼ା,୪।୧୨(ଆଶିଷ ରଞ୍ଜନ ପଣ୍ଡା): କମେଣ୍ଟମରାକୁ କେନ୍ଦ୍ର କରି ରାୟଗଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ର ଓ ଅଣଛାତ୍ରଙ୍କ ମଧ୍ୟରେ ସୋମବାର ମାରପିଟ୍‌ ହୋଇଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଣଛାତ୍ରଙ୍କୁ କଲେଜ ସମ୍ମୁଖରୁ ଘଉଡ଼ାଇଥିଲା। ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ପୋଲିସ…

ବାତ୍ୟା ମିଗଜୋମ୍‌ ଲାଗି ଚାଷୀଙ୍କୁ ସତର୍କ

ବୁଗୁଡା,୪ା୧୨(କାଳି ଚରଣ ଦାଶ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମିଗଜୋମ୍‌ର ପ୍ରଭାବରେ ଚେନ୍ନାଇରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ଅନେକ ସ୍ଥାନରେ ଜଳାର୍ଣ୍ଣବ ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ୩ ଦିନ ଭାରି ବର୍ଷାର ସମ୍ଭାବନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?