ରାଜ୍ୟ

ସୁସ୍ଥ ହେଲେ ୧୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୪ା୨- ଓଡ଼ିଶାରେ ଗୁରୁବାର ୧୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୩,୩୨,୬୧୧ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୨୬, ନୂଆପଡ଼ା ଓ ସମ୍ବଲପୁରରୁ ୧୪, ଖୋର୍ଦ୍ଧାରୁ ୧୨,...

ପାଳଗଦା ନିଆଁରେ ଜଳିଗଲେ ୨ ଭଉଣୀ

ଟିକିର/ରାୟଗଡ଼ା ଅଫିସ,୪ା୨: ରାୟଗଡ଼ା ଜିଲା କାଶୀପୁର ବ୍ଲକ ଲାକରସି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଥଣ୍ଡାରେ ନିଆଁ ପୁଇଁବା ବେଳ ଜଳିଯାଇଛନ୍ତି ୨ ଭଉଣୀ। ସେମାନେ ହେଲେ ଦୁର୍ଯ୍ୟୋଧନ ମାଝିଙ୍କ ଝିଅ କୁମାରୀ(୫) ଏବଂ ବିଦ୍ୟା(୩)। ସୂଚନା...

୪ର୍ଥ ଥର ପ୍ଲାଜ୍‌ମା ଦାନ କଲେଣି ଯବାନ

ଛତ୍ରପୁର,୪।୨: ଅଗସ୍ତିନୂଆଗାଁ ସ୍ଥିତ ଛତ୍ରପୁର ଅଷ୍ଟମ ବାଟାଲିୟନର ସିପାହୀ (୭୬୧) କେ. ଯୁଧିଷ୍ଠିର ରାଓ ଚତୁର୍ଥ ଥର ପାଇଁ ପ୍ଲାଜ୍‌ମା ଦାନ କରିଛନ୍ତି। ଗୁରୁବାର ଏମ୍‌କେସିଜି ମେଡିକାଲ କଲେଜରେ ସେ ପ୍ଲାଜ୍‌ମା ଦେଇଛନ୍ତି। ତାଙ୍କର ଏହି ମହତ କାର୍ଯ୍ୟ ପାଇଁ...

ସୁନ୍ଦରଗଡ଼: ଟ୍ରେନ୍‌ ଧକ୍କାରେ ୨ ହାତୀ ମୃତ

ରାଉରକେଲା ଅଫିସ,୪।୨: ସୁନ୍ଦରଗଡ଼ ଜିଲା ବିଶ୍ରା ବନ ବିଭାଗ ଅଧୀନ ମହିପାଣି ନିକଟରେ ବୁଧବାର ବିଳମ୍ବିତ ରାତିରେ ଟ୍ରେନ୍‌ ଧକ୍କାରେ ଦୁଇଟି ହାତୀଙ୍କ ମୃତ୍ୟୁ ହୋଇଛି। ହାଓଡ଼ା-ମୁମ୍ବାଇ ରେଳପଥର ଭାଲୁଲତା ଓ ଜରେଇକେଲା ରେଳଷ୍ଟେଶନ ମଝି ମହିପାଣି ନିକଟରେ ହାତୀପଲ...

ଭୟରେ ଗାଁ ଛାଡ଼ିଲେ ୮୫ ପରିବାର

ଚିତ୍ରକୋଣ୍ଡା, ୪।୨(ଡି.ଏନ୍‌.ଏ.): ମାଲକଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ଯୋଡ଼ାମ୍ବ ଓ ପଣଷପୁଟ ପଞ୍ଚାୟତର ୧୨ଟି ଗ୍ରାମର ୮୫ ପରିବାର ମାଓବାଦୀ ଭୟରେ ଏବଂ କାମଧନ୍ଦା ଅଭାବରୁ ଭିଟାମାଟି ଛାଡିଛନ୍ତି। ଗତ ଦୁଇ ଦିନ ହେଲା ସେମାନେ...

ରେଳ ବଜେଟରେ ଓଡ଼ିଶାକୁ ୬୯୯୫ କୋଟି ୫୮ ଲକ୍ଷ

ଭୁବନେଶ୍ୱର, ୪।୨(ବ୍ୟୁରୋ): ରେଳ ବଜେଟରେ ଚଳିତ ବର୍ଷ ଓଡ଼ିଶାକୁ ମୋଟ ୬୯୯୫ କୋଟି ୫୮ ଲକ୍ଷ ଟଙ୍କା ଅନୁଦାନ ମିଳିଛି। ଗତବର୍ଷ ଓଡ଼ିଶାକୁ ମୋଟ ୪୩୭୩ କୋଟି ଟଙ୍କାର ଅନୁଦାନ ମିଳିଥିଲା। ଗତବର୍ଷ ଅପେକ୍ଷା ଏବର୍ଷ ୬୦% ଅଧିକ ଅନୁଦାନ...

ଏନ୍‌ଏସି ପକ୍ଷରୁ ମହିଳାଙ୍କୁ ଡ୍ରାଇଭର ଭାବେ ଦିଆଗଲା ନିଯୁକ୍ତି

ପୁରୁଷୋତ୍ତମ ପୁର, ୪।୨(ଡି.ଏନ.ଏ.): ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିବା ଲକ୍ଷ୍ୟରେ ଆଗେଇ ଆସିଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି। ପ୍ରଶାସନ ପକ୍ଷରୁ ମହିଳାଙ୍କୁ ଡ୍ରାଇଭର ଭାବେ ନିଯୁକ୍ତି ଦେଇ ଚର୍ଚ୍ଚାର ଘେରକୁ ଆସିଛନ୍ତି ନିର୍ବାହୀ ଅଧିକାରୀ ସୌମ୍ୟ ରଞ୍ଜନ ମିଶ୍ର। ସହରରେ...

ଝରାଫୁଲକୁ ନେଇ ଯାଇଥିବା ସ୍କୁଟି ଜବତ

ଯାଜପୁର ଅଫିସ୍‌, ୪।୨: ବହୁଚର୍ଚ୍ଚିତ ରମାଦେବୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁକୁ ଆଜି ୯ ଦିନ ପୂରିଛି। ଏପର୍ଯ୍ୟନ୍ତ ତାଙ୍କ ମୃତ୍ୟୁ ଉପରୁ ପରଦା ହଟିପାରି ନାହିଁି। ଝରାଫୁଲଙ୍କୁ ମୃତଦେହକୁ ଯେଉଁ ସ୍କୁଟିରେ ବସାଇ ଯାଜପୁର ନିଆଯାଇଥିଲା ସେହି ସ୍କୁଟି...

ଆଜି ରାଜ୍ୟରେ ୧୦୦ ତଳେ କରୋନା, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୪।୨(ବ୍ୟୁରୋ): ଗୁରୁବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୮୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୩୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ...

ରାଜଧାନୀ ଉପକଣ୍ଠରେ ପଡ଼ିଛି ମହିଳାଙ୍କ ମୁଣ୍ଡବିହୀନ ମୃତଦେହ 

ଭୁବନେଶ୍ୱର,୪।୨(ବ୍ୟୁରୋ): ରମାଦେବୀ ଛାତ୍ରୀ ଝରାଫୁଲଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟି ନ ଥିବା ବେଳେ ରାଜଧାନୀ ଉପକଣ୍ଠ ତଥା ଚନ୍ଦକା ଥାନା ଅନ୍ତର୍ଗତ ଦାସପୁର ନିକଟରେ ପୁଣି ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ପଡ଼ିବା ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ...

ଆଇଟିଆଇ ହଷ୍ଟେଲର ୯ ମାସର ଫି’ ଛାଡ଼

ଭୁବନେଶ୍ୱର, ୪।୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରୀଛାତ୍ରଙ୍କ ୯ ମାସର ହଷ୍ଟେଲ ଫି’ ଛାଡ଼ କରାଯାଇଛି। ଏହାଦ୍ବାରା ସରକାରୀ ଆଇଟିଆଇରେ ପଢ଼ୁଥିବା ରାଜ୍ୟର ୩୦ହଜାର ଛାତ୍ରୀଛାତ୍ର ଉପକୃତ ହେବେ। ନିର୍ଦ୍ଦେଶ ଅନୁଯାୟୀ, ୨୦୨୦...

ଅଫିସ୍‌ରେ ଟିକା ନେବେ ସମ୍ମୁଖ ଯୋଦ୍ଧା

ଭୁବନେଶ୍ୱର, ୪।୨(ବ୍ୟୁରୋ):ଏଣିକି ଅଫିସ୍‌ରେ କରୋନା ଟିକାକରଣ ହେବ। କରୋନା ଲଢ଼େଇର ସମ୍ମୁଖ ଯୋଦ୍ଧାଙ୍କୁ ନିଜ ଅଫିସରେ ଟିକା ଦିଆଯିବ। ଏଥିପାଇଁ ଅଫିସ୍‌ରେ ସ୍ବତନ୍ତ୍ର ଟିକା ରୁମ୍‌ ଖୋଲାଯାଇ ଆସନ୍ତା ୬ ତାରିଖରୁ ଏହି ଟିକାକରଣ ଆରମ୍ଭ ହେବ। ପ୍ରଥମ ଫେଜ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri