ରାଜ୍ୟ

୨୦୨୨ରେ ୭.୬୦% ବଢ଼ିଛି ଦୁର୍ଘଟଣାଜନିତ ମୃତ୍ୟୁ

ଭୁବନେଶ୍ବର,୧୭ା୩(ବ୍ୟୁରୋ): ରାଜ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ କରିବା ପାଇଁ ବାଣିଜ୍ୟ ଏବଂ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ରାଜ୍ୟର ସବୁ ଜିଲାପାଳ, ଏସ୍‌ପି, ଭୁବନେଶ୍ୱର-କଟକ ଅତିରିକ୍ତ କମିଶନର ଏବଂ ସବୁ ଆର୍‌ଟିଓଙ୍କୁ ଗୁରୁବାର ଚିଠି ଲେଖିଛନ୍ତି। ଦୁର୍ଘଟଣାଜନିତ…

ଆନ୍ଦୋଳନ ବଢ଼ାଇଛି ତେଲ ଚିନ୍ତା

ଭୁବନେଶ୍ୱର,୧୭ା୩(ବ୍ୟୁରୋ):ପେନ୍‌ସନ, ବୀମା, ମୃତ୍ୟୁକାଳୀନ ସହାୟତା, ସାମାଜିକ ସୁରକ୍ଷା ଆଦି ୧୦ ଦଫା ଦାବିରେ ବୁଧବାରଠାରୁ ଡ୍ରାଇଭର ଏକତା ମହାସଂଘ ପକ୍ଷରୁ କରାଯାଇଥିବା ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଗୁରୁବାର ୨ୟ ଦିନରେ ପହଞ୍ଚତ୍ଛି। ତେବେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ…

ଡ୍ରାଇଭର-ପୋଲିସ୍‌ ମୁହାଁମୁହିଁ

ଗୋପାଳପୁର,୧୬ା୩(ଡି.ଏନ୍‌.ଏ.): ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ୧୦ଦଫା ଦାବି ନେଇ ଚାଲିଥିବା ଆନ୍ଦୋଳନର ଗୁରୁବାର ଦ୍ୱିତୀୟ ଦିନ ସନ୍ଧ୍ୟାରେ ଗଞ୍ଜାମ ଜିଲା ପୁକୁଡ଼ିବନ୍ଧଠାରେ ପୋଲିସ ଓ ଆନ୍ଦୋଳନକାରୀ ଡ୍ରାଇଭରଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇ ଜାତୀୟ ରାଜପଥ ରଣକ୍ଷେତ୍ର ପାଲଟି…

ଡ୍ରାଇଭର ମହାସଂଘର ଆନ୍ଦୋଳନ ପ୍ରତିବାଦରେ ତାତିଲା ମୋଟର ଚାଳକ ସଂଘ

ବରଗଡ଼ ଅଫିସ, ୧୬।୩- ଡ୍ରାଇଭରମାନଙ୍କୁ ସମ୍ମାନ, ସୁରକ୍ଷା ଏବଂ ଅଧିକାର ଦାବି ନେଇ ଡ୍ରାଇଭର ମହାସଂଘ ବୁଧବାରଠାରୁ ଅର୍ନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଧର୍ମଘଟ ଏବଂ ଅଖ ଚକ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଛି। ତେବେ ଡ୍ରାଇଭର ମହାସଂଘର ଏହି ଆନ୍ଦୋଳନକୁ ମୋଟର…

କନିଷ୍ଠ ଯନ୍ତ୍ରୀ-ଜିଲା ପରିଷଦ ସଭ୍ୟ ହାତାହାତି: ଥାନାରେ ମାମଲା

ବରୀ,୧୬ା୩(ଡି.ଏନ୍‌.ଏ.): ଉନ୍ନୟନ କାର୍ଯ୍ୟକୁ ନେଇ ଯାଜପୁର ଜିଲା ବରୀ ବ୍ଲକ୍‌ରେ ବିଭିନ୍ନ ସମୟରେ ବିଶୃଙ୍ଖଳା ସୃଷ୍ଟି ହେଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ବ୍ଲକ୍‌ର କନିଷ୍ଠ ଯନ୍ତ୍ରୀ ବିପ୍ଲବ ପରିଜା ଏବଂ ୨୨ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟଙ୍କ ମଧ୍ୟରେ ହାତାହାତି…

ବୋମାମାଡ଼ ପରେ ଉତ୍ତେଜନା

ବ୍ରହ୍ମପୁର ଅଫିସ,୧୬ା୩: ଗଞ୍ଜାମ ଜିଲା ଫୁଲଟା ଗାଁରେ ୨ଜଣଙ୍କ ଘର ଉପରକୁ ବୋମାମାଡ ହୋଇଛି। କୋଠଘର ଦାୟିତ୍ୱ ହସ୍ତାନ୍ତରକୁ ନେଇ ଗୋଷ୍ଠୀ ବିବାଦରୁ ଏଭଳି ଘଟଣା ଘଟିଛି। ୧୫ରୁ ୧୬ଜଣ ଯୁବକ ସଂଘବଦ୍ଧ ଭାବେ ବିଭିନ୍ନ ମାରଣାସ୍ତ୍ର ଧରି କୋଠଘର ପୂର୍ବତନ…

ଦ୍ବିତୀୟ ଦିନରେ ପହଞ୍ଚିଲା ଡ୍ରାଇଭର ମହାସଂଘର ଧର୍ମଘଟ: ଅତ୍ୟାବଶ୍ୟକ ସାମଗ୍ରୀ ଚିନ୍ତାରେ ଖାଉଟି

ବାଲିଗୁଡ଼ା:୧୬।୩(ଡି.ଏନ.ଏ): ମାର୍ଚ୍ଚ ୧୫ ତାରିଖରୁ ୧୦ ଦଫା ଦାବି ନେଇ ଅର୍ନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟ ବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରଖିଛି ଓଡ଼ିଶା ଡ୍ରାଇଭର ମହାସଂଘ। ଗୁରୁବାର ଧର୍ମଘଟ ଦ୍ବିତୀୟ ଦିନରେ ପହଞ୍ଚିଥିବା ବେଳେ କନ୍ଧମାଳ ଜିଲା ବାଲିଗୁଡ଼ା…

ରାସ୍ତାରେ ଡ୍ରାଇଭର: ଘାରିଲାଣି ତେଲ ଭୟ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ପେନ୍‌ସନ, ବୀମା, ସାମାଜିକ ସୁକ୍ଷା ଆଦି ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡି ରାସ୍ତାକୁ ଓହ୍ଲାଇଛନ୍ତି ଡ୍ରାଇଭର। ଫଳରେ ଯାତ୍ରୀବାହୀ ବସ୍‌ ସମେତ ମାଲ୍‌ ପରିବହନ କରୁଥିବା ସମସ୍ତ ଗାଡ଼ି ଚଳଚଳ ଏକ ପ୍ରକାର ଠପ୍‌ ହୋଇଯାଇଛି। ଏପରି…

‘ଏଚ୍‌୩ଏନ୍‌୨କୁ ନେଇ ଭୟଭୀତ ହେବା ଉଚିତ ନୁହେଁ’

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରେ ଏଚ୍‌୩ଏନ୍‌୨ ସଂକ୍ରମିତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି। ସଂକ୍ରମିତଙ୍କ ମଧ୍ୟରୁ ଅନେକ ସୁସ୍ଥ ହୋଇସାରିଲେଣି। ଏଚ୍‌୩ଏନ୍‌୨ ସଂକ୍ରମିତଙ୍କଠାରେ କରୋନା ଭଳି ଲକ୍ଷଣ ଦେଖା ଦେଉଥିଲେ ବି ଏହାକୁ ନେଇ ଚିନ୍ତା କରିବା ଆବଶ୍ୟକତା ନାହିଁ ବୋଲି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା…

ବ୍ୟବସାୟରେ ସ୍ବଚ୍ଛତା ବଢ଼ିଛି

ପାରିବାରିକ ବ୍ୟବସାୟ ସହ ବାଣିଜ୍ୟର ଛାତ୍ର ହୋଇଥିବାରୁ ବ୍ୟବସାୟ ପ୍ରତି ତାଙ୍କର ବେଶ୍‌ ଆଗ୍ରହ ରହିଥିଲା। ଏପରିକି ପାଠପଢ଼ା ସମୟରେ ସେ ବଡ଼ଭାଇମାନଙ୍କୁ ବ୍ୟବସାୟରେ ସହଯୋଗ କରୁଥିଲେ। ବିଶେଷକରି କୋଲକାତାରୁ ଉଚ୍ଚଶିକ୍ଷା ଶେଷ ସହ ଶେୟାର ବଜାର କାରବାର କ୍ଷେତ୍ରରେ ସେ…

ସୈନ୍ୟ ବାହିନୀ ପ୍ରବେଶିକା ପରୀକ୍ଷା, ୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଅନଲାଇନ୍‌ ପଞ୍ଜୀକରଣ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ୨୦୨୩ ବର୍ଷ ପାଇଁ ସେନା ବାହିନୀରେ ନିଯୁକ୍ତି ନିମନ୍ତେ ସାଧାରଣ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ଏଥିପାଇଁ ଫେବ୍ରୁଆରୀ ୧୫ରୁ ଜାରି ରହିଥିବା ଅନଲାଇନ୍‌ ପଞ୍ଜୀକରଣ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ କଟକସ୍ଥିତ ସେନା ନିଯୁକ୍ତି…

ପ୍ଲାଟିନମ୍‌ ଜୁବିଲି ପାଳନ କରିବ ରାଜଧାନୀ, ୩ଦିନ ଧରି ଚାଲିବ ପ୍ରତିଷ୍ଠା ଉତ୍ସବ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଏପ୍ରିଲ ୧୩ରୁ ୧୫ ତାରିଖ ୩ଦିନ ଧରି ପାଳନ ହେବ ରାଜଧାନୀ ପ୍ରତିଷ୍ଠା ଉତ୍ସବ। ଚଳିତବର୍ଷ ରାଜଧାନୀ ପ୍ରତିଷ୍ଠାର ୭୫ବର୍ଷ ପୂର୍ତ୍ତି ହେଉଥିବାରୁ ଏହାକୁ ପ୍ଲାଟିନମ୍‌ ଜୁବିଲି ଉତ୍ସବ ଭାବେ ବର୍ଣ୍ଣାଢ୍ୟ ଢଙ୍ଗରେ ପାଳନ କରାଯିବ। ଏନେଇ ବୁଧବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri