ରାଜ୍ୟ

ଫି’ ହ୍ରାସ ନିର୍ଦ୍ଦେଶ ନ ମାନିଲେ ସ୍କୁଲ ସ୍ବୀକୃତି ପ୍ରତ୍ୟାହାର ହେଉ

କଟକ ଅଫିସ, ୩ା୨: କରୋନା ମହାମାରୀରେ ଆର୍ଥିକ ସମସ୍ୟାକୁ ନେଇ ବେସରକାରୀ ସ୍କୁଲରେ ଫି’ ଆଦାୟକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ପୂର୍ବରୁ ହୋଇଥିବା ଏମ୍‌ଓୟୁ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିସାରିଛନ୍ତି। ହେଲେ କଟକରେ ବେସରକାରୀ...

ଆଜିଠୁ ଝଲସିବ ଭୁବନେଶ୍ୱର-ପୁରୀ ବାଇପାସ୍‌ ରାସ୍ତା

ଭୁବନେଶ୍ୱର,୩ା୨(ବ୍ୟୁରୋ): ଭୁବନେଶ୍ୱର-ପୁରୀ ବାଇପାସ ରାସ୍ତା ବୁଧବାରଠାରୁ ଝଲସିବ । ହାଇଟେକ୍‌ ଛକରୁ ଦୟା ବ୍ରିଜ୍‌ ପର୍ଯ୍ୟନ୍ତ ୧୨ କି.ମି. ରାସ୍ତା ଆଲୋକିତ ହେବ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସମସ୍ତ କାର୍ଯ୍ୟ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ...

ଆରମ୍ଭ ହେଲା ଡିଜିଟାଲ ଠିକଣା ସର୍ଭେ

ଭୁବନେଶ୍ୱର,୩ା୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ ଘର ଖୋଜିବାକୁ ଆଉ ଅସୁବିଧା ହେବ ନାହିଁ। ବିଏମ୍‌ସି ମଙ୍ଗଳବାରଠାରୁ ଜିଓ ଟ୍ୟାଗ ସ୍ମାର୍ଟ ଆଡ୍ରେସ୍‌ ପ୍ରଦାନ ଆରମ୍ଭ କରିଛି। ନୂତନ ଭାବେ ଆରମ୍ଭ କରାଯାଇଥିବା ଡିଜିଟାଲ ଡୋର ନମ୍ବରିଂ ବ୍ୟବସ୍ଥା ସହରବାସୀଙ୍କ...

ଋଷିକୁଲ୍ୟା ମୁହାଣରେ ବିଦେଶୀ ପକ୍ଷୀ

ଗଞ୍ଜାମ,୩ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଣରେ ସମ୍ପ୍ରତି ବିଦେଶୀ ପକ୍ଷୀମାନଙ୍କ କଳରବ ଦେଖିବାକୁ ମିଳିଛି। ବିଦେଶୀ ପକ୍ଷୀମାନଙ୍କ ମଧ୍ୟରେ ଶହ ଶହ ସଂଖ୍ୟାରେ ମଙ୍ଗୋଲିଆ ପକ୍ଷୀ ସ୍ଥାନୀୟ ଅଞ୍ଚଳବାସୀ ଓ ପର୍ଯ୍ୟଟକଙ୍କୁ ବିମୋହିତ କରୁଛନ୍ତି। ମଙ୍ଗୋଲିଆ ଓ ମ୍ୟାନ୍‌ମାର ଅଞ୍ଚଳରେ...

ପ୍ରତି ମଣ୍ଡିରେ ସିସିଟିଭି ଲଗାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୩।୨(ବ୍ୟୁରୋ): ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୬ର ନବମ ବୈଠକ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟର କୃଷକମାନଙ୍କ ଧାନ ବିକ୍ରିଜନିତ ସମସ୍ୟା ଉପରେ ମୁଖ୍ୟତଃ ଆଲୋଚନା ହୋଇଥିଲା। ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା...

ବିଧାନସଭା ପ୍ରବେଶ ପାଇଁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ ନୁହେଁ: ବାଚସ୍ପତି

ଭୁବନେଶ୍ୱର,୩ା୨(ବ୍ୟୁରୋ): ଆସନ୍ତା ୧୮ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ତେବେ ଚଳିତ ଅଧିବେଶନ ପାଇଁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ ହେବ ନାହିଁ। ଏହା ବାଧ୍ୟତାମୂଳକ ହୋଇ ନ ଥିଲେ ମଧ୍ୟ ପ୍ରବେଶ କଲାବେଳେ ଥଣ୍ଡା, କାଶ, ଜ୍ୱର...

