ଧର୍ମ, ରାଜନୀତି ଊର୍ଦ୍ଧ୍ୱରେ ପ୍ରକୃତି: ପାୟେଙ୍ଗ
ଭୁବନେଶ୍ୱର, ୨୫।୧୧(ବନ୍ଦନା ସେଠୀ/ଶର୍ମିଷ୍ଠା ପାଣିଗ୍ରାହୀ) : ଧର୍ମ, ରାଜନୀତି ଓ ଅର୍ଥନୀତି ସବୁଠୁୁ ଉପରେ ପ୍ରକୃତି। ତେଣୁ ପ୍ରକୃତିର ରକ୍ଷା କରିବା ସମସ୍ତଙ୍କର ଦାୟିତ୍ୱ। ଧରିତ୍ରୀ ମାତାର ସୁରକ୍ଷା ହେଲେ ସମସ୍ତେ ସୁରକ୍ଷିତ ରହିପାରିବେ ବୋଲି ଭାରତର ଅରଣ୍ୟ ମାନବ (ଫରେଷ୍ଟ…
୨୬ ଦିନ ପୂର୍ବରୁ ଶେଷ ହେଲା ବିଧାନସଭା, ଶାସକ ଦଳ ଏକତରଫା ଭାବେ ବନ୍ଦ କରିଦେଇଥିବା କହିଲେ ବିରୋଧୀ
ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାର ୨୬ ଦିନ ପୂର୍ବରୁ ଶେଷ ହୋଇଛି। ନଭେମ୍ବର ୨୧ରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଡିସେମ୍ବର ୩୦ ଯାଏ ଚାଲିଥାନ୍ତା। ହେଲେ ମାତ୍ର ୪ ଦିନ ପରେ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ…
ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତାକାଲି ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା
ଭୁବନେଶ୍ୱର,୨୪।୧୧: ଦକ୍ଷିଣ ଆଣ୍ଡାମାନ୍ ସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତାକାଲି ସୁଦ୍ଧା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ସୋମବାରବେଳକୁ ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ମଙ୍ଗଳବାର…
ଆଗାମୀ ୨୦୪୭ ସୁଦ୍ଧା ଓଡ଼ିଆମାନେ ବିଶ୍ୱ ଅର୍ଥନୀତିର ନେତୃତ୍ୱ ନେବେ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,୨୪।୧୧: ଆଗାମୀ ୨୦୪୭ ସୁଦ୍ଧା ଓଡ଼ିଆମାନେ ବିଶ୍ୱ ଅର୍ଥନୀତିର ନେତୃତ୍ୱ ନେବେ। ଓଡ଼ିଶା ବିକଶିତ ହେଲେ ଭାରତ ବିକଶିତ ହେବ ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତାବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଖୋର୍ଦ୍ଧା ଜିଲ୍ଲା ଜଟଣୀଠାରେ ଜାତୀୟ ଦକ୍ଷତା…
ଆଦିବାସୀ ଜମି ହସ୍ତାନ୍ତର ସଂଶୋଧନ ପ୍ରସ୍ତାବକୁ ପୁନର୍ବିଚାର ପାଇଁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତ
ଭୁବନେଶ୍ୱର,୨୪।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ୩ଟି ପ୍ରସ୍ତାବକୁ ଅନୁମତି ମିଳିଛି। ଏ ସମ୍ପର୍କରେ ଗୃହରେ ସୂଚନା ଦେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି, ଏଥିରେ ଆଦିବାସୀ…
ଶେଷ ହେଲା ୟୁଥ୍ କନ୍କ୍ଲେଭ୍ ତୃତୀୟ ସଂସ୍କରଣ କାର୍ଯ୍ୟକ୍ରମ
ଭୁବନେଶ୍ବର,୨୪।୧୧: ‘ଧରିତ୍ରୀ’ର ୫୦ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ଅନୁଷ୍ଠିତ ୟୁଥ୍ କନ୍କ୍ଲେଭ୍ କାର୍ଯ୍ୟକ୍ରମ ଶେଷ ହୋଇଯାଇଛି। ଦ୍ବିତୀୟ ପର୍ଯ୍ୟାୟ ବା ଅପରାହ୍ନରେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଭାରତୀୟ ମ୍ୟୁଜିକ୍ କମ୍ପୋଜର ରିକି କେଜ୍ ତାଙ୍କ ଟିମ୍ ଙ୍କ ଲାଇଭ୍ କନସର୍ଟ ଦେଖି…
ରିକି କେଜ୍ଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ
ଭୁବନେଶ୍ବର,୨୪।୧୧: ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ଜଳବାୟୂ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସଚେତନତା କରିବା ପାଇଁ ଶୁକ୍ରବାର ‘ଯୁବ ସମ୍ମିଳନୀ’ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଅନୁଷ୍ଠିତ ଏହି ୟୁଥ୍ କନ୍କ୍ଲେଭ୍ରେ ରାଜ୍ୟ…
ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ସୋନୁ ସୁଦ୍
ଭୁବନେଶ୍ୱର,୨୪ା୧୧: ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ଜଳବାୟୁ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସଚେତନତା କରିବା ପାଇଁ ଶୁକ୍ରବାର ରେଳ ଅଡିଟୋରିୟମ୍ଠାରେ ‘ଧରିତ୍ରୀ’ ପକ୍ଷରୁ ‘ୟୁଥ୍ କନ୍କ୍ଲେଭ୍’ର ତୃତୀୟ ସଂସ୍କରଣ ଆରମ୍ଭ ହୋଇଛି। ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏହି…
ପ୍ରକୃତି ହେଉଛି ଭଗବାନ: ଯାଦବ ପାୟେଙ୍ଗ
ଭୁବନେଶ୍ୱର,୨୪ା୧୧: ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜଳବାୟୁ ପରିବର୍ତ୍ତନକୁ ନେଇ ଶୁକ୍ରବାର ରେଳ ସଦନଠାରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍ କନ୍କ୍ଲେଭ୍ ଆରମ୍ଭ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ‘ଫରେଷ୍ଟ ମ୍ୟାନ୍ ଅଫ୍ ଇଣ୍ଡିଆ’ ବା ଭାରତର ଅରଣ୍ୟ ମାନବ…
ୟୁଥ୍ କନ୍କ୍ଲେଭ୍ରେ ଯୋଗଦେଲେ ସୋନୁ ସୁଦ୍
ଭୁବନେଶ୍ୱର,୨୪ା୧୧: ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ନିଆରା ପ୍ରଚେଷ୍ଟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନକୁ ନେଇ ଶୁକ୍ରବାର ରେଳ ଅଡିଟୋରିୟମ୍ଠାରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍ କନ୍କ୍ଲେଭ୍ ଆରମ୍ଭ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନର ମୁଖ୍ୟ ଆକର୍ଷଣ ସାଜିଛନ୍ତି…
‘ଧରିତ୍ରୀ’ ପକ୍ଷରୁ ଆରମ୍ଭ ହେଲା ୟୁଥ୍ କନ୍କ୍ଲେଭ୍
ଭୁବନେଶ୍ୱର,୨୪ା୧୧: ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ନିଆରା ପ୍ରଚେଷ୍ଟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନକୁ ନେଇ ଶୁକ୍ରବାର ରେଳ ସଦନଠାରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍ କନ୍କ୍ଲେଭ୍ ଆରମ୍ଭ ହୋଇଛି। ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ଜଳବାୟୁ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ…
ରାଜ୍ୟ ସରକାର ଆଦିବାସୀଙ୍କ ସ୍ବାର୍ଥର ପରିପନ୍ଥୀ: କଂଗ୍ରେସ
ଭୁବନେଶ୍ୱର, ୨୪।୧୧(ସୁନିତ୍ ମିଶ୍ର): ରାଜ୍ୟ ସରକାର ଆଦିବାସୀମାନଙ୍କ ସ୍ବାର୍ଥର ପରିପନ୍ଥୀ। ଓଡ଼ିଶା ଅନୁସୂଚିତ ଅଞ୍ଚଳ ଅସ୍ଥାବର ସମ୍ପତ୍ତି ହସ୍ତାନ୍ତର ନିୟମ-୧୯୫୬(ଓସାଟିପ)ର ସଂଶୋଧନ ଏହାର ସଦ୍ୟତମ ଉଦାହରଣ। ନଭେମ୍ବର ୧୪ କ୍ୟାବିନେଟ ବୈଠକରେ ଏପରି ଏକ ଦୁର୍ଭାଗ୍ୟଜନକ ନିଷ୍ପତ୍ତି ନିଆଗଲା ଏବଂ ନଭେମ୍ବର…

