Odisha Elections 2024

ରାଜ୍ୟ

ଛତିଶଗଡ଼ ସୀମାନ୍ତ ଗ୍ରାମରେ ହେବ ଓଡ଼ିଶା ସରକାରଙ୍କ କ୍ୟାମ୍ପ

ପଦ୍ମପୁର,୬।୩: ଛତିଶଗଡ଼ ସୀମାନ୍ତବର୍ତ୍ତୀ ବରଗଡ଼ ଜିଲା ଚରଦାପାଲ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଶନିବାର ଗସ୍ତ କରିଥିଲେ। ଏହି ସମୟରେ ସେ ଗ୍ରାମବାସୀଙ୍କଠାରୁ ସୁବିଧା ଅସୁବିଧା, ସରକାରୀ ଯୋଜନାର ରୂପାୟନ ଉପରେ ପଚାରି ବୁଝିଥିଲେ । ଜିଲାପାଳ...

କୁକୁର ମୁହଁରେ ଶିଶୁକନ୍ୟା

ଭାପୁର, ୬।୩: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମ ତେଲି ସାହିରେ ଶନିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗାଁ ଦାଣ୍ଡରେ ବୁଲୁଥିବା ଏକ କୁକୁର ଶିଶୁକନ୍ୟାର ମୁଣ୍ଡ ନ ଥିବା ମୃତଦେହକୁ ଦାନ୍ତରେ କାମୁଡ଼ି...

ହାତୀ ରହୁଥିବା ଜଙ୍ଗଲରେ ନିଆଁ

ଯୋଡ଼ା,୬।୩: କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳ ଅଧୀନ ଯୋଡ଼ା ଫରେଷ୍ଟ ସେକ୍ସନର ବୈତରଣୀ ସଂରକ୍ଷିତ ଝରଣ ଜଙ୍ଗଲରେ ନିଆଁ ଲାଗି ବନାଞ୍ଚଳ ନଷ୍ଟ ହୋଇଯାଇଛି। ଯୋଡ଼ା ସହରର ଦକ୍ଷିଣ-ପୂର୍ବ ଦିଗରେ ଥିବା ମନମରା-ଝରଣ ଜଙ୍ଗଲରେ ଶନିବାର ଧୂଆଁ ଉଠୁଥିବାର ଦେଖି...

କେନ୍ଦୁପତ୍ର ଗୋଛା କାଟିବା ବେଳେ ମାଡ଼ି ଆସିିଲା ମୃତ୍ୟୁ

ନାକଟିଦେଉଳ, ୬ା୩: ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ବାଟଗାଁ ଫରେଷ୍ଟ ସେକ୍ସନର ବସାଲୋଇ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଞ୍ଚତ୍ ବାଦୀ (୫୮)। ସୂଚନା ଅନୁସାରେ ବିରଞ୍ଚତ୍ ଶୁକ୍ରବାର ଘରଠାରୁ ପ୍ରାୟ ୧...

ରାଜ୍ୟ କ୍ୟାବିନେଟରେ ୧୬ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୬।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ, ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ରାଜସ୍ବ ଓ ବିପର୍ଯ୍ୟୟ...

ଶିମିଳିପାଳରେ ଅଣାୟତ୍ତ ହେଲା ନିଆଁ, ଚିନ୍ତାରେ ପରିବେଶବିତ୍‌

ବାରିପଦା ଅଫିସ,୬।୩: ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହୋଇଥିବା ବେଳେ ଦିନକୁ ଦିନ ଏହା ବ୍ୟାପିବାରେ ଲାଗିଛି। ନାସା ପକ୍ଷରୁ ପ୍ରଦତ୍ତ ରିପୋର୍ଟ ଅନୁଯାୟୀ, ଶିମିଳିପାଳ କୋର୍‌ ଓ ବୋଫର ଅଞ୍ଚଳରେ ପ୍ରାୟ ୧୧୨ରୁ ଊର୍ଦ୍ଧ୍ୱ ସ୍ଥାନରେ ନିଆଁ...

ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ବିଏସ୍‌ଏଫ୍‌ ଯବାନ

କୋରାପୁଟ,୬।୩(ସ୍ବ.ପ୍ର.): କୋରାପୁଟ ଜିଲାର ଜଲାପୁଟସ୍ଥିତ ବିଏସ୍‌ଏଫ୍‌ ୧୫ ବାଟାଲିଅନରେ କାର୍ଯ୍ୟରତ ଯବାନ ଶନିବାର ନିଜ ସର୍ଭିସ ବନ୍ଧୁକରୁ ଗୁଳିଫୁଟାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯବାନଙ୍କ ନାମ ହେଲା ଇନ୍ଦ୍ର ସିଂହ। ତାଙ୍କ ଘର ରାଜସ୍ଥାନ ବୋଲି ଜଣାପଡ଼ିଛି। ମିଳିଥିବା...

ଆଜି ଭୁବନେଶ୍ୱରରୁ ୬ ଆକ୍ରାନ୍ତ ଚିହ୍ନଟ: ୫ ସୁସ୍ଥ

ଭୁବନେଶ୍ୱର,୬।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୨ ଲୋକାଲ କେସ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।...

ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ହେଲେ ୨ ଝିଅ

ବାଲେଶ୍ୱର ଅଫିସ, ୬।୩: ବାଲେଶ୍ୱର ଜିଲା ସୋରର କସ୍ତୁରବା କନ୍ୟାଶ୍ରମରୁ ଚମ୍ପଟ ହୋଇଥିବା ୨ ଝିଅଙ୍କୁ ଶନିବାର ଉଦ୍ଧାର କରାଯାଇଛି। ଉକ୍ତ ୨ ଝିଅ ବାଲେଶ୍ବର ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ହୋଇଛନ୍ତି। ଉଭୟ ବସଷ୍ଟାଣ୍ଡ ପାଖରେ ବସି କାନ୍ଦୁଥିବାର ସ୍ଥାନୀୟ ଲୋକେ...

ରାଜ୍ୟରେ ୫୪ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ଶନିବାର ୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ...

ରାଜଧାନୀ ସିଆର୍‌ପି ଛକରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର, ୬।୩(ବ୍ୟୁରୋ): ଦିନ ଦ୍ୱିପ୍ରହରରେ ରାଜଧାନୀ ରାଜରାସ୍ତାରେ ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସିଆର୍‌ପିଏଫ୍‌ ଛକରେ ଘଟିଛି ଏହି ହତ୍ୟାକାଣ୍ଡ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି। ଖବର ଅନୁଯାୟୀ, ଭୁବନେଶ୍ୱର...

ପୂଜା ଭୋଗ ଖାଇ ୪୦ରୁ ଊର୍ଦ୍ଧ୍ୱ ଅସୁସ୍ଥ: ଡାକ୍ତରଖାନାରେ ଭର୍ତ୍ତି

ବସ୍ତା, ୬। ୩(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ରଘୁନାଥପୁର ପଞ୍ଚାୟତ ଗିଲାଯୋଡି ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ଭଗବତୀ ପୂଜାର ପ୍ରସାଦ ଖାଇ ୪୦ ରୁ ଉର୍ଦ୍ଧ୍ୱ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ହସ୍ପିଟାଲରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri