ସ୍ତ୍ରୀଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ସ୍ବାମୀ
ସବ୍ଡେଗା,୨୨ା୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ସବ୍ଡେଗା ବ୍ଲକ ଡମକୁଡ଼ା ଗ୍ରାମର ଗାନ୍ଧୀପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ତ୍ରୀ ରେଶମା ଡନସନା(୨୦)ଙ୍କ ମୁହଁରେ ତକିଆ ପକାଇ ହତ୍ୟା କଲା ପରେ ସ୍ବାମୀ ହେମନ୍ତ ଡନସନା(୨୭) ଦୁଇଦିନ ପରେ ନିଜ ଘରେ ବେକରେ ଗାମୁଛା…
ମହଙ୍ଗା ପଡ଼ିଲା ଦଳ ବିରୋଧୀ ମନ୍ତବ୍ୟ
ବନ୍ତ,୨୨ା୩(ଡି.ଏନ୍.ଏ.): ଦଳ ବିରୋଧୀ ମନ୍ତବ୍ୟ ମହଙ୍ଗା ପଡ଼ିଲା। ଦଳରୁ ବିଦା ହେଲେ ବିଜେଡିର ୩ ବରିଷ୍ଠ ନେତା। ଭଦ୍ରକ ଜିଲା ବନ୍ତ ବ୍ଲକ ବିଜେଡିର ବରିଷ୍ଠ ନେତା ପ୍ରାଧ୍ୟାପକ ଡ. ସୁଧାଂଶୁ ନାୟକ, ପୂର୍ବତନ ବ୍ଲକ ଅଧ୍ୟକ୍ଷା ରେବତୀ ନାୟକ ଓ…
ଗୃହ, ସାଧାରଣ ପ୍ରଶାସନ ବିଭାଗ ଖର୍ଚ୍ଚଦାବି ପାରିତ
ଭୁବନେଶ୍ୱର,୨୨।୩(ବ୍ୟୁରୋ): ବିଧାନସଭାରେ ଗୃହ ବିଭାଗ ଓ ସାଧାରଣ ପ୍ରଶାସନ ବିଭାଗର ଖର୍ଚ୍ଚଦାବି ପାରିତ ହୋଇଛି। ଏହି ୨ ବିଭାଗ ଖର୍ଚ୍ଚଦାବି ଉପରେ ଦିନତମାମ ଆଲୋଚନା ହେବା ପରେ ମଙ୍ଗଳବାର ଅପରାହ୍ନରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଗୃହ ବିଭାଗର ୭,୧୦୩ କୋଟି…
ଚାଉଳକୁ ନେଇ ବିଧାନସଭାରେ ଶାସକ ଦଳର ହଙ୍ଗାମା
ଭୁବନେଶ୍ୱର,୨୨।୩(ବ୍ୟୁରୋ): କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ମୁଣ୍ଡ ପିଛା ୫ କେଜି ଚାଉଳ ବନ୍ଦ କରିବା ପ୍ରସଙ୍ଗକୁ ନେଇ ଶାସକ ଦଳ ବିରୋଧୀ ଭାଜପାକୁ ଜୋରଦାର ଆକ୍ରମଣ କରିଛି। ବ୍ୟାନର ଧରି ବିଜେଡି ସଦସ୍ୟମାନେ ବିଧାନସଭାରେ ପ୍ରତିବାଦ କରିବା…
ଆଇନଶୃଙ୍ଖଳା ନ ଥିଲେ ପୁଞ୍ଜିନିବେଶକାରୀ ଆସନ୍ତେନି
ଭୁବନେଶ୍ୱର,୨୨।୩(ବ୍ୟୁରୋ): ବିରୋଧୀ ଅଭିଯୋଗ ଆଣୁଛନ୍ତି ଯେ ଓଡ଼ିଶାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରାଜ୍ୟ ଆଇନବିହୀନ ହୋଇଯାଇଛି। ଯଦି ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ ନ ଥାଆନ୍ତା ତେବେ ରାଜ୍ୟକୁ ପୁଞ୍ଜିନିବେଶ ଆସନ୍ତା ନାହିଁ। ସମଗ୍ର ଦେଶରେ ଓଡ଼ିଶା ଏକ ବୃହତ୍ ପୁଞ୍ଜିନିବେଶକାରୀ ରାଜ୍ୟରେ…
‘ପୋଲିସକୁ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଛି’
ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜ୍ୟରେ ଆଇନର ଶାସନ ନାହିଁ। ପୋଲିସ ନିରପେକ୍ଷ ଭାବେ କାର୍ଯ୍ୟ କରିପାରୁ ନାହିଁ। ଓଡ଼ିଶାରେ ପୋଲିସରାଜ୍ ଚାଲିଛି। ହତ୍ୟା, ଲୁଣ୍ଠନ, ଚୋରି, ଡକାୟତି, ବଳାତ୍କାର ବଢ଼ିଚାଲିଛି। ଜନସଂଖ୍ୟା ତୁଳନାରେ ପୋଲିସ କର୍ମଚାରୀଙ୍କ ସଂଖ୍ୟା କମ୍ ରହିଛି। ପୋଲିସ ଆଧୁନିକୀକରଣ ପାଇଁ…
ଆସୁଛି ଆଉ ଏକ ପଶ୍ଚିମା ଝଡ଼
ଭୁବନେଶ୍ୱର,୨୨।୩(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଲାଗି ରହିଛି। ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସହ ଝଡ଼ପବନ ଓ ବିଜୁଳି ଘଡ଼ଘଡ଼ି ହୋଇଛି। ମଙ୍ଗଳବାର ଭୁବନେଶ୍ୱରରେ ସର୍ବାଧିକ ୧୯.୨ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସେହିପରି ଖୋର୍ଦ୍ଧାରେ ୧୫,…
ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ ମମତା ବାନାର୍ଜୀ
ପୁରୀ ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ୩ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ସଡ଼କ ପଥରେ ପୁରୀ ଗସ୍ତ କରିଛନ୍ତି। ସେଠାରେ ୨ଦିନ ଅବସ୍ଥାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏହା ପରେ…
ସରକାରୀ ସୁବିଧା ପାଇଁ ଗର୍ଭବତୀ ନାଟକ
ମାଲକାନଗିରି,୨୨ା୩(ଡି.ଏନ୍.ଏ.): ସରକାରୀ ସୁବିଧା ପାଇବା ପାଇଁ ଗର୍ଭବତୀ ହେବା ନାଟକ କରାଯାଇଛି। ଏଭଳି ଘଟଣା ମାଲାକନଗିରି ଜିଲା ମାଥିଲି ଅଞ୍ଚଳରେ ଘଟିଛି। ମାଥିଲି ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳାଙ୍କ କୋଳରୁ ଶିଶୁ ଗାଏବ ଘଟଣାର ତଦନ୍ତରୁ ଏହି ନାଟକ ଧରାପଡ଼ିଛି। ମହିଳାଙ୍କ ଅଭିଯୋଗ…
ଡିଜେ ଆଜେକ୍ସଙ୍କ ପ୍ରେମିକାଙ୍କୁ ଏକ ଘଣ୍ଟା ଜେରା
ଭୁବନେଶ୍ୱର,୨୧।୩(ବ୍ୟୁରୋ): ବହୁ ଚର୍ଚ୍ଚିତ ଡିଜେ ଆଜେକ୍ସଙ୍କ ମୃତ୍ୟୁ ଘଟଣାରେ ପୋଲିସ ମଙ୍ଗଳବାର ତାଙ୍କ ପ୍ରେମିକାଙ୍କୁ ଜେରା କରିଛି। ଖାରବେଳନଗର ଥାନା ପୋଲିସ ପ୍ରାୟ ଏକ ଘଣ୍ଟା ଧରି ଜେରା କରି ବୟାନ ରେକର୍ଡ କରିଛି। ତାଙ୍କ ମୋବାଇଲ ମଧ୍ୟ ଜବତକରାଯାଇଛି। ପୋଲିସ…
ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ସ୍ବତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ବରରେ ପହଞ୍ଚିବା ପରେ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି। ପୁରୀରେ ଥିବା ନିର୍ମାଣ ନିବାସରେ ମମତାଙ୍କ ରହଣି ବ୍ୟବସ୍ଥା କରାଯାଇଛି । ବୁଧବାର…
ପୁଣି କୁଆପଥର ବର୍ଷା: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ
ଭୁବନେଶ୍ବର,୨୧।୩(ବ୍ୟୁରୋ): ରାଜ୍ୟର ୧୨ ଜିଲାକୁ କୁଆପଥର ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ, କୁଆପଥର ବର୍ଷା ଏବଂ ୩୦ ରୁ ୪୦ କିମି ବେଗରେ ପବନ…
Archives


