ରାଜ୍ୟ

ପଣବନ୍ଦୀ ଓଡ଼ିଆ ନାବିକ ସୁଦୀପ ଉଦ୍ଧାର

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ନାଇଜେରିଆରେ ପଣବନ୍ଦୀ ଥିବା ଓଡ଼ିଆ ନାବିକ ସୁଦୀପ ଚୌଧୁରୀଙ୍କୁ ଉଦ୍ଧାର କରାଯାଇଛି। ସୁଦୀପଙ୍କ ସହ ସମସ୍ତ ୪ ଭାରତୀୟଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ଏ ନେଇ ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ଟ୍ବିଟ ଯୋଗେ ସୂଚନା...

ଜୁଲାଇ ସୁଦ୍ଧା ନିଲାମ ହେବ ୫ରୁ ୧୦ ଖଣି: ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ସୁଦ୍ଧା ୫ରୁ ୧୦ ଖଣି ନିଲାମ କରାଯିବ ବୋଲି ଶନିବାର ସୂଚନା ଦେଇଛନ୍ତି ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ। ୨୦୨୦ ସୁଦ୍ଧା ୨୪ ଖଣି ବନ୍ଦ ହେବାର ଅଛି। ଶିଳ୍ପସଂସ୍ଥାକୁ ଯେପରି କଞ୍ଚାମାଲ ଅଭାବ ନ ପଡ଼ିବ,...

ଓଡ଼ିଶା ଫେରିବେ ଜଗା-କାଳିଆ

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଦୁଇଭାଇ ଜଗା, କାଳିଆ ଖୁବ୍‌ଶୀଘ୍ର ଓଡ଼ିଶା ଫେରିବେ। ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଶନିବାର ଏଭଳି ସୂଚନା ଦେଇଛନ୍ତି ଏନ୍‌ଏଚ୍‌ଏମ୍‌ ଏମ୍‌ଡି ଶାଳିନୀ ପଣ୍ଡିତ। ଜଗା-କାଳିଆଙ୍କ ଓଡ଼ିଶା ଫେରିବା ସମ୍ପର୍କରେ ଏମ୍‌ସ...

ମିଳିଲାନି ମହାପ୍ରୟାଣ ଗାଡ଼ି, ଖଟିଆରେ ବୁହା ହେଲା ମୃତଦେହ: ତଳିଆ କର୍ମଚାରୀ ସସ୍‌ପେଣ୍ଡ; ଇନ୍‌ଚାର୍ଜ, କାର୍ଯ୍ୟରତ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୨୯।୬(ଡି.ଏନ୍‌.ଏ.)- ମିଳିଲାନି ମହାପ୍ରୟାଣ ଗାଡ଼ି। ଖଟିଆରେ ବୁହାହେଲେ ରୋଗୀଙ୍କ ମୃତଦେହ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଠାରେ ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ସେ ହେଲେ ଶ୍ରାନିକେତା...

ଓଡ଼ିଆ ଆଇପିଏସ୍‌ ହେଲେ ତାମିଲନାଡ଼ୁ ଡିଜିପି

ଭୁବନେଶ୍ୱର, ୨୯ା୬(ବ୍ୟୁରୋ.): ଓଡ଼ିଆ ଆଇପିଏସ୍‌ ଅଫିସର ଜଳଦ କୁମାର ତ୍ରିପାଠୀଙ୍କୁ ତାମିଲନାଡ଼ୁର ଡିଜିପି ଭାବେ ନିଯୁକ୍ତ କରାଯାଇଛି। ଏହି ପଦବୀ ପାଇଁ ୬ ଜଣଙ୍କ ନାମ ୟୁପିଏସ୍‌ସି ପ୍ରସ୍ତୁତ କରିଥିଲା। ଶେଷରେ ରାଜ୍ୟର ଏହି ବରିଷ୍ଠ ଏବଂ ଜଣାଶୁଣା ଆଇପିଏସ୍‌...

ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ମୁଖ୍ୟ ସଚେତକ ହେଲେ ମୋହନ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କୁ ବିରୋଧୀ ଦଳ ଉପନେତା ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଭାଜପା ବିଧାୟକ ଦଳ ମୁଖ୍ୟ ସଚେତକ ଭାବେ ମୋହନ ଚରଣ ମାଝିଙ୍କୁ ଦାୟିତ୍ୱ ମିଳିଛି। ଏ ନେଇ ଶନିବାର ସୂଚନା ଦେଇଛନ୍ତି...

