ରାଜ୍ୟ

ଫାଷ୍ଟ ଫୁଡ୍‌ ଦୋକାନ ଆଳରେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି

ଭୁବନେଶ୍ୱର,(ବ୍ୟୁରୋ)/ବୌଦ୍ଧ,୨୦ା୩(ସ୍ବ.ପ୍ର.):ଫାଷ୍ଟଫୁଡ୍‌ ଦୋକାନ ଆଳରେ ଚଳାଇଥିଲେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି କାରବାର। ଖବର ପାଇ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)ରବିବାର ରାତିରେ ବୌଦ୍ଧ ଜିଲା ହରଭଙ୍ଗା ଥାନା ଅଞ୍ଚଳରେ ଚଢାଉ କରି ଜଣଙ୍କୁ ଗିରଫ କରିଛି। ସେ ହେଲେ ଉକ୍ତ ଅଞ୍ଚଳର…

ବିଭିନ୍ନ କାର୍ଯ୍ୟର ସମୀକ୍ଷା ସହ ଲୋକଙ୍କ ସହିତ ମତ ବିନିମୟ କଲେ ୫-ଟି ସଚିବ

ଭୁବନେଶ୍ବର, ୨୦ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ ଦୁଇଦିନିଆ ନବରଙ୍ଗପୁର ଜିଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ସମୀକ୍ଷା କରି ଫେରିଛନ୍ତି। ଏହାସହ ବିଭିନ୍ନ ବ୍ଲକରେ ଚାଲିଥିବା ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଲାଗି ସେ ଜିଲା ପ୍ରଶାସନକୁ…

ଦୁର୍ଦ୍ଦଶା ଆଣିଲା ଝଡ଼ବର୍ଷା

ଭୁବନେଶ୍ୱର,୨୦ା୩(ବ୍ୟୁରୋ):ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ, କୁଆପଥର ବର୍ଷା ସହ ବଜ୍ରପାତ ହୋଇଛି। ବିଶେଷକରି ଉତ୍ତର, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ଶନିବାର ସନ୍ଧ୍ୟାରେ ବର୍ଷା ପବନ ଲାଗି ରହିଥିଲା। ଦୀର୍ଘ ୪ମାସ ପରେ ବର୍ଷା ହୋଇଥିବାରୁ…

ରେଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ୍ତ

ଭବାନୀପାଟଣା,୧୯।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାୟକ ତଥା ପୂର୍ବତନ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ୨ ବର୍ଷ ହେଲା କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ଦିଲ୍ଲୀର ଗୁରୁଗାଓଁରେ ଡାକ୍ତରଙ୍କ ପରାମର୍ଶ କ୍ରମେ ଚିକିତ୍ସିତ ହେଉଛନ୍ତି। ଏପରିକି ପୂର୍ବ ପେକ୍ଷା ପ୍ରଦୀପ୍ତ…

ବିବାହରେ ବିଫଳ ହେବାରୁ ପ୍ରେମିକାଙ୍କୁ ହତ୍ୟା

ବରଗଡ଼ ଅଫିସ, ୧୯।୩: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ସାଇପାଲି ଗ୍ରାମର ଏକ କୂଅ ଭିତରୁ ଶନିବାର ଜଣେ ଯୁବତୀ ପଦ୍ମିନୀ ଛତ୍ରିଆ(୨୫)ଙ୍କ ମୃତଦେହ ଉଦ୍ଧାର ହେବା ଘଟଣାର ପର୍ଦ୍ଦାଫାଶ ହୋଇଛି । ବିବାହ କରିବାରେ ବିଫଳ ହେବା ପରେ…

କୋମ୍ବିଂ ଅପରେଶନ ବେଳେ ୧୧ ସନ୍ଦିଗ୍ଧ ଅଟକ

ବାଲିଗୁଡ଼ା, ୧୯।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ କୋଟଗଡ଼ ବ୍ଲକ ହରିପୁର ନିକଟସ୍ଥ ବୁଢ଼ା ପାହାଡ଼ରେ କୋଟଗଡ଼ ସିଆର୍‌ପିଏଫ୍‌ ବାଟାଲିୟନର ଯବାନମାନେ କୋମ୍ବିଂ ଅପରେଶନ ବେଳେ ୧୧ଜଣ ସନ୍ଦିଗ୍ଧଙ୍କୁ ଧରିବାରେ ସକ୍ଷମ ହୋଇଛନ୍ତି। ଯବାନମାନେ ତାଙ୍କଠାରୁ ୪ଟି ଦେଶୀ ବନ୍ଧୁକ,…

ବର୍ଷା, କୁଆପଥର ମାଡ଼: ପରିବା ଚାଷ ନଷ୍ଟ ଆଶଙ୍କା

ଭଦ୍ରକ ଅଫିସ/ବାସୁଦେବପୁର,୧୯।୩(ଡି.ଏନ୍‌.ଏ.): ପଶ୍ଚିମା ଝଡ଼ ପ୍ରଭାବରେ ଭଦ୍ରକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ କେତେକ ସ୍ଥାନରେ କୁଆପଥର ମାଡ଼ ହୋଇଛି। ବର୍ଷା ପାଣି କ୍ଷେତରେ ଜମି ରହିବାରୁ ସୂର୍ଯ୍ୟମୁଖୀ, ବିରି, ମୁଗ ଓ ପରିବା ଚାଷ କ୍ଷତିଗ୍ରସ୍ତ ହେବା ଆଶଙ୍କା…

‘ଡିଜେ ଆଜେକ୍ସ’ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଲୋକପ୍ରିୟ ଓଡ଼ିଆ ଡିଜେ ‘ଡିଜେ ଆଜେକ୍ସ’ ଓରଫ ଅକ୍ଷୟ କୁମାରଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଭୁବନେଶ୍ୱରର ଖାରବେଳନଗରସ୍ଥିତ ନିଜ ଘରୁ ତାଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ତେବେ ତାଙ୍କ ମୃତ୍ୟୁର କାରଣ ଜଣାପଡ଼ିନାହିଁ। ପରିବାରଲୋକଙ୍କଠାରୁ ମିଳିଥିବା ସୂଚନା…

ପରଲୋକରେ ଝାରସୁଗୁଡ଼ା ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେ

ଭୁବନେଶ୍ୱର(ବ୍ୟୁରୋ)/ ଝାରସୁଗୁଡ଼ା ଅଫିସ,୧୯।୩: ପରଲୋକରେ ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେ। ରବିବାର ଭୋର ପ୍ରାୟ ୪ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସୂଚନାନୁଯାୟୀ,ବୀରେନ୍ଦ୍ର ଯକୃତ ରୋଗରେ ପୀଡ଼ିତ ଥିଲେ।…

କୋଇଡ଼ା ବିଡିଓଙ୍କୁ ନେଇ ବିଧାନସଭା ଅଚଳ

ଭୁବନେଶ୍ୱର,୧୯।୩(ବ୍ୟୁରୋ): କୋଇଡ଼ା ବିଡିଓ ବିଧାୟକଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗରେ ବିରୋଧୀ ଦଳ ସଦସ୍ୟମାନେ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଶନିବାର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ ହେବା ମାତ୍ରେ ସିପିଆଇ(ଏମ୍‌) ସଦସ୍ୟ ଲକ୍ଷ୍ମଣ ମୁଣ୍ଡା କୋଇଡା ବିଡିଓ ଅସମ୍ମାନ କରୁଥିବା ନେଇ ଅଭିଯୋଗ…

ଫେୟାରଓ୍ବେଲ୍‌ ଭୋଜି ଖାଇ ୨୪ ଛାତ୍ରୀଛାତ୍ର ଅସୁସ୍ଥ

ବଲାଙ୍ଗୀର ଅଫିସ, ୧୯।୩: ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ ପଥରଚେପାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୨୪ ଜଣ ଛାତ୍ରୀଛାତ୍ର ଫେୟାରଓ୍ବେଲ୍‌(ବିଦାୟକାଳୀନ ସମ୍ବର୍ଦ୍ଧନା) ଭୋଜି ଖାଇ ଅସୁସ୍ଥ ହୋଇଛନ୍ତି। ଶନିବାର ସକାଳେ ଏହି ଖବର ଜଣାପଡ଼ିବା ପରେ ଆଦର୍ଶ ସ୍କୁଲକୁ ଚୂଡ଼ାପାଲି ଗୋଷ୍ଠୀ…

କାଠଯୋଡ଼ିରେ ତ୍ରିଶୂଳିଆଠାରେ ହେବ ଦ୍ୱିତୀୟ ସେତୁ: ମନ୍ତ୍ରୀ

ଭୁବନେଶ୍ବର,୧୯।୩(ବ୍ୟୁରୋ): ନିର୍ମାଣ ବିଭାଗ ଜରିଆରେ ରାସ୍ତାର ଉନ୍ନତି, ସେତୁ ନିର୍ମାଣ, କୋଠା ନିର୍ମାଣ, ରାଜ୍ୟରେ ଜାତୀୟ ରାଜପଥର ଉନ୍ନତି ତଥା ରକ୍ଷଣାବେକ୍ଷଣ ଇତ୍ୟାଦିର ବିକାଶ ଲାଗି ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ କହିଛନ୍ତି ା ଗୀତଗୋବିନ୍ଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri