Odisha Elections 2024

ରାଜ୍ୟ

ଅପହୃତା ଓଡ଼ିଆ ଯୁବକ ପଶ୍ଚିମବଙ୍ଗରୁ ଉଦ୍ଧାର: ୮ଲକ୍ଷ ଟଙ୍କା ଦାବି କରିଥିଲେ ଅପହରଣକାରୀ

ସୋର, ୩ା୩: ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସାଜନପୁର ଅଞ୍ଚଳର ଜଣେ ଯୁବକଙ୍କୁ କେହି ଦୁର୍ବୃତ୍ତ ବନ୍ଧୁକ ମୂନରେ ପଣବନ୍ଦୀ କରି ୮ ଲକ୍ଷ ଟଙ୍କା ଦାବି କରୁଥିବା ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡନ...

ସ୍କୁଟିରେ ଚାଲାଣ ହେଉଥିଲା ୨୬ ଲକ୍ଷ ଟଙ୍କାର ଧଳାଜହର

ଭଦ୍ରକ ଅଫିସ, ୩।୩: ଭଦ୍ରକ ଜିଲା ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଧୂଷୁରୀ ପୋଲିସ ସହାୟତାରେ ବୁଧବାର ୨୬ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ କରିଛି। ବାଇକ୍‌ରେ ଚାଲାଣ ହେଉଥିବା ବେଳେ ପୂର୍ବରୁ ଛକିଥିବା ପୋଲିସ ଟିମ୍‌ ଆରଡ଼ି ରାସ୍ତାର...

୧୨ ଦିନ ପରେ ଜଙ୍ଗଲରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ସମ୍ବଲପୁର,୩ା୩: ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଡୁମେରଚୁଆଁ ଜଙ୍ଗଲରୁ ବୁଧବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଯୁଯୁମୁରା ଥାନା ଭବାନିପାଲି ଗ୍ରାମ ମିର୍ଦ୍ଧାପଡାର ଦ୍ରୋଣ ମିର୍ଦ୍ଦା(୨୮) ବୋଲି ଜଣାପଡିଛି। ନିକଟ ଗ୍ରାମବାସୀଙ୍କଠାରୁ ଖବରପାଇ ପୋଲିସ, ସାଇଣ୍ଟିଫିକ୍‌...

ପାରିବାରିକ ଶତ୍ରୁତାକୁ ନେଇ କନଷ୍ଟେବଳଙ୍କୁ ଜାଳିଦେଇଥିଲେ ୨ ଭାଇ

ବାଉଁଶୁଣୀ,୩ା୩: ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଅନ୍ତର୍ଗତ ମଲ୍ଲିକପଡ଼ା ଗ୍ରାମରେ ପାରିବାରିକ ଶତ୍ରୁତା ଯୋଗୁ ସାନଭାଇ କନଷ୍ଟେବଳଙ୍କୁ ନିଆଁରେ ପୋଡି ହତ୍ୟା କରିବା ଘଟଣାରେ ପୋଲିସ ଅଭିଯୁକ୍ତ ୨ ବଡଭାଇଙ୍କୁ ବୁଧବାର ଗିରଫ କରିଛି ା ସୂଚନା ଯୋଗ୍ୟ, ଗତ...

ଆଜି ରାଜଧାନୀରୁ ୧୩ ପଜିଟିଭ୍‌ ଚିହ୍ନଟ, ପୁଣି ବଢ଼ିଲାଣି ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର,୩।୩(ବ୍ୟୁରୋ): ବୁଧବାର ରାଜଧାନୀ ଭୁବନେଶ୍ୱରରୁ ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୦୧୨ରେ ପହଞ୍ଚିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫ ଜଣ ଚିହ୍ନଟ ହୋଇଥିବା...

ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୭ କରୋନା ପଜିଟିଭ

ଭୁବନେଶ୍ୱର, ୩।୩(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୩୭୪୪୮ରେ ପହଞ୍ଚିଛି ।...