କେନ୍ଦ୍ରାପଡ଼ାକୁ ଗଡ଼ିଲା ଟ୍ରେନ୍‌ ଇଞ୍ଜିନ

କେନ୍ଦ୍ରାପଡ଼ା ଅଫିସ, ୨୯।୬: କେନ୍ଦ୍ରାପଡ଼ାକୁ ଗଡ଼ିଲା ଟ୍ରେନ୍‌ ଇଞ୍ଜିନ। ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଶନିବାର ଟ୍ରେନ୍‌ ଇଞ୍ଜିନ ଗଡ଼ିଛି। ପରୀକ୍ଷାମୂଳକ ଭାବେ ଇଞ୍ଜିନ ଡ୍ରାଇଭ କରାଯାଇଥିବା ସୂଚନା ମିଳିଛି। ତେବେ ୩୦ ତାରିଖ ଅର୍ଥାତ୍‌ ରବିବାରଠାରୁ ହରିଦାସପୁର- କେନ୍ଦ୍ରାପଡ଼ା ମଧ୍ୟରେ ଟ୍ରେନ୍‌...

ଜୋର୍‌ସୋରରେ ଚାଲିଛି ପୋଟଳ କାମ

ପୁରୀ ଅଫିସ, ୨୯ା୬: ଜୁଲାଇ ୪ରେ ଘୋଷଯାତ୍ରା। ଶ୍ରୀନଅର ସମ୍ମୁଖ ରଥଖଳାରେ ଆଗେଇ ଚାଲିଛି ରଥକାମ। ଗୁରୁବାର ତୃତୀୟ ଭୂଇଁ କାଠ ଉଠି ବଡ଼ ଥାଳି ପୋଟଳ ଉଠିଥିଲା। ତେରପରସ୍ତ ପୋଟଳ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶୁକ୍ରବାର ଦୁଆର...

ହାତୀ ପାଇଁ ହାତ ଟେକିଦେଲେ

ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ଚରମ ସୀମାରେ ପହଞ୍ଚତ୍ଛି। ସଂରକ୍ଷିତ ଜଙ୍ଗଲରେ ଖାଦ୍ୟାଭାବ, ଶିକାରୀ ଭୟ ଏବେ ହାତୀ ଭଳି ବିଶାଳକାୟ ଜନ୍ତୁକୁ ଜନବସତିମୁହଁା କରାଉଛି। ଫଳସ୍ବରୂପ ଏବେ ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେଲାଣି। ପ୍ରତିଦିନ ଜିଲାର କେଉଁଠି...

ମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧୀ, ଶାସକ: ବଳକା ଯଦି ବିଦ୍ୟୁତ୍‌ କାଟ୍‌ କାହିଁକି

ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ରାଜ୍ୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ହେଉଛି। ସାମାନ୍ୟ ପବନ ହେଲେ ମଧ୍ୟ ଗାଁ ଗଣ୍ଡାରେ ୨/୩ ଘଣ୍ଟା ଯାଏ ବିଦ୍ୟୁତ୍‌ ଉଭାନ ହୋଇଯାଉଛି। ବାତ୍ୟା ଫନୀରେ ଖୋର୍ଦ୍ଧା, ପୁରୀ ଜିଲାରେ ବିଦ୍ୟୁତ୍‌ ଭିତ୍ତିଭୂମି ଉଜୁଡି...

ରାଜ୍ୟ ସଭା ଉପନିର୍ବାଚନ: ଅଶ୍ୱିନୀ, ଅମର ଓ ସସ୍ମିତ୍‌ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ରାଜ୍ୟ ସଭାକୁ ଓଡ଼ିଶାର ୩ ଆସନ ପାଇଁ ସସ୍ମିତ ପାତ୍ର, ଅମର ପଟ୍ଟନାୟକ ଏବଂ ଅଶ୍ୱିନୀ ବୈଷ୍ଣବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ବିଜେଡି ସସ୍ମିତ ଏବଂ ଅମରଙ୍କୁ ପ୍ରାର୍ଥୀ କରିଥିବା ବେଳେ ଗୋଟିଏ ଆସନରେ ଭାଜପାକୁ ସମର୍ଥନ...

ମନୋଜ ଜେନା ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଭାଲୁ ଗିରଫ

ବ୍ରହ୍ମପୁର ଅଫିସ,୨୯ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ତଥା ମଦ ବ୍ୟବସାୟୀ ମନୋଜ ଜେନାଙ୍କୁ ଗୁଳିକରି ହତ୍ୟା ଘଟଣାରେ ବ୍ରହ୍ମପୁର ପୋଲିସ ଶୁକ୍ରବାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ା ସେ ହେଲେ ଆସିକାର ଭାଲୁ ଓରଫ...

ରାଜ୍ୟବାସୀଙ୍କ ଆଶା ଅନୁଯାୟୀ ବଜେଟ: ନବୀନ

ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ୨୦୧୯-୨୦ ବଜେଟ୍‌ ଉପସ୍ଥାପନା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟବାସୀଙ୍କ ଆଶା ଯାହା ଥିଲା, ତାହା ବଜେଟ୍‌ରେ ପ୍ରତିଫଳିତ ହୋଇଛି। ବଜେଟ୍‌ରେ କାଳିଆ ଯୋଜନାକୁ ବଢାଯିବା ସହ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଏଥିରେ ସାମିଲ କରାଯାଇଛି। ମହିଳାଙ୍କ...

