ରାଜ୍ୟ

ରାୟଗଡ଼ାରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୧୮୨ ପଞ୍ଚାୟତକୁ ଯୋଡ଼ିବ ୫୨ ବସ୍‌

ଭୁବନେଶ୍ୱର,୨୫ା୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାୟଗଡ଼ା ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଜିଲାରେ ୧୮୨ଟି ପଞ୍ଚାୟତକୁ ୫୨ଟି ବସ୍‌ ଚାଲିବ। ଏଥିପାଇଁ ୩୦୦ଟି ବସ୍‌ ଷ୍ଟପେଜ ମଧ୍ୟ କରାଯାଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ କାର୍ଯ୍ୟକ୍ରମ…

ତାରିଣୀ ଦର୍ଶନ ପାଇଁ ଆସୁଥିବା ପର୍ଯ୍ୟଟକଙ୍କ କାର୍‌କୁ ମୁହାଁମୁହିଁ ଧକ୍କାଦେଲା ଟ୍ରକ୍‌, ୬ ଗୁରୁତର

ପାଟଣା,୨୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ଧାନବେଣୀ ସ୍କୁଲ ନିକଟରେ ଶନିବାର ଅପରାହ୍ନରେ ଏକ କାର୍‌କୁ ଲୁବ୍ରିକାଣ୍ଟ୍‌ ବୋଝେଇ ଏକ ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୨ ପରିବାରର ୬…

ରାଜ୍ୟର ପ୍ରଥମ ଶିକ୍ଷାନୁଷ୍ଠାନ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା

ଭୁବନେଶ୍ୱର, ୨୫।୧୧: ରାଜ୍ୟର ପ୍ରଥମ ସରକାରୀ ଶିକ୍ଷାନୁଷ୍ଠାନ ଭାବେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ମିଳିଛି A++ ମାନ୍ୟତା। ନ୍ୟାସନାଲ ଆସ୍ସେସମେଣ୍ଟ ଆଣ୍ଡ ଆକ୍ରୀଡେସନ କାଉନ୍ସିଲ (ନାକ ଟିମ) ପରିଦର୍ଶନ ପରେ ରାଙ୍କ୍‌ରେ ଏହି ମାନ୍ୟତା ମିଳିଛି। ନଭେମ୍ବର ୨୦ ତାରିଖରେ ରେଭେନ୍ସା…

ସେଲ୍‌ଫି ନେବା ବେଳେ ଜଳପ୍ରପାତରେ ଖସିଗଲା ଛାତ୍ରଙ୍କ ଗୋଡ଼

ବଡ଼ବିଲ,୨୫ା୧୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଲାଣୀ ଥାନା ଅନ୍ତର୍ଗତ ପୁଣ୍ଡୁଲ ଜଳପ୍ରପାତରେ ଖସି ପଶ୍ଚିମବଙ୍ଗରୁ ଷ୍ଟଡିଟୁର୍‌ରେ ଆସିଥିବା ଦୁଇଜଣ ପର୍ଯ୍ୟଟକ ଛାତ୍ର ନଦୀରେ ବୁଡ଼ିଯାଇଥିବା ବେଳେ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ଅନ୍ୟ ଜଣେ ଛାତ୍ର ଦୁଇଦିନ ଧରି ନିଖୋଜ ରହିଥିଲେ। ଶନିବାର…

ମାଲକାନଗିରି ରାସ୍ତା ଦୁର୍ଘଟଣାରେ ୫ ଶ୍ରମିକ ମୃତ, ଅନୁକମ୍ପା ମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୫।୧୧: ଶନିବାର ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ଶ୍ରମିକ ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ…

ବଡ଼ ଓଷାରେ ମନ୍ଦିରରୁ ଫେରୁଥିଲେ ମହୁମାଛି କଲା ଆକ୍ରମଣ

ଭୁବନେଶ୍ବର,୨୫।୧୧: ବଡ଼ ଓଷାରେ ଢେଙ୍କାନାଳରେ ଏକ ଅଭାବନୀୟ ଘଟଣା ଘଟିଛି। ରାମେଶ୍ୱର ମନ୍ଦିରରୁ ପୂଜା କରି ଫେରିଲା ବେଳେ ମହୁମାଛି ଆକ୍ରମଣରେ ଗୋଟି ପରିବାରର ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନେ ହେଲେ ଜଗନ୍ନାଥପୁର ଗ୍ରାମପଞ୍ଚାୟତ…

୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ଓଡ଼ିଶା ମନ୍ଦିର ସେବାୟତ ସଂଘ

ଭୁବନେଶ୍ବର,୨୫।୧୧: ଓଡ଼ିଶା ମନ୍ଦିର ସେବାୟତ ସଙ୍ଘର ସଦସ୍ୟମାନେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟି ଥିଲେ। ରାଜ୍ୟର ବିଭିନ୍ନ ମନ୍ଦିର ଓ ଐତିହ୍ୟସ୍ଥଳ ଗୁଡିକ ର ରୂପାନ୍ତର ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହା…

୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍ତରକାଶୀ ଟନେଲରେ ଫସି ରହିଥିବା  ଓଡ଼ିଆ ଶ୍ରମିକଙ୍କ ପରିବାର ସଦସ୍ୟ

ଭୁବନେଶ୍ବର,୨୫।୧୧: ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ ଶନିବାର ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶ୍ରମିକଙ୍କ ପରିବାର ସଦସ୍ୟମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ପଠାଇବା…

ବଡ଼ଓଷା ଦିନ ହରିପୁର ଗାଁରେ ଫୁଟିଲା ବୋମା

ଖଲ୍ଲିକୋଟ,୨୫।୧୧: କାର୍ତ୍ତିକ ମାସର ଆଜି ଶନିବାର ବଡ଼ଓଷା। ଏନେଇ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିବା ବେଳେ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ହରିପୁର ଗାଁରେ ବୋମା ମାଡ଼ ହୋଇଛି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି। ଏଥିରେ ୨ଜଣ…

ମୁଖ୍ୟ କବାଟ ଭାଙ୍ଗି ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ 

ଆଠଗଡ଼,୨୫।୧୧: କଟକ ଜିଲା ଆଠଗଡ଼ଠାରେ ଥିବା ଧବଳେଶ୍ୱରଙ୍କ ମନ୍ଦିରେ ବ୍ୟାରିକେଡ ବ୍ୟବସ୍ଥାକୁ ନେଇ ପ୍ରଶାସନ ଓ ପୂଜକଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ଶୁକ୍ରବାର ପୂଜକମାନେ ମନ୍ଦିର ମୁଖ୍ୟଦ୍ୱାରରେ ଧାରଣାରେ ବସିଥିଲେ। ଯାହା ଫଳରେ ଶ୍ରଦ୍ଧାଳୁମାନେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ବଞ୍ଚିତ…

ମାଲିକାନା ପରିବର୍ତ୍ତନକୁ ନେଇ ବ୍ୟବସାୟୀଙ୍କ ଗଳା କାଟିଦେଲେ ଅଭିଯୁକ୍ତ

ଉଦଳା,୨୫ା୧୧(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ସମୀବୃକ୍ଷ ପର୍ଯ୍ୟଟନସ୍ଥଳୀ ନିକଟରେ ବ୍ୟବସାୟୀ ଚିତ୍ତରଞ୍ଜନ ବେହେରାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଗାଡ଼ି ମାଲିକାନା ସତ୍ତ୍ୱ ପରିବର୍ତ୍ତନକୁ ନେଇ ଅଭିଯୁକ୍ତମାନେ ତାଙ୍କ ଗଳା କାଟି ହତ୍ୟା କରିବା…

୨୯ରେ ଅବପାତ: ନଭେମ୍ବର ଶେଷ ହେଲା, ବଢୁନି ଶୀତ

ଭୁବନେଶ୍ୱର,୨୫ା୧୧(ଅନିଲ ଦାସ): ଦକ୍ଷିଣ ଆଣ୍ଡାମାନ ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୬ ତାରିଖରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ ଧୀରେ ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?