ଅନିଶ୍ଚିତତାରେ ସୁବର୍ଣ୍ଣରେଖା ବନ୍ଦର

ଭୋଗରାଇ,୩ା୨: ରାଜସ୍ବ ବିଭାଗ ପକ୍ଷରୁ ଜମି ଅଧିଗ୍ରହଣରେ ବିଳମ୍ବ ଓ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ପ୍ରସ୍ତାବିତ ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀଭିତ୍ତିକ ବନ୍ଦର ପ୍ରକଳ୍ପର ଭାଗ୍ୟ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି। ୧୪ ବର୍ଷ ପୂର୍ବେ ଏହି ବନ୍ଦର...

ପୋଲିସକୁ ଡେମୋ ଦେଖାଇଲେ ରାକେଶ

ଯାଜପୁର ଅଫିସ/ ରସୁଲପୁର(ଡି.ଏନ୍‌.ଏ.),୩ା୨: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୧)ଙ୍କ ମୃତ୍ୟୁ ଘଟଣାରେ ଗିରଫ ରାକେଶ କୁମାର ସ୍ବାଇଁଙ୍କୁ ପୋଲିସ ୩ ଦିନିଆ ରିମାଣ୍ଡରେ ଆଣିଛି। ମଙ୍ଗଳବାର ରିମାଣ୍ଡର ପ୍ରଥମ ଦିନରୁ ପୋଲିସ ଜୋରଦାର ଜେରା ଆରମ୍ଭ...

ପାରାଦୀପ-ବଡ଼ବିଲ ୮ ଲେନ୍‌ ରାସ୍ତା ହେବ

ଭୁବନେଶ୍ୱର,୩ା୨(ବ୍ୟୁରୋ): ପାରାଦୀପ-ବଡ଼ବିଲ ମଧ୍ୟରେ ନିର୍ମାଣ ହେବ ଅର୍ଥନୈତିକ କରିଡର। ଏହି ରାସ୍ତାକୁ ୮ ଲେନ୍‌ ବିଶିଷ୍ଟ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ୍‌କରୀଙ୍କ ସହ ଭିଡିଓ କନ୍‌ଫରେନ୍ସରେ ଏ ନେଇ...

ଅଣଧାନ ଫସଲକୁ ଅଣଦେଖା

ଭୁବନେଶ୍ୱର,୩ା୨(ବ୍ୟୁରୋ): ଚାଷୀଙ୍କଠାରୁ ଆରମ୍ଭ କରି ସରକାରୀ କଳ ଯାଏ ସମସ୍ତେ କେବଳ ଧାନ ଚାଷ ପଛରେ ଗୋଡ଼ାଇଛନ୍ତି। ରାଜ୍ୟରେ ଧାନ ଉତ୍ପାଦନ ବଢ଼ି ଚାଲିଥିବା ବେଳେ ଅଣଧାନ ଫସଲ ଚୁଲିିକି ଗଲାଣି। ଆଳୁ, ପିଆଜ, ଡାଲି, ତୈଳବୀଜ ଆଦି ପାଇଁ...

ନେତାଜୀ ବସ୍‌ ଟର୍ମିନାଲ ନିର୍ମାଣରେ ସ୍ଥଗିତାଦେଶ

କଟକ ଅଫିସ୍‌, ୩।୨: କଟକ ଖାନ୍‌ନଗରଠାରେ ନିର୍ମାଣ ହେବାକୁ ଥିବା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ୍‌ ପ୍ରକଳ୍ପ ନିର୍ମାଣରେ ଲାଗିଛି ରୋକ୍‌। ପ୍ରସ୍ତାବିତ ୧୨ଏକର ପରିମିତ ବସ୍‌ ଟର୍ମିନାଲ ପ୍ରକଳ୍ପ ମଧ୍ୟରେ ଥିବା କାଳୀ ମନ୍ଦିରକୁ ନ ଭାଙ୍ଗିବା ପାଇଁ ମଙ୍ଗଳବାର...

ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା କାର୍ଯ୍ୟସୂଚୀ ଘୋଷିତ

ଭୁବନେଶ୍ୱର, ୩।୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ପରୀକ୍ଷା ମେ’ ୪ତାରିଖରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ମଙ୍ଗଳବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ସିବିଏସ୍‌ଇ ଦଶମ ପରୀକ୍ଷା ମେ ୪ରୁ ଜୁନ୍‌ ୭ତାରିଖ ପର୍ଯ୍ୟନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri