ରାଜ୍ୟ

ଏପ୍ରିଲ ସୁଦ୍ଧା ସବୁ ତହସିଲରେ ଭର୍ଚୁଆଲ କୋର୍ଟ: ମନ୍ତ୍ରୀ

ଭୁବନେଶ୍ବର, ୧୯।୩(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ରାଜ୍ୟ ସରକାର ଆଣିଥିବା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ବଜେଟ ବିଧାନସଭାରେ ଶନିବାର ଗୃହୀତ ହୋଇଯାଇଛି। ରାଜସ୍ବ ବିଭାଗ ଲାଗି ମୋଟ୍‌ ୧୫୮୬ କୋଟି ୪୧ ଲକ୍ଷ ୭୦ ହଜାର ଟଙ୍କା…

ବଜ୍ରପାତରେ ମହିଳା, ୧୧ ଗୋରୁ ମୃତ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଦୀର୍ଘ ୪ ମାସ ପରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ବର୍ଷା ହୋଇଛି। ବର୍ଷା ଯୋଗୁ ସମଗ୍ର ରାଜ୍ୟ ଥଣ୍ଡା ପଡ଼ିଛି। କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ପଶ୍ଚିମ ଓଡ଼ିଶାର…

ଶିଳ୍ପ ଓ ଶିଳ୍ପାୟନ ଓଡ଼ିଶାର ଭବିଷ୍ୟତ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): ଶିଳ୍ପ ଅର୍ଥ ଏକ ବଡ଼ କାରଖାନା ହୋଇଥିବ, ସେଥିରୁ ଧୂଆଁ ବାହାରୁଥିବ। ତାହା ସରକାର ନିର୍ମାଣ କରିବେ ଏବଂ ଆମକୁ ଚାକିରି ଦେବେ। ଶିଳ୍ପକୁ ନେଇ ସାଧାରଣତଃ ସମସ୍ତଙ୍କ ମନରେ ଏଭଳି ଧାରଣା ଥାଏ। ମାତ୍ର ସେହି…

ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଡାକ୍ତର ମାଗୁଥିଲେ ଲାଞ୍ଚ, ସାମ୍ନାକୁ ଆସିଲା ଘଟଣା

କେନ୍ଦୁଝର,୧୮ା୩(ସ୍ବ.ପ୍ର.): ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦେବା ପାଇଁ ଡାକ୍ତର  ଲାଞ୍ଚ ନେବା ଘଟଣାର ଭିଡିଓ ଭାଇରାଲ ହେବା ଚର୍ଚ୍ଚାର ବିଷୟ ହୋଇଛି। ଷ୍ଟିଙ୍ଗ ଅପରେଶନରେ ଜଣେ ଡାକ୍ତର ଲାଞ୍ଚ ନେଉଥିବା ଘଟଣା ପଦାକୁ ଆସିଛି। ମୋବାଇଲରେ ଏହି ଭିଡିଓ ରେକର୍ଡ ହୋଇଛି।…

କପି କରି ଗୋଟିଏ କେନ୍ଦ୍ରରୁ ଧରାପଡ଼ିଲେ ୩୩ ଛାତ୍ରୀଛାତ୍ର

କେନ୍ଦୁଝର,୧୮ା୩(ସ୍ବ.ପ୍ର.): ତେଲକୋଇ ବ୍ଲକ ଅନ୍ତର୍ଗତ ଏସ୍‌ସି/ଏସ୍‌ଟି ବିଭାଗ ଦାରା ପରିଚାଳିତ ହାଇସ୍କୁଲର ରାଇସୁଆଁ କେନ୍ଦ୍ରରେ ସ୍ବତନ୍ତ୍ର ସ୍କ୍ବାଡ(୧୬ ନଂ) ଚଢ଼ାଉ କରି ୩୩ ଜଣ କପି କରୁଥିବା ବେଳେ ଧରିଛନ୍ତି। କୌଣସି ସୂତ୍ରରୁ ଖବର ପାଇ ଡକ୍ଟର ଅକ୍ଷୟ କୁମାର ରଣା…

କାଶୀପୁରରେ କୁଆପଥର ବର୍ଷା

ଟିକିରି,୧୮ା୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ ପ୍ରବଳ କୁଆପଥର ସହ ବର୍ଷା ହୋଇଛି। ଏହି ସମୟରେ ଗୋରଖପୁରଠାରୁ ମାରିଭଟା ପର୍ଯ୍ୟନ୍ତ କୁଆପଥର ସହ ପ୍ରବଳ ବର୍ଷା ହୋଇଛି। ଫଳରେ କିଛି ସମୟ ପାଇ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ…

ମାଟ୍ରିକ ପ୍ରଶ୍ନପତ୍ରରେ ତ୍ରୁଟିକୁ ସ୍ବୀକାର କଲେ ବୋର୍ଡ କର୍ତ୍ତୃପକ୍ଷ

କଟକ ଅଫିସ,୧୮ା୩: ମାଟ୍ରିକ ପରୀକ୍ଷାରେ ଶନିବାର ଇତିହାସ ଓ ଭୂଗୋଳ ପ୍ରଶ୍ନପତ୍ରରେ ତ୍ରୁଟି ଥିବା ଜଣାପଡ଼ିଥିଲା। ସେଟ୍‌ ‘ବି’ ଭିତରେ ‘ଏ’ ସେଟ୍‌ର ପ୍ରଶ୍ନ ପଡ଼ିଥିଲା। ଆଜି ବରଗଡ଼, ଢେଙ୍କାନାଳରୁ ଏପରି ଖବର ଆସିଥିଲା। ତେବେ ଏହି ଭୁଲ୍‌କୁ ସ୍ବୀକାର କରିଛନ୍ତି…

ମାଟ୍ରିକ ପ୍ରଶ୍ନପତ୍ରରେ ତ୍ରୁଟି: ସେଟ୍‌ ‘ବି’ ରେ ସେଟ୍‌ ‘ଏ’ର ପ୍ରଶ୍ନ

ବରଗଡ଼ ଅଫିସ,୧୮ା୩: ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ଏଚ୍‌ଏସ୍‌ସି) ଅର୍ଥାତ୍‌ ମାଟ୍ରିକ ପରୀକ୍ଷାର ଶନିବାର ହୋଇଥିବା ସାମାଜିକ ବିଜ୍ଞାନ (ଇତିହାସ, ଭୂଗୋଳ) ପ୍ରଶ୍ନପତ୍ରରେ ତ୍ରୁଟି ପରିଲକ୍ଷିତ ହୋଇଛି। ଉପରେ ସେଟ୍‌ ‘ବି’ ପ୍ରଶ୍ନପତ୍ର ଲେଖାଯାଇ ଥିବା ବେଳେ…

‘ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌’ର ୩ୟ ସଂସ୍କରଣ: ସମ୍ମାନିତ ହେଲେ ୨୧ ଉଦ୍ୟୋଗପତି

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ ‘ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌’ର ୩ୟ ସଂସ୍କରଣ ଶେଷ ହୋଇଛି। ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସମ୍ପାଦକ ତଥାଗତ ସତପଥୀ ଅତିଥିମାନଙ୍କ ପରିଚୟ ପ୍ରଦାନ…

ତଥାଗତଙ୍କୁ ଧନ୍ୟବାଦ ଜଣାଇଲେ ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ  ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩ ୩ୟ ସଂସ୍କରଣ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟବସାୟୀଙ୍କୁ ଉଦ୍ୟୋଗ କ୍ଷେତ୍ରରେ ଉତ୍ସାହିତ କରିବାକୁ ଧରିତ୍ରୀ ଓ ଓଡ଼ିଶାପୋଷ୍ଟ ଏକ ପ୍ରୟାସ ଜାରି ରଖିଛି। ଯେଉଁମାନେ ଉଦ୍ୟୋଗ…

ଆରମ୍ଭ ହେଲା ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩ ୩ୟ ସଂସ୍କରଣ ଶୁଭାରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶିଳ୍ପ ଓ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ…

ଭିଜିବ ଓଡ଼ିଶା

ଭୁବନେଶ୍ୱର,୧୮।୩(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏସବୁ ଜିଲାଗୁଡ଼ିକ ହେଲା କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, ନୟାଗଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri