ରାଜ୍ୟ

ଘର ବିକ୍ରି ଆଳରେ ୭୫ ଲକ୍ଷ ଠକେଇ ଓଲିଉଡ୍‌ ପ୍ରଯୋଜକ ଗିରଫ

ଭୁବନେଶ୍ୱର,୨୭।୩(ବ୍ୟୁରୋ) – ଘର ବିକ୍ରି କରିବା ଆଳରେ ଜଣେ ଆସୋସିଏଟ୍‌ ପ୍ରଫେସରଙ୍କଠାରୁ ୭୫ ଲକ୍ଷ ଟଙ୍କା ଠକିବା ଅଭିଯୋଗରେ ଜଣେ ଓଲିଉଡ୍‌ ପ୍ରଯୋଜକଙ୍କୁ ଖଣ୍ଡଗିରି ଥାନା ପୋଲିସ ସୋମବାର ଗିରଫ କରିଛି। ଅଭିଯୁକ୍ତ ହେଲେ ସ୍ଥାନୀୟ ଥାନା କୋଳଥିଆ ହାଉସିଂବୋର୍ଡ କଲୋନିରେ…

ଓଆର୍‌ଏଚ୍‌ଡିସି ଗୃହ ଋଣ ଦୁର୍ନିତି ମାମଲା: ସପ୍ତମଥର ବିନୋଦ କୁମାରଙ୍କୁ ଜେଲଦଣ୍ଡ

ଭୁବନେଶ୍ୱର,୨୭।୩(ବ୍ୟୁରୋ) – ଓଡ଼ିଶା ଗ୍ରାମୀଣ ଗୃହ ଉନ୍ନୟନ ନିଗମ (ଓଆର୍‌ଏଚ୍‌ଡିସି) ଦ୍ୱାରା ବିଲ୍ଡର ସଂସ୍ଥା ‘ଏମ୍‌/ଏସ୍‌ ହୋମ୍‌ ଲିଭ୍‌ସ ହାଉସିଂ’କୁ ଅନୁଚିତ ଅନୁଗ୍ରହ ଦେଖାଇ ଜାଲ୍‌ କାଗଜପତ୍ରରେ ୫୦ ଲକ୍ଷ ଟଙ୍କାର ଗୃହ ଋଣ ଦେବା ମାମଲାରେ ସୋମବାର ରାୟ ପ୍ରକାଶ…

ମିଳୁନି ସାଧାରଣ ସୁବିଧା: ଦୁର୍ଦ୍ଦଶା ଭୋଗୁଛନ୍ତି ଗ୍ରାମବାସୀ

ରାଇକିଆ,୨୭।୩(ଡି.ଏନ୍‌.ଏ.): ରାସ୍ତା ନାହିଁ। ୫ କି.ମି ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢ଼ି ଗଲେ ପହଞ୍ଚିହୁଏ କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ। କନ୍ଧମାଳ-ଗଞ୍ଜାମ ଜିଲା ସୀମାନ୍ତ ଏହି ଗ୍ରାମରେ ସରକାରଙ୍କ ସବୁ ଯୋଜନା ଅପହଞ୍ଚ।…

ନକଲି ସାର୍ଟିଫିକେଟ ମାମଲା: ୧୯ଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର ଅଫିସ, ୨୭।୩: ବଲାଙ୍ଗୀର ଡାକମଣ୍ଡଳର ବିଭିନ୍ନ ପଦବୀ ପାଇଁ ଆବେଦନ କରିଥିବା କିଛି ପ୍ରାର୍ଥୀଙ୍କ ଜାଲ ସାର୍ଟିଫିକେଟ ଧରାପଡିବା ପରେ ବଲାଙ୍ଗୀର ପୋଲିସ ସ୍ଥାନୀୟ ମିଶନ ପଡ଼ିଆ ସମ୍ମୁଖ ରିଲାଏନ୍ସ ଏଜୁକେଶନ କମ୍ପ୍ଳେକ୍ସରେ ଚଢାଉ କରିଥିଲା। ଚଢାଉ ବେଳେ ଅଧିକାରୀମାନେ…

ଦେବୀ ନଦୀରେ ଭାସିଗଲେ ୩ ଛାତ୍ର

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଗାଧୋଇବା ବେଳେ ଭାସିଗଲେ ୩ଜଣ ଛାତ୍ର। ଏଭଳି ଘଟଣା ଜଗତସିଂହପୁର ଜିଲା ମାଛଗାଁ ନିକଟରେ ଥିବା ଦେବୀ ନଦୀରେ ଘଟିଛି। ଏପର୍ଯ୍ୟନ୍ତ ୩ଜଣ ଛାତ୍ରଙ୍କ ପତ୍ତା ମିଳିନାହିଁ। ନିଖୋଜ ଛାତ୍ରମାନଙ୍କ ମଧ୍ୟରେ ଜଣଙ୍କ ଘର ଆମ୍ବଶାଳ ବାଲିକୁଦାର ଅଞ୍ଚଳର ହୋଇଥିବା…

