ରାଜ୍ୟ

ସାଲୁଗା ପ୍ରଧାନ ଉପବାଚସ୍ପତି ପ୍ରାର୍ଥୀ ଭାବେ ଦାଖଲ କଲେ ନାମାଙ୍କନ

ଭୁବନେଶ୍ୱର,୨୦ା୧୧: ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ଉପବାଚସ୍ପତି ପ୍ରାର୍ଥୀ ଭାବେ ତାଙ୍କର ନାମାଙ୍କନପତ୍ର ସୋମବାର ଦାଖଲ କରିଛନ୍ତି। ୨୦୦୦ରୁ ୨୦୦୪ ଓ ୨୦୧୯ରେ ବିଧାୟକ ଭାବେ ସେ ନିର୍ବାଚିତ ହୋଇଛନ୍ତି। ନାମାଙ୍କନ ଦାଖଲ ପରେ ଶ୍ରୀ ପ୍ରଧାନ ନିଜ ପ୍ରତିକ୍ରିୟାରେ କହିଛନ୍ତି,…

ବାରିପଦାରେ ରାଷ୍ଟ୍ରପତି

ମୟୂରଭଞ୍ଜ,୨୦ା୧୧: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ପୂର୍ବାହ୍ନରେ ବାରିପଦାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତି ଆଜି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ବାରିପଦା ପୋଲିସ ହେଲିପ୍ୟାଡ୍‌ରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ…

ସୁଯୋଗ ମିଳିଲେ ପୁଣି ନିର୍ବାଚନ ଲଢ଼ିବି: ପ୍ରମିଳା ବିଶୋୟୀ

ବ୍ରହ୍ମପୁର,୨୦ା୧୧(ନରସିଂହ ସାହୁ): ସୁଯୋଗ ମିଳିଲେ ଆଗାମୀ ଲୋକ ସଭା ନିର୍ବାଚନ ଲଢ଼ିବି ବୋଲି ଆସିକା ବିଜେଡି ଏମ୍‌ପି ପ୍ରମିଳା ବିଶୋୟୀ କହିଛନ୍ତି। ଏଥିପାଇଁ ଦଳର ସଭାପତି ତଥା ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟିକେଟ ପାଇଁ ସେ ଆବେଦନ କରିଥିବା ଦର୍ଶାଇଛନ୍ତି। ରବିବାର…

ଉପବାଚସ୍ପତି ନିର୍ବାଚନ: ଆଜି ନାମାଙ୍କନ

ଭୁବନେଶ୍ୱର,୨୦୧୧(ସୁନିତ୍‌ ମିଶ୍ର): ବିଧାନସଭା ଶୀତକାଳୀନ ଅଧିବେଶନ ମଙ୍ଗଳବାର ଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ତେବେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇପାରେ ବୋଲି ଅନେକ ମତ ଦେଉଛନ୍ତି। ଯଦି ବାସ୍ତବରେ…

ଆଜି ଆସିବେ ରାଷ୍ଟ୍ରପତି

ବାରିପଦା (ନୀଳାଦ୍ରି ବିହାରୀ ଦଣ୍ଡପାଟ)/ରାଇରଙ୍ଗପୁର(ମାନସ ମହାନ୍ତି), ୨୦।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିଜ ଜନ୍ମ ମାଟିକୁ ଦ୍ୱିତୀୟ ଥର ଆସୁଛନ୍ତି। ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତର ପ୍ରଥମ ଦିବସରେ ବାରିପଦା ଶହୀଦ ସ୍ମୃତି ଭବନରେ ସାନ୍ତାଳୀ ଲେଖକ ସମ୍ମିଳନୀ ଏବଂ…

ମହାନଦୀର ସୁବଳୟାରେ ହେବ ବ୍ୟାରେଜ

ନୟାଗଡ଼,୨୦।୧୧(ଲୋକନାଥ ମିଶ୍ର): କଟକ ଜିଲାର ସୁବଳୟା ଓ ନୟାଗଡ଼ ଜିଲା ଗଣିଆ ବ୍ଲକର ରାଉତପଡାକୁ ସଂଯୋଗ କରି ମହାନଦୀରେ ହେବ ରାଉତପଡା ବ୍ୟାରେଜ । ଏଥିପାଇଁ ୧୫୭୨ କୋଟି ଟଙ୍କା ମଞ୍ଜୁର କରିବାକୁ ରାଜ୍ୟ ସରକାରଙ୍କୁ ନୟାଗଡ଼ ଜିଲା ଜଳସମ୍ପଦ ବିଭାଗ…

ଆଜି ଆସିବ ନାକ୍‌ ଟିମ୍‌: ସଜେଇ ହୋଇଛି ରେଭେନ୍‌ଶା

କଟକ,୨୦ା୧୧(ସୁପ୍ରିୟା ପ୍ରିୟଦର୍ଶିନୀ): ସୁନ୍ଦର କଳାକୃତିରେ ଝଲସୁଛି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ। ବିଭିନ୍ନ ଲାବ୍‌ରେ ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାଚେରି ଏବଂ କାନ୍ଥଗୁଡିକରେ ଚିତ୍ରାଙ୍କନ କରାଯାଇଛି। ରକ୍ଷଣାବେକ୍ଷଣର ଅଭାବରୁ ଅବହେଳିତ ଅବସ୍ଥାରେ ଥିବା ରାଜ୍ୟର ପ୍ରଥମ କ୍ୟାମ୍ପସ କମ୍ୟୁନିଟି ରେଡିଓ ‘ରେଭେନ୍‌ଶା ରେଡ଼ିଓ…

ଦୁଇଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୧୧(ଅସମାପିକା ସାହୁ): ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇଦିନ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୋମବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼,…

ସ୍ବାମୀ ଦ୍ୱିତୀୟ ବିବାହ କରିଥିବା ନେଇ କରିଥିଲି ଅଭିଯୋଗ: ୫ ଦିନ ବିତିଲାଣି, କାର୍ଯ୍ୟାନୁଷ୍ଠାନ ନେଉନି ପୋଲିସ

ନନ୍ଦପୁର, ୧୯ା୧୧(ଶଙ୍କର ପୂଜାରୀ): ବିବାହର ୩ ବର୍ଷ ବିତିଯାଇଥିଲେ ମଧ୍ୟ ସ୍ବାମୀ ଗତ ଦଶହରା ଦିନ ଅନ୍ୟ ଜଣଙ୍କୁ ବିବାହ କଲେ। ଏହାର ପ୍ରତିବାଦ କରିବାରୁ ଗ୍ରାମବାସୀଙ୍କ ସମ୍ମୁଖରେ ସ୍ବାମୀ ଅର୍ଜୁନ ମୁଦୁଲି, ଶାଶୁ, ଶଶୁର, ନଣନ୍ଦ ଓ ଦିଅର ମିଶି…

ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଜମନକିରା,୧୯।୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସରଡ଼ା ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଜମନକିରା ପୋଲିସ କୁଚିଣ୍ଡା ଥାନା ଜମନକିରା ବ୍ଲକ ଗୁଣ୍ଡୁରୁଚୂଆଁ ଗାଁର…

ଜଙ୍ଗଲରୁ ମିଳିଲା ଦନ୍ତା ହାତୀର ମୃତଦେହ

ନାକଟିଦେଉଳ, ୧୯।୧୧(ବୈକୁଣ୍ଠ ନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ସାଲେଭଟା ପଞ୍ଚାୟତ କୁନ୍ଦେଇଜୁରୀ ଗ୍ରାମ ନିକଟ ଜଙ୍ଗଲରେ ରବିବାର ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। କୁନ୍ଦେଇଜୁରୀ ଗ୍ରାମଠାରୁ ପ୍ରାୟ ଦୁଇ ଶହ ମିଟର ଦୂର ଖାସଡ଼ା ଜଙ୍ଗଲରେ…

ଇଟାଭାଟିରେ ୧୯ ଶ୍ରମିକ ବନ୍ଧକ: ଉଦ୍ଧାର ପାଇଁ କଲେ ଗୁହାରି

ପଦ୍ମପୁର,୧୯।୧୧(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅଧୀନ ଗଉଡମାଲ ଗ୍ରାମର ୧୯ଜଣ ଶ୍ରମିକ ତେଲଙ୍ଗାନାର ଏକ ଇଟାଭାଟିରେ ବନ୍ଧକ ଅଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଶ୍ରମିକଙ୍କ ପରିବାର ଲୋକେ ସରକାରଙ୍କୁ ନିବେଦନ କରିଛନ୍ତି। ସୂଚନା ଅନୁସାରେ, ଗଉଡମାଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?