ଆଇନ ଅମାନ୍ୟ ଆନ୍ଦୋଳନ କରିବ ଭାଜପା
ଭୁବନେଶ୍ୱର, ୧।୧୨ (ବନ୍ଦନା ସେଠୀ):ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍ ଡମ୍ଫିଂୟାର୍ଡକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ଦାବିରେ ଭାଜପା ପକ୍ଷରୁ ଜାରି ରହିଥିବା ସତ୍ୟାଗ୍ରହ ଗୁରୁବାର ୩ୟ ଦିନରେ ପହଞ୍ଚତ୍ଛି। ସହରରେ ଆବର୍ଜନା ଗଦା ହେଉଥିବାବେଳେ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହେଉଛି। ମାତ୍ର…
ପେନ୍ସନ୍ ପାଇଁ ସରକାରୀ କାର୍ଯ୍ୟାଳୟ ଯିବାକୁ ପଡ଼ିବନି
ଭୁବନେଶ୍ୱର,୧।୧୨(ବନ୍ଦନା ସେଠୀ):ବିଏମ୍ସି ଅବସରପ୍ରାପ୍ତ କର୍ମଚାରୀଙ୍କ ଦୀର୍ଘଦିନର ଆଶା ପୂରଣ ହେବାକୁ ଯାଉଛି। ଏଣିକି ଅବସର ପରେ ପେନ୍ସନ୍ ପାଇବା ପାଇଁ ବିଏମ୍ସି ଅବସରପ୍ରାପ୍ତ କର୍ମଚାରୀଙ୍କୁ ସରକାରୀ କାର୍ଯ୍ୟାଳୟକୁ ଦୌଡିବାକୁ ପଡ଼ିିବ ନାହିଁ। ଲୋକାଲ୍ ଫଣ୍ଡ ଅଡିଟର ପେନ୍ସନ୍ ପ୍ରୋସିଡିଂ କରି ବିଏମ୍ସି…
ପାଠପଢ଼ିବା ସହ ଉଦ୍ୟୋଗୀ ହେବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ଦେଲେ ଆହ୍ୱାନ କେନ୍ଦ୍ର ଶିକ୍ଷାମନ୍ତ୍ରୀ
ରାଉରକେଲା,୩୦।୧୧: ଛାତ୍ରଛାତ୍ରୀମାନେ ପାଠପଢ଼ିବା ସହ ଉଦ୍ୟୋଗୀ ହେବା ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ୱାନ ଦେଇଛନ୍ତି । ରାଉରକେଲାର ଏନ୍ଆଇଟି ପରିସରରେ ୬ଟି ଭିତ୍ତିଭୂମି ପ୍ରକଳ୍ପର ଲୋକାର୍ପଣ କରିବା ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି…
ମାର୍ଗଶୀର ପ୍ରଥମ ଗୁରୁବାରରେ ନବରଙ୍ଗପୁରକୁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୩୦।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ…
୪ ତାରିଖରେ ଉପକୂଳ ଛୁଇଁବ ସମ୍ଭାବ୍ୟ ବାତ୍ୟା! ଜାଣନ୍ତୁ ଓଡ଼ିଶା ଉପରେ କ’ଣ ରହିବ ପ୍ରଭାବ
ଭୁବନେଶ୍ୱର,୩୦।୧୧: ଆସୁଛି ବାତ୍ୟା ବଢୁଛି ଭୟ। ଆସନ୍ତା ସପ୍ତାହରେ ପୁଣି ଭାରତୀୟ ଉପକୂକଳ ଛୁଇଁବ ବାତ୍ୟା। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ-ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ…
ଜଙ୍ଗଲୀ ଫଳ ଖାଇ ୧୨ ଶିଶୁ ଗୁରୁତର
ମାଲକାନଗିର,୩୦।୧୧: (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦର ବ୍ଲକ ଝରାପାଲ୍ଲୀ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତେଲିମେଟା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗାଁର ୧୨ଜଣ ଶିଶୁ ଜଙ୍ଗଲୀ ଜଡା ଫଳ ଖାଇ ଗୁରୁତର ହୋଇଯାଇଛନ୍ତି ା ଗୁରୁତର ଶିଶୁଙ୍କୁ ଜିଲ୍ଲା…