ସୀମାନ୍ତରେ ପୁଣି ଲାଲ୍‌ ଆତଙ୍କ: ଜଣେ ଯବାନ ଶହୀଦ

ମାଲକାନଗିରି,୨୭ା୩(ଡି.ଏନ୍‌.ଏ.): ଛତିଶଗଡ଼ ବିଜାପୁରରେ ପୁଣି ମାଓବାଦୀଙ୍କ ତାଣ୍ଡବଲୀଳା ଦେଖିବାକୁ ମିଳିଛି । ବିଜାପୁର ଅଞ୍ଚଳ ମିରତୁର ଥାନା ଅନ୍ତର୍ଗତ ତିମେନାରରେ ଆଇଇଡି ବ୍ଲାଷ୍ଟ ଯୋଗୁ ଜଣେ ଯବାନ ଶହୀଦ ହୋଇଛନ୍ତି। ସୂଚନାନୁଯାୟୀ, ତିମେନାର ଅଞ୍ଚଳରେ ଚାଲିଥିବା ରାସ୍ତା କାମକୁ ସୁରକ୍ଷା ଦେବା…

୩୦ ଜିଲାରେ ପର୍ଯ୍ୟବେକ୍ଷକ ନିଯୁକ୍ତ ଦେଲେ ନବୀନ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦ ଜିଲାରେ ଦଳୀୟ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛନ୍ତି। ଏହି ତାଲିକାରେ ୯ ମନ୍ତ୍ରୀ ସାମିଲ ରହିଛନ୍ତି। ଅନେକ ବିଧାୟକଙ୍କୁ ବି ଦାୟିତ୍ୱ ମିଳିଛି। ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ଅନୁଗୋଳ, ଢେଙ୍କାନାଳ,…

୧୩ ଜିଲାକୁ କାଳବୈଶାଖୀ, ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ସୋମବାର ୧୩ ଜିଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ପାଣିପାଗ…

ଆଜି ବିଶ୍ୱ ନାଟକ ଦିବସ: ଓଡ଼ିଆ ନାଟକର ବିଶ୍ୱସ୍ତରୀୟ ସ୍ବପ୍ନ

ଯେବେ ଆମେ ନାଟକର କଥା କହୁ, ଆଖି ସାମ୍ନାକୁ ଚାଲିଆସନ୍ତି ବିଭିନ୍ନ ଚରିତ୍ର। ଯେଉଁମାନଙ୍କ ସହ ଯୋଡ଼ି ହୋଇ ରହିଥାଏ ସମାଜର ପ୍ରତିଫଳନ। ସାମାଜିକ କଥା କୁହ କି ରାଜନୈତିକ, ପାରିବାରିକ, ଅର୍ଥନୈତିକ କିମ୍ବା କୌଣସି ବ୍ୟକ୍ତି ବିଶେଷଙ୍କ କଥା, ସବୁକିଛିକୁ…

ଆଲବମ୍‌ ଅଭିନେତ୍ରୀଙ୍କ ଆତ୍ମହତ୍ୟାର କାରଣ ଖୋଜୁଛି ପୋଲିସ

ବଲାଙ୍ଗୀର ଅଫିସ,୨୭ା୩: ଆଲବମ୍‌ ଅଭିନେତ୍ରୀ ତଥା ଗାୟିକା ରୁଚିସ୍ମିତା ଗୁରୁ ରବିବାର ବଲାଙ୍ଗୀର ଜିଲା ସୁଦପଡ଼ାରେ ଥିବା ତାଙ୍କ ମାମୁଙ୍କ ଘରେ ଆତ୍ମହତ୍ୟା କରିଥିଲେ। ଖବର ପାଇ ପୋଲିସ ସେଠାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତାଙ୍କ ନିଜ ଘର ସୋନପୁର…

ହାଇଓ୍ବାକୁ ଧକ୍କା ଦେଲା ବସ୍‌, ଦୁଇ ଜଣଙ୍କ ଜୀବନ ଗଲା, ୧୦ରୁ ଊର୍ଦ୍ଧ୍ୱ ଆହତ

ସୁନ୍ଦରଗଡ଼,୨୭ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ନିକଟରେ ସୋମବାର ଭୋର୍‌ରୁ ଏକ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ହାଇଓ୍ବାକୁ ଧକ୍କା ଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ…

ଘରଭଡ଼ା ମିଳୁନି, ଥଇଥାନ ହୋଇପାରୁନାହାନ୍ତି କିନ୍ନର

ଭୁବନେଶ୍ୱର,୨୭।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମରେ ରହୁଥିବା କିନ୍ନରମାନେ ଆଉ ଭିକ୍ଷା ମାଗିବେ ନାହିଁ। ଅନ୍ୟମାନଙ୍କ ଭଳି ସେମାନେ ମଧ୍ୟ ସ୍ବାବଲମ୍ବୀ ହେବା ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ। ଭୁବନେଶ୍ୱରକୁ ଭିକ୍ଷୁକମୁକ୍ତ କରିବା ଅଭିଯାନର ଏକ ଅଂଶ ସ୍ବରୁପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri