ରାଜ୍ୟ

ମାଲବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ: ଜଳିଗଲା ୧୫ ଲକ୍ଷ ଟଙ୍କାର ସାମଗ୍ରୀ

ବଲାଙ୍ଗୀର ଅଫିସ,୯ା୧୨-ବଲାଙ୍ଗୀର-ବରଗଡ ୨୬ ନମ୍ବର ଜାତୀୟ ରାଜପଥର ଖମାରମୁଣ୍ଡା ନିକଟରେ ବୁଧବାର ପୂର୍ବାହ୍ନରେ ଏକ ମାଲ ବୋଝେଇ ୧୦ ଚକିଆ ଟ୍ରକ(ସିଜି୦୪ଜେବି୨୬୪୯) ନିଅଁା ଲାଗି ଜଳି ଯାଇଛି। ରାୟପୁରରୁ ଡାଲି ଜାତୀୟ ସାମଗ୍ରୀ ନେଇ ବଲାଙ୍ଗୀର ଆସୁଥିବା ଏହି ଟ୍ରକ୍‌ର...

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ : ୧୨ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୯ା୧୨(ବ୍ୟୁରୋ)-କେନ୍ଦ୍ରରେ ଭାଜପା ପରିଚାଳିତ ଏନଡିଏ ସରକାର କାର୍ଯ୍ୟକାରୀ କରିଥିବା ନୂତନ କୃଷି ଆଇନକୁ ବିରୋଧ କରି ସାରା ଦେଶରେ ଚାଷୀ ଆନ୍ଦୋଳନ ଉଗ୍ରରୂପ ଧାରଣ କରିଛି । ଏହି ଆଇନକୁ ପ୍ରତ୍ୟାହାର କରିବା ଦାବିରେ ଚାଷୀମାନେ ଅଡି ବସିଛନ୍ତି। ବହୁ...

କୋଣାର୍କ ଇକୋ ରିଟ୍ରିଟ୍‌ ଆରମ୍ଭ

କୋଣାର୍କ,୯ା୧୨(ଡି.ଏନ୍‌.ଏ.): ପ୍ରକୃତିର ମଜା ନେବା ସହ କିଛି ଆଡଭେଞ୍ଚର ସ୍ପୋର୍ଟସର ଉପଭୋଗ କରିବା ପାଇଁ ବୁଧବାର ଆରମ୍ଭ ହୋଇଯାଇଛି ଇକୋ ରିଟ୍ରିଟ୍‌। ଚଳିତବର୍ଷ ରାଜ୍ୟରେ ମୋଟ ୫ଟି ସ୍ଥାନ ସହ ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ମୁହାଣ ବେଳାଭୂମିରେ ଶୁଭାରମ୍ଭ ହୋଇଛି...

ନନ୍ଦନକାନନରେ ସମ୍ବର ମୃତ

ବାରଙ୍ଗ,୯ା୧୨(ଡି.ଏନ୍‌.ଏ.)-ପ୍ରାଣୀଉଦ୍ୟାନ ନନ୍ଦନକାନନରେ ବୁଧବାର ୩୯ନଂ ଏନକ୍ଲୋଜେରରେ ରହୁଥିବା ୯ବର୍ଷର ଏକ ମାଈ ସମ୍ବର ମୃତ୍ୟୁବରଣ କରିଛି। ଏନ୍‌କ୍ଲୋଜରରେ ମଙ୍ଗଳବାର ଅନ୍ୟ ସମ୍ବର ସହ ମାଡଗୋଳ ଘଟିବା ଯୋଗୁ ଏହି ମାଈ ସମ୍ବରଟି ଅସୁସ୍ଥ ହୋଇପଡ଼ିଥିଲା। କର୍ମଚାରୀମାନଙ୍କଠାରୁ ଖବରପାଇ ନନ୍ଦନକାନନର ଡାକ୍ତରମାନେ...

ଆସନ୍ତାକାଲି ଭଦ୍ରକ ସହର ବନ୍ଦ

ଭଦ୍ରକ ଅଫିସ,୯।୧୨-ଭଦ୍ରକ ଜିଲାବାସୀଙ୍କ ବାରମ୍ବାର ଦାବି ସତ୍ତ୍ବେ ଏଠାରେ ମେଡିକାଲ କଲେଜ ପ୍ରତିଷ୍ଠା ନେଇ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉ ନାହିଁ। ଜିଲାବାସୀଙ୍କର ଏହି ଦାବିକୁ ବହୁଦିନ ଧରି ଅଣଦେଖା କରାଯାଉଛି। ଏଣୁ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ଭଦ୍ରକ...