୩୦ ମିନିଟରେ ସରିଲା ରଥଯାତ୍ରା ସମୀକ୍ଷା ବୈଠକ: ରଥଯାତ୍ରା ପାଇଁ ୩ଦିନ ନିଃଶୁଳ୍କ ରହିବ ଟୋଲ୍‌ ଗେଟ୍‌

ପୁରୀ ଅଫିସ, ୨୯ା୬: ରଥଯାତ୍ରା ଦେଖିବା ପାଇଁ ପୁରୀକୁ ଲକ୍ଷ ଲକ୍ଷ ଭକ୍ତ ଆସିବେ। ଶ୍ରଦ୍ଧାଳୁମାନଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା, ରହଣି ଓ ଯାତାୟାତ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର। ରଥଯାତ୍ରା ସମୟରେ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ପିପିଲିଠାରେ ଥିବା...

ବାର୍‌କୋଟରୁ କଲରାପତରିଆ ବାଘଛାଲ ଜବତ ଘଟଣା: ର଼୍ୟାକେଟର ଆଉ ୪ଜଣଙ୍କୁ ଗିରଫ କଲା ଏସ୍‌ଟିଏଫ୍‌

ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ଦେବଗଡ଼ ଜିଲା ବାର୍‌କୋଟ ଅଞ୍ଚଳରେ କଲରାପତରିଆ ବାଘଛାଲ ଚୋରା ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ଅଭିଯୋଗରେ ଆଉ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌)। ସେମାନେ ହେଲେ କେନ୍ଦୁଝର ଜିଲା ନୟାକୋଟ ଅଞ୍ଚଳର କାଳୀୟ...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କଲା ପାଇକ ସଙ୍ଗଠନ

ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ପୂର୍ବ ଭାରତ ସମୃଦ୍ଧ ହେଲେ ଭାରତ ସମୃଦ୍ଧ ହେବ। ହେଲେ ଓଡିଶାର ନେତୃତ୍ୱ ବିନା ପୂର୍ବ ଭାରତ ସମୃଦ୍ଧଶାଳୀ ହୋଇପାରିବ ନାହିଁ। ପୂର୍ବରୁ ଯେମିତି କଳିଙ୍ଗ ଯୁଦ୍ଧ ଓ ପାଇକ ବିଦ୍ରୋହର ନେତୃତ୍ୱ ଓଡ଼ିଶା ନେଇଥିଲା, ଏବେ...

ଉଦ୍‌ଘାଟନର ୫ ମାସ ପରେ ଅଲୋଡ଼ା:ଅରିଲ: ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ତାଲା

ବାରଙ୍ଗ,୨୯ା୬(ଡି.ଏନ୍‌.ଏ.): ରାମଦାସପୁର ଅରିଲଠାରେ ଚଳିତବର୍ଷ ପ୍ରଥମକରି ଆରମ୍ଭ ହୋଇଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ତାଲା ପଡିଥିବା ଦେଖିବାକୁ ମିଳିଛି। ବିଦ୍ୟାଳୟ ଉଦ୍‌ଘାଟନକୁ ୫ମାସ ବିତିଯାଇଥିଲେ ମଧ୍ୟ ଖୋଲି ପାରିନାହିଁ। ଫଳରେ ପିଲାମାନେ ଏହି ବିଦ୍ୟାଳୟରେ ନାମ ଲେଖାଇ ନିକଟସ୍ଥ ଗୋଡିସାହି...

ଡ୍ରାଇଭରଙ୍କୁ ମାଡ଼ ମାରିି ଟାଟା ମ୍ୟାଜିକ୍‌ ଲୁଟ୍‌ ଘଟଣା: ୧୪ ମାସ ପରେ ଗାଡ଼ି ଜବତ, ୨ ଗିରଫ

ବାଲିଅନ୍ତା,୨୯ା୬(ଡି.ଏନ୍‌.ଏ.): ୧୪ମାସ ତଳେ ବାଲିଅନ୍ତା ଥାନା ପାହାଳ ଫାଣ୍ଡି ଅଧୀନ ଅନନ୍ତପୁରସ୍ଥିତ ଏକ ମଦ ଦୋକାନ ସମ୍ମୁଖରୁ ଜଣେ ଡ୍ରାଇଭରଙ୍କୁ ଲୁହାରଡରେ ମାଡ଼ମାରି ଟାଟା ମ୍ୟାଜିକ ଲୁଟ ଘଟଣାର ପର୍ଦ୍ଦାଫାଶ କରିଛି ବାଲିଅନ୍ତା ପୋଲିସ। ଘଟଣାରେ ସମ୍ପୃକ୍ତି ଥିବା ଦୁଇଜଣଙ୍କୁ...