ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହେବେ ସାଲୁଗା ପ୍ରଧାନ
ଭୁବନେଶ୍ୱର,୨୧ା୧୧(ଅନିଲ ଦାସ):ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ଉପବାଚସ୍ପତି ପ୍ରାର୍ଥୀ ହୋଇଛନ୍ତି। ଉପବାଚସ୍ପତି ନିର୍ବାଚନ ପାଇଁ ସେ ସୋମବାର ପୂର୍ବାହ୍ନରେ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଗତ ନଭେମ୍ବର ୮ରେ ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଉପବାଚସ୍ପତି…
ଆଜିଠୁ ବିଧାନସଭା ଅଧିବେଶନ
ଭୁବନେଶ୍ୱର,୨୧ା୧୧(ଅନିଲ ଦାସ):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଏଥିରେ ମୋଟ୍ ୩୦ଟି କାର୍ଯ୍ୟକାରୀ ଦିବସ ରହିଛି। ସେଥିରୁ ୨୪ ସରକାରୀ ଦିବସ ଥିବା ବେଳେ ୬ ବେସରକାରୀ…
ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି
ବାରିପଦା,୨୧ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ବାରିପଦା ଶହୀଦ ସ୍ମୃତି ଭବନରୁ ସର୍କିଟ ହାଉସ ଯିବା ସମୟରେ ଭଞ୍ଜପୁରଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଟରେ ଅଟକି ରହିଥିଲେ। ତାଙ୍କ ଅତିପ୍ରିୟ ଛାତ୍ରୀଛାତ୍ର ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିଲେ। ଏହା ଦେଖି ସଙ୍ଗେ ସଙ୍ଗେ ଗାଡ଼ିକୁ…
ଆଜି ଟ୍ରେନ୍ ଯାତ୍ରା କରିବେ ରାଷ୍ଟ୍ରପତି
ରାଇରଙ୍ଗପୁର,୨୧ା୧୧(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବାରିପଦା ଓ କୁଳିଅଣାଠାରେ କାର୍ଯ୍ୟକ୍ରମ ସାରି ସୋମବାର ଅପରାହ୍ନ ୪ଟା୩୦ରେ ଜନ୍ମଭୂମି ରାଇରଙ୍ଗପୁରରେ ପହଞ୍ଚତ୍ଛନ୍ତି। ବାୟୁସେନା ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ରାଇରଙ୍ଗପୁରର ଦାଣ୍ଡବୋଷ ହେଲିପ୍ୟାଡ୍ରେ ଅବତରଣ କରିଥିଲେ। ତାଙ୍କ…
ପାଣି ଟାଙ୍କିରୁ ୨ କଙ୍କାଳ ଜବତ: ଲୋକେ କହୁଛନ୍ତି ମାନବ କଙ୍କାଳ, ପୋଲିସ କହିଲା ମାଙ୍କଡ଼ର
ଯାଜପୁର ସଦର, ୨୦ା୧୧ (ସମର ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ମହେଶ୍ୱରପୁର ପଞ୍ଚାୟତର ନିଶ୍ଚନ୍ତା ଗ୍ରାମ ନିକଟରେ ନିର୍ମାଣାଧୀନ ପାନୀୟ ଜଳଯୋଗାଣ ପ୍ରକଳ୍ପର ଟାଙ୍କି ଭିତରୁ ସୋମବାର ପୂର୍ବାହ୍ନରେ ୨ଟି କଙ୍କାଳ ଜବତ ହୋଇଛି। ତାହା ମାନବକଙ୍କାଳ ବୋଲି ସ୍ଥାନୀୟ…
ଚଳନ୍ତା ବସ୍ରେ ଛାତ୍ରୀଙ୍କୁ ବଳାତ୍କାର
ଯାଜପୁର,୨୦ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଦଶରଥପୁର ଥାନା ଅଞ୍ଚଳର ଜଣେ ନାବାଳିକା ଛାତ୍ରୀ(୧୬)ଙ୍କୁ ରବିବାର ଚଳନ୍ତା ବସ୍ରେ ବଳାତ୍କାର କରାଯାଇଛି। ଭଦ୍ରକରୁ କୋଲକାତା ଯିବା ଏବଂ ଫେରିବା ବାଟରେ ବସ୍ର ସ୍ଲିପର ସିଟ୍ରେ ଛାତ୍ରୀଙ୍କୁ ବଳାତ୍କାର କରିଛନ୍ତି ତାଙ୍କ ଗ୍ରାମର ଦୟାନିଧି…
୩ଟି ସୁଲଭ ବାସଗୃହ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ୧୭୨୨ ବସ୍ତିବାସିନ୍ଦାଙ୍କୁ ମିଳିଲା ଘର
ଭୁବନେଶ୍ବର,୨୦।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ବସ୍ତିବାସିନ୍ଦାଙ୍କ ପାଇଁ ୩ଟି ସୁଲଭ ବାସଗୃହ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ଚନ୍ଦ୍ରଶେଖରପୁର ବୁଦ୍ଧବିହାରରେ, ସତ୍ୟନଗର ଶାନ୍ତିପଲ୍ଲି ଓ ସୁବୁଦ୍ଧିପୁରରେ ରହିଛି। ଏହି ସବୁ ପ୍ରକଳ୍ପ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ…
ଡିସେମ୍ବରରେ ଆରମ୍ଭ ହେବ ‘ରାହାଗିରି’, ନାଚ ଗୀତରେ କମ୍ପିବ ରାଜଧାନୀର ଶୀତୁଆ ସକାଳ
ଭୁବନେଶ୍ବର,୨୦।୧୧: ଡିସେମ୍ବର ମାସରେ ରାଜଧାନୀ ଭୁବନେଶ୍ୱରକୁ ଫେରିବ ରାହାଗିରି। ପୁଣି ରାଜଧାନୀର ଶୀତୁଆ ସକାଳରେ ପଥଉତ୍ସବ କାର୍ଯ୍ୟକ୍ରମରେ ଝୁମିବେ ଭୁବନେଶ୍ୱରବାସୀ। ଡିସେମ୍ବର ୧୦ ତାରିଖ ଶେଷ ରବିବାର ଓ ଜାନୁଆରୀ ମାସର ଦୁଇଟି ରବିବାର ଏହି ରାହାଗିରି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।…
ମୋ ଝିଅକୁ ଜ୍ୱାଇଁ, ଶାଶୁ , ଶ୍ୱଶୁର ଜୀବନ୍ତ ପୋଡ଼ି ମାରିଦେଲେ
ବଡ଼ସାହି,୨୦ା୧୧(ଦୀପକ ବୁଗୁଡ଼େଇ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ସାନକେରକ ପଞ୍ଚାୟତ ଚାଉଳିଆ ଷୋଳ ଗ୍ରାମସ୍ଥିତ ଏକ ଘର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପୋଲିସ ଜବତ କରିଛି। ମୃତା ମହିଳା ଜଣକ ହେଲେ ସରୋଜ ସାହୁଙ୍କ ସ୍ତ୍ରୀ ସଂଯୁକ୍ତା (୪୦)।…
‘ଡିସେମ୍ବରରେ ଦାବି ପୂରଣ ନ ହେଲେ ସବୁ କଲେଜ ବନ୍ଦ’
ଭଦ୍ରକ,୨୦।୧୧(ସନାତନ ରାଉତ): ଭଦ୍ରକ ଟାଉନ ହଲ୍ରେ ପୂର୍ବ ଓଡ଼ିଶା ଓ ଉତ୍ତର ଓଡ଼ିଶା ଅଧ୍ୟକ୍ଷ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ୫ ଜିଲାର ସମସ୍ତ କଲେଜ ଅଧ୍ୟକ୍ଷ ଓ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ।…
ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ ସହ MOU ସ୍ୱାକ୍ଷର
ଭୁବନେଶ୍ୱର,୨୦।୧୧: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ସୋମବାର ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ସହିତ ଏକ ବୁଝାମଣାପତ୍ର(ଏମଓୟୁ) ସ୍ୱାକ୍ଷର କରିଛନ୍ତି। ଭର୍ଚୁଆଲ୍ ପ୍ଲାଟଫର୍ମରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ଵାକ୍ଷର ହୋଇଛି। ସୂଚନା ଅନୁସାରେ ଆସନ୍ତା ନୂଆବର୍ଷରେ…
ସାନ୍ତାଳି ଭାଷାଭାଷୀ ଲୋକମାନେ ନିଜ ଭାଷାକୁ ଲୋକପ୍ରିୟ କରିବାକୁ ଆହ୍ୱାନ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବାରିପଦା,୨୦।୧୧: ସାନ୍ତାଳି ଭାଷାଭାଷି ଲୋକମାନେ ପ୍ରଥମେ ନିଜ ଭାଷାକୁ ଭଲ ପାଆନ୍ତୁ ଏବଂ ଏହାକୁ ଲୋକପ୍ରିୟ କରିବା ପାଇଁ କାର୍ଯ୍ୟ କରନ୍ତୁ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ତିନିଦିନିଆ ଓଡ଼ିଶା ଗସ୍ତର ପ୍ରଥମ ଦିନରେ ଆଜି ମୁର୍ମୁ ବାରିପଦାରେ ଅଖିଳ…