ଭିଜିଲାନ୍ସ ଜାଲରେ ଭୁବନେଶ୍ୱର RWS&Sର କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ
ଭୁବନେଶ୍ୱର,୩୦ା୧୧: ଭିଜିଲାନ୍ସ ଜାଲରେ ଫସିଲେ ଭୁବନେଶ୍ୱର RWS&Sର କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ଟିମ୍ ଏକକାଳୀନ ୫ଟି ସ୍ଥାନରେ ରେଡ୍ କରିଛନ୍ତି। ଭୁବନେଶ୍ୱର ଜାଗମରା ସ୍ଥିତ ଘରେ ରେଡ୍ ପାଇଁ…
ଜି ଉଦୟଗିରି ଏନଏସି ଉପ ନିର୍ବାଚନରେ ବିଜେଡି ପ୍ରାର୍ଥୀନୀ ବିଜୟୀ
ଜି ଉଦୟଗିରି, ୩୦।୧୧(ଶିଶିର ପଟ୍ଟନାୟକ ) ଜି ଉଦୟଗିରି ଏନଏସି ଅଧ୍ୟକ୍ଷ ଉପ ନିର୍ବାଚନରେ ଗୁରୁବାର ଭୋଟ ଗଣତି ଫଳାଫଳ ଘୋଷଣା ହୋଇଛି । ନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀନୀ ବିଜୟୀ ହୋଇଥିବା ନିର୍ବାଚନ ଅଧିକାରୀ ରଞ୍ଜନ କୁମାର ସାହୁ…
ଟାଟା ପାୱାରର ଦାୟିତ୍ୱହୀନତା : ବିଦ୍ୟୁତ ଆଘାତରେ ବ୍ୟବସାୟୀ ଆହତ
ପୁରୁଷୋତ୍ତମପୁର,୩୦।୧୧(ସିମାଞ୍ଚଳ ମିଶ୍ର) ଟାଟାପାୱାର ବିଦ୍ୟୁତ ବିତରଣ ଦାୟିତ୍ୱ ନେବାପରଠାରୁ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଲାଗିରହିଛ। ବିଦ୍ୟୁତ ମରାମତି ନାମରେ ଟାଟାପାୱାର ଦିନତମାମ ଲାଇନ କାଟି ଲୋକଙ୍କୁ ହନ୍ତସନ୍ତ କରିବାରେ ଲାଗିଥିବା ବେଳେ ମରାମତିର କୌଣସି ନା…
ତୁଟୁନି ଟୋକନ ସମସ୍ୟା, ବଢୁଛି ଅସନ୍ତୋଷ
ବରଗଡ଼,୩୦।୧୧(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ବୁଧବାର ୯ଦିନ ପୂରିଛି। ତେବେ ଅନ୍ୟ ଥର ଭଳି ଏଥର ମଧ୍ୟ ଜିଲାର ଅନେକ ଚାଷୀ ଟୋକନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଛନ୍ତି। ଧାନ ଅମଳ ସାରିଥିଲେ ସୁଦ୍ଧା ମିଳିଥିବା ଟୋକନରେ…
ସଜେଇ ହେଉଛି ମୁକ୍ତାକାଶ ରଙ୍ଗମଞ୍ଚ
କୋଣାର୍କ, ୩୦ା୧୧(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ୩୪ତମ କୋଣାର୍କ ଉତ୍ସବ ଏବଂ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବେଳାଭୂମିରେ ବିଶିଷ୍ଟ ବାଲୁକା ଶିଳ୍ପୀମାନଙ୍କୁ ନେଇ ୧୩ତମ ଅନ୍ତର୍ଜାତୀୟ…
ବାଲିଯାତ୍ରାରେ ‘ଜୀ ସାର୍ଥକ’ କଳାକାରଙ୍କୁ ଭେଟିବେ ଦର୍ଶକ
ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରାରେ ଘରୋଇ ମନୋରଞ୍ଜନ ଚ୍ୟାନେଲ ‘ଜୀ ସାର୍ଥକ’ ପକ୍ଷରୁ ଏକ ଷ୍ଟଲ ଖୋଲାଯାଇଛି। ଏହି ଷ୍ଟଲରେ ଜୀ ସାର୍ଥକ ଦର୍ଶକଙ୍କ ଭରପୁର ମନୋରଞ୍ଜନ କରିବା ସହ ଛୋଟ ଛୋଟ ପ୍ରତିଯୋଗିତା ମାଧ୍ୟମରେ ଆକର୍ଷଣୀୟ ପୁରସ୍କାର ମଧ୍ୟ…