ଶିମିଳିପାଳରେ ନିଆଁ ଏସିଆ ପାଇଁ ଭଲ ସଙ୍କେତ ନୁହେଁ: କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ, ୩।୩: ହୁ ହୁ ହୋଇ ଜଳୁଛି ଶିମିଳିପାଳ ଅଭୟାରଣ୍ୟ । ଦିନେ କି ଦୁଇଦିନ ନୁହେଁ ପ୍ରାୟ ଗୋଟିଏ ସପ୍ତାହ ହେଲାଣି, ଜଙ୍ଗଲ ଭିତରେ ହିଁ ଜଳିଯାଉଛି ଗଛପତ୍ର । ମନ୍ଦ ଉଦ୍ଦେଶ୍ୟ ରଖି କିଛି ବ୍ୟକ୍ତି...

ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜର ନିଲମ୍ବିତ

ସମ୍ବଲପୁର, ୩।୩(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜର ଗୌରୀ ଶଙ୍କରଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁ ନିଳମ୍ବନ କରାଯାଇଛି । ସଦର ରେଞ୍ଜ ଅଧିନରେ ପ୍ରାୟ ୫ ମାସ ଭିତରେ ୬ଟି ହାତୀର ମୃତ୍ୟୁ ଘଟିଛି। ଏହାକୁ ନେଇ ବିଭାଗ ପକ୍ଷରୁ...

୨ ବାଇକ୍‌କୁ ଧକ୍କା ଦେଲା ଅଜଣା ଗାଡ଼ି: ଚାଲିଗଲା ୩ ଜୀବନ

ସମ୍ବଲପୁର,୩।୩(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ରେମେଡି ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ ଘଟିଛି । ଅନ୍ୟଜଣେ ଗୁରୁତ ହୋଇଛନ୍ତି। ଉକ୍ତ ଯୁବକମାନେ ହୀରାକୁଦ ଅଞ୍ଚଳର ବୋଲି ଜଣାପଡିଛି। ତେବେ...

ପୁରୀର ରଥ ନିର୍ମାଣ ପାଇଁ ଅନୁକୂଳ ହେଲା ଗଛ କଟା

ବୌଦ୍ଧ/ତଳଗାଁ,୩ା୩(ସ୍ବ.ପ୍ର./ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ପୁରୀ ଘୋଷଯାତ୍ରା ପାଇଁ ୨୦୧୮ ମସିହାରୁ ବୌଦ୍ଧ ଜିଲାରୁ ରଥ କାଠ ପ୍ରେରଣ କରାଯାଉଛି । ଚଳିତବର୍ଷ ରଥ ନିର୍ମାଣ ପାଇଁ ଗଛ କଟା ମଙ୍ଗଳବାର ଅନୁକୂଳ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସିଥିବା ଏକ...

କୃଷି ବିଲ୍‌ ପ୍ରତ୍ୟାହାର ପାଇଁ ପୂର୍ବ-ପଶ୍ଚିମରୁ ଆସିଲା ଦାବି

ଭୁବନେଶ୍ୱର, ୩।୩ (ବ୍ୟୁରୋ): ନୂଆ କୃଷି ଆଇନକୁ ଦେଶବ୍ୟାପୀ ତୀବ୍ର ବିରୋଧ କରାଯାଉଛି। ଏହାକୁ ପ୍ରତ୍ୟାହାର ପାଇଁ ଓଡ଼ିଶାରେ ମଧ୍ୟ ଆନ୍ଦୋଳନ ଜାରି ରହିଛି। କୃଷି ଓ କୃଷକଙ୍କ ପାଇଁ ଅଣ୍ଟା ଭିଡିଥିବା ଅଖିଳ ଭାରତୀୟ କୃଷକ ସଂଘର୍ଷ ସମନ୍ବୟ...

କୋଭିଡ୍‌ରୁ ସୁସ୍ଥ ହେବା ପରେ କମୁଛି ଶ୍ରବଣ ଶକ୍ତି

ଭୁବନେଶ୍ୱର,୩।୩(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେଉଥିବା ବ୍ୟକ୍ତି ଏକାଧିକ ସ୍ବାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କଠାରେ ଭିନ୍ନ ଭିନ୍ନ ରୋଗର ଲକ୍ଷଣ ଦେଖାଯାଉଛି। ଅଧିକାଂଶ ଲୋକଙ୍କ ଶ୍ରବଣ ଶକ୍ତି ହ୍ରାସ ପାଇବା ଭଳି ଲକ୍ଷଣ ଦେଖାଯାଉଛି। ଏହାର ପ୍ରଭାବ ସେପରି ମାରାତ୍ମକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri