ଆଲବମ୍ ଅଭିନେତ୍ରୀଙ୍କ ଆତ୍ମହତ୍ୟାର କାରଣ ଖୋଜୁଛି ପୋଲିସ
ବଲାଙ୍ଗୀର ଅଫିସ,୨୭ା୩: ଆଲବମ୍ ଅଭିନେତ୍ରୀ ତଥା ଗାୟିକା ରୁଚିସ୍ମିତା ଗୁରୁ ରବିବାର ବଲାଙ୍ଗୀର ଜିଲା ସୁଦପଡ଼ାରେ ଥିବା ତାଙ୍କ ମାମୁଙ୍କ ଘରେ ଆତ୍ମହତ୍ୟା କରିଥିଲେ। ଖବର ପାଇ ପୋଲିସ ସେଠାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତାଙ୍କ ନିଜ ଘର ସୋନପୁର…
ହାଇଓ୍ବାକୁ ଧକ୍କା ଦେଲା ବସ୍, ଦୁଇ ଜଣଙ୍କ ଜୀବନ ଗଲା, ୧୦ରୁ ଊର୍ଦ୍ଧ୍ୱ ଆହତ
ସୁନ୍ଦରଗଡ଼,୨୭ା୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ନିକଟରେ ସୋମବାର ଭୋର୍ରୁ ଏକ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ହାଇଓ୍ବାକୁ ଧକ୍କା ଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ…
ଘରଭଡ଼ା ମିଳୁନି, ଥଇଥାନ ହୋଇପାରୁନାହାନ୍ତି କିନ୍ନର
ଭୁବନେଶ୍ୱର,୨୭।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମରେ ରହୁଥିବା କିନ୍ନରମାନେ ଆଉ ଭିକ୍ଷା ମାଗିବେ ନାହିଁ। ଅନ୍ୟମାନଙ୍କ ଭଳି ସେମାନେ ମଧ୍ୟ ସ୍ବାବଲମ୍ବୀ ହେବା ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ। ଭୁବନେଶ୍ୱରକୁ ଭିକ୍ଷୁକମୁକ୍ତ କରିବା ଅଭିଯାନର ଏକ ଅଂଶ ସ୍ବରୁପ…
ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶତାଧିକ ମଞ୍ଜୁରୀପ୍ରାପ୍ତ ପଦବୀ ଖାଲି
ଭୁବନେଶ୍ବର,୨୭ା୩(ବ୍ୟୁରୋ): ରେଭେନ୍ଶା ବିଶ୍ବବିଦ୍ୟାଳୟରେ ମୋଟ୍ ୨୬୭ ମଞ୍ଜୁରୀପ୍ରାପ୍ତ ପଦବୀରୁ ୧୫୩ଟି ପଦବୀ ଖାଲିପଡ଼ିଛି। ସେହିପରି ଉତ୍କଳ ବିଶ୍ବବିଦ୍ୟାଳୟରେ ସହକାରୀ ପ୍ରଫେସର, ସହଯୋଗୀ ପ୍ରଫେସର ଏବଂ ପ୍ରଫେସରଙ୍କୁ ମିଶାଇ ମୋଟ୍ ୨୫୭ ମଞ୍ଜୁରୀପ୍ରାପ୍ତ ପଦବୀ ରହିଛି। ସେଥିରୁ ୧୨୯ ପଦବୀ ବର୍ତ୍ତମାନ ମଧ୍ୟ…
ଦେବଗିରି ଜଳକୁଣ୍ଡରୁ ମିଳିଲା ଛାତ୍ରୀଙ୍କ ମୃତଦେହ
ରାୟଗଡ଼ା,୨୬।୩(ସ୍ବ.ପ୍ର.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ମହକୁମାସ୍ଥିତ ଐତିହାସିକ ଶୈବପୀଠ ଦେବଗିରି ପାହାଡ଼ରୁ ପୋଲିସ ରବିବାର ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତା ଛାତ୍ରୀ ହେଲେ ବିରେନ ଗୌଡ଼ଙ୍କ ଝିଅ ଦେବକୀ। ତାଙ୍କ ଘର କାଶୀପୁର ବ୍ଲକ ସୁଙ୍ଗେର ଗ୍ରାମରେ।…
ପୁଣି କଳାହାଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ
କୋକସରା,୨୬।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲାର ଦାଦନ ଦୁଃଖ ସରିବାର ନାଁ ଧରୁନାହିଁ। ଗତ ୩ ମାସ ମଧ୍ୟରେ କୋକସରା ବ୍ଲକର ୩ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଣି ଜଣେ ଦାଦନ ଶ୍ରମିକଙ୍କ ଝୁଲନ୍ତା ମୃତଦେହ ତାମିଲନାଡୁ ରାଜ୍ୟର କୋଏମ୍ବାଟୁର କାଦୁବାଟି…
ବୃଦ୍ଧା ମା’ଙ୍କୁ ତଣ୍ଟି ଚିପି ହତ୍ୟା କଲା ପୁଅ
ବରଗଡ଼ ଅଫିସ,୨୬।୩: ପୁଅଟିଏ ଜନ୍ମହେଲେ ପରିବାରରେ ଖୁସିର ମାହୋଲ ଖେଳିଯାଏ। ପୁଅ ଦିନେ ବଡ଼ ହୋଇ ପରିଣତ ବୟସରେ ସାହା ଭରସା ପାଲଟିବ ବୋଲି ମା’ ବାପାଙ୍କ ମନରେ ଆଶା ବାନ୍ଧିଥାନ୍ତି । ମା’ ସେବା ସୁଶ୍ରୂଷା କରି ପୁଅକୁ ଛୋଟରୁ…
କାର-ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଦୁଇ ଜୀବନ
କାଲିମେଳା,୨୬।୩(ଡି.ଏନ୍.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ପୋତାଖାର ଗ୍ରାମ ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କାଲିମେଳା ଥାନା ଏରାଗୋଣ୍ଡା…
ସ୍କନ୍ଦମାତା ବେଶରେ ଦର୍ଶନ ଦେଲେ ମା’ ବନଦୁର୍ଗା
ନିରାକାରପୁର,୨୬।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ବନଦୁର୍ଗାଙ୍କ ପୀଠରେ ଆୟୋଜିତ ନବଦିନାତ୍ମକ ବାସନ୍ତିକ ଦୁର୍ଗାପୂଜାର ପଞ୍ଚମ ଦିନରେ ମା’ ବନଗୁର୍ଗା ସ୍କନ୍ଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଉପଲକ୍ଷେ ସକାଳୁ ମଙ୍ଗଳ ଆଳତି, ବାଳ ଭୋଗ, ଷୋଡ଼ଶ ଉପଚାରରେ ମଧ୍ୟାହ୍ନ…
ଜଙ୍ଗଲରୁ ମିଳିଲା ୪ ମଇଁଷି ଛୁଆଙ୍କ ମୃତଦେହ: ବାଘ ଆକ୍ରମଣ ସନ୍ଦେହ
କେନ୍ଦୁଝର,୨୬ା୩(ସ୍ବ.ପ୍ର.): ଘଟଗାଁ ରେଞ୍ଜ ଅନ୍ତର୍ଗତ ଅଟେଇ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଚାରୋଟି ମଇଁଷିଙ୍କ ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ଗତ ୨୪ ତାରିଖ ରାତିରେ ଏହି ମୃତଦେହ ମିଳିଥିବା ବେଳେ ସେମାନଙ୍କୁ ବାଘ ମାରିଥିବା ଆଶଙ୍କା କରାଯାଇଛି। ଉକ୍ତ…
‘ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ’
କବିସୂର୍ଯ୍ୟନଗର,୨୬ା୩(ଡି.ଏନ୍.ଏ.): ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ। ଗଞ୍ଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି ଆହ୍ବାନ ଦେଇଛନ୍ତି। ରବିବାର ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ଥିବା ବେଳେ ପ୍ରଥମେ କବିସୂର୍ଯ୍ୟନଗର ଠାରେ ପହଞ୍ଚିଥିଲେ।…
ପ୍ରେମିକାଙ୍କ ଓଢ଼ଣୀରେ ଝୁଲିପଡ଼ିଲେ ପ୍ରେମିକ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜଧାନୀର ଏକ ହୋଟେଲରୁ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଜବତ ହୋଇଛି । ମୃତ ଯୁବକ ଜଣକ ହେଲେ ଦୁର୍ଗାପ୍ରସାଦ ମିଶ୍ର। ଖଣ୍ଡଗିରି ଜାଗମରାସ୍ଥିତ ଏକ ହୋଟେଲରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପ୍ରେମିକା ବାଥରୁମ୍ରେ ଥିବା ବେଳେ ତାଙ୍କ…
Archives