ଭୁବନେଶ୍ୱରରୁ ଆଜି ପୁଣି ୨୩ ପଜିିଟିଭ୍‌ ଚିହ୍ନଟ: ୩୦ ସୁସ୍ଥ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୨୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ସୁନ୍ଦରୀର ଯତ୍ନ ନେବାକୁ ନବୀନଙ୍କୁ ଚିଠି ଲେଖିଲେ ଶିବରାଜ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସୁନ୍ଦରୀର ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ। ସୁନ୍ଦରୀକୁ ମଧ୍ୟପ୍ରଦେଶ ଫେରାଇନେବା ପର୍ଯ୍ୟନ୍ତ ତା’ର ଯତ୍ନ ନେବା ଲାଗି ଶିବରାଜ ଚିଠିରେ ଅନୁରୋଧ କରିଛନ୍ତି। ଓଡ଼ିଶାରେ ବ୍ୟାଘ୍ର ସଂରକ୍ଷଣ...

ରାଜ୍ୟରେ ପୁଣି ୩୮୬ କରୋନା ପଜିଟିଭ ଚିହ୍ନଟ: ୫ ମୃତ

ଭୁବନେଶ୍ୱର, ୯।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୩୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କ ଜୀବନ ଯାଇଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨,୨୯୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ପଦ୍ମପୁର,୯।୧୨(ଡି.ଏନ୍‌.ଏ.): ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ଦହିତା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ଇଓ) ପୁରନ୍ଦର ସାହୁଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦହିତା ପଞ୍ଚାୟତ ଅଫିସ ଏବଂ ଇଓ ସାହୁଙ୍କ ପଦ୍ମପୁରସ୍ଥିତ ବାସଭବନରେ...

ଓ୍ବେବ୍‌ସାଇଟ୍‌ରେ ଶ୍ରୀମନ୍ଦିରର ଭୁଲ୍‌ ଚିତ୍ର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ, ସଚିବଙ୍କ ବିରୋଧରେ ଏତଲା

ପୁରୀ ଅଫିସ,୯ା୧୨: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ୱେବ୍‌ସାଇଟ୍‌ରେ ଶ୍ରୀମନ୍ଦିର ସମ୍ପର୍କରେ ଭୁଲ୍‌ ତଥ୍ୟ ପ୍ରଦାନ କରାଯାଇଛି। ଶ୍ରୀମନ୍ଦିରକୁ ଏଥିରେ ଭୁଲ୍‌ ଚିତ୍ରଣ କରାଯାଇଥିବା ଅଭିଯୋଗ ହୋଇଛି। ଶ୍ରୀମନ୍ଦିର ଚିତ୍ର ପରିବର୍ତ୍ତେ ଏଥିରେ ବାଲେଶ୍ୱରର ଇମାମୀ ଜଗନ୍ନାଥ ମନ୍ଦିରର ଫଟୋ ଦିଆଯାଇଛି।...

ବିଜେଡିର ସମ୍ପୃକ୍ତି ଅଭିଯୋଗ ଆଣିଲା କଂଗ୍ରେସ

ରାୟଗଡ଼ା ଅଫିସ,୯ା୧୨: ରାୟଗଡ଼ା ସହରରୁ ସୋମବାର କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ରତ୍ନପଥର ଜବତ ଘଟଣା ଭିନ୍ନମୋଡ଼ ନେଉଛି। ଚୋରାଚାଲାଣ ଘଟଣାରେ ବିଜେଡିର ଲିଙ୍କ୍‌ ରହିଥିବା ମଙ୍ଗଳବାର ରାୟଗଡ଼ା ଜିଲା କଂଗ୍ରେସ ଅଭିଯୋଗ କରିଛି। ଏହି ଘଟଣାର ତଦନ୍ତ...

କଟ୍‌ନୀ ଆଳରେ ଚାଷୀଙ୍କୁ ଲୁଟ୍‌

ବରଗଡ଼ ଅଫିସ୍‌,୯।୧୨: ଚିରାଚରିତ ଢଙ୍ଗରେ ଚାଲିଥିବା ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀ ପେଷି ହୋଇ ଗଲେଣି। ଧାନ କିଣାବିକା ସମୟରେ ଗୁଣବତ୍ତାକୁ ନେଇ କଟ୍‌ନୀଛଟ୍‌ନୀ ଆଳ ଅଭାବୀ ବିକ୍ରିର ମୁଖ୍ୟ କାରଣ ପାଲଟିଛି। ଧାନ କିଣାବିକାରେ ରହିଥିବା ଅବ୍ୟବସ୍ଥାକୁ ସୁଧାରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri