ସୈନ୍ୟ ବାହିନୀ ପ୍ରବେଶିକା ପରୀକ୍ଷା, ୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଅନଲାଇନ୍ ପଞ୍ଜୀକରଣ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ୨୦୨୩ ବର୍ଷ ପାଇଁ ସେନା ବାହିନୀରେ ନିଯୁକ୍ତି ନିମନ୍ତେ ସାଧାରଣ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ଏଥିପାଇଁ ଫେବ୍ରୁଆରୀ ୧୫ରୁ ଜାରି ରହିଥିବା ଅନଲାଇନ୍ ପଞ୍ଜୀକରଣ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ କଟକସ୍ଥିତ ସେନା ନିଯୁକ୍ତି…
ପ୍ଲାଟିନମ୍ ଜୁବିଲି ପାଳନ କରିବ ରାଜଧାନୀ, ୩ଦିନ ଧରି ଚାଲିବ ପ୍ରତିଷ୍ଠା ଉତ୍ସବ
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଏପ୍ରିଲ ୧୩ରୁ ୧୫ ତାରିଖ ୩ଦିନ ଧରି ପାଳନ ହେବ ରାଜଧାନୀ ପ୍ରତିଷ୍ଠା ଉତ୍ସବ। ଚଳିତବର୍ଷ ରାଜଧାନୀ ପ୍ରତିଷ୍ଠାର ୭୫ବର୍ଷ ପୂର୍ତ୍ତି ହେଉଥିବାରୁ ଏହାକୁ ପ୍ଲାଟିନମ୍ ଜୁବିଲି ଉତ୍ସବ ଭାବେ ବର୍ଣ୍ଣାଢ୍ୟ ଢଙ୍ଗରେ ପାଳନ କରାଯିବ। ଏନେଇ ବୁଧବାର…
ବିଛନ୍ଦ ଖାଉଛନ୍ତି କଞ୍ଚା ମାଂସ
ଫୁଲବାଣୀ ଅଫିସ,୧୬ା୩: କନ୍ଧମାଳ ଜିଲା ଫୁଲବାଣୀ ସହରରେ ଏକ ଅଜବ ଦୃଶ୍ୟ ସାମ୍ନାକୁ ଆସିଛି । ପୁରାତନ ଯୁଗରେ ନିଆଁର ବ୍ୟବହାର ଜାଣି ନ ଥିବା ମନଷ୍ୟ ଜଙ୍ଗଲରେ ଶୀକାର କରି କଞ୍ଚା ମାଂସ ଆହାର କରୁଥିଲା । କିନ୍ତୁ ଆଜିର…
ରାଜ୍ୟରେ ୪୮.୬୫ ଲକ୍ଷ ଚାଷୀ, ୯୫ ହଜାର ଭାଗଚାଷୀ
ଭୁବନେଶ୍ୱର,୧୬ା୩(ବ୍ୟୁରୋ): ୨୦୧୫-୧୬ କୃଷି ଜନଗଣନା ଅନୁସାରେ ରାଜ୍ୟରେ ୪୮ ଲକ୍ଷ ୬୫ ହଜାର ୮୫୦ ଚାଷୀ ଅଛନ୍ତି। ସେମାନଙ୍କ ମଧ୍ୟରେ ୯୫ ହଜାର ୧୮୪ ଭାଗଚାଷୀ ଅଛନ୍ତି। ଭାଗ ଚାଷୀଙ୍କ ପାଇଁ ରାଜ୍ୟରେ ବଳରାମ ଯୋଜନା କାର୍ଯ୍ୟକାରୀ କରାଯାଉଛି। ରାଜ୍ୟରେ ଭାଗଚାଷୀ…
ଭର୍ତ୍ତୃହରିଙ୍କୁ ନେଇ ଭାଜପା-ବିଜେଡି ବୟାନବାଜି
ଭୁବନେଶ୍ବର, ୧୬ା୩(ବ୍ୟୁରୋ): ବିଜେଡି ଏମ୍ପି ଭର୍ତ୍ତୃହରି ମହତାବଙ୍କୁ ନେଇ ଏବେ ବିଜେଡି ଓ ଭାଜପା ନେତାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ମଙ୍ଗଳବାର ଦିଲ୍ଲୀଠାରେ ଏକ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମରେ ଭର୍ତ୍ତୃହରିଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଶଂସା ଏବଂ ବିଜେଡିକୁ…
ଏନ୍ଏଫ୍ଏସ୍ଏ ରାଜ୍ୟ ମାନ୍ୟତା ସୂଚକାଙ୍କରେ ଓଡ଼ିଶା ୧ ନମ୍ବର: ମନ୍ତ୍ରୀ
ଭୁବନେଶ୍ବର,୧୬ା୩(ବ୍ୟୁରୋ): ସାଧାରଣ ବଣ୍ଟନ ବ୍ୟବସ୍ଥାର ସୁପରିଚାଳନାରେ ଓଡ଼ିଶା ଦେଶରେ ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଆସୁଛି। କେନ୍ଦ୍ର ସରକାରଙ୍କ(୨୦୨୨) ଦ୍ୱାରା ପ୍ରକାଶିତ ସଦ୍ୟତମ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ)ରାଜ୍ୟ ମାନ୍ୟତା ସୂଚକାଙ୍କରେ ଦେଶର ୧ ନମ୍ବର ରାଜ୍ୟ ଭାବେ…
ଭୁବନେଶ୍ୱର ଆଖପାଖରେ କୋହଲା ପାଗ: ୧୭, ୧୮ରେ ବର୍ଷା, ପବନ
ଭୁବନେଶ୍ୱର, ୧୬।୩(ବ୍ୟୁରୋ):କଟକ ଓ ଭୁବନେଶ୍ୱର ସମେତ ଉପକୂଳବର୍ତ୍ତୀ ଅଞ୍ଚଳର କେତେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ସହ କୋହଲା ପାଗ ରହିଛି । ଓଡ଼ିଶା ଉପରେ ଏକ ଟ୍ରପ୍ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ…
ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍, ୧୮ ଘଣ୍ଟାରେ ଖସିପଡ଼ିଲା ସ୍ଲାବ୍
କେନ୍ଦ୍ରାପଡ଼ା ଅଫିସ,୧୬ା୩: କେନ୍ଦ୍ରାପଡ଼ା ସହର ତିନିମୁହାଣୀ ଛକ ନିକଟ ନିର୍ମାଣାଧୀନ ଗୋବରୀ ନଦୀର ଦକ୍ଷିଣ ପାର୍ଶ୍ୱ ପୋଲ ବୁଧବାର ଭୁଶୁଡି ପଡିଛି। ଏହି ଦୁର୍ଘଟଣାରୁ କାର୍ଯ୍ୟରତ ଶ୍ରମିକମାନେ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ସେହିପରି ରାସ୍ତାଠାରୁ ପ୍ରାୟ ୧୦୦ ମିଟର ଦୂରରେ କୌଣସି…
ସବୁ ଦର ବଢ଼ିଲାଣି, ଆମ ଦରମା ବଢ଼ାଅ
ଭୁବନେଶ୍ୱର,୧୬ା୩(ବ୍ୟୁରୋ): ଦୀର୍ଘ ବର୍ଷ ହେବ ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା କିମ୍ବା ଅନ୍ୟାନ୍ୟ ଭତ୍ତା ବଢ଼ିନାହିଁ। ପେଟ୍ରୋଲ, ଡିଜେଲ ଦର ବଢ଼ିଲାଣି। ଅନ୍ୟାନ୍ୟ ଆନୁଷଙ୍ଗିକ ଦର ବୃଦ୍ଧି ହେଲାଣି। ଗାଡ଼ି ଚଲାଇବା, ଖର୍ଚ୍ଚ ତୁଲାଇବା କଷ୍ଟକର ହୋଇ ପଡ଼ିଲାଣି। ସକାଳ…
ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା: ବଦଳିଲା ପ୍ରଶ୍ନପତ୍ର ପହଞ୍ଚିବା ସମୟ
କଟକ ଅଫିସ, ୧୫ା୩: ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ପାଇଁ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପହଞ୍ଚିବା ସମୟ ପରିବର୍ତ୍ତନ ହୋଇଛି। ବାକିଥିବା ୩ଟି ପରୀକ୍ଷା ପାଇଁ ଏହା ଲାଗୁ କରାଯିବ। ନୋଡାଲ ସେଣ୍ଟରରୁ ସକାଳ ସାଢେ ୬ଟା ପରେ ପ୍ରଶ୍ନପତ୍ର…
ରାଜ୍ୟରେ ବିପଦସଙ୍କୁଳ ଅବସ୍ଥାରେ ୧୧,୯୨୯ ସ୍କୁଲଘର
ଭୁବନେଶ୍ୱର,୧୫ା୩(ବ୍ୟୁରୋ)-ରାଜ୍ୟରେ ୧୧,୯୨୯ ସ୍କୁଲଘର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଏସବୁ ଅସୁରକ୍ଷିତ ଶ୍ରେଣୀ ଗୃହ ଭାଙ୍ଗିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି । ବୁଧବାର ବିଧାନସଭା ପ୍ରଶ୍ନକାଳରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା…
ପ୍ରାଇମା ପବ୍ଲିକ୍ ସ୍କୁଲରେ ପଶି ଦୁର୍ବୃତ୍ତଙ୍କ ଭଙ୍ଗାରୁଜା, ବାତିଲ ହେଲା ପରୀକ୍ଷା
ବେଗୁନିଆପଡ଼ା,୧୫।୩(ଡି.ଏନ୍.ଏ.): ସ୍କୁଲ ହତାରେ ପଶି ଦୁବୃର୍ତ୍ତଙ୍କ ଭଙ୍ଗାରୁଜା। ଝରକା ଗ୍ଲାସ ଭାଙ୍ଗିବା ସହ ସ୍କୁଲର ଖେଳନା ସାମଗ୍ରୀ ଗୁଡିକୁ ଭାଙ୍ଗି ନଷ୍ଟ କରି ଦେଇଛନ୍ତି। ଗଞ୍ଜାମ ଜିଲା କୋଦଳାଠାରେ ଥିବା ପ୍ରାଇମା ପବ୍ଲିକ ସ୍କୁଲରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମଙ୍ଗଳବାର…
Archives


